ନିଜକୁ ଭଲପାଆନ୍ତୁ
ଖାଇବା ବନ୍ଦ କରି ମୃତ୍ୟୁ ଆପଣାଇଲେ ୧୮ ବର୍ଷୀୟା ବାଳିକା। ଶୁଣିବାକୁ ଯେତିକି ଅବିଶ୍ୱସନୀୟ ଲାଗୁଛି ବାସ୍ତବତା ଆହୁରି ଭୟଙ୍କର। ଏକଦା ମଧୁର ଜୀବନ ବିତାଉଥିବା କେରଳର ଶ୍ରୀନନ୍ଦ ଧୀରେ ଧୀରେ ଆତ୍ମହତ୍ୟା କରିବା ଆରମ୍ଭ କଲେ- କାରଣ ସେ ପତଳା…
ଏସୀୟ ଏକତା ଲୋଡ଼ା
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଏସିଆରେ ଭୂ-ରାଜନୈତିକ ଓ ଆର୍ଥିକ ସଙ୍କଟଜନିତ ବିପର୍ଯ୍ୟୟର ସମ୍ଭାବନା ସୃଷ୍ଟି କରିଛନ୍ତି। ଟ୍ରମ୍ପ୍ଙ୍କ ବ୍ୟବସାୟିକ କୂଟନୀତି, ସାମଗ୍ରୀ ଉପରେ ଟିକସ ଲଗାଇ ନିଜ ବାଣିଜ୍ୟ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିବାର ରକ୍ଷଣାତ୍ମକ ନୀତି ତଥା…
ବୃଦ୍ଧ ଓ ଯୁବ ବାବା
ସାମାଜିକ ଗଣମାଧ୍ୟମ (ସୋସିଆଲ ମିଡିଆ)ରେ ଏବେ ଏକ ନୂଆ ପିିଢ଼ିର ବାବାଙ୍କୁ ଦେଖିବା ଓ ସେମାନଙ୍କ କଥା ମଧ୍ୟ ଶୁଣିବାକୁ ମିଳୁଛି। ଏହି ବାବାମାନେ ଯୁବକ। ଦେଖିବାକୁ ହୁଷ୍ଟପୁଷ୍ଟ ଓ ସୁନ୍ଦର । ସେମାନେ ଠିକ୍ ଭାବେ ପୋଷାକ ପିନ୍ଧୁଛନ୍ତି, ଠିକ୍…
ନୀରବଘାତକ
ଭାରତରେ ୧୪ କୋଟି ଲୋକ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ନିର୍ଦ୍ଧାରିତ ବାୟୁଗୁଣ ସୂଚକାଙ୍କର ୧୦ ଗୁଣ ପ୍ରଦୂଷିତ ବାୟୁ ସେବନ କରନ୍ତି, ଯାହା ଫଳରେ ପ୍ରତିବର୍ଷ ୨୦ ଲକ୍ଷ ଲୋକ ଅକାଳ ମୃତ୍ୟୁବରଣ କରନ୍ତି। ବାୟୁ ପ୍ରଦୂଷଣକୁ ସାଧାରଣତଃ ବାୟୁଗୁଣ ସୂଚକାଙ୍କ…
ରାଜନେତାଙ୍କ ଲଣ୍ଠନ ଉପାଖ୍ୟାନ
ଅତ୍ୟାଧୁନିକ ବିଜ୍ଞାନ ଓ କାରିଗରି ବିଦ୍ୟା ଡିଜିଟାଲ ଯୁଗରେ ଅଲୋଡ଼ା ହୋଇପଡ଼ିଥିବା ଡିବିରି, ଲଣ୍ଠନ, ଚେମେଣି ଓ ମହମବତି ଏବେ ପୁଣି ଖୋଜା ପଡ଼ିଛି। ବିଦ୍ୟୁତ୍ ସରବରାହ ବିଚ୍ଛିନ୍ନ ସମୟରେ ଏସବୁ ପାରମ୍ପରିକ ସାମଗ୍ରୀକୁ ଲୋକେ ପୁଣି ଏକତ୍ରିତ କରିଥାନ୍ତି। ଆଲୋକ…
ହାନିଲାଭର ହିସାବ
ଯୁଦ୍ଧବିରତି ପରେ ଗାଜା ଉପରେ ପୁଣି ଇସ୍ରାଏଲ ଆକ୍ରମଣ କରିବା ଆରମ୍ଭ କରିଦେଇଛି। ୨୪ ମାର୍ଚ୍ଚରେ ଇସ୍ରାଏଲ ସେନା ଗାଜାରେ ବୋମାମାଡ଼ କରିବାରୁ ୬୧ ପାଲେଷ୍ଟିନୀୟଙ୍କ ମୃତ୍ୟୁ ଘଟିଛି। ଏହି ଆକ୍ରମଣରେ ଦକ୍ଷିଣ ଗାଜାର ଖାନ୍ ୟୁନିସ୍ସ୍ଥିତ ସର୍ବବୃହତ୍ ହସ୍ପିଟାଲ କ୍ଷତିଗ୍ରସ୍ତ…
ଧନୀ କିଏ ନା ଦରିଦ୍ର କିଏ
ବିଶ୍ୱର ସର୍ବଶ୍ରେଷ୍ଠ ଧନୀମାନଙ୍କର ତାଲିକା ସମୟ ସମୟରେ ଗଣମାଧ୍ୟମରେ ପ୍ରକାଶିତ ହେବା ଆମ ଆଖିରେ ପଡେ। ସେହିପରି ସବୁଠାରୁ ଧନୀ ଦେଶ ହିସାବରେ କୌଣସି ଭୂଖଣ୍ଡ ଆମ ଆଲୋଚନାର ପରିସରଭୁକ୍ତ ହୋଇଯାଏ। ଗାଅଁାରେ କୌଣସି ସ୍ଥାନରେ ଦୁଇ ଚାରିଜଣ ଏକାଠି ହେଲେ…
ସମାବର୍ତ୍ତନ ଉତ୍ସବ- ସେଦିନ ଓ ଆଜି
ତ୍ରୀଛାତ୍ରମାନଙ୍କ ବିଶ୍ୱବିଦ୍ୟାଳୟରୁ ଶିକ୍ଷା ସମାପ୍ତି ପରେ ସ୍ବଗୃହ ପ୍ରତ୍ୟାବର୍ତ୍ତନକୁ ସମାବର୍ତ୍ତନ କୁହାଯାଏ। ଏହି ଉପଲକ୍ଷେ ଯେଉଁ ଉତ୍ସବ ଆୟୋଜିତ ହୁଏ ତାହା ସମାବର୍ତ୍ତନ ଉତ୍ସବ । ଏହା ସାଧାରଣତଃ ଗ୍ରାଜୁଏଟ୍, ପୋଷ୍ଟ ଗ୍ରାଜୁଏଟ୍ ଡକ୍ଟରେଟ୍ ଡିଗ୍ରୀଧାରୀମାନଙ୍କ ପାଇଁ ଉଦ୍ଦିଷ୍ଟ ଥାଏ। ଏହାପରେ…
ଡିଜିଟାଲ ଠକେଇ
ଚଳିତ ବର୍ଷ ଓଡ଼ିଶାରେ ଘଟିଥିବା ଦୁଇଟି ଡିଜିଟାଲ ଠକେଇ ଅତ୍ୟନ୍ତ ଚିନ୍ତାଜନକ। ୨୦୨୫ ଫେବୃଆରୀରେ ସେକ୍ସଟର୍ସନର ଶିକାର ହୋଇ କଟକର ୩୫ ବର୍ଷୀୟା ଜଣେ ମହିଳା ଡାକ୍ତର ଆତ୍ମହତ୍ୟା କରିଥିଲେ। ଉଲ୍ଲେଖନୀୟ ଯେ, ଏହି ମହିଳା ବିବାହ ପରେ ଛାଡ଼ପତ୍ର ଦେଇ…
ଏଇ ଭାରତରେ
ବାର୍ଦ୍ଧକ୍ୟରେ ଯେତେବେଳେ ସମ୍ପର୍କର ଡୋର ଛିଣ୍ଡିବା ଆରମ୍ଭ ହୁଏ ସେତେବେଳେ ବିବାହ କଥା ଚିନ୍ତା କରିବା ଅସମ୍ଭବ ଲାଗିଥାଏ। ହେଲେ ଏଭଳି ଏକ ଭାବନାକୁ ଭୁଲ ପ୍ରମାଣିତ କରିଛନ୍ତି ୬୬ ବର୍ଷୀୟ ମୁନ୍ନାଲାଲ୍ ଓ ୫୭ ବର୍ଷୀୟା ପ୍ରମିଳା। ଚାରି ଦିନ…
ପୁରାତନ ଦୃଷ୍ଟିକୋଣ ବଦଳୁ
ନିକଟରେ ମହାକାଶରୁ ସକୁଶଳ ଫେରିଆସିଥିବା ସୁନୀତା ୱିଲିୟମ୍ସଙ୍କ ଚର୍ଚ୍ଚା ସବୁଠି, ଯଦିଓ ତାଙ୍କ ସହିତ ବୁଚ୍ ୱିଲ୍ମୋର ଓ ଅନ୍ୟ ଦୁଇଜଣ ସହଯାତ୍ରୀ ଥିଲେ। ନାନା ସଂଶୟ ଭିତରେ ଭାରତୀୟ ବଂଶୋଦ୍ଭବ ସୁନୀତାଙ୍କ ପ୍ରତ୍ୟାବର୍ତ୍ତନ ପୃଥିବୀବାସୀଙ୍କୁ ଆଶ୍ୱସ୍ତ କରିବା ସହିତ ଭାରତକୁ…
ତଥ୍ୟ ଠିକ୍, ବିଶ୍ଳେଷଣ ଭୁଲ୍
ଦିନେ ଜଣେ ବନ୍ଧୁ ମୋ ପାଖକୁ ଏକ ଭିଡିଓ ପଠାଇଥିଲେ। ଭିଡିଓରେ ଜଣେ ରାଜନେତା ହିସାବ ଦେଉଛନ୍ତି ଯେ ଉପା ସରକାର ଅମଳରେ ଓଡ଼ିଶାକୁ କେତେ ଅର୍ଥ କେନ୍ଦ୍ର ଦେଇଥିଲା ଓ ତାହାଠାରୁ ବର୍ତ୍ତମାନ ଭାଜପା ସରକାର ଅମଳରେ କେତେ ଅଧିକ…
Archives


