ଉତ୍ସବ ଓ ଭାଷଣ
ଗୋଟିଏ ବର୍ଷ ସରୁଛି, ଆଉ ଗୋଟିଏ ଆସୁଛି। ଏଇ ଗମନାଗମନ ବେଳରେ ସାରା ରାଇଜ ଉତ୍ସବମୁଖର ହୋଇଉଠିଛି। ଶିକ୍ଷା ଅନୁଷ୍ଠାନରେ ଚାଲିଛି କ୍ରୀଡ଼ା ଉତ୍ସବ, ପୁରସ୍କାର ବିତରଣ ଉତ୍ସବ, ବାର୍ଷିକ ଉତ୍ସବ। ପାଠପଢ଼ା ନାହିଁ। ଗୀତ ଓ ନାଚକୁଦରେ ସ୍କୁଲହତା ଦୁଲୁକୁଛି।…
ପେନ୍ସନ୍ଭୋଗୀଙ୍କ ଆଶଙ୍କା
ଏବେ ସାମାଜିକ ଗଣମାଧ୍ୟମରେ ଗୋଟିଏ ବାର୍ତ୍ତା ପ୍ରଚାରିତ ହେଉଛି ଯେ ଆଗାମୀ ଅଷ୍ଟମ ଦରମା ଆୟୁକ୍ତଙ୍କ ସୁପାରିସରେ ପେନ୍ସନଭୋଗୀଙ୍କ ପେନ୍ସନ୍ ପରିମାଣ ପୁନଃ ନିର୍ଦ୍ଧାରିତ ହେବନାହିଁ। ଏଥିପାଇଁ କେତେଜଣ ଏହାକୁ କୌଣସି ନ୍ୟାୟାଳୟ ଆଦେଶର ଉଲ୍ଲଂଘନ ବୋଲି କହୁଥିବା ବେଳେ କେହି…
ନୀରବ ଘାତକ
ବାୟୁ ପ୍ରଦୂଷଣ କୋଭିଡ୍ ପରବର୍ତ୍ତୀ କାଳରେ ଭାରତର ସବୁଠାରୁ ଗମ୍ଭୀର ଜନସ୍ବାସ୍ଥ୍ୟ ସଙ୍କଟ ବୋଲି ଜଣାପଡ଼ିଛି। ଚିକିତ୍ସା ବିଶେଷଜ୍ଞମାନେ ସତର୍କ କରାଇଛନ୍ତି ଯେ, ଜରୁରୀ ଓ ସମନ୍ବିତ ପଦକ୍ଷେପ ନିଆ ନ ଗଲେ ପ୍ରତି ବର୍ଷ ଏହି ସ୍ଥିତି ଆହୁରି ସଙ୍ଗିନ…
ଏଇ ଭାରତରେ
ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ ହୋଇପାରିଛି। ସେ ଜିଲାର ବିଭିନ୍ନ ଗାଁରୁ ୧୦୦ ପିଲାଙ୍କୁ ବାଲ୍ୟବିବାହ ପଞ୍ଝାରୁ ମୁକୁଳାଇ ସାରିଲେଣି।…
ଭାରତର ସାଗରକେନ୍ଦ୍ର
ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ ଭାବେ ମହାକାଶଯାନ ଅବତରଣ କରାଇ ସେଗୁଡ଼ିକର ପୃଷ୍ଠଦେଶଗୁଡ଼ିକରୁ ପୁଙ୍ଖାନୁପୁଙ୍ଖ ପରୀକ୍ଷାନିରୀକ୍ଷା କରାଯାଉଛି । ସେଠାରେ…
ସତରେ ଆମେ କ’ଣ ମଣିଷ
ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ, ବାଛୁରୀ, ଷଣ୍ଢ ଇତ୍ୟାଦି ଛିଡ଼ା ହୋଇଥାଆନ୍ତି। ଉଭୟ ପଟରୁ ଆସୁଥିବା ଦୁଇଚକିଆ, ଚାରିଚକିଆ ଯାନଗୁଡ଼ିକର…
ଓଟ ଉପରେ ବରଫ
ଓଟକୁ ମରୁଭୂମିର ଜାହାଜ ବୋଲି କୁହାଯାଏ। ବିସ୍ତୀର୍ଣ୍ଣ ବାଲୁକା ଉପରେ ଏହି ପ୍ରାଣୀ ମାଇଲ ମାଇଲ ଯାଉଥିବାର ଦୃଶ୍ୟ ଆଖିରେ ଯେଉଁମାନେ ଦେଖି ନ ଥିବେ ସେମାନେ ନିଶ୍ଚୟ ଛବି ହେଉ ବା ୟୁଟ୍ୟୁବ ମାଧ୍ୟମରେ ସନ୍ଦର୍ଶନ କରିଥିବେ। ଏବେ ଓଟ…
ଏଇ ଭାରତରେ
ସଶସ୍ତ୍ର ସୀମା ବଳ(ଏସ୍ଏସ୍ବି)ର ଜଣେ ପୂର୍ୱତନ ଅଧିକାରୀ ଉତ୍କୃଷ୍ଟ ପାଣ୍ଡେ। ଜୈବିକ ପଦ୍ଧତିରେ ସେ ହଳଦୀ ଏବଂ ଧାନଚାଷ କରି ବିହନ ସଂରକ୍ଷଣ କରୁଛନ୍ତି। ଉତ୍ତରପ୍ରଦେଶ ପ୍ରତାପଗଡ଼ ଭଦାଉନ୍ ଗାଁରେ ଏହି ଚାଷ କରୁଛନ୍ତି। ଜୈବିକ ପଦ୍ଧତିରେ ସ୍ଥାନୀୟ ଅଞ୍ଚଳର ପୁରୁଣା…
ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା
କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ ପ୍ରାର୍ଥୀ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ଖଣ୍ଡେ ମାତ୍ର ଭୋଟ ଅଧିକ ପାଇଲେ ସେ ନିର୍ୱାଚିତ ହେଲେ…
ସଙ୍କଟରେ ପକ୍ଷୀକୁଳ
ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ ହେଉଛି ଶେଷ ପ୍ରାଣୀ। ମଣିଷ ଆସିବା ପରେ ପ୍ରକୃତି କ୍ରମଶଃ ପତନ ଅଭିମୁଖୀ ହୋଇଛି…
ଉଦ୍ଦେଶ୍ୟ ଓ ଉଦାସୀନତା
ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ ଅଛି ଏବଂ ତାହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ବହୁ ସଂଖ୍ୟକ ଭାରତୀୟ ଚାହୁଁଛନ୍ତି।…
ସ୍ବାସ୍ଥ୍ୟ ଓ ଜୀବନଶୈଳୀ
ପିଲାବେଳର ପାଠ କିଛି ମନେ ଥାଉ କି ନ ଥାଉ, ଏଇ ପଦଟି ସମସ୍ତଙ୍କର ମନେଥିବ – ‘ବିଦ୍ୟା ଅଟଇ ମହାଧନ, ବାଳକେ କର ଉପାର୍ଜନ’। ତା’ ସହିତ ଆଉ ଗୋଟିଏ କଥା ବି ମନେଥିବ – ‘ସ୍ବାସ୍ଥ୍ୟ ହିଁ ସମ୍ପଦ’।…
Archives


