ସମ୍ପାଦକୀୟ

ବିକାଶ ଦାବିରେ ପିଲାଙ୍କ ଭବିଷ୍ୟତ

ଆଜି ସକାଳୁ ଖବରକାଗଜ ପଢୁ ପଢୁ ଏକ ଶିରୋନାମା ଉପରେ ନଜର ପଡିଲା। ଭଙ୍ଗା ଛାତତଳେ ପ୍ରାଥମିକ ଶିକ୍ଷା। ଖବର ପଢିବା ପରେ ମନ ଭିତରେ ଉଙ୍କି ମାରିଲା ଅନେକ ପ୍ରଶ୍ନ। ବ୍ୟବସ୍ଥାଗତ ଢାଞ୍ଚା ସହିତ ପିଲାଙ୍କ ସହିତ ଅବହେଳାର ଖେଳ…

ଜାଣି ଅଜଣା

ଆମେ କିଛି ଅନ୍ୟାୟ, ଅନୀତି, ଦୁର୍ନୀତି ସମ୍ପର୍କରେ ବିଭିନ୍ନ ଖବରକାଗଜ କିମ୍ବା ପତ୍ରପତ୍ରିକାରୁ, ଟିଭି ପରଦାରୁ, ସାମାଜିକ ଗଣମାଧ୍ୟମରୁ, ବିଭିନ୍ନ ସଭାସମିତିରୁ ଅବଗତ ହେଉ। କିନ୍ତୁ ଜାଣିବା ପରେ ମଧ୍ୟ ଆମେ ନୀରବତା ଅବଲମ୍ବନ କରୁ ଏବଂ ଏହା ପଛରେ ଅନେକଗୁଡ଼ିଏ…

ବାଂଲାଦେଶର ନାଲିଆଖି

ଆସନ୍ତା ସେପ୍ଟେମ୍ବର ୧୨ ଓ ୧୩ ତାରିଖ ଦୁଇ ଦିନ ଧରି ନୂଆଦିଲ୍ଲୀଠାରେ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବ ବୋଲି ସ୍ଥିର କରାଯାଇଛି । ୧୧ ରାଷ୍ଟ୍ର ବ୍ରାଜିଲ, ରୁଷିଆ, ଭାରତ, ଚାଇନା, ଦକ୍ଷିଣ ଆଫ୍ରିକା, ଇଜିପ୍ଟ, ଇଥିଓପିଆ, ଇଣ୍ଡୋନେସିଆ, ଇରାନ,…

ଏଇ ଭାରତରେ

ଭାରତରେ ମଧ୍ୟାହ୍ନଭୋଜନର ପୌଷ୍ଟିକ ଦିଗକୁ ନେଇ ବହୁସମୟରେ ପ୍ରଶ୍ନ ଉଠୁଛି। ଏଥିପାଇଁ ପ୍ରାୟ ସବୁ ସ୍କୁଲରେ ଶିକ୍ଷକମାନେ ଚିନ୍ତାରେ ପଡ଼ୁଛନ୍ତି। ହେଲେ ନାଗାଲାଣ୍ଡ କୋହିମା ଜିଲାର ବିଶ୍ୱେମାର୍‌ ଗଁାରେ ଥିବା କେ.ଖେଲ୍‌ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏଭଳି ଚିନ୍ତାରୁ ମୁକ୍ତ…

ସୁଖ ପରିଭାଷା

ଡାକ୍ତରୀ ପଢ଼ିବାକୁ ମନା କରିବା ଦ୍ବାରା ମା’ବାପାଙ୍କର ସ୍ବପ୍ନକୁ ଧୂଳିସାତ କରିଦେଇଥିଲେ ମଧ୍ୟ ନିଜ ପସନ୍ଦରେ ଫିଜିକ୍ସ ଅନର୍ସ ରଖି ପଢ଼ିବାର ସୁଯୋଗ ହାସଲ କରିପାରିଥିବାରୁ ବାପୁନ ଖୁସି ଥାଏ। କିନ୍ତୁ ତା ବାପା, ମୋର ବନ୍ଧୁ ଶରତ ବାବୁ, ଦୁଃଖରେ…

ତଳକୁ ଚାହିଁବା ହେଉ

ଭାରତରେ ଗଣତନ୍ତ୍ରର ଅର୍ଥ ଓ ବାସ୍ତବତା ମଧ୍ୟରେ ଥିବା ବ୍ୟବଧାନ ସାଧାରଣ ଜନତାଙ୍କୁ ବିସ୍ମିତ କରିଛି । ମୁଷ୍ଟିମେୟ ଶାସକ ଗୋଷ୍ଠୀ ପାଇଁ ଗଣତନ୍ତ୍ର ଆଜି ପାଲଟିଛି ଉପଭୋଗର କ୍ଷେତ୍ର। ଦେଶ ଆମର ସତ କିନ୍ତୁ ଦେଶକୁ ଆମେ ଚଳାଉନାହୁଁ। ଯେଉଁମାନେ…

ସମ୍ବର ପରିବର୍ତ୍ତେ ଡାଲମା

ଅଗଷ୍ଟ ୧୫ରେ ଭାରତ ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରିଛି। ପାରମ୍ପରିକ ଭାବେ ନୂଆଦିଲ୍ଲୀର ଐତିହାସିକ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ସମ୍ବୋଧିତ କରିଛନ୍ତି। ସେ ଭାରତର ବୀରତ୍ୱ ଓ ବିକାଶର କଥା କହିଛନ୍ତି। ତେବେ ଭାଷଣ ବେଳେ…

ଶ୍ରୀଅରବିନ୍ଦଙ୍କ ଦୃଷ୍ଟିରେ ପାରିବାରିକ ଜୀବନ

ଶ୍ରୀଅରବିନ୍ଦଙ୍କ ଅନୁସାରେ କଥିତ ପରିବାର ହେଉଛି ମଣିଷର ଜୀବନଗତ ପ୍ରକୃତିର ଏକ ଆବଶ୍ୟକ ସୃଷ୍ଟି ଯାହା ମୌଳିକ, ସାମାଜିକ ଏବଂ ଜୈବିକ ପ୍ରବୃତ୍ତିକୁ ପୂରଣ କରିବା ପାଇଁ ଉଦ୍ଦିଷ୍ଟ। ତଥାପି ଏକ ଆଧ୍ୟାତ୍ମିକ ପରିପ୍ରେକ୍ଷୀରେ ପ୍ରକୃତ ପରିବାର ରକ୍ତ-ପରିବାର ଦ୍ୱାରା ନୁହେଁ,…

ଗବେଷଣାରେ ମୌଳିକତାର ମୃତ୍ୟୁ

ଆଧୁନିକ ଭାରତରେ ବିଶ୍ୱବିଦ୍ୟାଳୟଗୁଡ଼ିକର ସଂଖ୍ୟା ଗତ କିଛି ଦଶନ୍ଧି ମଧ୍ୟରେ ବୃଦ୍ଧି ପାଇଛି ସତ, କିନ୍ତୁ ଶୈକ୍ଷିକ ମାନଦଣ୍ଡ ଏବଂ ଗବେଷଣାର ଗୁଣାତ୍ମକ ଦିଗଟି ଏବେ ଏକ ପ୍ରଶ୍ନବାଚୀ ସୃଷ୍ଟି କରିଛି। ବ୍ରିଟିଶ ଶାସନ କାଳରେ ପ୍ରତିଷ୍ଠିତ କଲିକତା, ବମ୍ବେ ଓ…

ତଳ ସ୍ତରରେ ଅନିଶ୍ଚିତତା

କେନ୍ଦ୍ର ସରକାର କ୍ୟାବିନେଟ୍‌ ସଚିବ ଟି.ଭି. ସୋମନାଥନ୍‌ ଏବଂ ସ୍ବରାଷ୍ଟ୍ର ସଚିବ ଗୋବିନ୍ଦ ମୋହନଙ୍କ କାର୍ଯ୍ୟକାଳ ଆଉ ୧ ବର୍ଷ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ରଭାବୀ କାର୍ଯ୍ୟ ଜାରି ରଖିବା ବା ନିରନ୍ତରତା ଦୃଷ୍ଟିକୋଣରୁ ଏହା ଯୁକ୍ତିଯୁକ୍ତ ମନେହୁଏ। କିନ୍ତୁ…

ରିଲ୍ସ ସାମ୍ରାଜ୍ୟ

ପୁଞ୍ଜିବାଦର ଅନ୍ତିମ ପର୍ଯ୍ୟାୟରେ ରାଷ୍ଟ୍ର ଆଉ ଶାସନ କରେନାହିଁ, ପର୍‌ଫର୍ମ (କାର୍ଯ୍ୟ) କରେ। ପ୍ରଧାନମନ୍ତ୍ରୀଙ୍କଠାରୁ ଗ୍ରାମପଞ୍ଚାୟତ ସଦସ୍ୟ- ସମସ୍ତେ ଯେପରି ଇତିହାସର ଚରିତ୍ର ନୁହନ୍ତିି, ଇନ୍‌ଷ୍ଟାଗ୍ରାମର କଣ୍ଟେଣ୍ଟ କ୍ରିଏଟର। ଖବର ଅନୁଯାୟୀ ପ୍ରଧାନମନ୍ତ୍ରୀ କୁଆଡ଼େ ମନ୍ତ୍ରୀ ଓ ତାଙ୍କ ଦଳର ନେତାମାନଙ୍କୁ…

ଏଭଳି ଭକ୍ତିର କି ଲାଭ

ସୋସିଆଲ ମିଡିଆରେ ଗତ କିଛିଦିନ ତଳେ ଗୋଟେ ଭିଡିଓଟେ ଘୂରି ବୁଲୁଥିଲା। ଉକ୍ତ ଭିଡିଓରେ ଗେରୁଆ ବସ୍ତ୍ର ପରିଧାନ କରିଥିବା କିଛି ବୋଲବମ ଭକ୍ତ ମଦ ବୋତଲ ଧରି ଦୁଃଖସୁଖ ହେଉଥାନ୍ତି। କ୍ରୋଧ ସମ୍ବରଣ କରି ନ ପାରି ଏହି ଭିଡିଓରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?