ଅବକାରୀ ନୀତିରେ ମହିଳାଙ୍କ ସହଭାଗିତା
ଓଡ଼ିଶାରେ ବହୁଳ ମଦ କାରବାର ହେତୁ ନୂତନ ସରକାରଙ୍କ ଉପରେ ଏକ ମଦ ବିରୋଧୀ ନୀତି ପ୍ରବର୍ତ୍ତନ ପାଇଁ ପ୍ରବଳ ଜନମତ ସୃଷ୍ଟି ହେଉଥିଲା। ଏହାକୁ ନିର୍ଦ୍ଦିଷ୍ଟ ଭାବେ ଦୃଷ୍ଟିରେ ରଖି ନୂତନ ଅବକାରୀ ନୀତି ଆଗତ କରିବାକୁ ସରକାର ଯୋଜନା…
ସୁବିଧାବାଦର ସିଦ୍ଧାନ୍ତ
ଗାଜାରେ ଶୀଘ୍ର, ନିଃସର୍ତ୍ତ ତଥା ଏକ ଲମ୍ବା ଯୁଦ୍ଧ ବିରତି ଦାବି କରାଯାଇ ଜୁନ୍ ୧୨ରେ ଜାତିସଂଘ ସାଧାରଣ ସଭାରେ ଏକ ପ୍ରସ୍ତାବ ଗ୍ରହଣ କରାଯାଇଥିଲା। କ୍ଷୁଧାକୁ ଯୁଦ୍ଧର ଏକ ଅସ୍ତ୍ର ଭାବେ ଇସ୍ରାଏଲ ବ୍ୟବହାର କରୁଛି ବୋଲି ଏଥିରେ ଦର୍ଶାଯାଇଥିଲା।…
ଏଇ ଭାରତରେ
ତାମିଲନାଡୁର ୪୧ ବର୍ଷୀୟ ଥୋକାପ୍ପିୟାନ ଶିବରାଜ ଜଣେ କନ୍ଷ୍ଟେବଲ। ଘର ତାମିଲନାଡୁର ଭିଲ୍ଲୁପୁରମା କପ୍ପୁରରେ। ଶିବରାଜ ତାଙ୍କ ଫାର୍ମଲାଣ୍ଡକୁ ଏକ ଫ୍ରି ଏକାଡେମୀରେ ପରିଣତ କରିଦେଇଛନ୍ତି। ଅର୍ଥନୀତିରେ ସ୍ନାତକୋତ୍ତର ଡିଗ୍ରୀ ପରେ ଆଗକୁ ପଢ଼ିବାକୁ ତାଙ୍କର ଇଚ୍ଛା ଥିଲେ ବି ଅର୍ଥାଭାବ…
ଶରୀରକୁ ଫିଟ୍ ରଖେ ଦୋଳି
ରଜପର୍ବ ଭିତରେ ଝିଅ ଆଉ ମହିଳାମାନଙ୍କ ସବୁଠାରୁ ଦୁର୍ବଳତା ହେଉଛି ରଜ ଦୋଳି। ରଜ ଦୋଳି ଏଯାବତ କେବଳ ବିଭିନ୍ନ ଗାଁ ଗଣ୍ଡାରେ ନୁହେଁ ସହରରେ ମଧ୍ୟ ଏହାର ଆକର୍ଷଣ ବଢ଼ୁଛି। ତେବେ ଆମେ ଏହି ରଜ ଦୋଳି ଆଲୋଚନା ସମୟରେ…
ଗାଦି ଛାଡ଼ିବାକୁ ପଡ଼ିବ
ତ୍ୟେକ ମଣିଷ ପ୍ରକାରାନ୍ତରେ ଜଣେ ଜଣେ ଉପଭୋକ୍ତା। ଜଣେ ଉପଭୋକ୍ତା ହିସାବରେ ସେ ଚାହେଁ ବଜାରରୁ ଜିନିଷଟିଏ ବାଛିଲା ବେଳେ ବା କିଣିଲା ସମୟରେ ଜମା ଠକାମିରେ ନ ପଡୁ। ଯଦି ଆମେ କିଛି କିଣୁ ଓ ଭୁଲ୍ରେ ଖରାପ ଜିନିଷଟିଏ…
ଲୋହାନିଙ୍କୁ ଦାୟିତ୍ୱ
ଅଶ୍ୱିନୀ ଲୋହାନିଙ୍କୁ ପ୍ରଧାନମନ୍ତ୍ରୀଙ୍କ ସଂଗ୍ରହାଳୟ ଓ ପୁସ୍ତକାଳୟର ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି। ତାଙ୍କ ନିଯୁକ୍ତି କେବଳ କ୍ୟାରିୟରର ଏକ ମୋଡ଼ ନୁହେଁ, ବରଂ ଅନେକ ଗୁରୁତ୍ୱପୂର୍ଣ୍ଣ ପଦବୀରେ ରହି ଅଭିଜ୍ଞତା ସାଉଁଟିବା ପରେ ଏବେ ସେ ପୂର୍ବ ଦାୟିତ୍ୱକୁ ଫେରିଛନ୍ତି।…
ପ୍ଲାଷ୍ଟିକ ସଙ୍କଟ ଓ ପ୍ରତିକାର
ଏକ ଚମତ୍କାର ସାମଗ୍ରୀ ରୂପେ ପ୍ଲାଷ୍ଟିକ୍ର ବ୍ୟବହାର ଉପରେ ମାନବଜାତିର ନିର୍ଭରଶୀଳତା କ୍ରମଶଃ ଯେତିକି ବୃଦ୍ଧିପ୍ରାପ୍ତ ହେଉଛି, ବୈଜ୍ଞାନିକ ଗବେଷଣାଲବ୍ଧ ତଥ୍ୟସବୁ ଏହାର ନକାରାତ୍ମକ ଦିଗକୁ ସେତେ ସ୍ପଷ୍ଟ ଭାବରେ ଉନ୍ମୋଚିତ କରୁଛି। ଏକ ବୈପ୍ଲବିକ ପରିବର୍ତ୍ତନକାରୀ ସାମଗ୍ରୀ ରୂପେ ବିଂଶ…
ସଫଳତା ଓ ସୁଯୋଗ
ଜଣେ କାମଟିଏ ଆରମ୍ଭ କରିବାକୁ ଇଚ୍ଛା କଲା ମାତ୍ରେ ତାକୁ ପ୍ରଥମେ ଯାହାର ଆବଶ୍ୟକତା ଥାଏ ତାହା ହେଉଛି ସୁଯୋଗ l ସେହି ସୁଯୋଗ ହିଁ ସମସ୍ତଙ୍କୁ ମିଳେ ନାହିଁ କିମ୍ବା ଏମିତି କହିପାରିବା କିଏ ମିଳିଥିବା ସୁଯୋଗକୁ ଚିହ୍ନିପାରେନି l…
ଟ୍ରମ୍ପ୍ଙ୍କ ଦୁର୍ବଳ ସ୍ଥିତି
ବିଗତ ଦୁଇ ମାସ ମଧ୍ୟରେ ବିତ୍ତୀୟ ନିବେଶକମାନେ ଏକ ନୂଆ ବାଣିଜି୍ୟକ ରଣନୀତି ଆବିଷ୍କାର କରିଛନ୍ତି। ଏହା ଏକ ସରଳ ନିୟମ ଟାକୋ (ଟିଏସିଓ) ବା ଟ୍ରମ୍ପ୍ ଅଲ୍ଓ୍ବେଜ ଚିକେନ୍ସ ଆଉଟ୍କୁ ଆଧାର କରି କରାଯାଇଛି। ଆମେରିକାର ରାଷ୍ଟ୍ରପତି ମିତ୍ର ଓ…
ବୌଦ୍ଧ କାହାଣୀରେ ଭିନ୍ନତା
ଭାରତରେ ଗୋଟିଏ ରାମାୟଣ ଗ୍ରନ୍ଥ ନାହିଁ, ଅତିକମ୍ରେ ୩୦୦ଟି ଥିବା ଆମେ ଶୁଣିଛେ। ସେହିଭଳି ପୁରାତନ ବୌଦ୍ଧ ଗ୍ରନ୍ଥ ଅନୁଯାୟୀ, କେବଳ ଜଣେ ନୁହେଁ ଅନେକ ଡଜନ କିମ୍ବା ଅନେକ ହଜାର ଏପରିକି ଅନେକ ଲକ୍ଷ ବୁଦ୍ଧ ଅଛନ୍ତି ବୋଲି ଆମକୁ…
ଲୋକଙ୍କ ସରକାର
କାଲି ଭଳି ଲାଗୁଛି। ନୂଆ ସରକାରକୁ ଏକ ବର୍ଷ ଆଜି ପୂରିଛି। ଗତକାଲି ଥିଲା ପବିତ୍ର ସ୍ନାନପୂର୍ଣ୍ଣିମା। ମୁଁ ସ୍ନାନବେଦିରେ ମହାପ୍ରଭୁଙ୍କୁ ଆଖିରେ ଆଖି ମିଳାଇ ସାରା ଓଡ଼ିଶାବାସୀଙ୍କ ମଙ୍ଗଳ କାମନା କରି ପ୍ରାର୍ଥନା କଲି। ରତ୍ନସିଂହାସନ ଛାଡ଼ି ସ୍ନାନବେଦିରେ ବିଦ୍ୟମାନ…
ଶିକ୍ଷାରେ ସମତୁଲତା
ନୂଆ ଶିକ୍ଷା ବଷରେ ବିଶେଷକରି ଆଦିବାସୀ ଅଧ୍ୟୁଷିତ ଜିଲାଗୁଡିକରେ ନାମଲେଖା ଋତୁରେ ବିଦ୍ୟାଳୟରେ ଟିକେ ଭିଡ଼ ହୁଏ । ଆବାସିକ ବିଦ୍ୟାଳୟରେ ନାମ ଲେଖାଇବା ଲାଗି ଅଧିକାଂଶ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବର୍ଗର ଅଭିଭାବକଙ୍କ ଆଗ୍ରହ ଅଧିକ। ଆବାସିକ…
Archives


