୩ ବର୍ଷିଆ ଯୁଦ୍ଧ
ରୁଷିଆ-ୟୁକ୍ରେନ୍ ଯୁଦ୍ଧ ୨୪ ଫେବୃଆରୀରେ ୩ ବର୍ଷ ପୂରିଲା। ୨୦୨୨ ଏହି ଦିନରେ ରୁଷିଆ ପ୍ରଥମେ ୟୁକ୍ରେନ୍ ଉପରେ ଆକ୍ରମଣ କରିଥିଲା। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ ସାଧାରଣରେ ଘୋଷଣା କରିଥିଲେ ଯେ, ୟୁକ୍ରେନ୍ ସହ ଯୁଦ୍ଧ ୭ ଦିନରେ ସରିଯିବ…
ଛାତ୍ରନେତ୍ରୀରୁ ମୁଖ୍ୟମନ୍ତ୍ରୀ
ତ୍ର ଜୀବନରେ ରାଜନୀତି କରିଥିବା ବ୍ୟକ୍ତିଙ୍କ ମଧ୍ୟରୁ କମ୍ ବାସ୍ତବ ରାଜନୀତିର ଶୀର୍ଷରେ ପହଞ୍ଚତ୍ଥାଆନ୍ତି। ପୁଣି ଯିଏ କ୍ଷମତା ରାଜନୀତିରେ ତିଷ୍ଠି ଯାଆନ୍ତି ଓ ନିଜର ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିପାରନ୍ତି, ସେମାନେ ଅନ୍ୟମାନଙ୍କ ସକାଶେ ଉଦାହରଣ ପାଲଟିବା ସହ…
ଆଚାର, ବିଚାର, ସଂସାର
ଗତ ବର୍ଷ ଡିସେମ୍ବର ମଧ୍ୟଭାଗରେ ଗଣମାଧ୍ୟମରେ ଚର୍ଚ୍ଚିତ ଦୁଇଟି ଲୋମହର୍ଷଣକାରୀ ଘଟଣା ଏମିତି ଥିଲା ଯେ, ଯାହା ବାଧ୍ୟ କରିଥିଲା ସାଂସାରିକ ଜୀବନକୁ ନେଇ କିଛି ଲେଖିବାକୁ। ପ୍ରଥମ ଘଟଣାଟି ଇସ୍ପାତ ନଗରୀ ରାଉରକେଲାର। ବିବାହର ବର୍ଷଟିଏ ବି ଯାଇନାହିଁ ସାତମାସର…
ତଥ୍ୟ ଅପେକ୍ଷାରେ
କେନ୍ଦ୍ର ସରକାର କହନ୍ତି, ଭାରତର ଜନଗଣନା ହେଉଛି ବିଭିନ୍ନ ପରିସଂଖ୍ୟାନ ତଥ୍ୟର ସବୁଠୁ ବଡ଼ ଉତ୍ସ। ଏହି ତଥ୍ୟ ଭାରତୀୟଙ୍କ ବିଭିନ୍ନ ବିଶେଷତା ଉପରେ ଆଧାରିତ। ୧୩୦ ବର୍ଷରୁ ଊର୍ଦ୍ଧ୍ୱ ଇତିହାସ ଥିବା ଏହି ଭରସାଯୋଗ୍ୟ ଜନଗଣନା ପ୍ରତି ୧୦ ବର୍ଷରେ…
ଏଇ ଭାରତରେ
ଫାର୍ମଲାଣ୍ଡକୁ ଏକ ଫ୍ରି ଏକାଡେମୀରେ ପରିଣତ କରିଦେଇଛନ୍ତି ପୋଲିସ କନ୍ଷ୍ଟେବଲ ଥୋକାପ୍ପିୟାନ ଶିବରାଜ। ତାଙ୍କ ଘର ତମିଲନାଡୁର ଭିଲ୍ଲୁପୁରମା କପ୍ପୁରରେ। ତାଙ୍କ ବୟସ ଏବେ ୪୧। ସେ ଅର୍ଥନୀତିରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିବା ପରେ ଅର୍ଥାଭାବରେ ସରକାରୀ ଚାକିରି ପାଇଁ…
ବଞ୍ଚିବା ବନାମ ବଞ୍ଚୁଥିବା ଜୀବନ
ଏ ସୃଷ୍ଟିର ଶ୍ରେଷ୍ଠ ପ୍ରାଣୀ ମନୁଷ୍ୟ। ପ୍ରାଣ ଥାଇ ସୃଷ୍ଟି ତ ପ୍ରାଣୀ। ପ୍ରାଣୀ ସଂସାରରେ ବଞ୍ଚେ ଓ ବଞ୍ଚାଏ ମଧ୍ୟ। ବଞ୍ଚାଇବାର ରାହା ସୃଷ୍ଟି କରିପାରେ। ବଞ୍ଚିବାର ପ୍ରଥମ ସୋପାନ ହେଲା ଆହାର। ଯାହା ଜନ୍ମ ସହିତ ଈଶ୍ବର ଆପେ…
ଗୁଣସୂତ୍ର ଓ ବାତାବରଣ
ମଣିଷର ବ୍ୟକ୍ତିତ୍ୱର ବିକାଶ ପାଇଁ ଦୁଇଟି ପ୍ରଭାବ ଦାୟୀ। ପ୍ରଥମଟି ହେଲା, ମଣିଷ ତା’ର ସୁଗୁଣ ଓ ଦୁର୍ଗୁଣ ଉତ୍ତରାଧିକ୍ରମେ ଗୁଣସୂତ୍ର (GENES) ମାଧ୍ୟମରେ ଲାଭକରେ। ଅର୍ଥାତ୍ ଜଣେ ସାଧୁ ପୁରୁଷର ପୁତ୍ର ତା’ ବାପା ପାଖରୁ ସାଧୁତା ଗୁଣ ଉତ୍ତରାଧିକାରୀ…
ଦ୍ୱନ୍ଦ୍ୱ ଶେଷ
ଦିଲ୍ଲୀରେ ଆମ୍ ଆଦ୍ମୀ ପାର୍ଟି (ଆପ୍)ର ନାଟକୀୟ ପରାଜୟ ଓ ଭାଜପାର ଅଭୂତପୂର୍ବ ବିଜୟ ଘଟିଛି। ଶେଷରେ ଦିଲ୍ଲୀର ସିଭିଲ୍ ସର୍ଭାଣ୍ଟମାନେ ଭଲରେ ନିଃଶ୍ୱାସ ମାରିବା ମନେ ହେଉଛି। ଦେଖିବାକୁ ଗଲେ ଗତ ଦଶନ୍ଧିରେ ଭାଜପା କେନ୍ଦ୍ରରେ ଯେତେବେଳେ କ୍ଷମତାକୁ ଆସିଥିଲା…
ଏଇ ଭାରତରେ
ଶିକ୍ଷାଦାନ ବ୍ୟତୀତ ସ୍କୁଲର ପାରିପାର୍ଶ୍ୱିକ ପରିବେଶରେ ଉନ୍ନତି କରି ଅନ୍ୟମାନଙ୍କ ପାଇଁ ପଥ ପ୍ରଦର୍ଶକ ସାଜିଛନ୍ତି ମଧ୍ୟପ୍ରଦେଶର ଗୋପାଳ ଭାଲଓ୍ବାଲ। ସେ ରାଜଗଡ଼ର ମୋହନପୁର କଲୋନିରେ ଥିବା ସରକାରୀ ସମନ୍ବିତ ମଧ୍ୟ ଇଂରାଜୀ ସ୍କୁଲରେ ଶିକ୍ଷକ ଅଛନ୍ତି। ପ୍ରତିଦିନ ସ୍କୁଲରେ ଶିକ୍ଷାଦାନ…
ନୀରବ ମହାମାରୀ
ଭାରତ ଏକ ଯୁବ ଦେଶ। ଏହାର ଜନସଂଖ୍ୟାର ମୋଟ ୫୩.୭% ହେଉଛନ୍ତି ଯୁବକ। ତେବେ ଚିନ୍ତାର ବିଷୟ ହେଉଛି, ସେମାନେ ଏବେ ଏକ ନୀରବ ମହାମାରୀର ସମ୍ମୁଖୀନ ହେଉଛନ୍ତି। ଜାତୀୟ ଅପରାଧ ରେକର୍ଡ ବ୍ୟୁରୋର ‘ଭାରତରେ ଦୁର୍ଘଟଣାଜନିତ ମୃତ୍ୟୁ ଏବଂ ଆତ୍ମହତ୍ୟା…
ପାଠାଗାର: ଆଶା ଓ ଆଶଙ୍କା
ପାଠାଗାରଗୁଡ଼ିକର ଭୂମିକା ଅବର୍ଣ୍ଣନୀୟ। ପ୍ରାଚୀନ କାଳରୁ ପାଠକ ନିମନ୍ତେ ପାଠାଗାର ପାଠ୍ୟ ଉପକରଣ ଦ୍ୱାରା ପାଠକର ମନକୁ ଶାନ୍ତ କରିଥାଏ। ପାଠକଟିଏ ପାଠାଗାରରେ ବସି ପୁସ୍ତକ ଖୋଲି ଲୀନହୋଇଯାଏ ଶିକ୍ଷଣ ପ୍ରକ୍ରିୟାରେ। ପ୍ରାଚୀନ ଯୁଗରେ ଶିଷ୍ୟମାନେ ଗୁରୁକୁଳରୁ ଶିକ୍ଷା ଗ୍ରହଣ କରୁଥିଲେ…
କୁମ୍ଭ ପ୍ରଚ୍ଛଦର କାହାଣୀ
ନିକଟରେ ପ୍ରୟାଗରାଜରେ ଚାଲିଥିବା କୁମ୍ଭମେଳାରେ ଦଳାଚକଟା ଘଟିଲା। ଏଥିରେ ଅନେକଙ୍କ ମୃତ୍ୟୁ ହେଲା, ଯାହା ଏକ ଦୁଃଖଦ ବିଷୟ। କୁମ୍ଭରେ ଅନେକ କୋଟି ଲୋକ ଏକାଠି ହେଉଛନ୍ତି। ଭିଆଇପିଙ୍କୁ ପବିତ୍ର ଜଳରେ ବୁଡ଼ ପକାଇବା ପାଇଁ ସ୍ବତନ୍ତ୍ର ସୁବିଧା ଦିଆଯାଉଛି, ତଥାପି…
Archives


