ଜଳସଙ୍କଟର ସମାଧାନ
ଳ ହେଉଛି ଜୀବନର ମୂଳାଧାର, କିନ୍ତୁ ଭାରତରେ ଜଳସଙ୍କଟ ଏକ ଗମ୍ଭୀର ଚ୍ୟାଲେଞ୍ଜ ଭାବେ ଉଭାହୋଇଛି। ନୀତି ଆୟୋଗର ୨୦୧୮ ରିପୋର୍ଟ ଅନୁସାରେ ଭାରତର ୬୦୦ ନିୟୁତ (୪୫% ଜନସଂଖ୍ୟା) ଲୋକ ଅତି ଗମ୍ଭୀର ଜଳସଙ୍କଟର ସମ୍ମୁଖୀନ ହେଉଛନ୍ତି। ୨୦୩୦ ସୁଦ୍ଧା…
ଶାନ୍ତି ଚୁକ୍ତିରେ ମହିଳାଙ୍କ ଭୂମିକା
ବିଶ୍ୱରେ ଲିଙ୍ଗଗତ ସମାନତା ପାଇଁ ସବୁ ପ୍ରକାର ଅଗ୍ରଗତି ହୋଇଥିଲେ ମଧ୍ୟ ଅନେକେ ଅଦ୍ୟାବଧି ସଶସ୍ତ୍ର ସଂଘର୍ଷକୁ ମୁଖ୍ୟତଃ ପୁରୁଷ ପ୍ରାଧାନ୍ୟ ଭାବେ ଦେଖିବାକୁ ଅଧିକ ଉତ୍ସାହିତ ହେଉଛନ୍ତି। ବାସ୍ତବରେ ମହିଳାମାନେ ବହୁ ସମୟରେ ଯୁଦ୍ଧ, ଅଣଯୁଦ୍ଧ ଓ ନେତୃତ୍ୱ ଭୂମିକାରେ…
ଏସୀୟ ଏକତାର ବେଳ ଆସିଛି
ପହଲଗାମ୍ ଆତଙ୍କବାଦ ଆକ୍ରମଣରେ ୨୬ ଜଣ ପର୍ଯ୍ୟଟକଙ୍କ ପ୍ରାଣହାନି ପରେ ଭାରତ ଆରମ୍ଭ କରିଥିବା ଅପରେଶନ ସିନ୍ଦୂର ଏସୀୟ ରାଜନୀତିକୁ ସ୍ପଷ୍ଟ କରିଦେଇଛି। ଭାରତ ତା’ର ସାମରିକ ଶକ୍ତି ପ୍ରଦର୍ଶନ କରି ପ୍ରାଚ୍ୟ, ପାଶ୍ଚାତ୍ୟ, ତଥା ଏସୀୟ ରାଷ୍ଟ୍ରଗୁଡିକୁ ବିସ୍ମିତ କରିଦେଇଛି।…
ଶ୍ରବଣ କୁମାର କାହାଣୀ କେତେ ଜରୁରୀ
ଆଜିକାଲି ପିଲାମାନଙ୍କ ବୌଦ୍ଧିକ ଓ ମନସ୍ତାତ୍ତ୍ୱିକ ଏବଂ ଶାରୀରିକ ବିକାଶ ସହ ସାଂସ୍କୃତିକ ଓ ବ୍ୟବହାରିକ ସ୍ତରରେ ମଧ୍ୟ ବିକାଶ ହେବା ଆବଶ୍ୟକତା ପରିଲକ୍ଷିତ ହୁଏ। ଆମ ପୁରାଣମାନଙ୍କରେ ସେଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦିଆଯାଇଥିଲା। ମୋ ମତରେ ସେହି ସମାଜର ଏକ…
ସମୃଦ୍ଧିର ଦର୍ଶନ
ଭାରତରେ ଏବେ ସାମାଜିକ କାର୍ଯ୍ୟକଳାପ ଓ ଜାତିବିରୋଧୀ ଅଭିଯାନଗୁଡ଼ିକ ସହ ବୌଦ୍ଧଧର୍ମକୁ ଦୃଢ଼ ଭାବେ ଯୋଡ଼ାଯାଉଛି। କିନ୍ତୁ ଦେଖିବାକୁ ଗଲେ ସମ୍ରାଟ ଅଶୋକଙ୍କ ଶାସନକାଳ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ପାଳ ଶାସନ ଅର୍ଥାତ୍ ଅଷ୍ଟମ ଶତାବ୍ଦୀ ପର୍ଯ୍ୟନ୍ତ ତିଷ୍ଠି ରହିଥିବା ବୌଦ୍ଧଧର୍ମର…
ଅମୂଲ୍ୟ ସମ୍ପଦ ଇତିହାସ
ଏପ୍ରିଲ ୨୨ରେ ପହଲଗାମ୍ରେ ଆତଙ୍କବାଦୀମାନେ ୨୬ ଜଣ ପର୍ଯ୍ୟଟକଙ୍କୁ ହତ୍ୟା କଲେ। ତା’ର ପ୍ରତିଶୋଧ ନେବାକୁ ଭାରତ ‘ଅପରେଶନ୍ ସିନ୍ଦୂର’ ଆରମ୍ଭ କଲା ଓ ପରେ ଅସ୍ତ୍ର ବିରତି ହେଲା। ଯୁଦ୍ଧର ଆଶଙ୍କା ଦୂର ହେଲା। କିଏ ଲେଖୁ ବା ନ…
ଉପକୂଳ ବିମାନବନ୍ଦର ସମସ୍ୟା
ପୁରୀଠାରେ ଏକ ଆନ୍ତର୍ଜାତିକ ବିମାନବନ୍ଦର ପ୍ରତିଷ୍ଠା ପ୍ରସ୍ତାବକୁ କେନ୍ଦ୍ର ସରକାର ଅନୁମୋଦନ କରିଛନ୍ତି। ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଜେ ସ୍ଥଳୀ ପାଇଁ ପୁରୀ ଜଗତ ପ୍ରସିଦ୍ଧ। ଧାର୍ମିକ ଦୃଷ୍ଟିରୁ ଦେଶର ଚତୁର୍ଦ୍ଧାମ ମଧ୍ୟରୁ ପୁରୀ ବା ଜଗନ୍ନାଥ ଧାମ ଅନ୍ୟତମ। ଅନ୍ୟ ୩…
ସହରୀ ବନ୍ୟା
କର୍ନାଟକରେ ୧୮ ମେ’ରୁ ହୋଇଥିବା ପ୍ରବଳ ବର୍ଷାରେ ୫ ଜଣଙ୍କ ମୃତ୍ୟୁ ଘଟିଲାଣି। ଏହାର ରାଜଧାନୀ ବେଙ୍ଗାଲୁରୁରେ ଜଣେ ନାବାଳକଙ୍କ ସମେତ ୩ ଜଣ ସହରୀ ବନ୍ୟାରେ ପ୍ରାଣ ହରାଇଲେଣି। ସହରୀ ବନ୍ୟା ନାମକରଣର ଯଥାର୍ଥତା ହେଲା ଯେ, ଅଚାନକ ହେଉଥିବା…
ଏଇ ଭାରତରେ
ବିଭିନ୍ନ ଫସଲ କରି କ୍ଷତି ସହିବା ପରେ ସ୍ତ୍ରୀର ଗହଣା ବିକ୍ରିକରି ସୁନୀଲ କୋଲ୍ପେ ୧୬ଟି ମଇଁଷି କିଣି ଏକ ସ୍ମାର୍ଟ ଡାଇରି ଫାର୍ମ କରିଛନ୍ତି । ସୁନୀଲଙ୍କ ବୟସ ଏବେ ୪୩ ଓ ମହାରାଷ୍ଟ୍ରର ଯୁବତମଲ ଜିଲାର ଛୋଟ ସହର…
ଶିକ୍ଷାର ମାନବବାଦୀ ଆଭିମୁଖ୍ୟ
କ୍ଷା ହେଉଛି ସାମାଜିକ ପରିବର୍ତ୍ତନର ବାର୍ତ୍ତାବହ ତଥା ଜାତୀୟ ଆଶା, ଆକାଂକ୍ଷା ଓ ସ୍ବପ୍ନର ରୂପକାର। ସୁସମାଜ ଗଠନ ନିମନ୍ତେ ଶିକ୍ଷକମାନେ ଆଜିର ଶିଶୁମାନଙ୍କୁ ଶିକ୍ଷାଦାନ କରିଥାନ୍ତି। ପ୍ରଗତିଶୀଳ ଶିକ୍ଷା ମାଧ୍ୟମରେ ଶିକ୍ଷାର୍ଥୀମାନେ ଶିକ୍ଷାଗ୍ରହଣକରି ନବ ପ୍ରସ୍ଫୁଟିତ ସୂର୍ଯ୍ୟର କିରଣ ଭଳି…
ଓଡ଼ିଆ ଭାଷା ସମୃଦ୍ଧ ହେବ କେମିତି
ଆମ ଦେଶର ୧୧ ଶାସ୍ତ୍ରୀୟ ଭାଷା ମଧ୍ୟରୁ ଓଡ଼ିଆ ୬ଷ୍ଠ ସ୍ଥାନ ପାଇଛି। ୨୦୧୪ ଫେବୃଆରୀ ୨୦ରେ ଓଡ଼ିଆ ଭାଷା ଶାସ୍ତ୍ରୀୟ ମାନ୍ୟତା ପାଇଲା। ଭାଷା ପ୍ରତିଷ୍ଠାନ ଓ ଓଡ଼ିଆ ବିଶ୍ୱବିଦ୍ୟାଳୟ ଖୋଲାଗଲା। ସଂସ୍କୃତି ବିଭାଗକୁ ଓଡ଼ିଆ ଭାଷା, ସାହିତ୍ୟ ଓ…
ଯୌଥ ପରିବାର କାଳ
ଭାରତରେ ଯେତେବେଳେ ପ୍ରାଚ୍ୟ ଓ ପାଶ୍ଚାତ୍ୟ ସଂସ୍କୃତି ଉପରେ ଆଲୋଚନା ହୋଇଥାଏ ସେତେବେଳେ ଅନେକେ ଆମ ଦେଶର ପରିବାର, ପରମ୍ପରା, ଚଳଣି ଓ ସମ୍ପର୍କର ସ୍ତରକୁ ଉଚ୍ଚ କରି ପ୍ରଦର୍ଶନ କରିଥାଆନ୍ତି। ପାଶ୍ଚାତ୍ୟରେ ମାଇକ୍ରୋ ବା ଅଣୁସର୍ବସ୍ବ ସଂସାର ଥିବାରୁ ତାହାକୁ…
Archives


