ସମ୍ପାଦକୀୟ

ଏଇ ଭାରତରେ

ପରୀକ୍ଷାରେ ପିଲାମାନଙ୍କର କମ୍‌ ନମ୍ବର ଦେଖିଲେ ପ୍ରାୟତଃ ଅଭିଭାବକ ଗାଳି କରନ୍ତି। ହେଲେ କମ୍‌ ମାର୍କ ରଖିଥିବା ପିଲାଙ୍କୁ ପ୍ରଶଂସା କିରବା ବିରଳ। ଏହା ଦେଖିବାକୁ ମିଳିଛି ଉତ୍ତରପ୍ରଦେଶ ଆଲିଗଡର ଜଣେ ଶିକ୍ଷା ଅଧିକାରୀ ରାକେଶ ସିଂହଙ୍କ କ୍ଷେତ୍ରରେ। ସିବିଏସ୍‌ଇ ପରୀକ୍ଷାରେ…

ମଣିଷତ୍ୱର ଆବିଷ୍କାର

ବିଶ୍ୱ ନିୟନ୍ତା ଏ ବ୍ରହ୍ମାଣ୍ଡରେ ଯେମିତି ନଦୀ, ପାହାଡ଼, ପର୍ବତ, ବଣ, ଜଙ୍ଗଲ, ପଶୁ, ପକ୍ଷୀ ଆଦି ନୈସର୍ଗିକ ଆଧାରଗୁଡ଼ିକ ବିଦ୍ୟମାନ କରିଥିଲେ ସେଗୁଡ଼ିକ ହଜାର ହଜାର ବର୍ଷ ପରେ ବି ସେମାନଙ୍କ ମୌଳିକ ଧର୍ମ ଓ ଗୁଣବତ୍ତାକୁ ଭୁଲିନାହାନ୍ତି। ଆଜି…

ଉଦାରତାର ପରିଚୟ: ସିନ୍ଧୁ ଜଳ ସନ୍ଧି

ଜଳରେ ଗଢ଼ା ଜୀବନର ଧାରା। କ୍ରମବର୍ଦ୍ଧିଷ୍ଣୁ ଗୋଷ୍ଠୀଗତ ଜୀବନର ଅବସ୍ଥାନରେ ସଭ୍ୟତାର କ୍ରମବିକାଶ। ଭାରତୀୟ ଉପ ମହାଦେଶରେ ଗଢ଼ିଉଠିଥିବା ସିନ୍ଧୁ ସଭ୍ୟତା ବହୁ ପ୍ରାଚୀନ। ଏହାର କାଳ ନିରୂପଣ ପ୍ରାୟତଃ ଖ୍ରୀଷ୍ଟପୂର୍ବ ୩୩୦୦ରୁ ୨୬୦୦ ମଧ୍ୟରେ ହୋଇଥିବାର ସମ୍ଭାବନା ା ସିନ୍ଧୁନଦୀକୁ…

ସୁଗାର ବୋର୍ଡ

ଜଳବାୟୁ ପରିବର୍ତ୍ତନଜନିତ ଋତୁଚକ୍ରରେ ଅସ୍ବାଭାବିକତା ଯୋଗୁ ମଣିଷର ଜୀବନ ଶୈଳୀରେ ବ୍ୟାପକ ପରିବର୍ତ୍ତନ ଦେଖାଦେଉଛି। ଖାଦ୍ୟପାନୀୟ ଗ୍ରହଣରେ ଅସନ୍ତୁଳନତା ରହିଲେ ମଣିଷର ସ୍ବାସ୍ଥ୍ୟ ବିଗିଡ଼ିବା ଥୟ। ତେଣୁ ପୂର୍ବାପେକ୍ଷା ଲୋକମାନେ ବିଭିନ୍ନ ପ୍ରକାର ରୋଗର ସମ୍ମୁଖୀନ ହେଉଛନ୍ତି। ଉଚ୍ଚ ରକ୍ତଚାପ, ମଧୁମେହ…

ଦୁଇ ପ୍ରତିଦ୍ୱନ୍ଦ୍ୱୀ

ଐତିହାସିକ ମ୍ୟାକ୍ସ ହାଷ୍ଟିଙ୍ଗସ ମୁଖ୍ୟତଃ ଦୁଇ ବିଶାଳ ନିଷ୍ଠୁର ଗୋଷ୍ଠୀ(ଆଡ୍‌ଲଫ ହିଟଲରଙ୍କ ନାଜି ସେନା ଓ ସୋଭିଏଟ୍‌ର ଜୋଶେଫ ଷ୍ଟାଲିନଙ୍କ ସେନା)ଙ୍କ ମଧ୍ୟରେ ହୋଇଥିବା ଦ୍ୱିତୀୟ ବିଶ୍ୱଯୁଦ୍ଧକୁ ମୃତ୍ୟୁଯୁଦ୍ଧ ଭାବେ ବର୍ଣ୍ଣନା କରିଥିଲେ। ଏହାବାଦ୍‌ ଓ୍ବିନ୍‌ଷ୍ଟନ ଚର୍ଚ୍ଚିଲଙ୍କ ବକ୍ତବ୍ୟ ଏବଂ ପାସିଫିକ…

ସେବା ଓ ସେବକ

ସେବା ଯେ କରେ ସେ ସେବାକାରୀ। ସେ ସେବକ। ସେବା ପୁଣି ନିଃସ୍ବାର୍ଥପର ନିରଳସ ଥିଲେ ସେଇ ସେବା ବାସେ ମହମହ। ସେଇ ସେବାର ମହମହ ମହକ ସୀମିତ ଇଲାକାରେ ସୀମାବଦ୍ଧ ରହେ ନାହିଁ। ସେ ମହକ ବିଛୁରିତ ହୁଏ ମାଟିଠୁ…

ମଦ୍ୟପାନର ସାମାଜିକ ପ୍ରଭାବ

ମଦ୍ୟପାନର ଇତିହାସ ଯେତିକି ପୁରାତନ, ତା’ର ଭୟାବହ ନକାରାମତ୍କ ପରିଣାମ ସହିତ ଆମର ପରିଚିତି ମଧ୍ୟ ସେତିକି ଆଦିମ। ତେବେ ବଡ଼ ବିସ୍ମୟର କଥା ଯେ ଆଜିର ସ୍ବାସ୍ଥ୍ୟ ସଚେତନ ଯୁଗରେ ମଧ୍ୟ ଭାରତ ସମେତ ବିଶ୍ୱର ଅଧିକାଂଶ ଦେଶରେ ତାହା…

ପ୍ରତିରକ୍ଷାର ଅଦୃଶ୍ୟ ରେଖା

କିଛିଦିନ ପାଇଁ ଭାରତ ଓ ପାକିସ୍ତାନ ମଧ୍ୟରେ ଶତ୍ରୁତା ପ୍ରଶମିତ ହେବା ସହ ଉତ୍ତେଜନା ଥମିଯାଇଛି। କିନ୍ତୁ ତୁମର ପଡ଼ୋଶୀ ଯଦି ସୀମା ଟପି ଗୋଳାବାରୁଦ ପକାଏ, ତେବେ ସୁରକ୍ଷା ପାଇଁ ତୁମ ପାଖରେ କିଛି ଯୋଜନା ରହିବା ଦରକାର। ପାକିସ୍ତାନର…

କ୍ଷମତା ଓ ବାଣିଜ୍ୟରେ ଘୋଡ଼ା

ଶହେ ବର୍ଷ ପୂର୍ବେ ପେଟ୍ରୋଲ ବିଶ୍ୱରେ ଏକ ବଡ଼ ପରିବର୍ତ୍ତନ ଆଣିଥିଲା। ସେତେବେଳେ ଆମ ପାଖରେ ଯେଉଁ ଗାଡ଼ି ଥିଲା ତାହା ପଶୁ ଦ୍ୱାରା ନୁହେଁ, ବରଂ ପେଟ୍ରୋଲରେ ଚାଲୁଥିଲା। କିନ୍ତୁ ଏହା ପୂର୍ବରୁ ୩୦୦୦ରୁ ଊର୍ଦ୍ଧ୍ୱ ବର୍ଷଧରି ରାଜାମାନେ ଘୋଡ଼ା…

ଏଇ ଭାରତରେ

ଏବେ ଜୈବ ଚମଡ଼ା(ବାୟୋ ଲେଦର) ବ୍ୟବହାର କରିପାରିବେ। ବିଶେଷକରି ଟମାଟୋ ବର୍ଜ୍ୟରୁ ଏହା ତିଆରି କରାଯାଉଛି। ୨୬ ବର୍ଷ ବୟସ୍କ ପ୍ରୀତିଶ୍‌ ମିସ୍ତ୍ରି ଦି ବାୟୋ କମ୍ପାନୀ(ଟିବିସି) ପ୍ରତିଷ୍ଠା କରି ତା’ ମାଧ୍ୟମରେ ଏଭଳି ଚମଡ଼ା ପ୍ରସ୍ତୁତ କରୁଛନ୍ତି। ଏହି ବାୟୋ…

ଚିରସ୍ରୋତା ନଦୀ ପ୍ରତି ବିପଦ

ଶ୍ୱ ତାପମାତ୍ରା ବୃଦ୍ଧି ଯୋଗୁ ହିମାଳୟର ହିନ୍ଦୁକୁଶ ରେଜିୟନ (ଏଚ୍‌କେଏଚ୍‌)ରୁ ଉପର ନଦୀଗୁଡ଼ିକର ଜଳ ଧାରା ପ୍ରତି ଏବେ ବିପଦ ଦେଖାଦେଇଛି। ହିନ୍ଦୁକୁଶ ଅଞ୍ଚଳରୁ ବାହାରିଥିବା ନଦୀଗୁଡ଼ିକ ଚିରସ୍ରୋତା ଭାବେ ପରିଚିତ। ମୌସୁମୀ ଋତୁରେ ବର୍ଷା ଏବଂ ଗ୍ରୀଷ୍ମଋତୁରେ ବରଫ ତରଳିବା…

ଜାତୀୟ ଆବଶ୍ୟକତା: ଭାରତୀୟଙ୍କ ସାଧୁତା

ଆଜି ବିଶ୍ୱରେ ଭାରତର ଜାତୀୟ ଚରିତ୍ର ଏକ ଦୋ’ଛକିରେ। ନୀତିନୈତିକତା ଓ ଆଧ୍ୟାତ୍ମିକ ପରମ୍ପରାରେ ସମୃଦ୍ଧ ଭାରତର ସାଂସ୍କୃତିକ ଜୀବନ ବିଡ଼ମ୍ବିତ। ଆଦର୍ଶ କମ୍‌ ଆଡ଼ମ୍ବର ବେଶି। ଆଚାର କମ୍‌ ପ୍ରଚାର ବେଶି। ନୀତି କମ୍‌, ଦୁର୍ନୀତି ବେଶି। ବିଶ୍ୱର ୧୮୦…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri