ଶିକ୍ଷା ଓ ନିଯୁକ୍ତି

ବଡ଼ ଘୋଷଣା; ଛାତ୍ରୀଛାତ୍ର ଓଡ଼ିଆରେ ପଢ଼ିବେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ

ଭୁବନେଶ୍ୱର, ୭।୯: ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆସିବାକୁ ଯାଇଛି । ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ ହେବ । ମୁକ୍ତ ବିଦ୍ୟାଳୟରେ ମିଳିବ ମାଗଣା ଯୁକ୍ତ ଦୁଇ ଶିକ୍ଷା । ଏନେଇ ଗଣଶିକ୍ଷା ସଚିବ ଏନ. ଥିରୁମାଲା ନାଏକ ଆଜି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ ସୋସିଓଲୋଜି ଏହି ୩ଟି ବିଷୟର ପରୀକ୍ଷା ପୁଣି ଥରେ କରାଇପାରେ । ଏହି…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏହା ସହିତ JEର ବିସ୍ତୃତ ବିଜ୍ଞାପନ ମଧ୍ୟ ପ୍ରକାଶ ପାଇଛି।…

ଦଶମ ପାସ କରିଥିଲେ ଆୟକର ବିଭାଗରେ ସରକାରୀ ଚାକିରି; ଦରମା ୫୫ହଜାରୁ ଅଧିକ, ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ଆୟକର ବିଭାଗ ୧୦ମ ପାସ୍ ଯୁବକମାନଙ୍କ ପାଇଁ ସରକାରୀ ଚାକିରିର ସୁଯୋଗ ଆଣିଦେଇଛି। ବିଭାଗର ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ କ୍ଷେତ୍ରରେ କ୍ୟାଣ୍ଟିନ୍ ଆଟେଣ୍ଡାଣ୍ଟ (କ୍ୟାଣ୍ଟିନ୍ ପରିଚାରକ)ର ୭ଟି ପଦବୀରେ ଭର୍ତ୍ତି କରାଯିବ। ଏହି ପଦବୀଗୁଡ଼ିକ ପାଇଁ ଆବେଦନ ପ୍ରକ୍ରିୟା ୧୧ ଅଗଷ୍ଟ…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ, କଲେଜ ପ୍ରିନ୍ସିପାଲଙ୍କଠାରୁ ନିଯୁକ୍ତି କ୍ଷମତା ପ୍ରତ୍ୟାହାର

ଭୁବନେଶ୍ୱର,୨୧।୭(ସୁଚିସ୍ମିତା ସାହୁ): ସରକାରୀ କଲେଜରେ ଅଣଶିକ୍ଷକ କର୍ମଚାରୀଙ୍କ ନିଯୁକ୍ତି ପ୍ରକ୍ରିୟାରେ ପରିବର୍ତ୍ତନ କରାଯାଇଛି । ସରକାରୀ କଲେଜ ପ୍ରିନ୍ସିପାଲଙ୍କଠାରୁ ନିଯୁକ୍ତି କ୍ଷମତାକୁ ପ୍ରତ୍ୟାହାର କରାଯାଇଥିବାବେଳେ ଏହି ଦାୟିତ୍ୱରେ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ ରହିବେ। ଏଣିକି ଅଣଶିକ୍ଷକ କର୍ମଚାରୀଙ୍କୁ ନିଯୁକ୍ତିର ପୂରା କ୍ଷମତା…

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନୂଆ ମାର୍ଗଦର୍ଶିକା, ଏଣିକି ବର୍ଷକୁ ୪ଟି ପରୀକ୍ଷା ଦେବେ…

ଭୁବନେଶ୍ବର,୬ା୭: ତୃତୀୟରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ଏଣିକି ବର୍ଷକୁ ୪ଟି ପରୀକ୍ଷୀ ଦେବାକୁ ହେବ । ପୂର୍ବରୁ ବର୍ଷକୁ ଦୁଇଟି ପରୀକ୍ଷା ହେଉଥିବା ବେଳେ ବର୍ତ୍ତମାନ ଚାରୋଟି ପରୀକ୍ଷା ହେବ । ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଏପ୍ରିଲରୁ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର । ଜୁନ୍‌ ୨୨ ତାରିଖରେ ପ୍ରକାଶିତ ହେବ ପ୍ରଥମ ମେଧା ତାଲିକା । ଏନେଇ…

ଜଣେ ଛାତ୍ରଙ୍କୁ ପଢ଼ାଇବା ପାଇଁ ଏତେଟଙ୍କା ଚାର୍ଜ କରନ୍ତି ଖାନ୍‌ ସାର? କୋଚିଂ ଫିସ୍‌ ଜାଣିଲେ…

ନୂଆଦିଲ୍ଲୀ,୩।୬: ଖାନ ସାରଙ୍କୁ କିଏ ବା ନଜାଣେ.. ନିଜର ନିଆରା ପଢ଼ାଇବା ଶୈଳୀ ପାଇଁ ସାରା ଦେଶରେ ପ୍ରସିଦ୍ଧ ଖାନ ସାର୍‌ ଲକ୍ଷ ଲକ୍ଷ ପିଲାଙ୍କ ପ୍ରିୟ ଶିକ୍ଷକ ଅଟନ୍ତି। ଗତକାଲି ରାତିରେ ପାଟନାସ୍ଥିତ ତାଙ୍କ କୋଚିଂ ସେଣ୍ଟର ଉପରକୁ ଗୁଳିମାଡ଼…

ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା: ପୂରଣ ହେବ ଏତେ ପଦବୀ

ଭୁବନେଶ୍ୱର, ୨୭।୫: ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା। ୭୬୬୪ ପଦବୀ ପୂରଣ ପାଇଁ ଓ ସରକାରଙ୍କ ଗୃହ ବିଭାଗ ଦ୍ୱାରା OUSSSCକୁ ଚିଠି ଲେଖାଯାଇଛି। ୪୨୧୯ ସିଭିଲ କନେଷ୍ଟବଳ ପଦବୀ , ୨୨୧୨ OISF କନେଷ୍ଟବଳ ପଦବୀ, ୩୦୦…

SBIରେ ବାହାରିଲା ୮୦୦ରୁ ଅଧିକ ପଦବୀ ପାଇଁ ନିଯୁକ୍ତି: ଦରମା ୮୦,୦୦୦ ପର୍ଯ୍ୟନ୍ତ, ଜାଣନ୍ତୁ କେଉଁମାନେ କରିପାରିବେ ଆବେଦନ

ନୂଆଦିଲ୍ଲୀ,୧୮।୫: ବ୍ୟାଙ୍କିଂ କ୍ଷେତ୍ରରେ ଚାକିରି ଖୋଜୁଥିବା ଲୋକଙ୍କ ପାଇଁ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ଏକ ପ୍ରମୁଖ ନିଯୁକ୍ତି ବିଜ୍ଞପ୍ତି ଜାରି କରିଛି। SBI ୮୨୧ଟି ଖାଲି ପଦବୀ ଘୋଷଣା କରିଛି, ଯାହା ପାଇଁ ଅନଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି।…

NEET-UG ପରୀକ୍ଷା ପାଇଁ ନୂଆ ତାରିଖ ଘୋଷଣା, ପେପର ଲିକ୍ ଯୋଗୁଁ ହୋଇଥିଲା ବାତିଲ

ନୂଆଦିଲ୍ଲୀ,୧୫।୫: NEET-UG ପରୀକ୍ଷା ପାଇଁ ନୂତନ ତାରିଖ ଘୋଷଣା କରାଯାଇଛି। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି କହିଛି ଯେ NEET-UG ପୁନଃପରୀକ୍ଷା ଜୁନ୍ ୨୧ ତାରିଖରେ ଅନୁଷ୍ଠିତ ହେବ । ସୂଚନାଯୋଗ୍ୟ ଯେ ମେ ୩ ତାରିଖରେ ଅନୁଷ୍ଠିତ ପରୀକ୍ଷା ପେପର ଲିକ୍…

ବଡ଼ ସୂଚନା, ଏହିଦିନ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଭୁବନେଶ୍ବର,୩୦।୪: ଆସନ୍ତା ମେ ୨ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ବିଏସଇ ପକ୍ଷରୁ ପ୍ରେସ ରିଲିଜ ଜରିଆରେ ସୂଚନା ଦିଆଯାଇଛି । ଅପରାହ୍ନ ୪ଟାରେ ବାହାରିବ ଫଳାଫଳ । ଷ୍ଟେଟ ଓପନ ସ୍କୁଲ ଏବଂ ମଧ୍ୟମା ଫଳ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?