ଶିକ୍ଷା ଓ ନିଯୁକ୍ତି

ଓଡ଼ିଶା କନ୍‌ଷ୍ଟେବଲ୍‌ ନିଯୁକ୍ତି: ବୟସ ସୀମାକୁ ନେଇ ବଡ଼ ରାୟ ଦେଲେ ହାଇକୋର୍ଟ

କଟକ, ୪।୧୦: ଓଡ଼ିଶା ପୋଲିସ କନ୍‌ଷ୍ଟେବଲ୍‌ ନିଯୁକ୍ତି ପାଇଁ ଆବେଦନ ଚାଲିଥିବା ବେଳେ ବୟସ ସୀମାକୁ ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ରାଜ୍ୟର ସବୁ ବାଟାଲିଅନ୍‌ରେ…

1 year ago

ଆରମ୍ଭ ହେଲା PM Internship ଯୋଜନା, ଯୁବପିଢିଙ୍କୁ ପ୍ରତି ମାସକୁ ମିଳିବ ୫ହଜାର, ଜାଣନ୍ତୁ କେମିତି କରିବେ ଆବେଦନ…

ନୂଆଦିଲ୍ଲୀ,୪।୧୦: ଯୁବକମାନଙ୍କୁ ନିଯୁକ୍ତି ଦେବା ଲକ୍ଷ୍ୟରେ କେନ୍ଦ୍ର ସରକାର ପାଇଲଟ ପ୍ରୋଜେକ୍ଟ ପିଏମ ଇଣ୍ଟର୍ନସିପ ସ୍କିମ ଆରମ୍ଭ କରିଛନ୍ତି। ଏଥିପାଇଁ ଅକ୍ଟୋବର ୧୨ରୁ ଅନଲାଇନ ଆବେଦନ ଆରମ୍ଭ…

1 year ago

ସାଇବର କାଫେରେ OSSSC ପରୀକ୍ଷା !

ଭୁବନେଶ୍ୱର,୩୦।୯: ରାଜ୍ୟରେ ସରକାରୀ ଚାକିରି କରାଇଦେବାକୁ ଅନେକ ଦଲାଲ ମାତିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ଏକ ସାଇବର କାଫେରେ ଗ୍ରୁପ୍-ସି ଚାକିରି ପାଇଁ ପରୀକ୍ଷା କରାଯାଉଥିବା ଅଭିଯୋଗ…

1 year ago

ଅଙ୍ଗନଓ୍ବାଡି କର୍ମୀ ପାଇଁ ବାହାରିଲା ନିଯୁକ୍ତି, ୧୦ମ ପାସ୍‌ କରିଥିଲେ…

ଖୁସି ଖବର। ଅଙ୍ଗନଓ୍ବାଡିରେ ବାହାରିଲା ନିଯୁକ୍ତି। ଆଶାୟୀ ପ୍ରାର୍ଥୀମାନେ ଏନେଇ ଆବେଦନ କରିପାବେ। ସବୁ ଗାଁରେ ବର୍ତ୍ତମାନ ଅଙ୍ଗନବାଡ଼ି ଚାଲିଛି । ଅଙ୍ଗନବାଡି କେନ୍ଦ୍ରଗୁଡ଼ିକ ଗର୍ଭଧାରଣ ସମୟଠାରୁ…

2 years ago

ଓଡିଶାରେ ପ୍ରତିଷ୍ଠା ହେବ ନେସ୍‌ନାଲ ଫରେନ୍‌ସିକ ସାଇନ୍‌ସ ୟୁନିଭରସିଟିର କ୍ୟାମ୍ପସ

ଭୁବନେଶ୍ୱର,୨୭ା୯: ଓଡିଶାରେ ‘ନେସ୍‌ନାଲ ଫରେନ୍‌ସିକ ସାଇନ୍‌ସ ୟୁନିଭରସିଟି’ର ଏକ କ୍ୟାମ୍ପସ ପ୍ରତିଷ୍ଠା କରାଯିବ। ଏହି କ୍ୟାମ୍ପସ ଓଡିଶାର ପିଲାମାନଙ୍କୁ ସାଇବର ସୁରକ୍ଷା ଉପରେ ଶିକ୍ଷା ପ୍ରଦାନ କରିବ।…

2 years ago

ଉଚ୍ଚଶିକ୍ଷା ମନ୍ତ୍ରୀ ଦେଲେ ସୂଚନା: ଖୁବଶୀଘ୍ର ପୂରଣ ହେବ ୧୫୦୦ରୁ ଊର୍ଦ୍ଧ୍ୱ ପ୍ରାଧ୍ୟାପକ ପଦବୀ

ଭୁବନେଶ୍ୱର,୨୭ା୯: ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଖାଲି ପଡିଥିବା ୧୫୦୦ ରୁ ଅଧିକ ପ୍ରାଧ୍ୟାପକ ପଦ ଶୀଘ୍ର ପୂରଣ ହେବ ବୋଲି ଶୁକ୍ରବାର ଦିନ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ…

2 years ago

ଜୁନିୟର କ୍ଲର୍କ ନିଯୁକ୍ତି ୨୦୨୪ ପାଇଁ ବିଜ୍ଞପ୍ତି: +୨ ପାସ୍‌ କରିଥିଲେ ସୁବର୍ଣ୍ଣ ସୁଯୋଗ, ଆବେଦନ କରିବାର ଶେଷ ସମୟସୀମା ରହିଛି…

ଭୁବନେଶ୍ୱର,୨୬।୯: ଓଡ଼ିଶା ପୋଲିସ ତରଫରୁ ଡିପିଓ କ୍ୟାଡର ପୋଷ୍ଟ ଜୁନିୟର କ୍ଲର୍କ ନିଯୁକ୍ତି ୨୦୨୪ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୭୭ ଟି ପଦବୀ ପୂରଣ ଏହି…

2 years ago

ସାମ୍ବାଦିକତା ପାଠ ପଢିଥିଲେ ବଡ଼ ନିଯୁକ୍ତି ସୁଯୋଗ: ଓପିଏସସି ପ୍ରକାଶ କଲା ବିଜ୍ଞପ୍ତି

ଭୁବନେଶ୍ୱର,୨୪।୯: ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ପକ୍ଷରୁ SDIPRO ପଦବୀ ପାଇଁ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ଆଗ୍ରହୀ ତଥା ଯୋଗ୍ୟ ପ୍ରାର୍ଥୀମାନେ ଓପିଏସସିର ଅଫିସିଆଲ୍ ୱେବସାଇଟ୍…

2 years ago

ଓଡ଼ିଶା ପୋଲିସରେ ନିଯୁକ୍ତି ସୁଯୋଗ, ଦଶମ ପାସ୍‌ କରିଥିଲେ କରିପାରିବେ ଆବେଦନ, ଦରମା ରହିଛି…

ଭୁବନେଶ୍ୱର,୨୪।୯: ସୋମବାର ଓଡ଼ିଶା ପୋଲିସ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭିନ୍ନ ବାଟାଲିୟନ ଅଧୀନରେ Sepoys/Constable ନିଯୁକ୍ତି ୨୦୨୪ ପାଇଁ ଅନଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି।…

2 years ago

ଓଡ଼ିଶା ସବଓଡ଼ିନେଟ ଷ୍ଟାଫ ସିଲେକ୍ସନ କମିଶନରେ ଓଡ଼ିଶା ପାଇଁ ୨୬୨୯ ପଦ ପାଇଁ ବାହାରିଲା ନିଯୁକ୍ତି, ଲକ୍ଷେ ଯାଏଁ ରହିଛି ଦରମା…

ଭୁବନେଶ୍ୱର,୧୯।୯: ଓଡ଼ିଶା ସବଓଡ଼ିନେଟ ଷ୍ଟାଫ ସିଲେକ୍ସନ କମିଶନରେ ଓଡ଼ିଶା ପାଇଁ ୨୬୨୯ ପଦ ପାଇଁ ନିଯୁକ୍ତି ପ୍ରକାଶ ପାଇଛି। ଏନେଇ ଅଗଷ୍ଟ ୩୧ରେ ଘୋଷଣା କରାଯାଇଥିଲା। ତେବେ…

2 years ago