ଶିକ୍ଷା ଓ ନିଯୁକ୍ତି

ରାଜ୍ୟରେ ଖାଲି ପଡ଼ିଛି ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ

ଭୁବନେଶ୍ୱର,୬।୯: ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ ଖାଲି ପଡିଥିବା ବିଧାନସଭାରେ ସୂଚନା ଦେଇଛନ୍ତି ସରକାର। ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ତଥ୍ୟ ରଖିଛନ୍ତି। ରାଜ୍ୟରେ ପ୍ରାୟ...

ଓଡ଼ିଶା DRDOରେ ନିଯୁକ୍ତି ସୁଯୋଗ: ଶୀଘ୍ର କରନ୍ତୁ ଆବେଦନ, ଦରମା ରହିଛି…

ଭୁବନେଶ୍ୱର,୩।୯: ଡିଆରଡିଓ(DRDO) ITR ଖାଲି ପଦବୀ ପାଇଁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ତେଣୁ ଯୋଗ୍ୟ ତଥା ଆଗ୍ରହୀ ପ୍ରାର୍ଥୀମାନେ ସୁଯୋଗକୁ ହାତଛଡ଼ା କରନ୍ତୁ ନାହିଁ। ଶୀଘ୍ର ଆବେଦନ କରିନିଅନ୍ତୁ। ଆବେଦନ କରିବା ପୂର୍ବରୁ ଆପଣଙ୍କୁ ସରକାରୀ ବିଜ୍ଞପ୍ତି ଯାଞ୍ଚ...

ଓଡ଼ିଶା ଜିଲା ପରିଷଦର ୧୪୮୭ ପଦବୀରେ ନିଯୁକ୍ତି ସୁଯୋଗ: ଜାଣନ୍ତୁ କିପରି କରିବେ ଆବେଦନ

ଭୁବନେଶ୍ବର,୧।୯: ଏମଜିଏନଆରଇଜିଏ ଯୋଜନା ଅନ୍ତର୍ଗତ ଚୁକ୍ତି ଭିତ୍ତିରେ ଗ୍ରାମ ରୋଜଗର ସେବକ (GRS) ନିଯୁକ୍ତି ପାଇଁ ଓଡିଶା ଜିଲା ପରିଷଦ ଘୋଷଣା କରିଛି। ବାଲେଶ୍ୱର, ନୁଆପଡା, ନୟାଗଡ଼, ମାଲକାନଗିରି, କେନ୍ଦୁଝର, କୋରାପୁଟ, ଗଞ୍ଜାମ, ଏବଂ ବୌଦ୍ଧ ସମେତ ବିଭିନ୍ନ ଜିଲାର...

ଅବସର ନେଇଥିବା କର୍ମଚାରୀଙ୍କୁ ପୁଣି ଚାକିରିରେ ରଖିବ Indian Railway , ଜାଣନ୍ତୁ କେଉଁ ପଦ ପଦବୀରେ ହେବ ନିଯୁକ୍ତି

ନୂଆଦିଲ୍ଲୀ,୩୦।୮: ଭାରତୀୟ ରେଳବାଇ ବୋର୍ଡ ଅବସରପ୍ରାପ୍ତ ରେଳ ଅଧିକାରୀଙ୍କୁ ପୁନଃ ନିଯୁକ୍ତି କରିବାକୁ ଅନୁମୋଦନ କରିଛି। ଅଗଷ୍ଟ ୨୯ରେ ସମସ୍ତ ଆଞ୍ଚଳିକ ରେଳବାଇ ଏବଂ ସରକାରୀ କ୍ଷେତ୍ରକୁ ପଠାଯାଇଥିବା ଏକ ସର୍କୁଲାରରେ ବୋର୍ଡ କହିଛି ଯେ, ଅବସରପ୍ରାପ୍ତ ରେଳ ଅଧିକାରୀଙ୍କ...

ଖାଲିପଡ଼ିଥିବା ଆର୍‌.ଆଇ, ଏ.ଆର୍‌.ଆଇ ଏବଂ ଅମିନ ପଦବୀ କେବେ ପୂରଣ ହେବ ? ବିଧାନସଭାରେ କହିଲେ ମନ୍ତ୍ରୀ

ଭୁବନେଶ୍ୱର,୨୯ା୮: ରାଜ୍ୟରେ ଖାଲି ପଡ଼ିଥିବା ରାଜସ୍ୱ ନିରୀକ୍ଷକ, ସହକାରୀ ରାଜସ୍ୱ ନିରୀକ୍ଷକ ଏବଂ ଅମିନ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ବିଧାନସଭାରେ ଆଜି ଏ ସଂପର୍କିତ ଏକ ପ୍ରଶ୍ନର...

ବିନା ପରୀକ୍ଷାରେ କରିପାରିବେ ଅଙ୍ଗନବାଡିରେ ଚାକିରି, ୨୩ହଜାରରୁ ଅଧିକ ପୋଷ୍ଟ ପାଇଁ ବାହାରିଲା ନିଯୁକ୍ତି

ନୂଆଦିଲ୍ଲୀ,୩।୮: ମହିଳାଙ୍କ ପାଇଁ ବାହାରିଛି ନିଯୁକ୍ତି ସୁଯୋଗ । ଏବେ ଅଙ୍ଗନବାଡ଼ିରେ ନିଯୁକ୍ତି ପାଇଁ ଆବେଦନ ଆରମ୍ଭ ହୋଇଛି । ମୌଳିକ ଶିକ୍ଷା ଆଧାରରେ ଏହି ନିଯୁକ୍ତି ପ୍ରଦାନ କରାଯାଉଛି । ଏହି ନିଯୁକ୍ତି ପାଇଁ କୌଣସି ପରୀକ୍ଷା ଦେବାକୁ...

ଓଡ଼ିଶା ଅଙ୍ଗନୱାଡ଼ିରେ ୨୫୪୫ ପଦବୀରେ ନିଯୁକ୍ତି ପାଇଁ ଚାଲିଛି ଆବେଦନ, ଜାଣନ୍ତୁ ଶେଷ ତାରିଖ

ଭୁବନେଶ୍ୱର,୨୮ା୭: ଓଡ଼ିଶାରେ ଥିବା ଅଙ୍ଗନୱାଡ଼ି ମାନଙ୍କରେ ନିଯୁକ୍ତି ପାଇଁ ଆବେଦନ ଜାରି ରହିଛି। ଏହି ପ୍ରକ୍ରିୟାରେ ଅଙ୍ଗନୱାଡ଼ି କର୍ମୀ ଓ ହେଲପର ନିଯୁକ୍ତ ହେବେ। ଯେଉଁ ଆଶାୟୀମାନେ ଖାଲି ପଦବୀରେ ନିଯୁକ୍ତି ପାଇଁ ଆଗ୍ରହୀ ଏବଂ ସମସ୍ତ ଯୋଗ୍ୟତା ମାନଦଣ୍ଡ...

ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ମାଗଣାରେ ମିଳିବ ଲାପ୍‌ଟପ୍; ଏତିକି କୋଟି ଟଙ୍କା ବ୍ୟୟବରାଦର କଲେ ସରକାର

ଭୁବନେଶ୍ୱର,୨୫।୭: ପ୍ରଥମ ଥର ରାଜ୍ୟରେ କ୍ଷମତାକୁ ଆସିଥିବା ଭାଜପା ସରକାର ବଜେଟରେ ଶିକ୍ଷା କ୍ଷେତ୍ର ପାଇଁ ୩୫ ହଜାର ୫ ଶହ ୩୬ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି। ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ଲାପ୍‌ଟପ୍ ବିତରଣ କରିବା ପାଇଁ “ଗୋଦାବରୀଶ ବିଦ୍ୟାର୍ଥୀ...

ଘୁଞ୍ଚିଲା ଓଟିଇଟି ପରୀକ୍ଷା, ଜାଣନ୍ତୁ କେବେ ହେବ…

କଟକ,୨୪।୭: ଘୁଞ୍ଚିଲା ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପରୀକ୍ଷା। ଅଗଷ୍ଟ ୯ ବଦଳରେ ୧୭ ତାରିଖରେ ପରୀକ୍ଷା ହେବ। ଉକ୍ତ ଦିନ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଥିବା ଯୋଗୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।...

ବଦଳିବ କି NCERT ବହି ? ସ୍ପଷ୍ଟିକରଣ ଦେଲେ ସରକାର

ନୂଆଦିଲ୍ଲୀ,୧୦।୭: ନ୍ୟାସନାଲ କାଉନସିଲ୍ ଅଫ୍ ଏଜୁକେସନାଲ୍ ରିସର୍ଚ୍ଚ ଏବଂ ଟ୍ରେନିଂ(ଏନସିଇଆରଟି) ପାଠ୍ୟକ୍ରମରେ ପରିବର୍ତ୍ତନ ଏବଂ ବହି ବଦଳିବା ନେଇ ଖବର ପ୍ରକାଶ ପାଇବା ପରେ ସ୍ପଷ୍ଟୀକରଣ ଦେଇଛନ୍ତି ସରକାର। ଷଷ୍ଠ ଏବଂ ଏକାଦଶ ଶ୍ରେଣୀଗୁଡ଼ିକ ପାଇଁ ସଂଶୋଧିତ ଏନସିଇଆରଟି ପାଠ୍ୟ...

ପିଏମଶ୍ରୀ ସ୍କୁଲ୍ ଅଧୀନରେ ସାମିଲ ହେବ ରାଜ୍ୟର ୮ଶହ ବିଦ୍ୟାଳୟ

ଭୁବନେଶ୍ୱର,୧୦।୭: ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ଏବଂ ଶୈକ୍ଷିକ ଗୁଣବତ୍ତା ବୃଦ୍ଧି କରିବା ଲକ୍ଷ୍ୟରେ ରାଜ୍ୟରେ ପିଏମ୍‍ଶ୍ରୀ ସ୍କୁଲ୍‍ ଯୋଜନା ଲାଗୁ କରାଯାଇଛି । ଏହି ଯୋଜନା ଦ୍ୱାରା ପ୍ରାୟ ୮ଶହ ବିଦ୍ୟାଳୟ ଉପକୃତ ହେବେ । କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଜୟନ୍ତ...

ଘୋଷଣା ହେଲା ତାରିଖ: ଏହିଦିନ ଅନୁଷ୍ଠିତ ହେବ NEET PG ପରୀକ୍ଷା

ନୂଆଦିଲ୍ଲୀ,୫।୭: ସ୍ନାତକୋତ୍ତର ମେଡିକାଲ ପାଠ୍ୟକ୍ରମରେ ନାମଲେଖା ଲାଗି ଅନୁଷ୍ଠିତ NEET-PG ପରୀକ୍ଷା ପାଇଁ ମେଡିକାଲ ସାଇନ୍ସ ଜାତୀୟ ପରୀକ୍ଷା ବୋର୍ଡ ତାରିଖ ଘୋଷଣା କରିଛି। ଅଗଷ୍ଟ ୧୧ରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଦୁଇଟି ସିଫ୍ଟରେ ଏହି ପରୀକ୍ଷା ହେବ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri