ଏହି କୋର୍ସ କଲେ ଗୁଗୁଲରେ ମିଳିବ ଚାକିରି, ଲକ୍ଷାଧିକ ଟଙ୍କା ପ୍ୟାକେଜ
ନୂଆଦିଲ୍ଲୀ,୨।୧୧: ଗୁଗୁଲରେ କାମ କରିବାକୁ ହେଉଛି ଲକ୍ଷ ଲକ୍ଷ ଯୁବକଙ୍କର ସ୍ବପ୍ନ ଥାଏ। ଏହା କେବଳ ଏକ ପ୍ରତିଷ୍ଠିତ କମ୍ପାନୀ ନୁହେଁ ବରଂ ଭଲ ବେତନ, ଓ୍ବାର୍କ କଲଚର ଏବଂ କ୍ୟାରିୟର ଗ୍ରୋଥ ସୁଯୋଗ ପାଇଁ ମଧ୍ୟ ଜଣାଶୁଣା । ଯଦି…
ଓଡ଼ିଶା ପୋଲିସ ନିଯୁକ୍ତି ୨୦୨୪: ବଢ଼ିଲା ପଦବୀ ସଂଖ୍ୟା, ଆବେଦନ ସମୟସୀମା
ଭୁବନେଶ୍ୱର,୨୪।୧୦: ଓଡ଼ିଶା ପୋଲିସ ଷ୍ଟେଟ୍ ସିଲେକ୍ସନ ବୋର୍ଡ(ଏସଏସବି) ପକ୍ଷରୁ ହେବାକୁ ଥିବା କନଷ୍ଟେବଳ ନିଯୁକ୍ତି ୨୦୨୪ ପାଇଁ ପଦବୀ ସଂଖ୍ୟା ବୃଦ୍ଧି କରାଯାଇଛି। ଓଡ଼ିଶା ପୋଲିସ ପକ୍ଷରୁ ପ୍ରକାଶ ପାଇଥିବା ସବିଶେଷ ବିଜ୍ଞପ୍ତି ଅନୁଯାୟୀ ଏହି ନିଯୁକ୍ତି ପ୍ରକ୍ରିୟାରେ ଅତିରିକ୍ତ ୭୨୦…
OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି
ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍ଏସ୍ଏସ୍ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍ଆଇ, ଅମିନ ଆଦି ସମ୍ବନ୍ଧୀୟ ପରୀକ୍ଷାର ଅନିୟମିତତାକୁ ସରକାର ଅତି ଗୁରୁତ୍ୱର ସହ ବିଚାରକୁ ନେଇଛନ୍ତିି। ସମସ୍ତ ଅଭିଯୋଗ…
୬୦୨୫ ଟି ଶିକ୍ଷକ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କଲେ ଓଡ଼ିଶା ସରକାର
ଭୁବନେଶ୍ୱର,୯ା୧୦: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ନୂତନ ଭାବେ ସୃଷ୍ଟି ହୋଇଥିବା ଲିଭ ଟ୍ରେନିଂ ରିଜର୍ଭ (LTR) ପୋଷ୍ଟ ପାଇଁ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (OSSC) ତରଫରୁ ବିଜ୍ଞପ୍ତି ଜାରି କରାଯାଇଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ନିଯୁକ୍ତ ଶିକ୍ଷକମାନେ…
PGT ନିଯୁକ୍ତି ଲିଖିତ ପରୀକ୍ଷା ବାତିଲ୍: ଜାଣନ୍ତୁ ପୁଣି କେବେ ହେବ
କଟକ,୬।୧୦: ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ଆୟୋଜିତ ପିଜିଟି ନିଯୁକ୍ତିକୁ ନେଇ ୩ଟି ବର୍ଗର ଲିଖିତ ପରୀକ୍ଷା ବାତିଲ୍ କରାଯାଇଛି। ରବିବାର ଏହି ପରୀକ୍ଷାଗୁଡିକ ହେବାକୁ ଥିବା ବେଳେ ଓପିଏସସି ଏହାକୁ ବାତିଲ କରିଛି। ପଦାର୍ଥ ବିଜ୍ଞାନ, ଗଣିତ, ଓଡ଼ିଆ ପଦବୀ…
ଓଡ଼ିଶା ପୋଲିସରେ ଡ୍ରାଇଭର ନିଯୁକ୍ତି: ୧୦ମ ପାସ୍ କରିଥିଲେ ଶୀଘ୍ର କରନ୍ତୁ ଆବେଦନ, ଦରମା…
ଭୁବନେଶ୍ୱର,୬।୧୦: ସରକାରୀ ଚାକିରି କରିବାକୁ ଇଚ୍ଛୁକ ଆଶାୟୀଙ୍କ ପାଇଁ ଆସିଛି ଖୁସି ଖବର । ଓଡ଼ିଶା ପୋଲିସ ପକ୍ଷରୁ ଡ୍ରାଇଭର ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ମୋଟ ୪୦୫ଟି ପଦ ପୂରଣ ହେବ । ଅକ୍ଟୋବର ୧୧ରୁ…
ଓଡ଼ିଶା କନ୍ଷ୍ଟେବଲ୍ ନିଯୁକ୍ତି: ବୟସ ସୀମାକୁ ନେଇ ବଡ଼ ରାୟ ଦେଲେ ହାଇକୋର୍ଟ
କଟକ, ୪।୧୦: ଓଡ଼ିଶା ପୋଲିସ କନ୍ଷ୍ଟେବଲ୍ ନିଯୁକ୍ତି ପାଇଁ ଆବେଦନ ଚାଲିଥିବା ବେଳେ ବୟସ ସୀମାକୁ ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ରାଜ୍ୟର ସବୁ ବାଟାଲିଅନ୍ରେ କନ୍ଷ୍ଟେବଲ୍ ନିଯୁକ୍ତି ପାଇଁ ବୟସ ସୀମା କୋହଳ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି।…
ଆରମ୍ଭ ହେଲା PM Internship ଯୋଜନା, ଯୁବପିଢିଙ୍କୁ ପ୍ରତି ମାସକୁ ମିଳିବ ୫ହଜାର, ଜାଣନ୍ତୁ କେମିତି କରିବେ ଆବେଦନ…
ନୂଆଦିଲ୍ଲୀ,୪।୧୦: ଯୁବକମାନଙ୍କୁ ନିଯୁକ୍ତି ଦେବା ଲକ୍ଷ୍ୟରେ କେନ୍ଦ୍ର ସରକାର ପାଇଲଟ ପ୍ରୋଜେକ୍ଟ ପିଏମ ଇଣ୍ଟର୍ନସିପ ସ୍କିମ ଆରମ୍ଭ କରିଛନ୍ତି। ଏଥିପାଇଁ ଅକ୍ଟୋବର ୧୨ରୁ ଅନଲାଇନ ଆବେଦନ ଆରମ୍ଭ ହେବାକୁ ଯାଉଛି। ଇଣ୍ଟର୍ନସିପ ବର୍ଷେ ହେବ ଏବଂ ଏଥିରେ ମନୋନୀତ ଯୁବକମାନଙ୍କୁ ପ୍ରତି…
ସାଇବର କାଫେରେ OSSSC ପରୀକ୍ଷା !
ଭୁବନେଶ୍ୱର,୩୦।୯: ରାଜ୍ୟରେ ସରକାରୀ ଚାକିରି କରାଇଦେବାକୁ ଅନେକ ଦଲାଲ ମାତିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ଏକ ସାଇବର କାଫେରେ ଗ୍ରୁପ୍-ସି ଚାକିରି ପାଇଁ ପରୀକ୍ଷା କରାଯାଉଥିବା ଅଭିଯୋଗ ହୋଇଛି। ଓଡ଼ିଶା ସବୋର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ(ଓଏସଏସଏସସି) ଦ୍ୱାରା ଆର୍ଆଇ, ଏଆର୍ଆଇ, ଆଇସିଡିଏସ୍…
ଅଙ୍ଗନଓ୍ବାଡି କର୍ମୀ ପାଇଁ ବାହାରିଲା ନିଯୁକ୍ତି, ୧୦ମ ପାସ୍ କରିଥିଲେ…
ଖୁସି ଖବର। ଅଙ୍ଗନଓ୍ବାଡିରେ ବାହାରିଲା ନିଯୁକ୍ତି। ଆଶାୟୀ ପ୍ରାର୍ଥୀମାନେ ଏନେଇ ଆବେଦନ କରିପାବେ। ସବୁ ଗାଁରେ ବର୍ତ୍ତମାନ ଅଙ୍ଗନବାଡ଼ି ଚାଲିଛି । ଅଙ୍ଗନବାଡି କେନ୍ଦ୍ରଗୁଡ଼ିକ ଗର୍ଭଧାରଣ ସମୟଠାରୁ ସ୍ତନ୍ୟପାନ କରାଇବା ଏବଂ ଚିକିତ୍ସା ଏବଂ ସ୍ବାସ୍ଥ୍ୟ ବିଭାଗ ଦ୍ୱାରା ଟୀକାକରଣ ପର୍ଯ୍ୟନ୍ତ…
ଓଡିଶାରେ ପ୍ରତିଷ୍ଠା ହେବ ନେସ୍ନାଲ ଫରେନ୍ସିକ ସାଇନ୍ସ ୟୁନିଭରସିଟିର କ୍ୟାମ୍ପସ
ଭୁବନେଶ୍ୱର,୨୭ା୯: ଓଡିଶାରେ ‘ନେସ୍ନାଲ ଫରେନ୍ସିକ ସାଇନ୍ସ ୟୁନିଭରସିଟି’ର ଏକ କ୍ୟାମ୍ପସ ପ୍ରତିଷ୍ଠା କରାଯିବ। ଏହି କ୍ୟାମ୍ପସ ଓଡିଶାର ପିଲାମାନଙ୍କୁ ସାଇବର ସୁରକ୍ଷା ଉପରେ ଶିକ୍ଷା ପ୍ରଦାନ କରିବ। ଏହି ଜାତୀୟ ବିଶ୍ବବିଦ୍ୟାଳୟର ଏକ ପ୍ରତିନିଧି ଦଳ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ…
ଉଚ୍ଚଶିକ୍ଷା ମନ୍ତ୍ରୀ ଦେଲେ ସୂଚନା: ଖୁବଶୀଘ୍ର ପୂରଣ ହେବ ୧୫୦୦ରୁ ଊର୍ଦ୍ଧ୍ୱ ପ୍ରାଧ୍ୟାପକ ପଦବୀ
ଭୁବନେଶ୍ୱର,୨୭ା୯: ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଖାଲି ପଡିଥିବା ୧୫୦୦ ରୁ ଅଧିକ ପ୍ରାଧ୍ୟାପକ ପଦ ଶୀଘ୍ର ପୂରଣ ହେବ ବୋଲି ଶୁକ୍ରବାର ଦିନ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସୂଚନା ଦେଇଛନ୍ତି। ଶୁକ୍ରବାର ଖାଲିଥିବା ପଦବୀ ଉପରେ ଆଲୋଚନା ପାଇଁ ଏକ…
Archives


