ଶିକ୍ଷା ଓ ନିଯୁକ୍ତି

ବମ୍ପର ନିଯୁକ୍ତି ସୁଯୋଗ: ସରକାରୀ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି କଲା OSSSC

ଭୁବନେଶ୍ୱର,୧ା୧: ଯଦି ସରକାରୀ ବିଦ୍ୟାଳୟରେ ଶିକ୍ଷକ ହେବାର ସ୍ବପ୍ନ ଦେଖୁଛନ୍ତି ତେବେ ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଓଡ଼ିଶା ସବ-ଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ (OSSSC) ବିଭିନ୍ନ ବର୍ଗରେ ଶିକ୍ଷକ ନିଯୁକ୍ତି କରିବା ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। OSSSC ଜାରି…

NALCO ଆଣିଲା ୫୧୮ ପଦବୀରେ ନିଯୁକ୍ତି ସୁଯୋଗ: ଏହିଦିନ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୧ା୧୨: ନ୍ୟାସନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ (ନାଲକୋ), ନବରତ୍ନ ପିଏସୟୁ, ଅନୁଗୁଳରେ ଥିବା ଏସ ଆଣ୍ଡ ପି କଂପ୍ଲେକ୍ସ ଏବଂ ଦାମନଜୋଡିରେ ଏମ ଆଣ୍ଡ ଆର କଂପ୍ଲେକ୍ସରେ ଅଣ-କାର୍ଯ୍ୟନିର୍ବାହୀ ପଦବୀ ପାଇଁ ଏକ ନିଯୁକ୍ତି ଘୋଷଣା କରିଛି। ଦେଶର ଅଗ୍ରଣୀ ସାର୍ବଜନୀନ…

ବାୟୁସେନାରେ ଅଗ୍ନିବୀର ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି: ଯୁକ୍ତ ୨ ପାସ୍ କରିଥିଲେ ସୁବର୍ଣ୍ଣ ସୁଯୋଗ

ନୂଆଦିଲ୍ଲୀ,୧୮ା୧୨: ଭାରତୀୟ ସେନାରେ ଯୋଗଦେବାକୁ ଚାଁହୁଥିବା ଯୁବକ ଯୁବତୀଙ୍କ ପାଇଁ ଖୁସି ଖବର। ଭାରତୀୟ ବାୟୁସେନା (ଆଇଏଏଫ) ଅଗ୍ନିପଥ ଯୋଜନାରେ ଅଗ୍ନିବୀରବାୟୁ ୦୧/୨୦୨୬ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜାରି ହୋଇଥିବା ସୂଚନା ଅନୁଯାୟୀ ଅଗ୍ନିବୀର ବାୟୁ ନିଯୁକ୍ତି ପାଇଁ ୨୦୨୫…

୧୩,୭୩୫ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଆରମ୍ଭ: ଜାଣନ୍ତୁ ଯୋଗ୍ୟତା ଓ ସମୟସୀମା

ନୂଆଦିଲ୍ଲୀ,୧୮ା୧୨: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ(ଏସବିଆଇ)ରେ ଚାକିରି ଖୋଜୁଥିବା ପ୍ରାର୍ଥୀଙ୍କ ପାଇଁ ଖୁସି ଖବର। ଏସବିଆଇ ଏକ ବମ୍ପର ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ୧୩,୭୩୫ କିରାଣୀ ପଦବୀରେ ନିଯୁକ୍ତି ପାଇଁ ଯୋଗ୍ୟ ପ୍ରାର୍ଥୀଙ୍କ ଠାରୁ ଆବେଦନ ନିମନ୍ତ୍ରଣ କରିଥିବା…

ଦଲାଲଙ୍କ ପ୍ରତି ସତର୍କ ରହିବାକୁ ଚେତେଇଦେଲା OPSC: ଜାଣନ୍ତୁ କିପରି କରିବେ ଅଭିଯୋଗ ?

କଟକ,୧୬।୧୨: ରାଜ୍ୟରେ ସରକାରୀ ନିଯୁକ୍ତିରେ ଦୁର୍ନୀତି ହେଉଥିବା ଖୋଦ ମୁଖ୍ୟମନ୍ତ୍ରୀ ବିଧାନସଭାରେ କହିବା ପରେ ଏହି ବିଷୟକୁ ନେଇ ବିବାଦ ସହିତ ଚର୍ଚ୍ଚା ମଧ୍ୟ ବୃଦ୍ଧି ପାଇଛି। ସେପଟେ ଏପ୍ରକାର ଦୁର୍ନୀତିରେ ଲିପ୍ତ ଥିବା ଦଲାଲଙ୍କୁ ବାନ୍ଧିଛି ପୋଲିସ। ଏହାରି ମଧ୍ୟରେ…

ଏହି ବ୍ୟାଙ୍କରେ ବାହାରିଲା PO ନିଯୁକ୍ତି, ଦରମା ୪୮ହଜାରରୁ ଅଧିକ, ଜାଣନ୍ତୁ କେମିତି କରିବେ ଆବେଦନ…

ନୂଆଦିଲ୍ଲୀ,୭।୧୨: ପବ୍ଲିକ ରିଲେଶନ ଅଫିସର (PO) ହେବାର ସ୍ବପ୍ନ ଦେଖୁଥିବା ଯୁବପିଢିଙ୍କ ପାଇଁ ଏକ ଖୁସି ଖବର। ବ୍ୟାଙ୍କରେ ଏହି ପଦବୀ ପାଇଁ ଆସିଛି ବଡ଼ ନିଯୁକ୍ତି। ଏହି ପୋଷ୍ଟ ପାଇଁ ଆବେଦନ ଡିସେମ୍ବର ୧୦ ଯାଏଁ ଅଛି। ଏଥିପାଇଁ ପ୍ରାର୍ଥୀମାନେ…

ରାଜ୍ୟରେ ଉତ୍କଟ ବେକାରୀ ସମସ୍ୟା: ପଞ୍ଜିକରଣ କରିଛନ୍ତି ୧୨ ଲକ୍ଷ, ୨୦୦୦ଙ୍କୁ ମିଳିଛି ନିଯୁକ୍ତି

ଭୁବନେଶ୍ୱର,୬।୧୨: ଗତ ପାଞ୍ଚ ବର୍ଷ ମଧ୍ୟରେ ସରକାରଙ୍କ ନିଯୁକ୍ତି ବିନିମୟ(ଏମ୍ପ୍ଲୟମେଣ୍ଟ ଏକ୍ସଚେଞ୍ଜ) କାର୍ଯ୍ୟାଳୟରେ ୧୨ ଲକ୍ଷରୁ ଅଧିକ ଚାକିରି ଆଶାୟୀ ପଞ୍ଜୀକୃତ ହୋଇଛନ୍ତି, କିନ୍ତୁ ସେମାନଙ୍କ ମଧ୍ୟରୁ ମାତ୍ର ୨୨୭୪ ଜଣଙ୍କୁ ଏପର୍ଯ୍ୟନ୍ତ ନିଯୁକ୍ତ କରାଯାଇଛି। ରାଉରକେଲା ବିଧାୟକ ସାରଦା ପ୍ରସାଦ…

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ଟିଜିଟି ପରି ସମାନ ଦରମା ପାଇବେ ଓଡ଼ିଆ ଶିକ୍ଷକ

ଭୁବନେଶ୍ୱର,୨୮ା୧୧: ଓଡ଼ିଆ ଶିକ୍ଷକମାନେ ରାଜ୍ୟରେ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ (ଟିଜିଟି-କଳା) ଙ୍କ ପରି ସମାନ ଦରମା ଏବଂ ଭତ୍ତା ପାଇବେ। ଓଡ଼ିଶା ସରକାରଙ୍କ ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ଆଜି ଏ ସମ୍ପର୍କରେ ବିଜ୍ଞପ୍ତି ଜାରି କରିଛି। ୨୦୨୩ ମସିହାରେ ଟିଜିଟି(ଓଡ଼ିଆ)…

ଫେବୃଆରୀ ୧୮ରୁ ଆଇସିଏସ୍‌ଇ ଦଶମ, ୧୩ରୁ ଦ୍ୱାଦଶ ପରୀକ୍ଷା

ନୂଆଦିଲ୍ଲୀ,୨୫ା୧୧: କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ୍‌ ସାର୍ଟିଫିକେଟ୍‌ ଏକ୍ଜାମିନେଶନ୍ସ (ସିଆଇଏସ୍‌ସିଇ) ୨୦୨୫ ବର୍ଷ ପାଇଁ ଆଇସିଏସ୍‌ଇ ଦଶମ ଶ୍ରେଣୀ ଏବଂ ଆଇସିଏସ୍‌ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ନିମନ୍ତେ ସୋମବାର କାର୍ଯ୍ୟସୂଚୀ ପ୍ରକାଶ କରିଛି। ଆଇସିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷା…

ପ୍ରକାଶ ପାଇଲା OTET ରେଜଲ୍ଟ: ଜାଣନ୍ତୁ କେମିତି ଦେଖିବେ ନିଜର ମାର୍କ

ଭୁବନେଶ୍ୱର,୨୨।୧୧: ରାଜ୍ୟରେ ଶିକ୍ଷକ ନିଯୁକ୍ତି ପାଇଁ ହେଉଥିବା ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ରେଜଲ୍ଟ ପ୍ରକାଶ ପାଇଛି। ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶାର ଅଫିସିଆଲ ୱେବସାଇଟ ଓଡ଼ିଶା ଡଟ୍‌ ଏସି ଡଟ୍‌ ଇନ୍‌ (http://www.bseodisha.ac.in/) ରେ ଲଗ୍‌ ଇନ୍‌ କରି…

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନାମଲେଖା ପାଇଁ ଆବେଦନ ତାରିଖ ବୃଦ୍ଧି

ଭୁବନେଶ୍ୱର,୨୦।୧୧: ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା ଆବେଦନ ତାରିଖକୁ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଆସନ୍ତା ଶିକ୍ଷାବର୍ଷ ପାଇଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଏବଂ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା…

OSSC Recruitment 2024: କୃଷି ବିଭାଗରେ ବଡ଼ ନିଯୁକ୍ତି, ଖାଲି ଅଛି ୩୨୪ ପଦ, ଦରମା ଜାଣିଲେ…

ଭୁବନେଶ୍ୱର,୧୯।୧୧; ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ପୂରଣ ହେବାକୁ ଯାଉଛି ଅନେକ ପଦ । ଏନେଇ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ମୋଟ ୩୨୪ ଜଣ ମୃତ୍ତିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?