ଶିକ୍ଷା ଓ ନିଯୁକ୍ତି

ବଢ଼ିଲା ଦଶମ ପରୀକ୍ଷା ୨୦୨୫ ଫର୍ମ ଭରିବା ତାରିଖ

ଭୁବନେଶ୍ୱର,୧୮।୧୧: ଦଶମ ପରୀକ୍ଷା ୨୦୨୫ ପାଇଁ ଫର୍ମ ଭରିବା ତାରିଖ ଘୁଞ୍ଚିଛି। ସୋମବାର ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସ୍ଇ) ଏହି ସୂଚନା ଦେଇଛି। ବିଏସଇ ଦ୍ୱାରା ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ (HSC) ପରୀକ୍ଷା ଏବଂ ଓଡ଼ିଶା…

ବିନା ପରୀକ୍ଷାରେ ପାଆନ୍ତୁ ସରକାରୀ ଚାକିରି, ଏହିଦିନ ପର୍ଯ୍ୟନ୍ତ ରହିଛି ଅବଧି, ତୁରନ୍ତ କରନ୍ତୁ ଆବେଦନ

ନୂଆଦିଲ୍ଲୀ,୧୫ା୧୧: ଅର୍ଡନାନ୍ସ ଫ୍ୟାକ୍ଟ୍ରି ମେଡକରେ ଅନେକ ପଦବୀ ପାଇଁ ନିଯୁକ୍ତି ରହିଛି। ସମୁଦାୟ ୮୬ଟି ପଦବୀ ପାଇଁ ଖାଲି ରହିଥିବାବେଳେ ଆବେଦନ ପାଇଁ ୩୦ ନଭେମ୍ବର ପର୍ଯ୍ୟନ୍ତ ଅବଧି ରହିଛି। ଏପରି ପରିସ୍ଥିତିରେ ଯଦି ଆପଣ ଏହି ନିଯୁକ୍ତି ପାଇଁ ଆବେଦନ…

୧୨.୫ ଲକ୍ଷ ମେଧାବୀଙ୍କୁ କମ୍ପିଟେଟିଭ ପରୀକ୍ଷା ପ୍ରସ୍ତୁତି ପାଇଁ ସାହାଯ୍ୟ କରିବେ ସରକାର

ନୂଆଦିଲ୍ଲୀ,୧୩।୧୧: ପ୍ରତିଯୋଗିତା ମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି କରୁଥିବା ଅଶାୟୀଙ୍କ ସାହାଯ୍ୟ କରିବେ ଭାରତ ସରକାର। ବର୍ଷ ୨୦୨୯ ସୁଦ୍ଧା ସରକାର ୧୨.୫ ଲକ୍ଷ ମେଧାବୀଙ୍କୁ ସହାୟତା ପ୍ରଦାନ କରିବେ। ଏହି ପଦକ୍ଷେପ ଦ୍ୱାରା ଗରିବ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ପ୍ରସ୍ତୁତିରେ ସହାୟତା…

୧୦ମ ପାସ୍‌ କରିଥିଲେ ଭାରତୀୟ ରେଲଓ୍ବେରେ ମିଳିବ ଚାକିରି, ପାଇବେ ମୋଟା ଅଙ୍କର ଦରମା

ନୂଆଦିଲ୍ଲୀ,୧୨।୧୧: ଭାରତୀୟ ରେଲଓ୍ବେରେ ଚାକିରି ଖୋଜୁଥିବା ପ୍ରାର୍ଥୀଙ୍କ ପାଇଁ ଖୁସି ଖବର । ଯୋଗ୍ୟ ପ୍ରାର୍ଥୀଙ୍କ ପାଇଁ ଉତ୍ତର-ପୂର୍ବ ସୀମାନ୍ତ ରେଳ(NFR) ଏହି ସୁଯୋଗ ନେଇ ଆସିଛି। ଆପ୍ରେଣ୍ଟିସ ଆକ୍ଟ, ୧୯୬୧ ଅନୁଯାୟୀ ଏହି ନିଯୁକ୍ତି ହେବ । ଏନେଇ ବିଜ୍ଞପ୍ତି…

୧୦ ଲକ୍ଷ ଯୁବପିଢିଙ୍କୁ ମିଳିବ ଚାକିରି, ଏମାନଙ୍କର ଅଛି ଅଧିକ ଡିମାଣ୍ଡ

ନୂଆଦିଲ୍ଲୀ,୧୨।୧୧: ଦେଶରେ ଅନେକ ଯୁବପିଢି ଅଛନ୍ତି ଯେଉଁମାନେ ଚାକିରି ଖୋଜୁଛନ୍ତି, ତେବେ ସେମାନଙ୍କ ପାଇଁ ଖୁସି ଖବର। ଭାରତରେ ବଢୁଥିବା ସେମିକଣ୍ଡକ୍ଟର କ୍ଷେତ୍ରରେ ଲକ୍ଷ ଲକ୍ଷ ନିଯୁକ୍ତି ସୃଷ୍ଟି ହେବାକୁ ଯାଉଛି। ୨୦୨୬ ସୁଦ୍ଧା, ୧୦ ଲକ୍ଷ ଯୁବପିଢି ଏହି କ୍ଷେତ୍ରରେ…

ଡିସେମ୍ବରରେ ହେବ ଓସିଏସ ପ୍ରିଲିମ୍ସ ପରୀକ୍ଷା, ଜାଣନ୍ତୁ ତାରିଖ

କଟକ,୬।୧୧: ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ୨୦୨୩ ଓସିଏସ ପ୍ରିଲିମ୍ସ ପରୀକ୍ଷା ପାଇଁ ତାରିଖ ପ୍ରକାଶ ପାଇଛି। ପୂର୍ବରୁ ଅକ୍ଟୋବର ୨୭ ତାରିଖରେ ଏହି ପରୀକ୍ଷା ହେବାକୁ ଥିବା ବେଳେ ବାତ୍ୟା ଦାନା ପାଇଁ ଏହାକୁ ସ୍ଥଗିତ ରଖାଯାଇଥିଲା। ଦୁଇଟି ଶିଫ୍ଟରେ…

ଏହି କୋର୍ସ କଲେ ଗୁଗୁଲରେ ମିଳିବ ଚାକିରି, ଲକ୍ଷାଧିକ ଟଙ୍କା ପ୍ୟାକେଜ

ନୂଆଦିଲ୍ଲୀ,୨।୧୧: ଗୁଗୁଲରେ କାମ କରିବାକୁ ହେଉଛି ଲକ୍ଷ ଲକ୍ଷ ଯୁବକଙ୍କର ସ୍ବପ୍ନ ଥାଏ। ଏହା କେବଳ ଏକ ପ୍ରତିଷ୍ଠିତ କମ୍ପାନୀ ନୁହେଁ ବରଂ ଭଲ ବେତନ, ଓ୍ବାର୍କ କଲଚର ଏବଂ କ୍ୟାରିୟର ଗ୍ରୋଥ ସୁଯୋଗ ପାଇଁ ମଧ୍ୟ ଜଣାଶୁଣା । ଯଦି…

ଓଡ଼ିଶା ପୋଲିସ ନିଯୁକ୍ତି ୨୦୨୪: ବଢ଼ିଲା ପଦବୀ ସଂଖ୍ୟା, ଆବେଦନ ସମୟସୀମା

ଭୁବନେଶ୍ୱର,୨୪।୧୦: ଓଡ଼ିଶା ପୋଲିସ ଷ୍ଟେଟ୍ ସିଲେକ୍ସନ ବୋର୍ଡ(ଏସଏସବି) ପକ୍ଷରୁ ହେବାକୁ ଥିବା କନଷ୍ଟେବଳ ନିଯୁକ୍ତି ୨୦୨୪ ପାଇଁ ପଦବୀ ସଂଖ୍ୟା ବୃଦ୍ଧି କରାଯାଇଛି। ଓଡ଼ିଶା ପୋଲିସ ପକ୍ଷରୁ ପ୍ରକାଶ ପାଇଥିବା ସବିଶେଷ ବିଜ୍ଞପ୍ତି ଅନୁଯାୟୀ ଏହି ନିଯୁକ୍ତି ପ୍ରକ୍ରିୟାରେ ଅତିରିକ୍ତ ୭୨୦…

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି ସମ୍ବନ୍ଧୀୟ ପରୀକ୍ଷାର ଅନିୟମିତତାକୁ ସରକାର ଅତି ଗୁରୁତ୍ୱର ସହ ବିଚାରକୁ ନେଇଛନ୍ତିି। ସମସ୍ତ ଅଭିଯୋଗ…

୬୦୨୫ ଟି ଶିକ୍ଷକ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କଲେ ଓଡ଼ିଶା ସରକାର

ଭୁବନେଶ୍ୱର,୯ା୧୦: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ନୂତନ ଭାବେ ସୃଷ୍ଟି ହୋଇଥିବା ଲିଭ ଟ୍ରେନିଂ ରିଜର୍ଭ (LTR) ପୋଷ୍ଟ ପାଇଁ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (OSSC) ତରଫରୁ ବିଜ୍ଞପ୍ତି ଜାରି କରାଯାଇଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ନିଯୁକ୍ତ ଶିକ୍ଷକମାନେ…

PGT ନିଯୁକ୍ତି ଲିଖିତ ପରୀକ୍ଷା ବାତିଲ୍‌: ଜାଣନ୍ତୁ ପୁଣି କେବେ ହେବ

କଟକ,୬।୧୦: ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ଆୟୋଜିତ ପିଜିଟି ନିଯୁକ୍ତିକୁ ନେଇ ୩ଟି ବର୍ଗର ଲିଖିତ ପରୀକ୍ଷା ବାତିଲ୍‌ କରାଯାଇଛି। ରବିବାର ଏହି ପରୀକ୍ଷାଗୁଡିକ ହେବାକୁ ଥିବା ବେଳେ ଓପିଏସସି ଏହାକୁ ବାତିଲ କରିଛି। ପଦାର୍ଥ ବିଜ୍ଞାନ, ଗଣିତ, ଓଡ଼ିଆ ପଦବୀ…

ଓଡ଼ିଶା ପୋଲିସରେ ଡ୍ରାଇଭର ନିଯୁକ୍ତି: ୧୦ମ ପାସ୍‌ କରିଥିଲେ ଶୀଘ୍ର କରନ୍ତୁ ଆବେଦନ, ଦରମା…

ଭୁବନେଶ୍ୱର,୬।୧୦: ସରକାରୀ ଚାକିରି କରିବାକୁ ଇଚ୍ଛୁକ ଆଶାୟୀଙ୍କ ପାଇଁ ଆସିଛି ଖୁସି ଖବର । ଓଡ଼ିଶା ପୋଲିସ ପକ୍ଷରୁ ଡ୍ରାଇଭର ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ମୋଟ ୪୦୫ଟି ପଦ ପୂରଣ ହେବ । ଅକ୍ଟୋବର ୧୧ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?