ଶିକ୍ଷା ଓ ନିଯୁକ୍ତି

ଏନ୍‌ଇଇଟି ପରୀକ୍ଷାରେ ଅନିୟମିତତା ଅଭିଯୋଗ, ତଦନ୍ତ ପାଇଁ କମିଟି ଗଠନ କଲା ଶିକ୍ଷା ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୮।୬: ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ଚଳିତ ବର୍ଷ ହୋଇଥିବା ନାଶନାଲ ଇଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍‌ଇଇଟି) ପରିଚାଳନାରେ ବ୍ୟାପକ ଅନିୟମିତତା ଅଭିଯୋଗର ହେବ ତଦନ୍ତ। ନିଟ୍‌-ୟୁଜି ୨୦୨୪ ପରୀକ୍ଷାରେ ଗ୍ରେସ୍ ମାର୍କ ପାଇଥିବା ୧,୫୦୦ ରୁ ଅଧିକ ଛାତ୍ରଛାତ୍ରୀଙ୍କ…

ଭାରତୀୟ ସ୍ଥଳ ସେନାରେ ବାହାରିଲା ନିଯୁକ୍ତି, ଏମାନେ କରିପାରିବେ ଆବେଦନ

ନୂଆଦିଲ୍ଲୀ, ୮ା୬: ଭାରତୀୟ ସ୍ଥଳସେନାରେ ଚାକିରି ଖୋଜୁଥିବା ଆଶାୟୀମାନଙ୍କ ପାଇଁ ଏକ ସୁବର୍ଣ୍ଣ ସୁଯୋଗ । ଖାଲି ଥିବା ପଦବୀ ପାଇଁ ଭାରତୀୟ ସେନା ଦେଶର ବିଭିନ୍ନ ସ୍ଥାନରେ ରାଲିର ଆୟୋଜନ କରୁଛି। ଯଦି ଆପଣ ଭାରତୀୟ ସ୍ଥଳ ସେନାରେ ଯୋଗଦେବାକୁ…

ଆରମ୍ଭ ହେଲା ଯୁକ୍ତ ଦୁଇ ନାମଲେଖା ଆବେଦନ ପ୍ରକ୍ରିୟା

ଭୁବନେଶ଼୍ବର, ୭ା୬: ଯୁକ୍ତ ଦୁଇରେ ନାମଲେଖା ପାଇଁ ଅନ୍‌ଲାଇନ୍‌ ଆବେଦନ ଆଜିଠାରୁ ଆରମ୍ଭ ହୋଇଛି। ଦଶମ ଶ୍ରେଣୀରେ ଉତ୍ତିର୍ଣ୍ଣ ଛାତ୍ରୀଛାତ୍ର କଳା, ବାଣିଜ୍ୟ, ବିଜ୍ଞାନ, ଧନ୍ଦାମୂଳକ ଓ ଉପଶାସ୍ତ୍ର ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ କରିବେ। ଏଥିପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା…

ବି.ଏଡ୍‌‌.ରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି

ଭୁବନେଶ୍ୱର,୨।୬: ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ବି.ଏଡ୍‌‌.ରେ ନାମଲେଖା ପାଇଁ ଆବେଦନ ସମୟସୀମା ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏନେଇ ଜାତୀୟ ଶିକ୍ଷକ ଅନୁସନ୍ଧାନ ଓ ପ୍ରଶିକ୍ଷଣ ଅନୁଷ୍ଠାନ – ଏନ୍‌‌.ସି.ଇ.ଆର୍‌‌.ଟି. ପକ୍ଷରୁ ସୂଚନା ଦିଆଯାଇଛି ।…

ଯୁକ୍ତ୨ ନାମଲେଖା: ୭ରୁ ଆବେଦନ

ଭୁବନେଶ୍ୱର, ୧।୬(ଅସମାପିକା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୪-୨୫ ନିମନ୍ତେ ଯୁକ୍ତ୨ ପ୍ରଥମ ବର୍ଷ ବା ଏକାଦଶ ଶ୍ରେଣୀରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ସଂସ୍କୃତ ବିଷୟରେ ନାମଲେଖା ନିମନ୍ତେ ଆସନ୍ତା ୭ତାରିଖଠାରୁ ପ୍ରକ୍ରିୟା ଆରମ୍ବ ହେବ। ଦଶମ ଶ୍ରେଣୀରେ ଉତ୍ତୀର୍ଣ୍ଣ…

UG ନାମଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଜାଣନ୍ତୁ କିପରି କରିବେ ଆବେଦନ

ଭୁବନେଶ୍ୱର,୨୯।୫: ୨୦୨୪-୨୫ ଶିକ୍ଷାବର୍ଷରେ ସ୍ନାତକରେ ନାମଲେଖା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଯୁକ୍ତ ୩ କରିବାକୁ ଚାହୁଁଥିବା ଆଶାୟୀ ଛାତ୍ରୀଛାତ୍ରମାନେ ଜୁନ୍ ୩ ଅପରାହ୍ନ ୪ଟାରୁ ଅନଲାଇନ୍ ଆବେଦନ କରିପାରିବେ। ଏହାପରେ ଜୁନ୍ ୧୮ରୁ ୧୯ ମଧ୍ୟରେ CAF ର ତ୍ରୁଟି…

ବିଏଡ୍‌, ବିଏଚ୍‌ଏଡ୍‌, ଏମ୍‌ଏଡ୍‌ ନାମଲେଖା ପ୍ରବେଶିକା ପରୀକ୍ଷା ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର, ୨୮।୫(ଅସମାପିକା ସାହୁ)- ୨୦୨୪-୨୫ ଶିକ୍ଷାବର୍ଷରେ ବିଏଡ୍‌, ବିଏଚ୍‌ଏଡ୍‌ ଏବଂ ଏମ୍‌ଏଡ୍‌ ନାମଲେଖା ପାଇଁ ବୁଧବାର ଠାରୁ ପ୍ରବେଶିକା ପରୀକ୍ଷା ନିମନ୍ତେ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ବୁଧବାର ଅପରାହ୍ନ ୨ଟାରୁ www.samsodisha.gov.in ଓ୍ବେବ୍‌ସାଇଟ୍‌ରେ ଆବେଦନଫର୍ମ ଉପଲବ୍ଧ ହେବ। ଛାତ୍ରୀଛାତ୍ରମାନେ ଜୁନ୍‌…

ପ୍ରକାଶ ପାଇଲା +୨ ପରୀକ୍ଷା ଫଳ, ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ

ଭୁବନେଶ୍ୱର,୨୬।୫: ରାଜ୍ୟରେ +୨ ପରୀକ୍ଷାଫଳ ପ୍ରକାଶ ପାଇଛି। ରବିବାର ଭୁବନେଶ୍ୱରସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) କାର୍ଯ୍ୟାଳୟରେ ଏକାସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ପରୀକ୍ଷାର ଫଳାଫଳ ପ୍ରକାଶ କରାଯାଇଛି। ଏଥିରେ ଛାତ୍ରଙ୍କୁ ପଛରେ ପକାଇ ଛାତ୍ରୀମାନେ ଭଲ ପ୍ରଦର୍ଶନ…

ଓଡ଼ିଶା ହାଇକୋର୍ଟର ୧୪୭ ଏଏସ୍‌ଓ ପଦବୀ ନିମନ୍ତେ ବିଜ୍ଞପ୍ତି, ମେ ୨୦ରୁ ଆବେଦନ

କଟକ,୧୪ା୫ (କାର୍ତ୍ତିକ ସାହୁ) ଓଡ଼ିଶା ହାଇକୋର୍ଟରେ ୧୪୭ଟି ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପଦବୀ ନିମନ୍ତେ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ତନ୍ମଧ୍ୟରୁ ୪୯ଟି ପଦବୀ ମହିଳାଙ୍କ ନିମନ୍ତେ ସଂରକ୍ଷିତ ରହିଛି। ଏହି ପଦବୀରେ ନିଯୁକ୍ତି ନିମନ୍ତେ ଯୋଗ୍ୟ ପ୍ରାର୍ଥୀମାନେ ମେ…

ଓଡ଼ିଶା ହାଇକୋର୍ଟରେ ନିଯୁକ୍ତି ସୁଯୋଗ, ୮୧ ହଜାର ଯାଏଁ ଅଛି ଦରମା

ଭୁବନେଶ୍ୱର,୧୪।୫: ଓଡ଼ିଶା ହାଇକୋର୍ଟରେ ୩୫ଟି ଜୁନିୟର ଷ୍ଟେନୋଗ୍ରାଫର ପଦ ପୂରଣ ପାଇଁ ମଙ୍ଗଳବାର ପ୍ରକାଶ ପାଇଛି ବିଜ୍ଞପ୍ତି। ଆବେଦନକାରୀମାନେ ମେ’ ୨୦ ତାରିଖ ସକାଳ ୧୦ଟାରୁ ଏଥିପାଇଁ ଅନଲାଇନରେ ଆପ୍ଲାଏ କରିପାରିବେ। ଆବେଦନର ଶେଷ ତାରିଖ ଜୁନ ୧୮ ଯାଏଁ ରହିଛି।…

ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ରେଜଲ୍ଟ

ନୂଆଦିଲ୍ଲୀ,୧୩।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ରେଜଲ୍ଟ ଘୋଷଣା କରିଛି। ବୋର୍ଡ ଏକାସାଙ୍ଗରେ ଉଭୟ ଶ୍ରେଣୀ ପାଇଁ ଫଳାଫଳ ଘୋଷଣା କରିଛି। ଛାତ୍ରୀଛାତ୍ରମାନେ ସେମାନଙ୍କର ରେଜଲ୍ଟ ସିବିଏସସି ଅଫିସିଆଲ ୱେବସାଇଟ୍ ମାଧ୍ୟମରେ cbse.gov.in ରେ ଯାଇ ଦେଖିପାରିବେ।…

ଏକ ଲକ୍ଷ ନୂଆ ନିଯୁକ୍ତି ସୃଷ୍ଟି କରିବ ”ପିଏମ ସୂର୍ଯ୍ୟ ଘର: ମାଗଣା ବିଜୁଳି ଯୋଜନା”

ନୂଆଦିଲ୍ଲୀ,୧୨ା୫: ୧୦ ନିୟୁତ ଘରକୁ ସୌର ପ୍ୟାନେଲ ଯୋଗାଇବାରେ ସାହାଯ୍ୟ କରିବା ପାଇଁ ସରକାର ସୌର ପ୍ୟାନେଲ ସ୍ଥାପନ ଏବଂ ପରିଚାଳନାରେ ପାରଦର୍ଶୀ ଥିବା ୧୦୦,୦୦୦-ଶକ୍ତିଶାଳୀ କର୍ମଜୀବୀ ପ୍ରସ୍ତୁତ କରିବାକୁ ସରକାର କାର୍ଯ୍ୟ କରୁଛନ୍ତି। ଏହି ଯୋଜନାର ଅଗ୍ରଗତି ବିଷୟରେ ଅବଗତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri