ଶିକ୍ଷା ଓ ନିଯୁକ୍ତି

ଘୋଷଣା ହେଲା ତାରିଖ: ଏହିଦିନ ଅନୁଷ୍ଠିତ ହେବ NEET PG ପରୀକ୍ଷା

ନୂଆଦିଲ୍ଲୀ,୫।୭: ସ୍ନାତକୋତ୍ତର ମେଡିକାଲ ପାଠ୍ୟକ୍ରମରେ ନାମଲେଖା ଲାଗି ଅନୁଷ୍ଠିତ NEET-PG ପରୀକ୍ଷା ପାଇଁ ମେଡିକାଲ ସାଇନ୍ସ ଜାତୀୟ ପରୀକ୍ଷା ବୋର୍ଡ ତାରିଖ ଘୋଷଣା କରିଛି। ଅଗଷ୍ଟ ୧୧ରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଦୁଇଟି ସିଫ୍ଟରେ ଏହି ପରୀକ୍ଷା ହେବ ବୋଲି…

ଇଗ୍ନୋରେ ନାମଲେଖା ଅବଧି ୧୫ ତାରିଖକୁ ବୃଦ୍ଧି

ଭୁବନେଶ୍ୱର,୩।୭: ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ-ଇଗ୍ନୋର ନାମଲେଖା ଅବଧି ଆସନ୍ତା ୧୫ ତାରିଖକୁ ବୃଦ୍ଧି କରାଯାଇଛି । ବିଭିନ୍ନ କାରଣରୁ ଅଧାରୁ ପାଠ ଛାଡୁଥିବା କିମ୍ବା ଶିକ୍ଷା ପାଇବାରୁ ବଞ୍ଚିତ ଛାତ୍ରୀଛାତ୍ର ବା ବ୍ୟକ୍ତିବିଶେଷ ସମସ୍ତ ବିଭାଗରେ ଅଣ୍ଡରଗ୍ରାଜୁଏଟ୍‍, ପୋଷ୍ଟ…

ଏନ୍‍ଟିଏ’ରେ ସଂସ୍କାର ପାଇଁ ଛାତ୍ରଛାତ୍ରୀ, ଅଭିଭାବକମାନଙ୍କ ଠାରୁ ମତାମତ ଲୋଡ଼ିଲା ଶିକ୍ଷା ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୮।୬: ଜାତୀୟ ପରୀକ୍ଷଣ ସଂସ୍ଥା-ଏନ୍‍ଟିଏରେ ସଂସ୍କାର ଆଣିବା ପାଇଁ ସୁପାରିଶ କରିବାକୁ ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଗଠିତ ବିଶେଷଜ୍ଞ କମିଟି ଛାତ୍ରଛାତ୍ରୀ ଏବଂ ଅଭିଭାବକମାନଙ୍କ ଠାରୁ ପ୍ରସ୍ତାବ ଲୋଡ଼ିଛନ୍ତି । ଇସ୍ରୋର ପୂର୍ବତନ ଅଧ୍ୟକ୍ଷ ଡକ୍ଟର କେ.ରାଧାକ୍ରିଷ୍ଣନ୍‍ଙ୍କ ଅଧ୍ୟକ୍ଷତାରେ ଗଠିତ ଏହି…

SSC CGL 2024: ପୂରଣ ହେବ ୧୭୭୨୭ ପଦବୀ, ଜାଣନ୍ତୁ ଆବେଦନ କରିବାର ଶେଷ ତାରିଖ କେବେ

ନୂଆଦିଲ୍ଲୀ,୨୬।୬: କର୍ମଚାରୀ ଚୟନ ଆୟୋଗ ସିଜିଏଲ ପରୀକ୍ଷା ୨୦୨୪ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଏବଂ ପଞ୍ଜୀକରଣ ମଧ୍ୟ ଆରମ୍ଭ ହୋଇଛି। ଯେଉଁ ପ୍ରାର୍ଥୀମାନେ ଏହି ପରୀକ୍ଷା ପାଇଁ ଆବେଦନ କରିବାକୁ ଚାହୁଁଛନ୍ତି ସେମାନେ ଷ୍ଟାଫ ସିଲେକ୍ସନ କମିଶନର ଅଫିସିଆଲ ଓ୍ବେବସାଇଟ୍‌…

ପରୀକ୍ଷା ପ୍ରକ୍ରିୟାକୁ ତ୍ରୁଟିଶୂନ୍ୟ କରିବାକୁ ଉଚ୍ଚସ୍ତରୀୟ କମିଟି ବୈଠକରେ ନିଷ୍ପତ୍ତି

ନୂଆଦିଲ୍ଲୀ,୨୬ା୬: ଏନ୍‌ଇଇଟି-ୟୁଜି ସମେତ ଅନ୍ୟାନ୍ୟ ପରୀକ୍ଷା ପ୍ରକ୍ରିୟାକୁ ତ୍ରୁଟିଶୂନ୍ୟ ଓ ଦୁର୍ନୀତିମୁକ୍ତ କରିବା ପାଇଁ ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଗଠିତ ଉଚ୍ଚସ୍ତରୀୟ ବିଶେଷଜ୍ଞ କମିଟିର ପ୍ରଥମ ବୈଠକରେ ଆଲୋଚନା ହୋଇଥିଲା। ପରୀକ୍ଷା ପରିଚାଳନାରେ ସ୍ବଚ୍ଛତା ସୁନିଶ୍ଚିତ କରିବା ପାଇଁ ଇସ୍ରୋର ପୂର୍ବତନ…

ସିବିଆଇ ହାତରେ ୧୦୦୦ ପୃଷ୍ଠାର ପ୍ରମାଣ

ଅହମଦାବାଦ,୨୬ା୬ : ଗୁଜରାଟ ସରକାର ଏନ୍‌ଇଇଟି-ୟୁଜି ପରୀକ୍ଷା ଦୁର୍ନୀତି ମାମଲାର ତଦନ୍ତ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ)କୁ ହସ୍ତାନ୍ତର କରିବାର ଦିନକ ପରେ ଏହାର ଏକ ଟିମ୍‌ ସୋମବାର ଗୋଧ୍ରାରେ ପହଞ୍ଚତ୍ ସ୍ଥାନୀୟ ପୋଲିସଠାରୁ ୧୦୦୦ ପୃଷ୍ଠାରୁ ଊର୍ଦ୍ଧ୍ୱ କାଗଜପତ୍ର ଗ୍ରହଣ କରିଛି।…

ଆଜି ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ୱର,୨୫।୬(ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖା ନିମନ୍ତେ ମଙ୍ଗଳବାର ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ସାମ୍ସ ପୋର୍ଟାଲରେ ଏହା ଉପଲବ୍ଧ ହେବ। ୨୫ରୁ ୨୮ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ସ୍ଲାଇଡ୍‌ ଅପ୍‌ଶନ…

NEET ମାମଲାରେ ସାମ୍ନାକୁ ଆସିଲା ବଡ଼ ସତ, ୩୫ ଛାତ୍ରଙ୍କୁ…

ନୂଆଦିଲ୍ଲୀ, ୨୪।୬: NEET ପେପର୍‌ ଲିକ୍‌ ମାମଲାରେ ବଡ଼ ସତ ସାମ୍ନାକୁ ଆସିଛି । ଗିରଫ ହୋଇଥିବା ଚିଣ୍ଟୁ କୁମାରକୁ ପଚରାଉଚରା ବେଳେ ବିହାର ଅର୍ଥନୈତିକ ଅପରାଧ ଶାଖା ପୋଲିସ୍‌ ହାତରେ ବଡ଼ ସୂଚନା ଲାଗିଛି । ନିଟ୍‌ ପେପର ଲିକ୍‌ରେ…

NEET ପରୀକ୍ଷାକୁ ନେଇ ଆକ୍ସନ ମୋଡ୍‌ରେ ସରକାର, ୨୪ ଘଣ୍ଟାରେ ୪ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ, ୨୩।୬: ନିଟ୍‌ ପେପର ଲିକ୍‌କୁ ନେଇ କେନ୍ଦ୍ର ସରକାର ୨୪ ଘଣ୍ଟାରେ ୪ ବଡ଼ ନିଷ୍ପତ୍ତି ନେଇଛନ୍ତି । ପ୍ରବେଶ ପରୀକ୍ଷାରେ ହୋଇଥିବା ଅନିୟମିତତା ପାଇଁ ସରକାର ସିବିଆଇକୁ ଯାଞ୍ଚ ଭାର ଦେଇଛନ୍ତି । ଏହା ପୂର୍ବରୁ ଏହି ମାମଲାକୁ…

NEET-PG ପ୍ରବେଶିକା ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୨।୬: ଦେଶରେ ବିଭିନ୍ନ ପ୍ରତିଯୋଗୀତା ମୂଳକ ପରୀକ୍ଷାର ସ୍ୱଚ୍ଛତା ଉପରେ ଉଠିଥିବା ପ୍ରଶ୍ନକୁ ଦୃଷ୍ଟିରେ ରଖି NEET-PG ପ୍ରବେଶିକା ପରୀକ୍ଷା ସ୍ଥଗିତ ରଖାଯାଇଛି। ଏହି ପରୀକ୍ଷା ରବିବାର ଅର୍ଥାତ ୨୩ ତାରିଖରେ ଅନୁଷ୍ଠିତ ହେବାର ଥିଲା। ଖୁବଶୀଘ୍ର ପରୀକ୍ଷାର ନୂତନ ତାରିଖ…

ଏମତି ଜଣାପଡ଼ିଥିଲା NEET ପେପର ଲିକ୍‌ ଘଟଣା, ପୋଲିସ୍‌କୁ ଆସିଲା କଲ୍‌, ତାପରେ…

ନୂଆଦିଲ୍ଲୀ, ୨୨।୬: NEET ପେପର ଲିକ୍‌କୁ ନେଇ ସାରା ଦେଶରେ ଚର୍ଚ୍ଚା ଲାଗି ରହିଛି । ବିରୋଧୀ ଦଳମାନେ ଏହି ମୁଦ୍ଦାକୁ ନେଇ ରାସ୍ତାକୁ ଓହ୍ଲାଇଥିବା ବେଳେ ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି । ହେଲେ ଏହି ପେପର ଲିକ୍‌…

ଜୁଲାଇ ୨୨ରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା, ପଢ଼ନ୍ତୁ କାର୍ଯ୍ୟସୂଚୀ…

କଟକ,୨୧ା୬ (କାର୍ତ୍ତିକ ସାହୁ)- ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍‌ ସପ୍ଲିମେଣ୍ଟାରି ପରୀକ୍ଷା ଆସନ୍ତା ଜୁଲାଇ ୨୨ରୁ ୩୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଉଭୟ ରେଗୁଲାର ଓ ଏକ୍ସ-ରେଗୁଲାର ପରୀକ୍ଷା ଗୋଟିଏ ସିଟିଂରେ ଏବଂ ଗୋଟିଏ ପ୍ରଶ୍ନପତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?