ଶିକ୍ଷା ଓ ନିଯୁକ୍ତି

୫ ହଜାର ଟଙ୍କାରେ ମିଳୁଥିଲା ୟୁଜିସି ନେଟ୍‌ ପ୍ରଶ୍ନପତ୍ର

ନୂଆଦିଲ୍ଲୀ,୨୧।୦୬: ନିଟ୍‌ ପ୍ରଶ୍ନପତ୍ର ଲିକ୍‌କୁ ନେଇ ଦେଶରେ ଚର୍ଚ୍ଚା ଜୋର ଧରିଥିବା ବେଳେ ୟୁଜିସି ନେଟ୍‌ ପ୍ରଶ୍ନ ପତ୍ର ଲିକ୍‌ ହୋଇଛି । ଯାହାକୁ ନେଇ ପରୀକ୍ଷା ଆୟୋଜନ କରୁଥିବା ନ୍ୟାଶନାଲ୍‌ ଟେଷ୍ଟିଂ ଏଜେନ୍ସିର ସ଼୍ବଚ୍ଛତାକୁ ନେଇ ପ୍ରଶ୍ନ ଉଠିଛି ।…

”NEET ପରୀକ୍ଷା ବିଭ୍ରାଟ ପାଇଁ ଆମେ ଦାୟୀ”: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ,୨୦।୬: ଦେଶରେ ଡାକ୍ତରୀ ଇଞ୍ଜିନିୟରିଂ ଓ ଫେଲୋଶିଫ ଭଳି ସମ୍ମାନଜନକ ପାଠ୍ୟକ୍ରମଗୁଡିକରେ ନାମ ଲେଖାଇବା ପାଇଁ ପ୍ରବେଶିକା ଏନଇଇଟି ପରୀକ୍ଷାରେ ସୃଷ୍ଟି ହୋଇଥିବା ବିଭ୍ରାଟ ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଗୁରୁବାର ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି,…

UGC-NET ଜୁନ୍ ୨୦୨୪ ପରୀକ୍ଷା ବାତିଲ, ଅନିୟମିତତା ଭୟ ପରେ ଏନଟିଏ ନିଷ୍ପତ୍ତି

ନୂଆଦିଲ୍ଲୀ, ୧୯।୬: ଜାତୀୟ ପରୀକ୍ଷା ଏଜେନ୍ସି (ଏନଟିଏ) ଦେଶର ବିଭିନ୍ନ ସହରରେ ୧୮ ଜୁନ୍ ୨୦୨୪ ରେ ହେବାକୁ ଥିବା ୟୁଜିସି-ଏନଇଟି ଜୁନ୍ ୨୦୨୪ ପରୀକ୍ଷାକୁ ବାତିଲ କରିଦେଇଛି। ଏନଟିଏ ଦୁଇଟି ସିଫ୍ଟରେ ଓଏମଆର (କଲମ ଏବଂ କାଗଜ) ପ୍ରଣାଳୀରେ ପରୀକ୍ଷା…

ଏନ୍‌ଟିଏକୁ ସୁପ୍ରିମ୍‌କୋର୍ଟ ନୋଟିସ୍‌, ଯଦି ଭୁଲ୍‌ ହୋଇଛି ତେବେ…

ନୂଆଦିଲ୍ଲୀ, ୧୮।୬: ଦେଶରେ ଲାଗି ରହିଥିବା ନିଟ୍‌ ପରୀକ୍ଷାରେ ଅନିୟମିତତାକୁ ନେଇ ସୁପ୍ରିମ୍‌କୋର୍ଟ ଏନ୍‌ଟିଏକୁ ନୋଟିସ୍‌ ଦେଇଛନ୍ତି । ନିଟ୍‌ ପେପର ଲିକ୍‌ ହୋଇଥିବା ନେଇ ଦାଏର ହୋଇଥିବା ଯାଚିକାର ଶୁଣାଣି କରି କୋର୍ଟ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ଏବଂ କନ୍ଦ୍ରକୁ…

ଏନ୍‌ଇଇଟି-ୟୁଜି ବିବାଦ: କେନ୍ଦ୍ର-ଏନ୍‌ଟିଏକୁ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪।୬: ନିଟ୍‌-ୟୁଜି ବିବାଦ ମଧ୍ୟରେ ସୁପ୍ରିମକୋର୍ଟ କେନ୍ଦ୍ର ଏବଂ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ)କୁ ନୋଟିସ ଜାରି କରିଛନ୍ତି। ଏନ୍‌ଇଇଟି ପ୍ରଶ୍ନ ପେପର ଲିକ ଏବଂ ଅନ୍ୟାନ୍ୟ ଅନିୟମିତତା ଅଭିଯୋଗର ସିବିଆଇ ତଦନ୍ତ ପାଇଁ ଏକ ପିଟିସନ…

ସୁପ୍ରିମ୍‌କୋର୍ଟଙ୍କ ବଡ଼ ନିଷ୍ପତ୍ତି, ଏହି ତାରିଖରେ ପୁନର୍ବାର ପରୀକ୍ଷା !

ନୂଆଦିଲ୍ଲୀ, ୧୩।୬: ନିଟ୍‌ ୟୁଜି ରେଜଲ୍ଟ ମାମଲାକୁ ନେଇ ସୁପ୍ରିମ୍‌କୋର୍ଟରେ ଦାଏର ହୋଇଥିବା ୩ ଯାଚିକାର ଶୁଣାଣି ହୋଇଛି । ସୁପ୍ରିମ୍‌କୋର୍ଟ ଏନେଇ କହିଛନ୍ତି ଯେ, ୨୩ ଜୁନ୍‌ରେ ପୁନର୍ବାର ପରୀକ୍ଷା କରାଯିବ ଏବଂ ୩୦ ଜୁନ୍‌କୁ ଏହାର ଫଳ ପ୍ରକାଶ…

ଏନ୍‌ଇଇଟି ପରୀକ୍ଷାରେ ଅନିୟମିତତା ଅଭିଯୋଗ, ତଦନ୍ତ ପାଇଁ କମିଟି ଗଠନ କଲା ଶିକ୍ଷା ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୮।୬: ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ଚଳିତ ବର୍ଷ ହୋଇଥିବା ନାଶନାଲ ଇଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍‌ଇଇଟି) ପରିଚାଳନାରେ ବ୍ୟାପକ ଅନିୟମିତତା ଅଭିଯୋଗର ହେବ ତଦନ୍ତ। ନିଟ୍‌-ୟୁଜି ୨୦୨୪ ପରୀକ୍ଷାରେ ଗ୍ରେସ୍ ମାର୍କ ପାଇଥିବା ୧,୫୦୦ ରୁ ଅଧିକ ଛାତ୍ରଛାତ୍ରୀଙ୍କ…

ଭାରତୀୟ ସ୍ଥଳ ସେନାରେ ବାହାରିଲା ନିଯୁକ୍ତି, ଏମାନେ କରିପାରିବେ ଆବେଦନ

ନୂଆଦିଲ୍ଲୀ, ୮ା୬: ଭାରତୀୟ ସ୍ଥଳସେନାରେ ଚାକିରି ଖୋଜୁଥିବା ଆଶାୟୀମାନଙ୍କ ପାଇଁ ଏକ ସୁବର୍ଣ୍ଣ ସୁଯୋଗ । ଖାଲି ଥିବା ପଦବୀ ପାଇଁ ଭାରତୀୟ ସେନା ଦେଶର ବିଭିନ୍ନ ସ୍ଥାନରେ ରାଲିର ଆୟୋଜନ କରୁଛି। ଯଦି ଆପଣ ଭାରତୀୟ ସ୍ଥଳ ସେନାରେ ଯୋଗଦେବାକୁ…

ଆରମ୍ଭ ହେଲା ଯୁକ୍ତ ଦୁଇ ନାମଲେଖା ଆବେଦନ ପ୍ରକ୍ରିୟା

ଭୁବନେଶ଼୍ବର, ୭ା୬: ଯୁକ୍ତ ଦୁଇରେ ନାମଲେଖା ପାଇଁ ଅନ୍‌ଲାଇନ୍‌ ଆବେଦନ ଆଜିଠାରୁ ଆରମ୍ଭ ହୋଇଛି। ଦଶମ ଶ୍ରେଣୀରେ ଉତ୍ତିର୍ଣ୍ଣ ଛାତ୍ରୀଛାତ୍ର କଳା, ବାଣିଜ୍ୟ, ବିଜ୍ଞାନ, ଧନ୍ଦାମୂଳକ ଓ ଉପଶାସ୍ତ୍ର ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ କରିବେ। ଏଥିପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା…

ବି.ଏଡ୍‌‌.ରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି

ଭୁବନେଶ୍ୱର,୨।୬: ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ବି.ଏଡ୍‌‌.ରେ ନାମଲେଖା ପାଇଁ ଆବେଦନ ସମୟସୀମା ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏନେଇ ଜାତୀୟ ଶିକ୍ଷକ ଅନୁସନ୍ଧାନ ଓ ପ୍ରଶିକ୍ଷଣ ଅନୁଷ୍ଠାନ – ଏନ୍‌‌.ସି.ଇ.ଆର୍‌‌.ଟି. ପକ୍ଷରୁ ସୂଚନା ଦିଆଯାଇଛି ।…

ଯୁକ୍ତ୨ ନାମଲେଖା: ୭ରୁ ଆବେଦନ

ଭୁବନେଶ୍ୱର, ୧।୬(ଅସମାପିକା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୪-୨୫ ନିମନ୍ତେ ଯୁକ୍ତ୨ ପ୍ରଥମ ବର୍ଷ ବା ଏକାଦଶ ଶ୍ରେଣୀରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ସଂସ୍କୃତ ବିଷୟରେ ନାମଲେଖା ନିମନ୍ତେ ଆସନ୍ତା ୭ତାରିଖଠାରୁ ପ୍ରକ୍ରିୟା ଆରମ୍ବ ହେବ। ଦଶମ ଶ୍ରେଣୀରେ ଉତ୍ତୀର୍ଣ୍ଣ…

UG ନାମଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଜାଣନ୍ତୁ କିପରି କରିବେ ଆବେଦନ

ଭୁବନେଶ୍ୱର,୨୯।୫: ୨୦୨୪-୨୫ ଶିକ୍ଷାବର୍ଷରେ ସ୍ନାତକରେ ନାମଲେଖା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଯୁକ୍ତ ୩ କରିବାକୁ ଚାହୁଁଥିବା ଆଶାୟୀ ଛାତ୍ରୀଛାତ୍ରମାନେ ଜୁନ୍ ୩ ଅପରାହ୍ନ ୪ଟାରୁ ଅନଲାଇନ୍ ଆବେଦନ କରିପାରିବେ। ଏହାପରେ ଜୁନ୍ ୧୮ରୁ ୧୯ ମଧ୍ୟରେ CAF ର ତ୍ରୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?