OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…
ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ ଆବେଦନକାରୀଙ୍କୁ ଆଡ୍ମିଟ କାର୍ଡ ମିଳିବ। ମେ’୪ରୁ ପରୀକ୍ଷା ଆରମ୍ଭ ହୋଇ ୯ ଯାଏ…
UGC ନୂଆ ନିୟମ ୨୦୨୬: କ’ଣ ଏହି ସମାନତା ନିୟମାବଳୀ ଏବଂ କାହିଁକି ହେଉଛି ବିରୋଧ?
ନୂଆଦିଲ୍ଲୀ,୨୭।୧: ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ନୂତନ ‘ସମାନତା ନିୟମାବଳୀ ୨୦୨୬’କୁ ନେଇ ବିବାଦ ବଢ଼ିବାରେ ଲାଗିଛି। ବିଶ୍ୱବିଦ୍ୟାଳୟଗୁଡ଼ିକରେ ସଂରକ୍ଷିତ ବର୍ଗର ଛାତ୍ରଛାତ୍ରୀଙ୍କ ପ୍ରତି ହେଉଥିବା ଜାତିଭିତ୍ତିକ ଭେଦଭାବକୁ ରୋକିବା ପାଇଁ କେନ୍ଦ୍ର ସରକାର ଏହି ନିୟମ ଜାରି କରିଛନ୍ତି। ତେବେ…
ଗୁଗୁଲରେ ଇଣ୍ଟର୍ନସିପ କରିବାର ସୁଯୋଗ, UG-PG ଛାତ୍ରୀଛାତ୍ର କରିପାରିବେ ଆବେଦନ, ଷ୍ଟାଇପେଣ୍ଡ ମିଳିବ…
ଯଦି ଆପଣ Google ସହିତ କାମ କରିବାକୁ ଚାହୁଁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ସୁଯୋଗ ରହିଛି। Google 2026 ପାଇଁ ଏହାର ବିଭିନ୍ନ ଇଣ୍ଟର୍ନସିପ ପାଇଁ ଆବେଦନ ପ୍ରକ୍ରିୟା ଖୋଲିଛି। ସ୍ନାତକ (UG), ସ୍ନାତକୋତ୍ତର (PG), ଏବଂ ପିଏଚଡି…
୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା
ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ ପ୍ରାୟ ୫୬,୪୯୫ ଜଣ ପରୀକ୍ଷାର୍ଥୀ ଏହି ଗୁରୁତ୍ୱପୂର୍ଣ୍ଣ ପରୀକ୍ଷାରେ ଅଂଶଗ୍ରହଣ କରିଛନ୍ତି। ସକାଳ ୧୦ଟାରୁ…
ଦରମାରୁ PF କଟୁଥିଲେ ପାଇବେ ୭ ଲକ୍ଷ ଟଙ୍କାର ବୀମା, ଜାଣନ୍ତୁ କେମିତି…
ନୂଆଦିଲ୍ଲୀ,୧୧ା୧: ଭାରତରେ ଲକ୍ଷଲକ୍ଷ ଲୋକ ଚାକିରି କରୁଛନ୍ତି, ପ୍ରତି ମାସରେ ସେମାନଙ୍କ ଦରମାରୁ PF କଟାଯାଉଛି। ଅଧିକାଂଶ କର୍ମଚାରୀଙ୍କ ଦରମା ଜମା ହେବା ମାତ୍ରେ ସ୍ବୟଂଚାଳିତ ଭାବରେ କାଟି ନିଆଯାଉଛି। ବହୁତ କମ୍ ଲୋକ ଜାଣନ୍ତି ଯେ ଏହି PF ଆକାଉଣ୍ଟ…
Railway Jobs: ରେଲଓ୍ବେରେ ବମ୍ଫର ନିଯୁକ୍ତି, ୪୪ ହଜାର ପର୍ଯ୍ୟନ୍ତ ଦରମା, ଏମାନେ କରିପାରିବେ ଆବେଦନ
ନୂଆଦିଲ୍ଲୀ,୯।୧: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକମାନଙ୍କ ପାଇଁ ରେଳବାଇ ଏକ ମହାନ ସୁଯୋଗ ପ୍ରଦାନ କରିଛି। ରେଳବାଇ ନିଯୁକ୍ତି ବୋର୍ଡ ପୃଥକ ବର୍ଗ ଅଧୀନରେ ମୋଟ ୩୧୨ଟି ଖାଲି ପଦବୀରେ ନିଯୁକ୍ତି ପାଇଁ ଏକ ବିଜ୍ଞପ୍ତି ଜାରି କରିଛି।…
IIT ହାଇଦ୍ରାବାଦରେ ଇତିହାସ: ଛାତ୍ରଙ୍କୁ ମିଳିଲା ୨.୫ କୋଟି ଟଙ୍କାର ଚାକିରି ଅଫର୍
ନୂଆଦିଲ୍ଲୀ,୨।୧: ଭାରତୀୟ ପ୍ରଯୁକ୍ତି ବିଦ୍ୟା ପ୍ରତିଷ୍ଠାନ (IIT), ହାଇଦ୍ରାବାଦର ଜଣେ ଛାତ୍ର ଏକ ବିରାଟ ସଫଳତା ହାସଲ କରିଛନ୍ତି। କମ୍ପ୍ୟୁଟର ସାଇନ୍ସ ଇଞ୍ଜିନିୟରିଂର ଅନ୍ତିମ ବର୍ଷର ୨୧ ବର୍ଷୀୟ ଛାତ୍ର ଏଡୱାର୍ଡ ନାଥନ୍ ଭର୍ଗିସଙ୍କୁ ବାର୍ଷିକ ୨.୫ କୋଟି ଟଙ୍କାର ବ୍ୟୟବହୁଳ…
ବଦଳିଲା CBSE ବୋର୍ଡ ପରୀକ୍ଷା ତାରିଖ, ଜାଣନ୍ତୁ କେବେ ହେବ…
ନୂଆଦିଲ୍ଲୀ,୧।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ୨୦୨୬ ପାଇଁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ସଂଶୋଧିତ ସମୟସାରଣୀ ପ୍ରକାଶ କରିଛି। ପ୍ରଶାସନିକ କାରଣରୁ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିବା ନେଇ କୁହାଯାଇଛି । ପୂର୍ବରୁ ୩ ମାର୍ଚ୍ଚରେ…
ସରକାରୀ ଚାକିରି: ୨୨,୦୦୦ ପଦବୀ ପାଇଁ ଏହି ଦିନରୁ ଆବେଦନ ଆରମ୍ଭ
ନୂଆଦିଲ୍ଲୀ,୨୯ା୧୨: ସରକାରୀ ଚାକିରି ଆଶାୟୀଙ୍କ ପାଇଁ ଖୁସି ଖବର। ରେଳବାଇ ନିଯୁକ୍ତି ବୋର୍ଡ (RRB) ପକ୍ଷରୁ ‘ଲେଭଲ-୧’ର ପ୍ରାୟ ୨୨,୦୦୦ ପଦବୀ ପାଇଁ ଏକ ସଂକ୍ଷିପ୍ତି ବିଜ୍ଞପ୍ତି ଜାରି କରାଯାଇଛି। ଯୋଗ୍ୟ ପ୍ରାର୍ଥୀମାନେ ଅନଲାଇନ୍ ମାଧ୍ୟମରେ ଏହି ପଦବୀ ପାଇଁ ଆବେଦନ…
Govt Jobs: ବିନା ଇଣ୍ଟରଭ୍ୟୁରେ, ବିନା ପରୀକ୍ଷାରେ ଏମିତି ଉଠାନ୍ତୁ ସରକାରୀ ଚାକିରିର ସୁବିଧା
ନୂଆଦିଲ୍ଲୀ,୨୪।୧୨: ୟୁନାଇଟେଡ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ ୧୫୩ଟି ପ୍ରଶାସନିକ ଅଧିକାରୀ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ସବୁଠାରୁ ଭଲ କଥା ହେଉଛି ଚୟନ ଯୋଗ୍ୟତା ଉପରେ ଆଧାରିତ ହେବ, ଅର୍ଥାତ କୌଣସି ଲିଖିତ ପରୀକ୍ଷା କିମ୍ବା ସାକ୍ଷାତକାର…
ନୋଟ୍ ଛାପା କାରଖାନାରେ କିପରି ପାଇବେ ଚାକିରି, ଜାଣନ୍ତୁ କେତେ ମିଳିବ ଦରମା, ଏମିତି କରନ୍ତୁ ଆବେଦନ…
ନୂଆଦିଲ୍ଲୀ,୨୦ା୧୨: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକମାନଙ୍କ ପାଇଁ ନୋଟ୍ ଛାପା କାରଖାନାରେ କାମ କରିବାର ସ୍ବପ୍ନ ବିଶେଷ ଗୁରୁତ୍ୱପୂର୍ଣ୍ଣ। ଯଦି ଆପଣ ମଧ୍ୟ ଦେଶର ନୋଟ୍ ଛାପା ସହିତ ଜଡ଼ିତ ଏବଂ ଭଲ ଦରମା ପ୍ରଦାନ କରୁଥିବା ଚାକିରି…
ଘୁଞ୍ଚିଲା OTET ପେପର-୨ ପରୀକ୍ଷା ସମୟ; ଜାଣନ୍ତୁ ନୂଆ ସମୟସୂଚୀ
ନୂଆଦିଲ୍ଲୀ,୧୫ା୧୨: ଆସନ୍ତା ଡିସେମ୍ବର ୧୭ ତାରିଖରେ ହେବାକୁ ଥିବା ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)ର ସମୟରେ ପରିବର୍ତ୍ତନ କରାଯାଇଛି। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ଜାରି ହୋଇଥିବା ସଦ୍ୟ ବିଜ୍ଞପ୍ତି ଅନୁଯାୟୀ, OTETର ପେପର-୨ ପରୀକ୍ଷା ସମୟରେ…
Archives


