ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ, କଲେଜ ପ୍ରିନ୍ସିପାଲଙ୍କଠାରୁ ନିଯୁକ୍ତି କ୍ଷମତା ପ୍ରତ୍ୟାହାର
ଭୁବନେଶ୍ୱର,୨୧।୭(ସୁଚିସ୍ମିତା ସାହୁ): ସରକାରୀ କଲେଜରେ ଅଣଶିକ୍ଷକ କର୍ମଚାରୀଙ୍କ ନିଯୁକ୍ତି ପ୍ରକ୍ରିୟାରେ ପରିବର୍ତ୍ତନ କରାଯାଇଛି । ସରକାରୀ କଲେଜ ପ୍ରିନ୍ସିପାଲଙ୍କଠାରୁ ନିଯୁକ୍ତି କ୍ଷମତାକୁ ପ୍ରତ୍ୟାହାର କରାଯାଇଥିବାବେଳେ ଏହି ଦାୟିତ୍ୱରେ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ ରହିବେ। ଏଣିକି ଅଣଶିକ୍ଷକ କର୍ମଚାରୀଙ୍କୁ ନିଯୁକ୍ତିର ପୂରା କ୍ଷମତା…
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନୂଆ ମାର୍ଗଦର୍ଶିକା, ଏଣିକି ବର୍ଷକୁ ୪ଟି ପରୀକ୍ଷା ଦେବେ…
ଭୁବନେଶ୍ବର,୬ା୭: ତୃତୀୟରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ଏଣିକି ବର୍ଷକୁ ୪ଟି ପରୀକ୍ଷୀ ଦେବାକୁ ହେବ । ପୂର୍ବରୁ ବର୍ଷକୁ ଦୁଇଟି ପରୀକ୍ଷା ହେଉଥିବା ବେଳେ ବର୍ତ୍ତମାନ ଚାରୋଟି ପରୀକ୍ଷା ହେବ । ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଏପ୍ରିଲରୁ…
ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା
ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର । ଜୁନ୍ ୨୨ ତାରିଖରେ ପ୍ରକାଶିତ ହେବ ପ୍ରଥମ ମେଧା ତାଲିକା । ଏନେଇ…
ଜଣେ ଛାତ୍ରଙ୍କୁ ପଢ଼ାଇବା ପାଇଁ ଏତେଟଙ୍କା ଚାର୍ଜ କରନ୍ତି ଖାନ୍ ସାର? କୋଚିଂ ଫିସ୍ ଜାଣିଲେ…
ନୂଆଦିଲ୍ଲୀ,୩।୬: ଖାନ ସାରଙ୍କୁ କିଏ ବା ନଜାଣେ.. ନିଜର ନିଆରା ପଢ଼ାଇବା ଶୈଳୀ ପାଇଁ ସାରା ଦେଶରେ ପ୍ରସିଦ୍ଧ ଖାନ ସାର୍ ଲକ୍ଷ ଲକ୍ଷ ପିଲାଙ୍କ ପ୍ରିୟ ଶିକ୍ଷକ ଅଟନ୍ତି। ଗତକାଲି ରାତିରେ ପାଟନାସ୍ଥିତ ତାଙ୍କ କୋଚିଂ ସେଣ୍ଟର ଉପରକୁ ଗୁଳିମାଡ଼…
ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା: ପୂରଣ ହେବ ଏତେ ପଦବୀ
ଭୁବନେଶ୍ୱର, ୨୭।୫: ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା। ୭୬୬୪ ପଦବୀ ପୂରଣ ପାଇଁ ଓ ସରକାରଙ୍କ ଗୃହ ବିଭାଗ ଦ୍ୱାରା OUSSSCକୁ ଚିଠି ଲେଖାଯାଇଛି। ୪୨୧୯ ସିଭିଲ କନେଷ୍ଟବଳ ପଦବୀ , ୨୨୧୨ OISF କନେଷ୍ଟବଳ ପଦବୀ, ୩୦୦…
SBIରେ ବାହାରିଲା ୮୦୦ରୁ ଅଧିକ ପଦବୀ ପାଇଁ ନିଯୁକ୍ତି: ଦରମା ୮୦,୦୦୦ ପର୍ଯ୍ୟନ୍ତ, ଜାଣନ୍ତୁ କେଉଁମାନେ କରିପାରିବେ ଆବେଦନ
ନୂଆଦିଲ୍ଲୀ,୧୮।୫: ବ୍ୟାଙ୍କିଂ କ୍ଷେତ୍ରରେ ଚାକିରି ଖୋଜୁଥିବା ଲୋକଙ୍କ ପାଇଁ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ଏକ ପ୍ରମୁଖ ନିଯୁକ୍ତି ବିଜ୍ଞପ୍ତି ଜାରି କରିଛି। SBI ୮୨୧ଟି ଖାଲି ପଦବୀ ଘୋଷଣା କରିଛି, ଯାହା ପାଇଁ ଅନଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି।…
NEET-UG ପରୀକ୍ଷା ପାଇଁ ନୂଆ ତାରିଖ ଘୋଷଣା, ପେପର ଲିକ୍ ଯୋଗୁଁ ହୋଇଥିଲା ବାତିଲ
ନୂଆଦିଲ୍ଲୀ,୧୫।୫: NEET-UG ପରୀକ୍ଷା ପାଇଁ ନୂତନ ତାରିଖ ଘୋଷଣା କରାଯାଇଛି। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି କହିଛି ଯେ NEET-UG ପୁନଃପରୀକ୍ଷା ଜୁନ୍ ୨୧ ତାରିଖରେ ଅନୁଷ୍ଠିତ ହେବ । ସୂଚନାଯୋଗ୍ୟ ଯେ ମେ ୩ ତାରିଖରେ ଅନୁଷ୍ଠିତ ପରୀକ୍ଷା ପେପର ଲିକ୍…
ବଡ଼ ସୂଚନା, ଏହିଦିନ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ
ଭୁବନେଶ୍ବର,୩୦।୪: ଆସନ୍ତା ମେ ୨ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ବିଏସଇ ପକ୍ଷରୁ ପ୍ରେସ ରିଲିଜ ଜରିଆରେ ସୂଚନା ଦିଆଯାଇଛି । ଅପରାହ୍ନ ୪ଟାରେ ବାହାରିବ ଫଳାଫଳ । ଷ୍ଟେଟ ଓପନ ସ୍କୁଲ ଏବଂ ମଧ୍ୟମା ଫଳ ମଧ୍ୟ…
ଘୋଷଣା ହେଲା CBSE ଦ୍ବିତୀୟ ବୋର୍ଡ ପରୀକ୍ଷା ତାରିଖ, ସକାଳ ୧୦ଟା ୩୦ରୁ…
ନୂଆଦିଲ୍ଲୀ,୨୩।୪: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ୨୦୨୬ ମସିହାର ଦ୍ୱିତୀୟ ବୋର୍ଡ ପରୀକ୍ଷାର କାର୍ଯ୍ୟସୂଚୀ ପ୍ରକାଶ କରିଛି। ଏହି ତାରିଖ ପତ୍ର ସେହି ପରୀକ୍ଷାର୍ଥୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯେଉଁମାନେ ସେମାନଙ୍କର ଶୈକ୍ଷିକ ପ୍ରଦର୍ଶନକୁ ବୃଦ୍ଧି କରିବାକୁ…
ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ,ଏପରି କରନ୍ତୁ ଚେକ୍
ନୂଆଦିଲ୍ଲୀ,୧୫।୪: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି । ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ବର୍ତ୍ତମାନ UMANG ଆପରେ ଦଶମ ଶ୍ରେଣୀ ବୋର୍ଡ ଫଳାଫଳ ଦେଖିପାରିବେ। ଏଥର, CBSE ଦ୍ୱାଦଶ ଶ୍ରେଣୀ ଫଳାଫଳ…
୧୯ରେ ସିଜିଏଲ୍ ପରୀକ୍ଷା: ଡାଉନ୍ଲୋଡ୍ ହେଉନି ଆଡ୍ମିଟ କାର୍ଡ, ଆଶାୟୀଙ୍କ ମଧ୍ୟରେ ବଢ଼ୁଛି ଅସନ୍ତୋଷ
ଭୁବନେଶ୍ୱର,୧୪।୪(ସୁଚିସ୍ମିତା ସାହୁ): ଓଡ଼ିଶା କର୍ମଚାରୀ ପ୍ରବରଣ ଆୟୋଗ (ଓଏସ୍ଏସ୍ସି) ପରିଚାଳିତ କମ୍ବାଇନ୍ଡ ଗ୍ରାଜୁଏଟ୍ ଲେଭଲ (ସିଜିଏଲ) ପରୀକ୍ଷା ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ। ପରୀକ୍ଷା ପାଇଁ ଗତ ୧୦ ତାରିଖରୁ ଓଏସ୍ଏସ୍ସି ପକ୍ଷରୁ ଆଡ୍ମିଟ୍ କାର୍ଡ ଉପଲବ୍ଧ କରାଯାଇଛି। ହେଲେ…
ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍
ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର (Sample Papers)’ ଜାରି କରାଯାଇଛି। ଯଦି ଆପଣ ମଧ୍ୟ ଏହି ପରୀକ୍ଷାରେ…

