ଶିକ୍ଷା ଓ ନିଯୁକ୍ତି

୨.୫୬ ଲକ୍ଷ ଗ୍ରାମୀଣ ଡାକ ସେବକଙ୍କ ପାଇଁ ପଦୋନ୍ନତି ଯୋଜନାର ଶୁଭାରମ୍ଭ କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ, ୧୫।୩: ଡାକ ବିଭାଗରେ କାର୍ଯ୍ୟରତ ୨.୫୬ ଲକ୍ଷରୁ ଅଧିକ ଗ୍ରାମୀଣ ଡାକ ସେବକ (ଜିଡିଏସ)ଙ୍କ ସେବା ସ୍ଥିତିରେ ଉନ୍ନତି ଆଣିବା ଏବଂ ସେବାରେ ସ୍ଥାଣୁତା ଦୂର କରିବା ପାଇଁ ଏକ ଆର୍ଥିକ ପଦୋନ୍ନତି ଯୋଜନାର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ଯୋଗାଯୋଗ,…

୫୮୬ ଗ୍ରୁପ ବି, ସି ପଦବୀ ପାଇଁ ବିସ୍ତୃତ ବିଜ୍ଞାପନ ପ୍ରକାଶ କଲା ଓଏସଏସସି

ଭୁବନେଶ୍ୱର,୧୫ା୩: ମିଳିତ ସ୍ନାତକ ସ୍ତର ନିଯୁକ୍ତି ପରୀକ୍ଷା (ସିଜିଏଲଆୱାରି) ୨୦୨୪ ପାଇଁ ଓଡିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ଶୁକ୍ରବାର ଦିନ ଏକ ବିସ୍ତୃତ ବିଜ୍ଞାପନ ପ୍ରକାଶ କରିଛି। ଅଫିସିଆଲ୍ ଓଏସଏସସି ବିଜ୍ଞପ୍ତି ଅନୁଯାୟୀ ଏହି ନିଯୁକ୍ତି ପ୍ରକ୍ରିୟାରେ ୫୮୬ ଗ୍ରୁପ୍…

ଟ୍ରାଫିକ୍ କନଷ୍ଟେବଲ୍ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କଲା OSSC, ଜାଣନ୍ତୁ କିପରି କରିବେ ଆବେଦନ

ଭୁବନେଶ୍ୱର,୧୫ା୩: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ଷ୍ଟେଟ୍ ଟ୍ରାନ୍ସପୋର୍ଟ ଅଥରିଟି, କମର୍ସ ଏବଂ ଟ୍ରାନ୍ସପୋର୍ଟ (ଟ୍ରାନ୍ସପୋର୍ଟ) ବିଭାଗ ଅଧୀନରେ ଟ୍ରାଫିକ୍ କନଷ୍ଟେବଳ ନିଯୁକ୍ତି ପାଇଁ ବିଜ୍ଞପ୍ତି ବିଜ୍ଞପ୍ତି ପ୍ରକାଶ କରିଛି। ଯୋଗ୍ୟ ଆଶାୟୀମାନେ ଅନଲାଇନ୍ ମାଧ୍ୟମରେ ଏଥିପାଇଁ ଆବେଦନ କରି…

ହାଇସ୍କୁଲରେ ୧,୦୬୧ ପୋଷ୍ଟ ଗ୍ରାଜୁଏଟ୍‌ ଶିକ୍ଷକ ପଦବୀରେ ନିଯୁକ୍ତି ସୁଯୋଗ, ଜାଣନ୍ତୁ କିଭଳି କରିବେ ଆବେଦନ…

ଭୁବନେଶ୍ୱର,୧୫।୩(ଅସମାପିକା ସାହୁ): ରାଜ୍ୟରେ ଖାଲି ପଡ଼ିଥିବା ୧୦୬୧ ପୋଷ୍ଟ ଗ୍ରାଜୁଏଟ୍‌(ସ୍ନାତକୋତ୍ତର) ଶିକ୍ଷକ ପଦବୀ ପୂରଣ ଲାଗି ବିଜ୍ଞପ୍ତି ପ୍ରକାଶ ପାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ପରିଚାଳିତ ପୂର୍ଣ୍ଣ ଅନୁଦାନପ୍ରାପ୍ତ ୪୮୮ ବର୍ଗ (୨) ହାଇସ୍କୁଲ(ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ)ଗୁଡିକ ପାଇଁ…

ଅଣ-ସରକାରୀ ମହାବିଦ୍ୟାଳୟରେ ୭୮୬ ଟି ଅଧ୍ୟାପକ ପଦବୀରେ ନିଯୁକ୍ତ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୧୦।୩: ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗର ରାଜ୍ୟ ଚୟନ ବୋର୍ଡ ବିଭିନ୍ନ ଅଣ-ସରକାରୀ ସହାୟକ ମହାବିଦ୍ୟାଳୟରେ ଅଧ୍ୟାପକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ବିଭିନ୍ନ ପଦବୀରେ ଖାଲିଥିବା ମୋଟ ୭୮୬ ପଦବୀରେ ନିଯୁକ୍ତି ହେବ। ଆଶାୟୀ…

ସୂଚନା ଓ ଲୋକ ସମ୍ପର୍କ ବିଭାଗରେ ୬୧ ପଦବୀ ସୃଷ୍ଟି କଲେ ଓଡ଼ିଶା ସରକାର

ଭୁବନେଶ୍ୱର,୯ା୩: ବିଭିନ୍ନ ବିଭାଗରେ ସରକାରଙ୍କ ଦ୍ବାରା ପ୍ରାୟୋଜିତ ଲୋକଭିମୁଖୀ ଯୋଜନା ଗୁଡିକୁ ଲୋକମାନଙ୍କ ନିକଟରେ ପହଞ୍ଚାଇବା ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରମୁଖ କାର୍ଯ୍ୟ । ଏହି ଦୃଷ୍ଟିରୁ ଲୋକ ସମ୍ପର୍କ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବା ପାଇଁ ରାଜ୍ୟ କ୍ୟାବିନେଟ…

ICAIର ବଡ଼ ଘୋଷଣା! ଏବେ ବର୍ଷକୁ ଦୁଇଥର ନୁହେଁ ତିନି ଥର ଦେଇପାରିବେ CA ପରୀକ୍ଷା, ଜାଣନ୍ତୁ ସବିଶେଷ

ନୂଆଦିଲ୍ଲୀ,୯।୩: ଚାଚାର୍ଡ ଆକାଉଣ୍ଟାଣ୍ଟ(ସିଏ) ପାଇଁ ପ୍ରସ୍ତୁତି କରୁଥିବା ଛାତ୍ରମାନଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି । ଇନଷ୍ଟିଚ୍ୟୁଟ ଅଫ ଚାର୍ଟାର୍ଡ ଆକାଉଣ୍ଟାଣ୍ଟସ ଅଫ୍‌ ଇଣ୍ଡିଆ (ଆଇସିଏଆଇ) ଶୁକ୍ରବାର ସିଏର ଫାଉଣ୍ଡେସନ ଏବଂ ଇଣ୍ଟରମିଡିଏଟ୍‌ ପରୀକ୍ଷାକୁ ନେଇ ଏକ ବଡ଼ ଘୋଷଣା କରିଛି।…

ବିଭିନ୍ନ ବିଭାଗରେ ୧୨୯୪ ନୂତନ ଅଧିକାରୀଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୩: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଅର୍ଥ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, କ୍ରୀଡ଼ା ଓ ଯୁବସେବା ବିଭାଗ, ଇସ୍ପାତ ଓ ଖଣି ବିଭାଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ଗୃହ ବିଭାଗରେ…

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ୧୩୪୨ ପଦବୀରେ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୭ା୩: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ଓଡ଼ିଶାରେ ଥିବା ଆଦର୍ଶ ଆଦର୍ଶ ବିଦ୍ୟାଳୟ ଗୁଡିକରେ ୧୩୪୨ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ଆଗ୍ରହୀ ପ୍ରାର୍ଥୀମାନେ ଅଫିସିଆଲ ୱେବସାଇଟ୍ www.oav.edu.in. ମାଧ୍ୟମରେ ଅନଲାଇନରେ ଆବେଦନ କରିପାରିବେ। ସିଧାସଳଖ…

ଖେଲୋ ଇଣ୍ଡିଆ ପଦକ ବିଜେତାଙ୍କୁ ମିଳିବ ସରକାରୀ ଚାକିରି: କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬ା୩: ଭାରତ ସରକାରଙ୍କ କାର୍ମିକ ଓ ପ୍ରଶିକ୍ଷଣ ବିଭାଗ (ଡିଓପିଟି) କ୍ରୀଡ଼ା ବିଭାଗ ସହଯୋଗରେ ଆଥଲେଟମାନଙ୍କ ନିଯୁକ୍ତି, ପଦୋନ୍ନତି ଏବଂ ପ୍ରୋତ୍ସାହନ ଢାଞ୍ଚାରେ ବ୍ୟାପକ ସଂସ୍କାର ଅଣାଯାଇଛି। ମାର୍ଚ୍ଚ ୪ ରେ ଜାରି ହୋଇଥିବା ଏକ ମେମୋରାଣ୍ଡମରେ ଉପସ୍ଥାପିତ ଏହି ନୂତନ…

ରାଜ୍ୟରେ ନିୟୋଜିତ ହେବେ ୧୦ ହଜାର ନୂତନ କନିଷ୍ଠ ଶିକ୍ଷକ

ଭୁବନେଶ୍ୱର, ୪।୩: ରାଜ୍ୟରେ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟସ୍ତରରେ ଖାଲିଥିବା ପଦବୀଗୁଡ଼ିକ ପୂରଣ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ମର୍ମରେ ୧୦ ହଜାର କନିଷ୍ଠ ଶିକ୍ଷକ(ସ୍କିମାଟିକ୍‌) ନିୟୋଜିତ କରିବା ପାଇଁ ସ୍ଥିର କରାଯାଇଛି। ଏହି ନିୟୋଜନ…

ମାଗଣା ୟୁ.ପି.ଏସ୍‌‌.ସି. ସିଭିଲ୍‌‌ ସର୍ଭିସ କୋଚିଂ ପ୍ରଦାନ କରିବେ ରାଜ୍ୟ ସରକାର, ଆବେଦନ ଆରମ୍ଭ

ଭୁବନେଶ୍ୱର,୨।୩: ରାଜ୍ୟ ସରକାର ୨୦୨୪-୨୫ ଶିକ୍ଷାବର୍ଷରେ ୨୦୦ ଛାତ୍ରଛାତ୍ରୀଙ୍କୁ ମାଗଣା ୟୁ.ପି.ଏସ୍‌‌.ସି. ସିଭିଲ୍‌‌ ସର୍ଭିସ କୋଚିଂ ପ୍ରଦାନ କରିବେ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଶୁକ୍ରବାରଠାରୁ ପ୍ରବେଶିକା ପରୀକ୍ଷା ପାଇଁ ଅନ୍‌‌ଲାଇନ୍‌‌ରେ ଦରଖାସ୍ତ ଆବେଦନ ଆରମ୍ଭ ହୋଇଛି। ଛାତ୍ରଛାତ୍ରୀମାନେ ଏପ୍ରିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?