ଶିକ୍ଷା ଓ ନିଯୁକ୍ତି

ରେଲଓ୍ବେରେ RPF ଏସ୍‌ଆଇର ୪୬୬୦ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ, ଜାଣନ୍ତୁ କେବେଠୁ କରିବେ ଆବେଦନ

ନୂଆଦିଲ୍ଲୀ,୨୬।୨: ରେଲଓ୍ବେ ଭର୍ତ୍ତି ବୋର୍ଡ (ଆରଆରବି) ସବ-ଇନ୍ସପେକ୍ଟର ଏବଂ କନଷ୍ଟେବଳ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ମିଡିଆ ରିପୋର୍ଟ ଅନୁଯାୟୀ, ନିଯୁକ୍ତି ପାଇଁ ଆବେଦନ ପ୍ରକ୍ରିୟା ଏପ୍ରିଲ ୧୫ରୁ ଆରମ୍ଭ ହୋଇ ମେ’୧୪ ପର୍ଯ୍ୟନ୍ତ ଚାଲିବ। ଅଫିସିଆଲ ୱେବସାଇଟ https://rpf.indianrailways.gov.in/RPF/ରେ…

ISC Paper Postponed: ଦ୍ୱାଦଶ ରସାୟନ ବିଜ୍ଞାନ ପରୀକ୍ଷା ବାତିଲ୍‌

ନୂଆଦିଲ୍ଲୀ,୨୬।୨: କାଉନସିଲ ଫର୍‌ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା (CISCE) ପକ୍ଷରୁ ସୋମବାର ଫେବୃଆରୀ ୨୬ରେ ଧାର୍ଯ୍ୟ ହୋଇଥିବା ରସାୟନ ବିଜ୍ଞାନ ପେପରକୁ ବାତିଲ୍‌ କରାଯାଇଛି। ‘ଅପ୍ରତ୍ୟାଶିତ ପରିସ୍ଥିତି’ କାରଣରୁ ଦ୍ୱାଦଶ ରସାୟନ ବିଜ୍ଞାନ ପରୀକ୍ଷା ରଦ୍ଦ ହୋଇଛି। ପରିଷଦ ମଧ୍ୟ…

ଭାଇରାଲ ହେଲା ଗଣିତ ପ୍ରଶ୍ନପତ୍ର: ଛାତ୍ରୀଛାତ୍ର କହିଲେ- ‘ହଁ ଏହି ପ୍ରଶ୍ନ ପଡିଥିଲା’, ଖଣ୍ଡନ କଲା ବୋର୍ଡ

ଭୁବନେଶ୍ୱର,୨୬।୨: ଦଶମ ପରୀକ୍ଷାରେ ପୁଣି ସାମ୍ନାକୁ ଆସିଲା ଅନିୟମିତତା। ସୋମବାର ଗଣିତ ପରୀକ୍ଷା ଥିଲା ବେଳେ ପରୀକ୍ଷା ସରିବାର ଯଥେଷ୍ଠ ପୂର୍ବରୁ ପ୍ରଶ୍ନପତ୍ର ଲିକ୍ ହୋଇଥିବା ଅଭିଯୋଗ ହୋଇଛି। ସୋସିଆଲ ମିଡିଆରେ ପ୍ରଶ୍ନପତ୍ର ଉତ୍ତର ସହିତ ଘୂରିବୁଲୁଥିବାରୁ କେଉଁ ଅଞ୍ଚଳରୁ ପ୍ରଶ୍ନପତ୍ର…

୫ ବର୍ଷରେ ୧୨୨ ମେଡିକାଲ ଛାତ୍ର କରିଛନ୍ତି ଆତ୍ମହତ୍ୟା, ୧,୨୭୦ ଛାତ୍ର ଅଧାରୁ ଛାଡ଼ିଛନ୍ତି ପାଠପଢା

ନୂଆଦିଲ୍ଲୀ,୨୪।୨: ଅଧ୍ୟୟନରେ ଚାପ ବୃଦ୍ଧି କାରଣରୁ ଗତ କିଛି ବର୍ଷ ହେବ ଦେଶରେ ବଢି ଚାଲିଛି ଛାତ୍ରୀଛାତ୍ରଙ୍କ ଆତ୍ମହତ୍ୟା ସଂଖ୍ୟା। ଗତ ୫ ବର୍ଷରେ ପ୍ରାୟ ୧୨୨ ଡାକ୍ତରୀ ଛାତ୍ର, ଏମବିବିଏସରେ ୬୪ ଏବଂ ସ୍ନାତକୋତ୍ତର ପାଠ୍ୟକ୍ରମରେ ୫୮ ଜଣ ଆତ୍ମହତ୍ୟା…

Central Bank of India Recruitment 2024: ସେଣ୍ଟ୍ରାଲ ବ୍ୟାଙ୍କରେ ବାହାରିଲା ଚାକିରି, ଆଜି ହିଁ କରନ୍ତୁ ଆବେଦନ

ନୂଆଦିଲ୍ଲୀ,୨୩।୨: ବ୍ୟାଙ୍କ ଚାକିରି ଆଶାୟୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ । ସେଣ୍ଟ୍ରାଲ ବ୍ୟାଙ୍କ ଅଫ ଇଣ୍ଡିଆରେ ବାହାରିଛି ନିଯୁକ୍ତି। ବ୍ୟାଙ୍କରେ ଖାଲି ପଡ଼ିଛି ୩ ହଜାର ଆପ୍ରେଣ୍ଟିସ ପଦବୀ। କହିରଖୁଛୁ କି, ଏଇ ମାସ ଅର୍ଥାତ୍‌ ଫେବ୍ରୁଆରୀ ୨୧ରେ ଏହି ନିଯୁକ୍ତି…

ନିଯୁକ୍ତି ପାଇଲେ ୫୭୬ ହିନ୍ଦୀ, ସଂସ୍କୃତ ଶିକ୍ଷକ, ପିଲାଙ୍କ ପାଇଁ ଆଦର୍ଶ ସୃଷ୍ଟି କରିବାକୁ ଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୨୩।୨(ଅନିଲ ଦାସ): ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲରେ ୫୭୬ ଜଣ ହିନ୍ଦୀ ଓ ସଂସ୍କୃତ ଶିକ୍ଷୟିତ୍ରୀ ଶିକ୍ଷକ ଯୋଗ ଦେଇଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ୩୬୮ ଜଣ ହିନ୍ଦୀ ଓ ୨୦୮ ଜଣ ସଂସ୍କୃତ ଶିକ୍ଷକ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ…

ଶିକ୍ଷା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି: ଏଣିକି ୨୨ଟି ଭାରତୀୟ ଭାଷାରେ ପଢିବେ ସିବିଏସ୍‌ଇ ଛାତ୍ରୀଛାତ୍ର, ଏହି ଦିନଠୁ ହେବ ଲାଗୁ

ନୂଆଦିଲ୍ଲୀ,୨୨।୨: ଶିକ୍ଷା ମନ୍ତ୍ରଣାଳୟ ଏକ ବଡ଼ ନିଷ୍ପତ୍ତି ନେଇଛି। ସିବିଏସ୍‌ଇରେ ବର୍ତ୍ତମାନ ପର୍ଯ୍ୟନ୍ତ ହିନ୍ଦୀ ଏବଂ ଇଂରାଜୀ ଭାଷାରେ ଅଧ୍ୟୟନ କେବଳ କରାଯାଉଥିଲା। କିନ୍ତୁ ବର୍ତ୍ତମାନ ୨୨ ଟି ଭାରତୀୟ ଭାଷାରେ ଅଧ୍ୟୟନ କରାଯାଇପାରେ। ବିଦ୍ୟାଳୟ ଶିକ୍ଷା ଏବଂ ସାକ୍ଷରତା ସଚିବ…

ନବମରୁ ଦ୍ୱାଦଶ ଶ୍ରେଣୀ ପିଲାମାନଙ୍କ ଓପନ ବୁକ୍ ପରୀକ୍ଷା କରିବାକୁ ଯୋଜନା କରୁଛି ସିବିଏସଇ

ନୂଆଦିଲ୍ଲୀ,୨୧।୨: ଗତ ବର୍ଷ ପ୍ରକାଶିତ ନୂତନ ଜାତୀୟ ପାଠ୍ୟକ୍ରମ ଫ୍ରେମୱାର୍କର ସୁପାରିଶ ଅନୁଯାୟୀ ସେଣ୍ଟ୍ରାଲ୍ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେସନ୍ (ସିବିଏସ୍ଇ) ନବମରୁ ଦ୍ୱାଦଶ ଶ୍ରେଣୀର ବିଦ୍ୟାର୍ଥିମାନଙ୍କ ପାଇଁ ଓପନ୍ ବୁକ୍ ପରୀକ୍ଷା ଉପରେ ବିଚାର କରୁଛି। ସୂଚନାନୁସାରେ, ବୋର୍ଡ ଚଳିତ…

କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଘୋଷଣା: ବର୍ଷକୁ ୨ ଥର ହେବ ବୋର୍ଡ ପରୀକ୍ଷା, ଜାଣନ୍ତୁ କେବେଠୁ ଲାଗୁ ହେବ ଏହି ନିୟମ

ନୂଆଦିଲ୍ଲୀ,୨୧।୨: ବୋର୍ଡ ପରୀକ୍ଷା ଆରମ୍ଭ ହୋଇଛି। ବର୍ତ୍ତମାନ ସିବିଏସଇ ବୋର୍ଡ, ବିହାର ବୋର୍ଡ, ଏମ୍‌ପି ବୋର୍ଡ, ଓଡ଼ିଶା ବୋର୍ଡ, ବେଙ୍ଗଲ ବୋର୍ଡ ସମେତ ଅନେକ ରାଜ୍ୟ ବୋର୍ଡର ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଚାଲିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ…

୯,୦୦୦ ପଦବୀ ପାଇଁ ବିଜ୍ଞପ୍ତି ଜାରି କଲା ରେଲଓ୍ବ: ଏହି ତାରିଖରୁ ଆରମ୍ଭ ହେବ ଆବେଦନ ପ୍ରକ୍ରିୟା

ନୂଆଦିଲ୍ଲୀ,୧୭।୨: ଭାରତୀୟ ରେଳବାଇରେ ଚାକିରି ପାଇଁ ଅପେକ୍ଷା କରିଥିବା ଆଶାୟୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ବିଭିନ୍ନ ସ୍ଥାନରେ ୯,୦୦୦ ପଦବୀ ନିଯୁକ୍ତି ପାଇଁ ରେଳବାଇ ବିଜ୍ଞପ୍ତି ଜାରି କରିଛି । ଖୁବ୍‌ଶୀଘ୍ର ଏହି ସବୁ ପଦବୀରେ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ।…

CBSE Board ପରୀକ୍ଷା ସ୍ଥଗିତ! ନୋଟିସ ଜାରି କରି ଜାଣନ୍ତୁ କ’ଣ କହିଲା ବୋର୍ଡ

ନୂଆଦିଲ୍ଲୀ,୧୭।୨: କୃଷକ ଆନ୍ଦୋଳନ ପୁଣି ଥରେ ଆରମ୍ଭ ହୋଇଛି। ଯେଉଁଥିପାଇଁ ସବୁ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ ପୋଲିସ କଡାକଡି କରିଛି। କୃଷକମାନଙ୍କର ଦିଲ୍ଲୀ ଅଭିମୁଖେ ଯାତ୍ରାକୁ ଦୃଷ୍ଟିରେ ରଖି ପୋଲିସ ରାଜଧାନୀ ଦିଲ୍ଲୀ ସହିତ ସୀମାକୁ ସିଲ କରିଛି। କିନ୍ତୁ ସେପଟେ,…

ଠିକ୍‌ରେ ଚାଲୁନି OSSSC ୱେବ୍‌ସାଇଟ୍‌: ପୁଣି ବଢିଲା ଆବେଦନ ପ୍ରକ୍ରିୟା

ଭୁବନେଶ୍ୱର,୧୭।୨(ଅସମାପିକା ସାହୁ): ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନ ଆୟୋଗ(ଓଏସ୍‌ଏସ୍‌ଏସ୍‌ସି)ର ୱେବ୍‌ସାଇଟ୍‌ ଠିକ ଭାବେ କାର୍ଯ୍ୟ କରୁ ନ ଥିବାରୁ କମ୍ବାଇନ୍‌ଡ ରିକ୍ରୁଟ୍‌ମେଣ୍ଟ ଏକ୍‌ଜାମ୍‌ର ଆବେଦନ ଅବଧି ବାରମ୍ବାର ବୃଦ୍ଧି କରାଯାଉଛି। ଦୁଇ ମାସ ହେଲାଣି ଆବେଦନ ପ୍ରକ୍ରିୟା ଜାରି ରହିଥିଲେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?