ଶିକ୍ଷା ଓ ନିଯୁକ୍ତି

ରାଜ୍ୟ ସରକାରଙ୍କ ବଡ଼ ଭେଟି: ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ୬୭% ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର,୧୫।୧୨: ଓଡ଼ିଶାର ଆୟୁଷ ଶିକ୍ଷା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ କଲେଜର ପୋଷ୍ଟ ଗ୍ରାଜୁଏଟ୍ (ପିଜି) ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡରେ ବ୍ୟାପକ ବୃଦ୍ଧିକୁ ଅନୁମୋଦନ କରିଛନ୍ତି।…

କ୍ୟାବିନେଟରେ ମଞ୍ଜୁରୀ ପାଇଥିବା ବିକଶିତ ଭାରତ ଶିକ୍ଷା ଅଧୀକ୍ଷଣ ବିଲ୍ କଣ ଜାଣନ୍ତୁ

ନୂଆଦିଲ୍ଲୀ,୧୩।୧୨: ଭାରତୀୟ ଉଚ୍ଚଶିକ୍ଷାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। କେନ୍ଦ୍ର କ୍ୟାବିନେଟ୍ ଏକ ଐତିହାସିକ ବିଲ୍ ମଞ୍ଜୁର କରିଛି ଯାହା ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC), ଅଖିଳ ଭାରତୀୟ ବୈଷୟିକ ଶିକ୍ଷା ପରିଷଦ (AICTE) ଏବଂ ଜାତୀୟ ଶିକ୍ଷକ ଶିକ୍ଷା…

ନିଯୁକ୍ତି ନିୟମିତ ପାଇଁ OTET ବାଧ୍ୟତାମୂଳକ ନୁହେଁ: ଓଡ଼ିଶା ହାଇକୋର୍ଟ

କଟକ,୧୨।୧୨: ଚାକିରିକୁ ନିୟମିତ ମାନ୍ୟତା ଦେବା ପାଇଁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଯୋଗ୍ୟତା ବାଧ୍ୟତାମୂଳକ ନୁହେଁ ବୋଲି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଆଦେଶରେ ସ୍ପଷ୍ଟ କରିଛନ୍ତି। ହାଇକୋର୍ଟ କହିଛନ୍ତି ଯେ, ଓଟିଇଟି କେବଳ ଦରମା ବୃଦ୍ଧି ପାଇଁ…

ଖୁବ୍‌ଶୀଘ୍ର ପୂରଣ ହେବ ୧୪୧୪ ଆର୍‌ଆଇ, ଏଆର୍‌ଆଇ, ଅମିନ ପଦ

ଭୁବନେଶ୍ୱର,୧୨।୧୨(ରବିନାରାୟଣ ଜେନା): ରାଜ୍ୟ ସରକାର ଖାଲିଥିବା ପଦ ପୂରଣକୁ ଗୁରୁତ୍ଵ ଦେଉଥିବାବେଳେ ରାଜସ୍ବ ବିଭାଗ ପକ୍ଷରୁ ତିନୋଟି ବର୍ଗର ୧୪୧୪ ପଦ ପୂରଣ ଲାଗି ଓଡ଼ିଶା ସବୋର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସ୍ଏସ୍ଏସ୍‌ସି)ଙ୍କୁ ପତ୍ର ଲେଖି ଅବଗତ କରାଯାଇଛି। ଯଦି ଜିଲାସ୍ତରରେ…

ରେଳବାଇ ଗ୍ରୁପ ଡିରେ ବଡ଼ ନିଯୁକ୍ତି ଅପଡେଟ, ଦଶମ ପାସ୍‌ କରିଥିଲେ ମିଳିବ ସୁଯୋଗ, ଦରମା ରହିଛି…

ନୂଆଦିଲ୍‌ଲୀ,୧୧।୧୨: ସୋସିଆଲ ମିଡିଆରେ ୬୨,୪୬୦ ପଦବୀ ପାଇଁ ରେଳବାଇ ଗ୍ରୁପ ଡି ନିଯୁକ୍ତି ସମ୍ପର୍କିତ ଏକ ବିଜ୍ଞପ୍ତି ଭାଇରାଲ ହେଉଛି, କିନ୍ତୁ ରେଳବାଇ ନିଯୁକ୍ତି ବୋର୍ଡ ଏପର୍ଯ୍ୟନ୍ତ ଏହାକୁ ଆନୁଷ୍ଠାନିକ ଭାବରେ ନିଶ୍ଚିତ କରିନାହିଁ। ଏହି ସମୟରେ, ଝାଡ଼ଖଣ୍ଡରେ ୩,୪୦୦ ରୁ…

୫ଟି ଷ୍ଟ୍ରେସ୍‌ ଫ୍ରି ଚାକିରି, ଚାପ କମ୍‌ ଦରମା ଅଧିକ

ସମ୍ପ୍ରତି, କର୍ପୋରେଟ ଜଗତରେ “Quiet Quitting” ଧାରା ଭାଇରାଲ ହୋଇଥିଲା। ଏଥିରେ କର୍ମଚାରୀମାନେ କେବଳ ସେମାନଙ୍କ ଚାକିରି ବର୍ଣ୍ଣନାରେ ର୍ନିଦ୍ଦିଷ୍ଟ କାର୍ଯ୍ୟଗୁଡ଼ିକ କରୁଥିଲେ ଏବଂ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିବାକୁ ମନା କରିଥିଲେ। ଏବେ, ଏହି ଧାରଣାର ଆଉ ଏକ ପୁନରାବୃତ୍ତି…

ଭାରତର ଟପ୍‌ ୭ଟିି ସରକାରୀ ଚାକିରି, IAS ଭଳି ଦରମା, କମ୍‌ ପରିଶ୍ରମରେ…

ନୂଆଦିଲ୍ଲୀ,୭।୧୨: ସରକାରୀ ଚାକିରି ପାଇବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ସ୍ୱପ୍ନ। ତଥାପି, ଅଧିକାଂଶ ଲୋକ କେବଳ କିଛି ହାଇ-ପ୍ରୋଫାଇଲ ପଦବୀ ବିଷୟରେ ଜାଣନ୍ତି – ଯେପରିକି IAS, IPS, କିମ୍ୱା SSC CGL। ଏହି ଚାକିରି ପାଇଁ ପ୍ରତିଯୋଗିତା ଜୋରରେ…

ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ, ଏହିଦିନ ମିଳିବ ନୂଆ ବହି

ଭୁବନେଶ୍ୱର,୫।୧୨: ରାଜ୍ୟର ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଓଡ଼ିଶା ସରକାର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମରେ ପରିବର୍ତ୍ତନ ଆଣିବାକୁ ଯୋଜନା କରୁଛନ୍ତି। ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ଏକ…

୧୦୦ ମାର୍କରୁ ମାତ୍ର ୧ ରଖି ପାଇଲେ LTR ହିନ୍ଦୀ ଶିକ୍ଷକ ଚାକିରି; ପ୍ରାର୍ଥୀଙ୍କ ମଧ୍ୟରେ ଅସନ୍ତୋଷ

ଭୁବନେଶ୍ୱର,୩।୧୨: ଲିଭ୍ ଟ୍ରେନିଂ ରିଜର୍ଭ (ଏଲଟିଆର) ହିନ୍ଦୀ ଶିକ୍ଷକ ନିଯୁକ୍ତି ପାଇଁ ପ୍ରକାଶିତ ପ୍ରିଲିମିନାରୀ ପରୀକ୍ଷା ଫଳରେ ବିଭିନ୍ନ ବର୍ଗ ପାଇଁ ଧାର୍ଯ୍ୟ ହୋଇଥିବା କଟ୍-ଅଫ୍ ମାର୍କକୁ ନେଇ ବ୍ୟାପକ ଆଲୋଚନା ଓ ଅସନ୍ତୋଷ ଦେଖାଦେଇଛି। ଗତ ମାସ ୧୬ ତାରିଖରେ…

ରେଲଓ୍ବେରେ ବାହାରିଲା ୪୦୦୦ ପଦବୀ ପାଇଁ ବମ୍ଫର ନିଯୁକ୍ତି: ହେବନି ପରୀକ୍ଷା, କେବଳ ଦଶମ ପାସ କରିଥିଲେ…

ନୂଆଦିଲ୍ଲୀ,୨୧।୧୧: ରେଳବାଇରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ପାଇଁ ଏକ ବଡ଼ ଖବର। ଉତ୍ତର ରେଳବାଇ ନୂତନ ଅଧିବେଶନ ପାଇଁ ୪,୦୦୦ରୁ ଅଧିକ ଆପ୍ରେନ୍ଟିସ୍‌ ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ଘୋଷଣା କରିଛି।…

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ ଆରମ୍ଭ, ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ

ଭୁବନେଶ୍ୱର, ୧୩।୧୧: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା (OAVET) ୨୦୨୬ ଏବଂ ଓଡ଼ିଶା ଖଣି ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା (OMAVET) ୨୦୨୬ ପାଇଁ ଅନଲାଇନ୍ ଫର୍ମ ପୂରଣ ଗୁରୁବାର ଠାରୁ ଆରମ୍ଭ ହୋଇଛି। ମାଧ୍ୟମିକ ଶିକ୍ଷା ପରିଷଦ (BSE),…

ଡିସେମ୍ବର ମାସରେ OTET ପରୀକ୍ଷା, ଏହି ଦିନରୁ ଆରମ୍ଭ ଆବେଦନ

ଭୁବନେଶ୍ୱର,୧୧।୧୧: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)-୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଡିସେମ୍ବର ୧୭ ତାରିଖରେ OTET-୨୦୨୫ ପରୀକ୍ଷା ଅନୁଷ୍ଠିତ ହେବ। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଡିସେମ୍ବର ୧୭ ତାରିଖରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri