ଶିକ୍ଷା ଓ ନିଯୁକ୍ତି

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ ପରୀକ୍ଷା । ତେବେ ଏହା ପୂର୍ବରୁ ନିୟମକୁ କଡ଼ାକଡ଼ି କଲା ସିବିଏସସି ।…

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଘୋଷଣା କରିଛି । CBSE ଦ୍ୱାଦଶ ବୋର୍ଡ ପରୀକ୍ଷା…

ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ମିଳିବ କି କେନ୍ଦ୍ରୀୟ ମାନ୍ୟତା ? ରାଜ୍ୟସଭାରେ ଉଠିଲା ଦାବି

ନୂଆଦିଲ୍ଲୀ,୧୨ା୨: ଓଡ଼ିଶାର ଶିକ୍ଷା ଦିଗରେ ଐତିହାସିକ ରେଭେନ୍ସା ବିଶ୍ୱବିଦ୍ୟାଳୟର ବିରାଟ ଅବଦାନ ରହିଛି । ଏଠାରୁ ଅନେକ ବିଶିଷ୍ଟ ବ୍ୟକ୍ତିବିଶେଷ ଶିକ୍ଷା ଗ୍ରହଣ କରିଛନ୍ତି। ଏବେ ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ‘କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ’ ମାନ୍ୟତା ପ୍ରଦାନ କରିବାକୁ ଦାବି କରିଛନ୍ତି ବିଜେଡି ସାଂସଦ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ ୨୬ତାରିଖ ପର୍ଯ୍ୟନ୍ତ ଅନଲାଇନରେ ଆବେଦନ କରିପାରିବେ । ଯଦି ସରକାରୀ ବ୍ୟାଙ୍କରେ ଚାକିରି…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd ମିଳିତ ପ୍ରବେଶିକା ପରୀକ୍ଷା ୨୦୨୬’ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି।…

ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ଅନଲାଇନ କୋଚିଂ: SC, OBC ଆଦି ବର୍ଗଙ୍କୁ ମିଳିବ ସୁବିଧା

ନୂଆଦିଲ୍ଲୀ,୪ା୨: ଦେଶର ପଛୁଆ ବର୍ଗର ଛାତ୍ରୀଛାତ୍ରଙ୍କୁ ମାଗଣା ଅନଲାଇନ କୋଚିଂ ଦେବେ ସରକାର। ଅନୁସୂଚିତ ଜାତି, ପଛୁଆ ବର୍ଗ ଏବଂ ଆର୍ଥିକ ଅନଗ୍ରସର ଶ୍ରେଣୀର ମେଧାବୀଙ୍କୁ ଶିକ୍ଷା କ୍ଷେତ୍ରରେ ସମାନ ସୁଯୋଗ ଦେବା ପାଇଁ କେନ୍ଦ୍ର ସରକାର ଏହି ପଦକ୍ଷେପ ନେଇଛନ୍ତି।…

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ ଆବେଦନକାରୀଙ୍କୁ ଆଡ୍‌ମିଟ କାର୍ଡ ମିଳିବ। ମେ’୪ରୁ ପରୀକ୍ଷା ଆରମ୍ଭ ହୋଇ ୯ ଯାଏ…

UGC ନୂଆ ନିୟମ ୨୦୨୬: କ’ଣ ଏହି ସମାନତା ନିୟମାବଳୀ ଏବଂ କାହିଁକି ହେଉଛି ବିରୋଧ?

ନୂଆଦିଲ୍ଲୀ,୨୭।୧: ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ନୂତନ ‘ସମାନତା ନିୟମାବଳୀ ୨୦୨୬’କୁ ନେଇ ବିବାଦ ବଢ଼ିବାରେ ଲାଗିଛି। ବିଶ୍ୱବିଦ୍ୟାଳୟଗୁଡ଼ିକରେ ସଂରକ୍ଷିତ ବର୍ଗର ଛାତ୍ରଛାତ୍ରୀଙ୍କ ପ୍ରତି ହେଉଥିବା ଜାତିଭିତ୍ତିକ ଭେଦଭାବକୁ ରୋକିବା ପାଇଁ କେନ୍ଦ୍ର ସରକାର ଏହି ନିୟମ ଜାରି କରିଛନ୍ତି। ତେବେ…

ଗୁଗୁଲରେ ଇଣ୍ଟର୍ନସିପ କରିବାର ସୁଯୋଗ, UG-PG ଛାତ୍ରୀଛାତ୍ର କରିପାରିବେ ଆବେଦନ, ଷ୍ଟାଇପେଣ୍ଡ ମିଳିବ…

ଯଦି ଆପଣ Google ସହିତ କାମ କରିବାକୁ ଚାହୁଁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ସୁଯୋଗ ରହିଛି। Google 2026 ପାଇଁ ଏହାର ବିଭିନ୍ନ ଇଣ୍ଟର୍ନସିପ ପାଇଁ ଆବେଦନ ପ୍ରକ୍ରିୟା ଖୋଲିଛି। ସ୍ନାତକ (UG), ସ୍ନାତକୋତ୍ତର (PG), ଏବଂ ପିଏଚଡି…

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ ପ୍ରାୟ ୫୬,୪୯୫ ଜଣ ପରୀକ୍ଷାର୍ଥୀ ଏହି ଗୁରୁତ୍ୱପୂର୍ଣ୍ଣ ପରୀକ୍ଷାରେ ଅଂଶଗ୍ରହଣ କରିଛନ୍ତି। ସକାଳ ୧୦ଟାରୁ…

ଦରମାରୁ PF କଟୁଥିଲେ ପାଇବେ ୭ ଲକ୍ଷ ଟଙ୍କାର ବୀମା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୧୧ା୧: ଭାରତରେ ଲକ୍ଷଲକ୍ଷ ଲୋକ ଚାକିରି କରୁଛନ୍ତି, ପ୍ରତି ମାସରେ ସେମାନଙ୍କ ଦରମାରୁ PF କଟାଯାଉଛି। ଅଧିକାଂଶ କର୍ମଚାରୀଙ୍କ ଦରମା ଜମା ହେବା ମାତ୍ରେ ସ୍ବୟଂଚାଳିତ ଭାବରେ କାଟି ନିଆଯାଉଛି। ବହୁତ କମ୍‌ ଲୋକ ଜାଣନ୍ତି ଯେ ଏହି PF ଆକାଉଣ୍ଟ…

Railway Jobs: ରେଲଓ୍ବେରେ ବମ୍ଫର ନିଯୁକ୍ତି, ୪୪ ହଜାର ପର୍ଯ୍ୟନ୍ତ ଦରମା, ଏମାନେ କରିପାରିବେ ଆବେଦନ

ନୂଆଦିଲ୍ଲୀ,୯।୧: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକମାନଙ୍କ ପାଇଁ ରେଳବାଇ ଏକ ମହାନ ସୁଯୋଗ ପ୍ରଦାନ କରିଛି। ରେଳବାଇ ନିଯୁକ୍ତି ବୋର୍ଡ ପୃଥକ ବର୍ଗ ଅଧୀନରେ ମୋଟ ୩୧୨ଟି ଖାଲି ପଦବୀରେ ନିଯୁକ୍ତି ପାଇଁ ଏକ ବିଜ୍ଞପ୍ତି ଜାରି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?