ଶିକ୍ଷା ଓ ନିଯୁକ୍ତି

ସରକାରୀ ନିଯୁକ୍ତି ପରୀକ୍ଷା ପାଇଁ ରାଜ୍ୟ ସରକାର ନେଲେ ବଡ ନିଷ୍ପତ୍ତି, ଆଶାୟୀଙ୍କ ପାଇଁ ଖୁସି ଖବର

ଭୁବନେଶ୍ୱର,୧୦ା୯: ରାଜ୍ୟ ସରକାର ସରକାରୀ ପଦବୀ ଓ ସେବାରେ ନିଯୁକ୍ତି ପାଇଁ ଆବେଦନ ଓ ପରୀକ୍ଷା ଫିସ୍‌ ପ୍ରଦାନ ବନ୍ଦ ନିୟମାବଳୀ, ୨୦୨୨କୁ ବାତିଲ କରି ନୂତନ ନିଷ୍ପତ୍ତି ନେଇଛନ୍ତି। ଏଣିକି ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଓ ଭିନ୍ନକ୍ଷମ ବର୍ଗ…

RBIରେ ଚାକିରି ପାଇଁ ରହିଛି ସୁବର୍ଣ୍ଣ ସୁଯୋଗ, ଏମିତି କରନ୍ତୁ ଆବେଦନ

RBIରେ ଚାକିରି ପାଇବା ପାଇଁ ସୁବର୍ଣ୍ଣ ସୁଯୋଗ ରହିଛି। ଗ୍ରେଡ୍‌ ‘B’ ଅଫିସରଙ୍କ ୧୨୦ଟି ପଦବୀ ପାଇଁ ଆବେଦନ ଗ୍ରହଣ କରାଯାଉଛି। ଗ୍ରେଡ B ଜେନେରାଲ ବର୍ଗରେ ୮୩ଟି ପଦବୀ, ଅଫିସର ଗ୍ରେଡ୍‌ B DEPRରେ ୧୭ଟି ପଦବୀ ଏବଂ ଅଫିସର…

B.Ed. ଅପେକ୍ଷା ଛାତ୍ରୀଛାତ୍ରଙ୍କ ମଧ୍ୟରେ D.El.Ed ବଢୁଛି ଡିମାଣ୍ଡ୍‌: ଜାଣନ୍ତୁ B.Ed ନା D.El.Ed ମଧ୍ୟରେ କୋଉଟା ଭଲ

ଦ୍ୱାଦଶ ପରେ ଶିକ୍ଷକ ହେବାର ସ୍ବପ୍ନ ଦେଖୁଥିବା ଯୁବପିଢ଼ିଙ୍କ ଆଗରେ ପ୍ରଶ୍ନ ହେଉଛି ଯେ ସେମାନେ B.Ed. କରିବେ କି D.El.Ed କରିବେ। ନଉଭୟ ପାଠ୍ୟକ୍ରମରୁ ଶିକ୍ଷକ ହୋଇପାରିବେ। ତେବେ ଯୁବପିଢ଼ି B.Ed. ବଦଳରେ D.El.Ed ପସନ୍ଦ କରୁଛନ୍ତି। ଆସନ୍ତୁ ଜାଣିବା…

ରେଳବାଇରେ ବମ୍ପର ନିଯୁକ୍ତି, ପାଖେଇ ଆସିଲା ଶେଷ ତାରିଖ, ଏମିତି କରନ୍ତୁ ଆବେଦନ…

ନୂଆଦିଲ୍ଲୀ, ୬।୯: ଯଦି ଆପଣ ସ୍ବାସ୍ଥ୍ୟ କ୍ଷେତ୍ର ସହିତ ଜଡିତ ଏବଂ ସରକାରୀ ଚାକିରି କରିବାକୁ ଚାହୁଁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ରେଳବାଇ ନିଯୁକ୍ତି ବୋର୍ଡ (RRB) ପାରାମେଡିକାଲ ବର୍ଗରେ ଏକ ବଡ଼ ନିଯୁକ୍ତି କରିଛି।…

NIRF Ranking 2025: ପ୍ରଥମ ସ୍ଥାନ ହାସଲ କଲା ଏହି ପ୍ରତିଷ୍ଠାନ

ନୂଆଦିଲ୍ଲୀ,୪।୯: ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଗୁରୁବାର ଜାତୀୟ ପ୍ରତିଷ୍ଠାନ ରାଙ୍କିଂ ଫ୍ରେମୱାର୍କ (NIRF) ୨୦୨୫ ଘୋଷଣା କରାଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ସାମ୍ବାଦିକ ସମ୍ମିଳନୀ କରି ଆନୁଷ୍ଠାନିକ ଭାବରେ ରାଙ୍କିଂ ଜାରି କରିଛନ୍ତି। ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା…

ଗ୍ରାଜୁଏଶନ ପାସ୍‌ କରିଥିଲେ ସୁବର୍ଣ୍ଣ ସୁଯୋଗ, LICରେ ଆସିଲା ବମ୍ପର ନିଯୁକ୍ତି, ଏମିତି କରନ୍ତୁ ଆବେଦନ…

ନୂଆଦିଲ୍ଲୀ,୩।୯: ଦେଶର ସର୍ବବୃହତ ସରକାରୀ ବୀମା କମ୍ପାନୀ, ଭାରତୀୟ ଜୀବନ ବୀମା ନିଗମ (ଏଲଆଇସି)ର ହାଉସିଂ ଫାଇନାନ୍ସ ଲିମିଟେଡରେ ୧୯୨ଟି ଶିକ୍ଷାର୍ଥୀ ପଦବୀ ପାଇଁ ନିଯୁକ୍ତି ବାହାରିଛି। ଏହି ପଦବୀଗୁଡ଼ିକ ପାଇଁ ଆବେଦନ ପ୍ରକ୍ରିୟା ୨ ସେପ୍ଟେମ୍ବର ୨୦୨୫ ରୁ ଆରମ୍ଭ…

ଅକ୍ଟୋବର ୮ରୁ RI, ICDS ସୁପରଭାଇଜର, ARI, ଅମିନ ପରୀକ୍ଷା

ଭୁବନେଶ୍ୱର, ୧।୯: ଓଡ଼ିଶା ସବ-ଅଧୀନସ୍ଥ ସ୍ଟାଫ୍ ଚୟନ କମିଶନ (OSSSC) ଅକ୍ଟୋବର ୮ରୁ ରିଭେନ୍ୟୁ ଇନ୍ସ୍ପେକ୍ଟର (RI), ICDS ସୁପରଭାଇଜର, ଆସିଷ୍ଟାଣ୍ଟ ରିଭେନ୍ୟୁ ଇନ୍ସ୍ପେକ୍ଟର (ARI), ଅମିନ ପାଇଁ ପ୍ରିଲିମ ପରୀକ୍ଷା ଆୟୋଜନ କରିବ। ଏହି ପରୀକ୍ଷା ନଭେମ୍ବରର ୩ୟ ସପ୍ତାହ…

IOCLରେ ନିଯୁକ୍ତିର ବଡ଼ ସୁଯୋଗ: ITI, ଡିପ୍ଲୋମା, ଗ୍ରାଜୁଏଟ୍‌ମାନେ କରିପାରିବେ ଆବେଦନ; ୫୩୭ ପଦ ପାଇଁ ବାହାରିଲା…

ନୂଆଦିଲ୍ଲୀ,୩୦।୮: ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡ (IOCL) ତା’ର ପାଇପଲାଇନ ଡିଭିଜନରେ ବିଭିନ୍ନ ରାଜ୍ୟରେ ୫୩୭ଟି ଆପ୍ରେଣ୍ଟିସ ପଦବି ପାଇଁ ଆବେଦନ ଆହ୍ବାନ କରୁଛି। ଏହି ନିଯୁକ୍ତି ଅଭିଯାନରେ ଟେକ୍ନିକାଲ ଓ ନନ-ଟେକ୍ନିକାଲ ଟ୍ରେଡରେ ସୁଯୋଗ ରହିଛି। ଆବେଦନ ପ୍ରକ୍ରିୟା ଅଗଷ୍ଟ…

ସରକାରୀ ଚାକିରି ଖୋଜୁଥିବା ପ୍ରାର୍ଥୀଙ୍କ ପାଇଁ ଖୁସି ଖବର: ଖାଲି ପଡ଼ିଛି ଏହି ଦୁଇ ବଡ଼ ପଦବୀ, ବିନା ଲିଖିତ ପରୀକ୍ଷାରେ ହେବ ଚୟନ

ସରକାରୀ ଚାକିରି ଖୋଜୁଥିବା ପ୍ରାର୍ଥୀଙ୍କ ପାଇଁ ଏକ ଖୁସି ଖବର। ଜାତୀୟ ସମବାୟ ବିକାଶ ନିଗମ (NCDC) ନୂତନ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଏଥର ନିଗମ ମୁଖ୍ୟ ନିର୍ଦ୍ଦେଶକ ଏବଂ ଉପନିର୍ଦ୍ଦେଶକ ପଦବୀ ପାଇଁ ଆବେଦନ ଆମନ୍ତ୍ରଣ କରିଛି।…

ସ୍ପେଶାଲ OTET ପୁଣି ସ୍ଥଗିତ: ଖୁବ୍‌ଶୀଘ୍ର ପ୍ରକାଶ ପାଇବ…

ଭୁବନେଶ୍ୱର,୨୧।୮: ସ୍ପେଶାଲ OTET ପୁଣି ସ୍ଥଗିତ ରଖାଯାଇଛି। ଆସନ୍ତା ୩୧ରେ ହେବାକୁ ଥିବା ଏହି ପରୀକ୍ଷାକୁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସ୍ଥଗିତ କରାଯାଇଛି। ଅନିବାର୍ଯ୍ୟ କାରଣ ପାଇଁ ପରୀକ୍ଷା ସ୍ଥଗିତ କରାଯାଇଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଖୁବଶୀଘ୍ର OTET…

କାହିଁକି ବାରମ୍ବାର କ୍ୟାନ୍‌ସେଲ୍‌ ହୋଇଥାଏ ଷ୍ଟଡି ଲୋନ୍‌, ଆପଣ କରୁନାହାନ୍ତି ତ ଏହି ଭୁଲ୍‌, ନିଶ୍ଚିତ ଜାଣି ରଖନ୍ତୁ…

ଯଦି ଆପଣ କୌଣସି ବିଶ୍ୱବିଦ୍ୟାଳୟ କିମ୍ବା କଲେଜରେ ଏଣ୍ଟ୍ରି କରିବାକୁ ଚାହୁଁଛନ୍ତି ଏବଂ ଆପଣ ଷ୍ଟଡି ଲୋନ୍‌ ସାହାଯ୍ୟରେ ଅଧ୍ୟୟନ କରିବାକୁ ଚାହୁଁଛନ୍ତି, ତେବେ ଏହି ଖବର ନିଶ୍ଚିତ ଜାଣିରଖନ୍ତୁ। ପ୍ରାୟତଃ ଦେଖାଯାଏ, ଷ୍ଟଡି ଲୋନ୍‌ ପାଇଁ ଆବେଦନ କରୁଥିବା ପ୍ରାର୍ଥୀଙ୍କୁ…

ଭୁବନେଶ୍ୱର ବିଶ୍ୱ ଦକ୍ଷତା କେନ୍ଦ୍ରରେ ସେପ୍ଟେମ୍ବର ୨୦୨୫ ସେସନ ପାଇଁ ଆଡ଼ମିଶନ ଆରମ୍ଭ

ଭୁବନେଶ୍ୱର,୧୯।୮: ଓଡ଼ିଶାର ସ୍କିଲ୍‌ଡ-ଇନ-ଓଡ଼ିଶା ଅଧୀନରେ ପ୍ରମୁଖ ଦକ୍ଷତା ବିକାଶ ଅନୁଷ୍ଠାନ ବିଶ୍ୱ ଦକ୍ଷତା କେନ୍ଦ୍ର (ଡବ୍ଲ୍ୟୁଏସସି) ସେପ୍ଟେମ୍ବର ୨୦୨୫ ସେସନ ପାଇଁ ଅନଲାଇନ ଆବେଦନ ଆରମ୍ଭ କରିଛି। ଆବେଦନ କରିବାର ଶେଷ ତାରିଖ ହେଉଛି ସେପ୍ଟେମ୍ବର ୧, ୨୦୨୫। ଯୋଗ୍ୟ ପ୍ରାର୍ଥୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?