ଶିକ୍ଷା ଓ ନିଯୁକ୍ତି

ASO ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କଲା OPSC, ଏହି ଦିନରୁ ଆରମ୍ଭ ହେବ ଆବେଦନ

କଟକ,୧ା୫: ବହୁ ପ୍ରତିକ୍ଷିତ ଆସିଷ୍ଟାଟାଣ୍ଟ ସେକ୍ସନ ଅଫିସର(ASO) ନିଯୁକ୍ତି ପାଇଁ ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଶାୟୀମାନେ ଏହି ପଦବୀରେ ପାଇଁ ଅନଲାଇନ ଆବେଦନ କରିପାରିବେ। ଅନଲାଇନ ଆବେଦନ ଜମା କରିବା ପାଇଁ OPSC ର ଅଫିସିଆଲ…

ସାନି ପରୀକ୍ଷା ନେଇ OPSC ପକ୍ଷରୁ ବିଜ୍ଞପ୍ତି, ଜାଣନ୍ତୁ ପୁରା ଖବର

କଟକ, ୩୦।୪: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଓଡ଼ିଶା ସିଭିଲ ସର୍ଭିସେସ (ଓସିଏସ୍‌) ମୁଖ୍ୟ ପରୀକ୍ଷା ୨୦୨୩ ଅନ୍ତର୍ଗତ ଆନ୍‌ଥ୍ରୋପୋଲୋଜି ଐଚ୍ଛିକ ବିଷୟରେ ଏକ ଗୁରୁତ୍ୱପୂର୍ଣ୍ଣ ବିଜ୍ଞପ୍ତି ଜାରି କରିଛି। ଆସନ୍ତା ୧୪ ମେ ୨୦୨୫ରେ ଏହି ବିଷୟର ଏକ ସାନି…

ୟୁଜିସି ନେଟ୍‌ ଫର୍ମ ଆବେଦନର ଶେଷ ତାରିଖ ମେ ୭

ଭୁବନେଶ୍ୱର,୨୯।୪(ସୁଚିସ୍ମିତା ସାହୁ): ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଜାତୀୟ ଯୋଗ୍ୟତା ପରୀକ୍ଷା (ଏନ୍‌ଇଟି)-୨୦୨୫ର ଜୁନ୍‌ ସେସନ ପାଇଁ ପଞ୍ଜୀକରଣ ଆରମ୍ଭ ହୋଇଛି। ଛାତ୍ରୀଛାତ୍ରମାନେ ଏହି ପରୀକ୍ଷା ପାଇଁ ଓ୍ବେବ୍‌ସାଇଟ ମାଧ୍ୟମରେ ପଞ୍ଜୀକରଣ କରିପାରିବେ। ଫର୍ମ…

OSSSC ପରୀକ୍ଷା ଫଳାଫଳ ଘୋଷଣା: RI, ICDS ସୁପରଭାଇଜର, ARI, ଅମିନ ପ୍ରିଲିମ୍‌ ପରୀକ୍ଷାରେ ସମସ୍ତେ ଉତ୍ତୀର୍ଣ୍ଣ

ଭୁବନେଶ୍ୱର, ୨୩ା୪: ଓଡ଼ିଶା ସବଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ (OSSSC) ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ୨୦୨୪ ସେପ୍ଟେମ୍ବର ୨୦ରୁ ଅକ୍ଟୋବର ୮ ତାରିଖ ମଧ୍ୟରେ ଅନୁଷ୍ଠିତ ହୋଇଥିବା ରେଭେନ୍ୟୁ ଇନ୍ସପେକ୍ଟର (RI), ICDS ସୁପରଭାଇଜର, ଆସିଷ୍ଟାଣ୍ଟ ରେଭେନ୍ୟୁ ଇନ୍ସପେକ୍ଟର…

କିଏ ସେହି ଶକ୍ତି ଦୁବେ: ଯିଏ ହେଲେ UPSC ଟପ୍ପର, ଜାଣନ୍ତୁ କେମିତି ଥିଲା ତାଙ୍କ ଯାତ୍ରା

ପ୍ରୟାଗରାଜ,୨୨।୪: ୟୁନିଅନ ପବ୍ଲିକ ସର୍ଭିସ କମିଶନ (UPSC) ସିଭିଲ ସର୍ଭିସ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ଆଜି ପ୍ରକାଶ ପାଇଛି। ଶକ୍ତି ଦୁବେ UPSC ସିଭିଲ ସର୍ଭିସେସ ପରୀକ୍ଷା ୨୦୨୪ରେ ଶୀର୍ଷ ସ୍ଥାନ ହାସଲ କରି ଦେଶ ପାଇଁ ଗୌରବ ଆଣିଛନ୍ତି। ଆଜି…

UPSC ଫଳାଫଳ ପ୍ରକାଶିତ: ଜାଣନ୍ତୁ କେମିତି କରିବେ ଚେକ୍‌

ନୂଆଦିଲ୍ଲୀ,୨୨।୪:ଲୋକସେବା ଆୟୋଗ ଦ୍ୱାରା UPSC ଚୂଡ଼ାନ୍ତ ଫଳାଫଳ ଘୋଷଣା କରାଯାଇଛି। ପ୍ରୟାଗରାଜର ଶକ୍ତି ଦୁବେ ପ୍ରଥମ ସ୍ଥାନ ହାସଲ କରିଛନ୍ତି। ସମସ୍ତ ପ୍ରାର୍ଥୀ upsc.gov.in କୁ ଯାଇ ଗୋଟିଏ କ୍ଲିକ୍‌ରେ ସେମାନଙ୍କର ଫଳାଫଳ ଦେଖିପାରିବେ। ଏଥର, ଭାରତୀୟ ପ୍ରଶାସନିକ ସେବା (IAS)ରେ…

UGC NET June 2025 ପାଇଁ ଆବେଦନ ଆରମ୍ଭ, ଜାଣନ୍ତୁ କେବେ ହେବ ପରୀକ୍ଷା, ଶେଷ ତାରିଖ…

ନୂଆଦିଲ୍ଲୀ,୧୭।୪: ଏନ୍‌ଟିଏ ଜୁନ ୨୦୨୫ ରେ UGC NET ର ବିଜ୍ଞପ୍ତି ପ୍ରକାଶ କରିଛି। ଏହା ସହିତ ଆବେଦନ ପୋର୍ଟାଲ ମଧ୍ୟ ଖୋଲିଛି। ପ୍ରାର୍ଥୀମାନେ ୧୬ ଏପ୍ରିଲରୁ ପରୀକ୍ଷାରେ ଲାଗି ଆବେଦନ କରିପାରିବେ। ଆବେଦନର ଶେଷ ତାରିଖ ମେ’ ୭ ରହିଛି।…

Job Alert: ଟିମ୍‌ ଇଣ୍ଡିଆରେ ନିଯୁକ୍ତି ସୁଯୋଗ, ଜାଣନ୍ତୁ ଯୋଗ୍ୟତା; କିଏ-କିଏ ଏବଂ କିଭଳି କରିପାରିବେ ଆବେଦନ… 

ନୂଆଦିଲ୍ଲୀ,୧୬।୪: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ(ବିସିସିଆଇ)ରେ ନିଯୁକ୍ତି ସୁଯୋଗ। ବୋର୍ଡ ପକ୍ଷରୁ ବୁଧବାର ଖାଲି ପଦବୀ ବିଷୟରେ ସୂଚନା ଦିଆଯାଇଥିଲା। ଇଣ୍ଡିଆ ମହିଳା ଟିମ୍‌କୁ ମୁଖ୍ୟ ଫିଜିଓଥେରାପିଷ୍ଟ ଏବଂ ପ୍ରଶିକ୍ଷକଙ୍କ ଆବଶ୍ୟକତା ଅଛି। ଖାଲି ପଦବୀ ସହିତ, ବିସିସିଆଇ ଆବଶ୍ୟକୀୟ ଯୋଗ୍ୟତା…

ବଡ଼ ନିଯୁକ୍ତି ସୁଯୋଗ: ESICରେ ୫୫୮ ପଦବୀ ଲାଗି ବାହାରିଲା ବିଜ୍ଞପ୍ତି, ଜାଣନ୍ତୁ କିଭଳି କରିବେ ଆବେଦନ…

ନୂଆଦିଲ୍ଲୀ,୧୧।୪: ସରକାରୀ ଚାକିରି ଖୋଜୁଥିବା ଯୁବକ ଯୁବତୀଙ୍କ ପାଇଁ ଏକ ଖୁସି ଖବର। କର୍ମଚାରୀ ରାଜ୍ୟ ବୀମା ନିଗମ (ESIC) ସ୍ପେଶାଲିଷ୍ଟ ଗ୍ରେଡ-୨ର ମୋଟ ୫୫୮ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ଏଥିରେ ସିନିୟର ଏବଂ ଜୁନିୟର  ସ୍ପେଶାଲିଷ୍ଟ…

OISF-OSSF ରେ ଖୁବ୍‌ଶୀଘ୍ର ୧୨୦୦୦ ପୋଲିସ ପଦବୀ ପୂରଣ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ପ୍ରାୟ ୧୨,୦୦୦ ଖାଲି ପୋଲିସ ପଦବୀ ପୂରଣ ପାଇଁ ଏକ ଯୋଜନା ଉନ୍ମୋଚନ କରିଛନ୍ତି। ନୂଆଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ତାଙ୍କର ସାକ୍ଷାତ ପରେ ଏହି ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ…

IRB Constable Sepoy ନିଯୁକ୍ତି ମାମଲା: ବୟସ ସୀମା ୩ବର୍ଷ କୋହଳ

କଟକ,୨୫।୩:ଇଣ୍ଡିଆନ ରିଜର୍ଭ ବାଟାଲିଅନ (ଆଇଆରବି) କନେଷ୍ଟବଲ ସିପାହି ନିଯୁକ୍ତି ମାମଲାରେ ଓଡ଼ିଶା ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ବୟସ ସୀମାକୁ ୩ ବର୍ଷ କୋହଳ ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବୟସ ସୀମା କୋହଳ ନେଇ ସରକାରଙ୍କ ସମ୍ମତି ପରେ କୋର୍ଟ…

ଜାଣନ୍ତୁ ଭାରତୀୟ ରେଲଓ୍ବେରେ କେଉଁ କେଉଁ ପଦବୀ ଥାଏ? A ଠାରୁ D ବର୍ଗରେ ମିଳେ କେତେ ଦରମା

ନୂଆଦିଲ୍ଲୀ,୨୧।୩: ଭାରତୀୟ ରେଳବାଇ ୧୬ ଏପ୍ରିଲ ୧୮୫୩ରେ ଆରମ୍ଭ ହୋଇଥିଲା। ପ୍ରତିଦିନ କୋଟି କୋଟି ଲୋକ ଏଥିରେ ଯାତ୍ରା କରନ୍ତି। ଭାରତୀୟ ରେଳବାଇ ଏସିଆର ସର୍ବବୃହତ ରେଳ ନେଟୱାର୍କ ଏବଂ ଏକକ ପରିଚାଳନା ଅଧୀନରେ କାର୍ଯ୍ୟ କରୁଥିବା ବିଶ୍ୱର ଦ୍ୱିତୀୟ ବୃହତ୍ତମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri