ଶିକ୍ଷା ଓ ନିଯୁକ୍ତି

NEET PG 2025:ଏହି ଦିନ ହେବ NEET PG ପରୀକ୍ଷା: ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୮/୩: ମେଡିକାଲ କ୍ଷେତ୍ରରେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବାର ସ୍ୱପ୍ନ ଦେଖୁଥିବା ପ୍ରାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି । ନ୍ୟାଶନାଲ ବୋର୍ଡ ଅଫ୍ ଏକ୍ଜାମିନେସନ୍ ଇନ୍ ମେଡିକାଲ ସାଇନ୍ସେସ୍ (NBEMS) NEET PG 2025 ପରୀକ୍ଷା ପାଇଁ…

‘ସୋସିଆଲ୍ ମିଡିଆରୁ ଦୂରରେ ରହି କଠିନ ପରିଶ୍ରମ’: ଜାଣନ୍ତୁ OJS ପରୀକ୍ଷାରେ କେମିତି ସଫଳତା ହାସଲ କଲେ ରାଜଶ୍ରୀ ପ୍ରିୟଦର୍ଶିନୀ

ଭୁବନେଶ୍ୱର,୧୪।୩: ତୃତୀୟ ପ୍ରୟାସରେ OJS ପରୀକ୍ଷାରେ ସଫଳ ହୋଇଥିବା ରାଜଶ୍ରୀ ପ୍ରିୟଦର୍ଶିନୀ ୯ମ ରାଙ୍କ ହାସଲ କରିଛନ୍ତି। ଏଥିସହିତ ରାଜଶ୍ରୀ ଓଡ଼ିଶାର ଅନେକ ଯୁବକ ଯୁବତୀଙ୍କ ପାଇଁ ପ୍ରେରଣା ପାଲଟିଛନ୍ତି। ଗଣମାଧ୍ୟମ ସହ ଏକ ସ୍ୱତନ୍ତ୍ର ସାକ୍ଷାତକାରରେ ତାଙ୍କର ସଫଳତାର କାହାଣୀ…

IRB Constable Sepoy ନିଯୁକ୍ତି ମାମଲା: ନିଯୁକ୍ତିରେ ହାଇକୋର୍ଟଙ୍କ ରୋକ୍‌

କଟକ,୧୪ା୩(କାର୍ତ୍ତିକ ସାହୁ): ଇଣ୍ଡିଆନ ରିଜର୍ଭ ବାଟାଲିଅନ୍‌ (ଆଇଆର୍‌ବି) କନ୍‌ଷ୍ଟେବଲ୍‌ ସିପାହି ନିଯୁକ୍ତି ପ୍ରକ୍ରିୟାରେ ହାଇକୋର୍ଟ ଗୁରୁବାର ରୋକ ଲଗାଇଛନ୍ତି। ଆସନ୍ତା ୧୭ ତାରିଖରୁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବାର ଥିଲା। ଅନ୍ୟାଦେଶ ପର୍ଯ୍ୟନ୍ତ ନିଯୁକ୍ତି ପ୍ରକ୍ରିୟାକୁ ବନ୍ଦ ରଖିବା ପାଇଁ ହାଇକୋର୍ଟ…

PM Internship Schemeରେ ବଡ଼ ପରିବର୍ତ୍ତନ, ଏହିଦିନ ଆବେଦନର ଶେଷ ତାରିଖ,ଜାଣନ୍ତୁ ପୁରା ସୂଚନା

ନୂଆଦିଲ୍ଲୀ,୭।୩:ଗତ ବର୍ଷ ଜୁଲାଇ ୨୩ ତାରିଖରେ କେନ୍ଦ୍ର ଅର୍ଥମନ୍ତ୍ରୀ ର୍ନିମଳା ସୀତାରମଣ ତାଙ୍କ ବଜେଟ ଭାଷଣ ସମୟରେ PM Internship Scheme ଯୋଜନା ଘୋଷଣା କରିଥିଲେ। କର୍ପୋରେଟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ହର୍ଷ ମାଲହୋତ୍ରା ସମ୍ପ୍ରତି ଲୋକ ସଭାରେ କହିଥିଲେ ଯେ ଏହି…

CISFରେ ଆସିଲା ବମ୍ପର ନିଯୁକ୍ତି: ଦଶମ ପାସ୍‌ କରିଥିଲେ ସୁବର୍ଣ୍ଣ ସୁଯୋଗ, ଶେଷ ତାରିଖ…

ନୂଆଦିଲ୍ଲୀ,୬।୩: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଖୁସି ଖବର। କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ (CISF) କନଷ୍ଟେବଳ ଏବଂ ଟ୍ରେଡସମ୍ୟାନ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ଆବେଦନ ପ୍ରକ୍ରିୟା ୫ ମାର୍ଚ୍ଚ ୨୦୨୫ରୁ ଆରମ୍ଭ…

Big appointment announced for Puri temple: ପୁରୀ ଶ୍ରୀମନ୍ଦିର ପାଇଁ ବାହାରିଲା ବଡ଼ ନିଯୁକ୍ତି ସୁଯୋଗ, ୧୦୮୩ ପଦବୀ ଖାଲି, ଜାଣନ୍ତୁ ଆବେଦନ ପ୍ରକ୍ରିୟା

ପୁରୀ,୪।୩: ଶ୍ରୀକ୍ଷେତ୍ର ପୁରୀ ପାଇଁ ବଡ ଘୋଷଣା କରିଛନ୍ତି ରାଜ୍ୟ ସରକାର । ପୁରୀରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ। ଶ୍ରୀମନ୍ଦିର ସୁରକ୍ଷା ଓ ଦର୍ଶନ ଗହଳିକୁ ଶୃଙ୍ଖଳିତ କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ସୱତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀରେ…

IFFCOରେ ଚାକିରି ସୁଯୋଗ, ଏମିତି କରନ୍ତୁ ଆବେଦନ, ଶେଷ ତାରିଖ…

ଭୁବନେଶ୍ୱର,୪।୩: ଚାକିରି ଖୋଜୁଥିବା ସ୍ନାତକମାନଙ୍କ ପାଇଁ ଏହା ଏକ ଭଲ ସୁଯୋଗ। ଇଣ୍ଡିଆନ ଫାର୍ମର୍ସ ଫର୍ଟିଲାଇଜର କୋ-ଅପରେଟିଭ ଲିମିଟେଡ (IFFCO) କୃଷି ସ୍ନାତକ ତାଲିମ (AGT) ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ଆଗ୍ରହୀ ପ୍ରାର୍ଥୀମାନେ ଆବେଦନ ପ୍ରକ୍ରିୟା ସମାପ୍ତ…

OSSC ୨୫ କିଲୋମିଟର ଦୌଡ଼ ପରୀକ୍ଷା ବେଳେ ଅଘଟଣ: ଚାକିରି ଅଶାୟୀଙ୍କ ମୃତ୍ୟ

ସୁନ୍ଦରଗଡ,୪।୩(ଜୟ ନାରାୟଣ ମେଣ୍ଡୁଳି): ଓଏସ୍‌ଏସ୍‌ସି ଦ୍ୱାରା ଆୟୋଜିତ ଫରେଷ୍ଟ ଗାର୍ଡ, ଫରେଷ୍ଟର ଏବଂ ପ୍ରାଣୀଧନ ନୀରୀକ୍ଷକ ପଦବୀ ପାଇଁ ଶାରୀରିକ ପରୀକ୍ଷା ଅନୁଷ୍ଠିତ ହେଉଥିବା ବେଳେ ଘଟିଛି ଦୁଃଖଦ ଘଟଣା। ଏହି ପରୀକ୍ଷା ଦୌଡ଼ ବେଳେ ଜଣେ ପ୍ରାର୍ଥୀଙ୍କ ମୃତ୍ୟୁ ଘଟିଛି।…

ବ୍ୟାଙ୍କ ଅଫ ଇଣ୍ଡିଆରେ ନିଯୁକ୍ତି ପାଇଁ ସୁବର୍ଣ୍ଣ ସୁଯୋଗ: ଏମିତି କରନ୍ତୁ ଆବେଦନ, ଶେଷ ତାରିଖ ରହିଛି…

ଭୁବନେଶ୍ୱର,୩।୩: ବ୍ୟାଙ୍କ ଅଫ ଇଣ୍ଡିଆ (BOI) ଦେଶର ଅନେକ ରାଜ୍ୟରେ ଖାଲି ପଡ଼ିଥିବା ପଦବୀରେ ନିଯୁକ୍ତି ପାଇଁ ସୁଯୋଗ ଆଣିଛି। ଏହି ନିଯୁକ୍ତି ସାରା ଦେଶରେ ୪୦୦ ପଦବୀ ପାଇଁ କରାଯାଉଛି। ଆବେଦନ ପ୍ରକ୍ରିୟା ୧ ମାର୍ଚ୍ଚ ୨୦୨୫ରୁ ଆରମ୍ଭ ହୋଇଛି…

OPSC Recruitment 2025: ଓଡ଼ିଶା ସିଭିଲ୍ ସର୍ଭିସେସ୍‌ରେ 200ଟି ଖାଲି ପଦବୀ ପାଇଁ ବିଜ୍ଞପ୍ତି, ଏହି ଦିନରୁ ଆବେଦନ ଆରମ୍ଭ

ଓଡିଶା ପବ୍ଲିକ୍ ସର୍ଭିସେସ୍ କମିଶନ (ଓପିଏସସି) ଆନୁଷ୍ଠାନିକ ଭାବରେ ଓଡ଼ିଶା ସିଭିଲ୍ ସର୍ଭିସେସ୍ (ଓସିଏସ) ପାଇଁ ଏକ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ କରିଛି। ଆଗ୍ରହୀ ପ୍ରାର୍ଥୀମାନେ ଓପିଏସସି’ର ଅଫିସିଆଲ୍ ୱେବସାଇଟ୍, ଲିଙ୍କ୍ – opsc.gov.in ରେ ଆବେଦନ କରିପାରିବେ। ଆବେଦନ ପ୍ରକ୍ରିୟା…

ଦଶମ ପାସ୍‌ କରିଥିଲେ ରେଲଓ୍ବେରେ ଚାକିରି କରିବା ପାଇଁ ସୁବର୍ଣ୍ଣ ସୁଯୋଗ, ପାଖେଇ ଆସିଲା ଶେଷ ତାରିଖ, ଶୀଘ୍ର କରନ୍ତୁ ଆବେଦନ

ନୂଆଦିଲ୍ଲୀ,୨୮।୨: ରେଳବାଇରେ ୩୨୪୩୮ ପଦବୀରେ ଗ୍ରୁପ ଡି ନିଯୁକ୍ତି ପାଇଁ ଆବେଦନ ଜାରି ରହିଛି। ଯେଉଁ ପ୍ରାର୍ଥୀମାନେ ଏଥିପାଇଁ ଆବେଦନ କରିପାରି ନାହାଁନ୍ତି, ସେମାନେ RRBର ସରକାରୀ ୱେବସାଇଟ www.rrbapply.gov.in ରେ ଶୀଘ୍ର ଅନଲାଇନରେ ଆବେଦନ ପ୍ରକ୍ରିୟା ସମାପ୍ତ କରନ୍ତୁ। ରେଳବାଇ…

ଆସିଗଲା ତାରିଖ: ଏହି ଦିନ ହେବ SI ପରୀକ୍ଷା

ଭୁବନେଶ୍ୱର,୨୫।୨: ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ ରାଜ୍ୟର ବିଭିନ୍ନ ଜିଲାରେ SI ଏବଂ ଅନ୍ୟାନ୍ୟ ସମକକ୍ଷ ପଦବୀ ପାଇଁ ପରୀକ୍ଷା ତାରିଖ ପ୍ରକାଶ କରିଛି। ମୋଟ ୯୩୩ଟି ପଦବୀ ପାଇଁ ପରୀକ୍ଷା ହେବ। ବିଜ୍ଞପ୍ତି ଅନୁଯାୟୀ, SI ପଦବୀ ପାଇଁ ଓଏମ୍‌ଆର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri