ନିର୍ବାଚନ

ମୋହନ ମାଝୀଙ୍କ ଶପଥ ଗ୍ରହଣ LIVE

ଭୁବନେଶ୍ୱର,୧୨।୬: ଆଉ କିଛି ସମୟର ଅପେକ୍ଷା। ଓଡ଼ିଶା ପାଇବାକୁ ଯାଉଛି ନୂଆ ମୁଖ୍ୟମନ୍ତ୍ରୀ। ଭାରତୀୟ ଜନତା ପାର୍ଟିର ପ୍ରଥମ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି।

ଖଣି ଦୁର୍ନୀତି କଥା ଉଠାଇ ବୋମାମାଡ଼ର ଶିକାର ହୋଇଥିଲେ ମୋହନ

ଭୁବନେଶ୍ୱର/କେନ୍ଦୁଝର,୧୨ା୬ (ସୁନିତ୍‌ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାର ଟାଣୁଆ ନେତା ତଥା ବିଧାୟକ ମୋହନ ଚରଣ ମାଝୀ ଓଡ଼ିଶାର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଶପଥ ନେବାକୁ ଯାଉଛନ୍ତି। ଏ ସମ୍ପର୍କରେ ଭାଜପା ବିଧାୟକ ଦଳ ବୈଠକ ପରେ ଘୋଷଣା...

ଓଡ଼ିଶାର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବେ ପ୍ରଭାତୀ ପରିଡ଼ା, ଜାଣନ୍ତୁ ତାଙ୍କର ଶିକ୍ଷାଗତ ଯୋଗ୍ୟତା, ରାଜନୈତିକ ଯାତ୍ରା…

ନିମାପଡ଼ା,୧୧।୬ (ବିଚିତ୍ରାନନ୍ଦ ସାହୁ): ନିମାପଡ଼ା ମାଟିର ବୋହୂ ତଥା ନିମାପଡ଼ା ନିର୍ବାଚନମଣ୍ଡଳୀର ପ୍ରଥମ ମହିଳା ବିଧାୟିକା ପ୍ରଭାତୀ ପରିଡ଼ା ରାଜ୍ୟର ନୂତନ ଭାଜପା ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଏଥିସହ ସେ ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବାର...

ଭାଜପାର ପ୍ରଥମ ସରକାରରେ କିଏ ସବୁ ହେବେ ମନ୍ତ୍ରୀ: ଲିଷ୍ଟ୍‌ରେ ଅଛି ଏସବୁ ନାଁ

ଭୁବନେଶ୍ୱର,୧୧।୬:ରାଜ୍ୟରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ସସ୍‌ପେନ୍ସ ଲାଗି ରହିଛି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆଜି ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟ୍‌ରେ ଅନୁଷ୍ଠିତ ହେବ। ଏହାପରେ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା କରାଯିବାର ସମ୍ଭାବନା ରହିଛି।...

କିଏ ହେବେ ମୁଖ୍ୟମନ୍ତ୍ରୀ? ଆଜି ହୋଇଯିବ ସ୍ପଷ୍ଟ

ଭୁବନେଶ୍ୱର,୧୧ା୬(ସୁନିତ୍‌ ମିଶ୍ର):ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟ୍‌ରେ ଅନୁଷ୍ଠିତ ହେବ। ଏହି ବୈଠକରେ ପର୍ଯ୍ୟବେକ୍ଷକ ଭାବେ କେନ୍ଦ୍ରରୁ ଦାୟିତ୍ୱ ପାଇଥିବା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ ଉପସ୍ଥିତ ରହିବେ। ଏହାପରେ...

ନୂଆ ମୁଖ୍ୟମନ୍ତ୍ରୀ କେତେବେଳେ ନେବେ ଶପଥ: ହେଲା ସମୟ ନିର୍ଘଣ୍ଟ

ଭୁବନେଶ୍ବର,୧୦।୬: ଓଡ଼ିଶାରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସ୍‌ପେନ୍ସ ଲାଗିରହିଛି। ଭୁବନେଶ୍ୱରରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ବୈଠକ ପରେ ବୈଠକ ଚାଲିଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ନାଁ ଚୂଡାନ୍ତ ହୋଇପାରୁନାହିଁ। ଏସବୁ ଭିତରେ ନୂଆ ମୁଖ୍ୟମନ୍ତ୍ରୀ ଆସନ୍ତା ବୁଧବାର ଅପରାହ୍ନ...

ଗିରିଶ ମୁର୍ମୁ ହେବେ କି ଓଡ଼ିଶାର ମୁଖ୍ୟମନ୍ତ୍ରୀ: ଖୋଲାଖୋଲି ଏମିତି କହିଦେଲେ ତୋମାର

ଭୁବନେଶ୍ବର,୧୦।୬:ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସପେନ୍ସ ଲାଗିରହିଛି। ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ବିଷୟରେ ଆଲୋଚନା ଶେଷ ହେବ ବୋଲି କୁହାଯାଉଛି। ଏସବୁ ଭିତରେ...

କିଏ ହେବେ ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ: ତର୍ଜମା କରିବେ ଏହି ୨ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର,୯।୬:ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସପେନ୍ସ ଲାଗିରହିଛି। ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ବିଷୟରେ ଆଲୋଚନା ଶେଷ ହେବ ବୋଲି କୁହାଯାଉଛି। ଏସବୁ ଭିତରେ...

ପର ମୁଣ୍ଡରେ ଦୋଷ ଦେଇ ଖସି ପାରିବେନି ନବୀନ: ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର,୬।୬: ରାଜ୍ୟରେ ଖୁବ୍‌ଶୀଘ୍ର ଭାଜପା ସରକାର ଗଢିବାକୁ ଯାଉଛି। ଏବେ ରାଜ୍ୟର ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ନୁଆଦିଲ୍ଲୀରେ ଆଲୋଚନା ଚାଲିଛି। ଏସବୁ ଭିତରେ ଭାଜପାର ବରିଷ୍ଠ ନେତା ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଷଡଙ୍ଗୀ ବିଜେଡି ଉପରେ ବର୍ଷୀଛନ୍ତି।...

୫୦୪ ନୂଆ ଏମ୍‌ପି କୋଟିପତି, ୨୫୧ଙ୍କ ନାମରେ ମାମଲା

ନୂଆଦିଲ୍ଲୀ, ୬ା୬: ଦେଶରେ ୧୮ତମ ଲୋକସଭା ନିର୍ବାଚନ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି । ନିର୍ବାଚନରେ ବର୍ତ୍ତମାନ ସରକାରରେ ଥିବା ଭାଜପା ଦଳକୁ ୨୪୦ ଆସନ ମିଳିଛି। ଅନ୍ୟପଟେ କଂଗ୍ରେସ ଏଥର ୯୯ ଆସନ ଜିତିବାରେ ସକ୍ଷମ ହୋଇଛି। ୨୯୩...

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନାଇଡ଼ୁ, ବଦଳିଲା ଶପଥ ଉତ୍ସବ ତାରିଖ

ନୂଆଦିଲ୍ଲୀ, ୬।୬: ବିଧାନସଭା ନିର୍ବାଚନ ଜିତିବା ପରେ ଆନ୍ଧ୍ରପ୍ରଦେଶରେ ସରକାର ଗଢ଼ିବ ଟିଡିପି ବା ତେଲୁଗୁ ଦେଶମ୍‌ ପାର୍ଟି। ଚତୁର୍ଥ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଟିଡିପି ମୁଖ୍ୟ ଏନ୍‌ ଚନ୍ଦ୍ରବାବୁ ନାଇଡ଼ୁ। ଏଥିପାଇଁ ଆସନ୍ତା ୯...

ନବନିର୍ବାଚିତ ଭାଜପା ଏମ୍‌ପିଙ୍କୁ ଦିଲ୍ଲୀ ଡାକରା

ନୂଆଦିଲ୍ଲୀ,୬।୬:ନବନିର୍ବାଚିତ ଭାଜପା ଏମ୍‌ପିଙ୍କୁ ଦିଲ୍ଲୀରୁ ଡାକରା ହୋଇଛି। ଫଳରେ ଆଜି ଭାଜପାର ୨୦ ଏମ୍‌ପି ଦିଲ୍ଲୀ ଯିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ଭାଜପାର ସଂସଦୀୟ ବୋର୍ଡ ବୈଠକ ଅନୁଷ୍ଠିତ ହେବ। ଆସନ୍ତା ଜୁନ୍‌୮ରେ ମୋଦିଙ୍କ ଶପଥ ଉତ୍ସବରେ ମଧ୍ୟ ଏମ୍‌ପି...

Advertisement
Mettle Meet 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri