ମହାରାଷ୍ଟ୍ର ନିର୍ବାଚନ

୨୮ରେ ଶପଥ ନେବେ ଉଦ୍ଧବ

ମୁମ୍ବାଇ,୨୬।୧୧: ଏକ ନାଟକୀୟ ମୋଡ଼ର ଅନ୍ତ ଘଟାଇ ଶେଷରେ ଉଦ୍ଧବ ଠାକରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ତାଙ୍କୁ ମହାରାଷ୍ଟ୍ର ବିକାଶ ଆଘାଡ଼ି(ଏମ୍‌ଭିଏ) ଦଳର ନେତା ଭାବେ ବଛାଯାଇଛି। ଗଠବନ୍ଧନର ତିନି ପ୍ରତିନିଧି ରାଜ୍ୟପାଳଙ୍କୁ ଭେଟିବେ। ସେହିଭଳି ନଭେମ୍ବର ୨୮...

ବଢିଲା ଫଡନଭିଶଙ୍କ ସମସ୍ୟା

ମୁମ୍ବାଇ,୨୬।୧୦: ଗତ ୪୦ ବର୍ଷ ମଧ୍ୟରେ ଦେବେନ୍ଦ୍ର ଫଡନବିଶ ଏକ ମାତ୍ର ମୁଖ୍ୟମନ୍ତ୍ରୀ ଯିଏ ସୁରୁଖୁରୁ ଭାବେ ନିଜର ୫ ବର୍ଷ କାର୍ଯ୍ୟକାଳ ପୂରଣ କରିଛନ୍ତି। ଏବେ ପୁଣିଥରେ ବିଧାନସଭା ନିର୍ବାଚନରେ ବିଜୟ ଲାଭ କରି ସେ ତାଙ୍କର ଦ୍ୱିତୀୟ...

ମୁଖ୍ୟମନ୍ତ୍ରୀ ଆସନ ଉପରେ ଶିବସେନାର ନଜର: ଅଢେଇ ବର୍ଷ ପାଇଁ ମାଗିପାରେ ଗାଦି

ମୁମ୍ବାଇ,୨୬।୧୦: ମହାରାଷ୍ଟ୍ରରେ ରାଜନୀତି ଏବେ ସରଗରମ। କାରଣ ବିଧାନସଭା ନିର୍ବାଚନ ପରେ ଏବେ ରାଜ୍ୟରେ ଭାଜପା-ଶିବସେନା ମେଣ୍ଟ ସରକାର ଗଠନ ହେବାକୁ ଯାଉଛି। ପୂର୍ବରୁ ୫୦-୫୦ ଆସନ ବୁଝାମଣାକୁ ନେଇ ଶିବସେନା ଭାଜପା ସହ ମେଣ୍ଟ କରିଥିବା ବେଳେ ଏବେ...

ମହାରାଷ୍ଟ୍ରରେ କାମ କଲା ମୋଦିଙ୍କ ଯାଦୁ: ବଲିଉଡ୍‌ ପ୍ରଯୋଜକ

ମୁମ୍ବାଇ,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ଏବେ ଅନେକ ସ୍ଥାନରେ ଭାଜପା ଏକ ପ୍ରକାର ବିଜୟ ଉତ୍ସବ ପାଇଁ ପ୍ରସ୍ତୁତ ହୋଇ ସାରିଥିବା ଦେଖାଯାଇଛି। ତେବେ ଏହାକୁ ନେଇ ଏବେ ସୋସିଆଲ ମିଡିଆରେ ମଧ୍ୟ ବଲିଉଡ୍‌ ନିର୍ଦ୍ଦେଶକଙ୍କ...

ଖୁବ୍‌ କମ୍‌ ଭୋଟରେ ଆଗରେ ଅଛନ୍ତି ଫଡନବିଶ

ନାଗପୁର,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ପାଇଁ ଗୁରୁବାର ଭୋଟ ଗଣତି ଦ୍ରୁତ ଗତିରେ ଚାଲିଛି। ତେବେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ବର୍ତ୍ତମାନ ସୁଦ୍ଧା ଖୁବ୍‌ କମ୍‌ ବ୍ୟବଧାନରେ ଅର୍ଥାତ୍‌ ମାତ୍ର ୮୩୯୮ ଖଣ୍ଡ ଭୋଟରେ ତାଙ୍କ ପ୍ରତିଦ୍ୱନ୍ଦିଙ୍କଠାରୁ ଆଗରେ...

ବିଜୟ ପୂର୍ବରୁ ଭାଜପା କାର୍ଯ୍ୟାଳୟରେ ଲଡୁ ପ୍ରସ୍ତୁତ

ମୁମ୍ବାଇ,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଗଣତି ପରେ ଉତ୍ସାହିତ ହୋଇ ପଡିଛି ଭାରତୀୟ ଜନତା ପାର୍ଟି(ଭାଜପା)। ବିଜୟକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ବିଜୟ ଉତ୍ସବ ପାଳନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇ ଗଲାଣି। ଭାଜପା ନେତା ତଥା କର୍ମୀମାନେ...

ମହାରାଷ୍ଟ୍ରରେ ୬୩, ହରିୟାଣାରେ ୬୫% ମତଦାନ

ମୁମ୍ବାଇ/ଚଣ୍ଡିଗଡ଼,୨୨ା୧୦(ପି.ଟି.): ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ଲାଗି ମତଦାନ ସୋମବାର ସନ୍ଧ୍ୟାରେ ଶେଷ ହୋଇଛି। କାଁଭାଁ ଗଣ୍ଡଗୋଳକୁ ବାଦ୍‌ ଦେଲେ ଭୋଟଗ୍ରହଣ ମୋଟାମୋଟି ଶାନ୍ତିପୂର୍ଣ୍ଣ ଥିଲା। ମହାରାଷ୍ଟ୍ରରେ ୬୩ ପ୍ରତିଶତ ମତଦାନ ହୋଇଥିଲାବେଳେ ହରିୟାଣାରେ ମତଦାନ ହାର ୬୫ ପ୍ରତିଶତ...

ମହାରାଷ୍ଟ୍ର, ହରିୟାଣାରେ ପୁଣି ଭାଜପା

ନୂଆଦିଲ୍ଲୀ,୨୨ା୧୦: ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ଲାଗି ଭୋଟଗ୍ରହଣ ସୋମବାର ଶେଷ ହୋଇଛି। ଗୁରୁବାର ଭୋଟଗଣତି ହୋଇ ଫଳାଫଳ ପ୍ରକାଶ ପାଇବ। ତେବେ ଭୋଟଗ୍ରହଣ ଶେଷ ହେବା ପରେ ବିଭିନ୍ନ ଗଣମାଧ୍ୟମ ପକ୍ଷରୁ ବୁଥ୍‌ ଫେରନ୍ତା ଜନମତ (ଏକ୍‌ଜିଟ୍‌...

ଭାଜପା-ଶିବସେନା ୨୨୫ ଆସନରେ ଜିତିବ ବୋଲି ଦାବି କଲେ ଗୋୟଲ

ମୁମ୍ବାଇ,୨୧।୧୦: ମହାରାଷ୍ଟ୍ର ବିଧାନସଭା ଲାଗି ସୋମବାର ଭୋଟ ଗ୍ରହଣ କରାଯାଇଛି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋୟଲ କହିଛନ୍ତି ମହାରାଷ୍ଟ୍ରରେ ଭାଜପା ଓ ଶିବସେନା ମେଣ୍ଟ ୨୨୫ଟି ଆସନରେ ବିଜୟ ଲାଭ କରିବ। ଆହୁରି ମଧ୍ୟ ହରିୟାଣାର ମନୋହର ଲାଲ...

ମତଦାନରେ ନିଜକୁ ସାମିଲ କଲେ ବଲିଉଡ୍‌ ସେଲିବ୍ରିଟି

ମୁମ୍ବାଇ,୨୧।୧୦: ମହାରାଷ୍ଟ୍ର ଓ ହରିୟାଣାରେ ସୋମବାର ବିଧାନସଭା ନିର୍ବାଚନ ହୋଇଥିବା ବେଳେ ଏହାର ଫଳାଫଳ ଗୁରୁବାର ପ୍ରକାଶ ପାଇବ। ଏହାକୁ ନେଇ ଦଳୀୟ ପ୍ରାର୍ଥିମାନେ ଯେତିକି ଉତ୍ସାହିତ ଅଛନ୍ତି ତା’ଠାରୁ ଅଧିକ ଉତ୍ସାହ ଦେଖିବାକୁ ମିଳିଛି ଭୋଟରଙ୍କ ନିକଟରେ। ମହାରାଷ୍ଟ୍ରର...

ମାଆ, ସ୍ତ୍ରୀଙ୍କ ସହ ଆସି ଭୋଟ ଦେଲେ ଫଡନଭିସ

ନାଗପୁର,୨୧।୧୦:ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ସୋମବାର ମହାରାଷ୍ଟ୍ର ବିଧାନସଭା ପାଇଁ ହୋଇଥିବା ମତଦାନରେ ଭାଗ ନେଇଛନ୍ତି। ସେ ନାଗପୁରର ଏକ ବୁଥରେ ମା’ ସରିତା ଓ ସ୍ତ୍ରୀ ଅମୃତାଙ୍କ ସହ ଯାଇ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ସୂଚନାଯୋଗ୍ୟ, ସୋମବାର...

ମହମବତୀ ଆଲୋକରେ ଭୋଟ ଦେଲେ ଭୋଟର

ପୁଣେ,୨୧।୧୦: ମହାରାଷ୍ଟ୍ରରେ ୨୮୮ ବିଧାନସଭା ଆସନ ପାଇଁ ଭୋଟିଂ ଜାରି ରହିଛି। ପୁଣେର ଶିବାଜୀନଗର ମତଦାନ କେନ୍ଦ୍ରରେ ବିଦ୍ୟୁତ୍‌ ଆଲୋକ ଚାଲିଯିବାରୁ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଏଠାରେ ପୋଲିଂ ଅଧିକାରୀ ମହମବତୀ ଜଳାଇ ମତଦାନ ପ୍ରକ୍ରିୟା ଜାରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri