ମହାରାଷ୍ଟ୍ର, ହରିୟାଣାରେ ପୁଣି ଭାଜପା
ନୂଆଦିଲ୍ଲୀ,୨୨ା୧୦: ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ଲାଗି ଭୋଟଗ୍ରହଣ ସୋମବାର ଶେଷ ହୋଇଛି। ଗୁରୁବାର ଭୋଟଗଣତି ହୋଇ ଫଳାଫଳ ପ୍ରକାଶ ପାଇବ। ତେବେ ଭୋଟଗ୍ରହଣ ଶେଷ ହେବା ପରେ ବିଭିନ୍ନ ଗଣମାଧ୍ୟମ ପକ୍ଷରୁ ବୁଥ୍ ଫେରନ୍ତା ଜନମତ (ଏକ୍ଜିଟ୍ ପୋଲ୍)…
ଭାଜପା-ଶିବସେନା ୨୨୫ ଆସନରେ ଜିତିବ ବୋଲି ଦାବି କଲେ ଗୋୟଲ
ମୁମ୍ବାଇ,୨୧।୧୦: ମହାରାଷ୍ଟ୍ର ବିଧାନସଭା ଲାଗି ସୋମବାର ଭୋଟ ଗ୍ରହଣ କରାଯାଇଛି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋୟଲ କହିଛନ୍ତି ମହାରାଷ୍ଟ୍ରରେ ଭାଜପା ଓ ଶିବସେନା ମେଣ୍ଟ ୨୨୫ଟି ଆସନରେ ବିଜୟ ଲାଭ କରିବ। ଆହୁରି ମଧ୍ୟ ହରିୟାଣାର ମନୋହର ଲାଲ ଖଟ୍ଟର…
ମତଦାନରେ ନିଜକୁ ସାମିଲ କଲେ ବଲିଉଡ୍ ସେଲିବ୍ରିଟି
ମୁମ୍ବାଇ,୨୧।୧୦: ମହାରାଷ୍ଟ୍ର ଓ ହରିୟାଣାରେ ସୋମବାର ବିଧାନସଭା ନିର୍ବାଚନ ହୋଇଥିବା ବେଳେ ଏହାର ଫଳାଫଳ ଗୁରୁବାର ପ୍ରକାଶ ପାଇବ। ଏହାକୁ ନେଇ ଦଳୀୟ ପ୍ରାର୍ଥିମାନେ ଯେତିକି ଉତ୍ସାହିତ ଅଛନ୍ତି ତା’ଠାରୁ ଅଧିକ ଉତ୍ସାହ ଦେଖିବାକୁ ମିଳିଛି ଭୋଟରଙ୍କ ନିକଟରେ। ମହାରାଷ୍ଟ୍ରର ବିଭିନ୍ନ…
ମାଆ, ସ୍ତ୍ରୀଙ୍କ ସହ ଆସି ଭୋଟ ଦେଲେ ଫଡନଭିସ
ନାଗପୁର,୨୧।୧୦:ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ସୋମବାର ମହାରାଷ୍ଟ୍ର ବିଧାନସଭା ପାଇଁ ହୋଇଥିବା ମତଦାନରେ ଭାଗ ନେଇଛନ୍ତି। ସେ ନାଗପୁରର ଏକ ବୁଥରେ ମା’ ସରିତା ଓ ସ୍ତ୍ରୀ ଅମୃତାଙ୍କ ସହ ଯାଇ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ସୂଚନାଯୋଗ୍ୟ, ସୋମବାର ହେଉଥିବା…
ମହମବତୀ ଆଲୋକରେ ଭୋଟ ଦେଲେ ଭୋଟର
ପୁଣେ,୨୧।୧୦: ମହାରାଷ୍ଟ୍ରରେ ୨୮୮ ବିଧାନସଭା ଆସନ ପାଇଁ ଭୋଟିଂ ଜାରି ରହିଛି। ପୁଣେର ଶିବାଜୀନଗର ମତଦାନ କେନ୍ଦ୍ରରେ ବିଦ୍ୟୁତ୍ ଆଲୋକ ଚାଲିଯିବାରୁ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଏଠାରେ ପୋଲିଂ ଅଧିକାରୀ ମହମବତୀ ଜଳାଇ ମତଦାନ ପ୍ରକ୍ରିୟା ଜାରି ରଖିଥିଲେ।…
ନାଗପୁରରେ ନୀତୀନ ଗଡ଼କରୀ ମତଦାନ ଅଧିକାର ସାବ୍ୟସ୍ତ କଲେ
ନାଗପୁର,୨୧।୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ସଡ଼କ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀ ନାଗପୁରରେ ସପରିବାର ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ମତଦାନ କେନ୍ଦ୍ରରୁ ବାହାରି ସେ ସମସ୍ତଙ୍କୁ ଭୋଟ ଦେବା ପାଇଁ ଆହ୍ବାନ ଦେଇଛନ୍ତି।…
ନିର୍ବାଚନ ମଇଦାନରେ ଷ୍ଟାର ପ୍ରଚାରକ
ହରିୟାଣା/ମୁମ୍ବାଇ,୧୯।୧୦: ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଶନିବାର ଥିଲା ଶେଷ ପ୍ରଚାର। ଭୋଟରଙ୍କୁ ପ୍ରଭାବିତ କରିବାକୁ ଶନିବାର ପ୍ରଚାର ମଇଦାନରେ ଦେଖିବାକୁ ମିଳିଥିଲା ଷ୍ଟାର ପ୍ରଚାରକଙ୍କୁ। ବଲିଉଡ୍ ଡ୍ରିମ ଗର୍ଲ ତଥା ଭାଜପା ନେତ୍ରୀ ହେମାମାଳିନୀ ହରିୟାଣାର ପାନିପଥରେ…
୫ ବର୍ଷରେ ହରିୟାଣା କ୍ୟାବିନେଟ୍ ମନ୍ତ୍ରୀଙ୍କ ସମ୍ପତ୍ତି ହୋଇଛି ୨ ଗୁଣା: ମହାରାଷ୍ଟ୍ରରେ ବଢ଼ିଛି ୬୨ ପ୍ରତିଶତ
ନୂଆଦିଲ୍ଲୀ,୧୯।୧୦: ହରିୟାଣାରେ ଗତ ୫ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀ ମନୋହର ଲାଲ୍ ଖଟ୍ଟରଙ୍କ କ୍ୟାବିନେଟ୍ ମନ୍ତ୍ରୀଙ୍କ ସମ୍ପତ୍ତି ଦୁଇଗୁଣା ବଢ଼ିଛି। ଅପରପକ୍ଷରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ାନଭୀସ୍ଙ୍କ କ୍ୟାବିନେଟ୍ ମନ୍ତ୍ରୀଙ୍କ ସମ୍ପତ୍ତି ୬୨ ପ୍ରତିଶତ ବୃଦ୍ଧି ପାଇଛି। ଏହା ମହାରାଷ୍ଟ୍ରର ୨୫ରୁ…
ଶିବସେନାରେ ଯୋଗଦେଲେ ସଲମାନଙ୍କ ବଡିଗାର୍ଡ ଶେରା
ମୁମ୍ବାଇ,୧୯।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନକୁ ଆଉ ମାତ୍ର ୩ ଦିନ ବାକିଥିବା ବେଳେ ଶୁକ୍ରବାର ବଲିଉଡ୍ ଭାଇଜାନ୍ ସଲମାନ ଖାଁଙ୍କ ବଡିଗାର୍ଡ ଗୁରମିତ ସିଂ(ଶେରା) ରାଜନୀତିରେ ପାଦ ଦେଇଛନ୍ତି। ସେ ଶିବସେନାରେ ଯୋଗ ଦେଇଥିବା ଦଳ ଟୁଇଟ୍ କରି ଜଣାଇଛି। ଦଳ…
ମହାରାଷ୍ଟ୍ର ବିଧାନସଭା ନିର୍ବାଚନ: ଗରିବ ପ୍ରାର୍ଥୀଙ୍କ ପାଖରେ ଶୂନ ଟଙ୍କା; ଧନୀ ପ୍ରାର୍ଥୀଙ୍କ ସମ୍ପତ୍ତି ପରିମାଣ ୫ ଶହ କୋଟି
ମୁମ୍ବାଇ,୧୯।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଅକ୍ଟୋବର ୨୧ରେ ହେବ। ୨୮୮ ଆସନ ପାଇଁ ନିର୍ବାଚନ ମଇଦାନରେ ୩ ହଜାର ୨ଶହ ୩୭ ପ୍ରାର୍ଥୀ ରହିଛନ୍ତି। ନିର୍ବାଚନ ଲଢୁଥିବା ସବୁଠାରୁ ଗରିବ ପ୍ରାର୍ଥୀଙ୍କ ନାମ ହେଉଛି ଭେଙ୍କଟେଶ୍ୱର ମହାସ୍ବାମୀ। ତାଙ୍କ ପାଖରେ କୌଣସି…
ମହାରାଷ୍ଟ୍ରରେ ଗର୍ଜିଲେ ଶାହ
ମୁମ୍ବାଇ,୧୮।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବିରୋଧୀ କଂଗ୍ରେସ ଉପରେ ବର୍ଷିଛନ୍ତି। ମହାରାଷ୍ଟ୍ର ରାଜୁରରେ ଏକ ଜନସଭାକୁ ସମ୍ବୋଧନ ଦେବା ଅବସରରେ ଶାହ କହିଛନ୍ତି ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ନେଇ ବିରୋଧୀ…
ଅର୍ଥ ବ୍ୟବସ୍ଥାକୁ ନେଇ ମୋଦିଙ୍କ ଉପରେ ବର୍ଷିଲେ ମନମୋହନ
ମୁମ୍ବାଇ,୧୭।୧୦: ଦେଶର ଆର୍ଥିିକ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ। ମହାରାଷ୍ଟ୍ରରେ ସେ ଯୋଗ ଦେଇଥିବା ଏକ ନିର୍ବାଚନ ପ୍ରଚାର ଅବସରରେ କହିଛନ୍ତି ଯେଉଁ ପ୍ରତିଶ୍ରୁତି ଦେଇ ମୋଦି, ସରକାର ଗଠନ କରିଥିଲେ…
Archives


