ମହାରାଷ୍ଟ୍ର ନିର୍ବାଚନ

ନାଗପୁରରେ ନୀତୀନ ଗଡ଼କରୀ ମତଦାନ ଅଧିକାର ସାବ୍ୟସ୍ତ କଲେ

ନାଗପୁର,୨୧।୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ସଡ଼କ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀ ନାଗପୁରରେ ସପରିବାର ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ମତଦାନ କେନ୍ଦ୍ରରୁ ବାହାରି ସେ ସମସ୍ତଙ୍କୁ ଭୋଟ ଦେବା ପାଇଁ ଆହ୍ବାନ...

ନିର୍ବାଚନ ମଇଦାନରେ ଷ୍ଟାର ପ୍ରଚାରକ

ହରିୟାଣା/ମୁମ୍ବାଇ,୧୯।୧୦: ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଶନିବାର ଥିଲା ଶେଷ ପ୍ରଚାର। ଭୋଟରଙ୍କୁ ପ୍ରଭାବିତ କରିବାକୁ ଶନିବାର ପ୍ରଚାର ମଇଦାନରେ ଦେଖିବାକୁ ମିଳିଥିଲା ଷ୍ଟାର ପ୍ରଚାରକଙ୍କୁ। ବଲିଉଡ୍‌ ଡ୍ରିମ ଗର୍ଲ ତଥା ଭାଜପା ନେତ୍ରୀ ହେମାମାଳିନୀ ହରିୟାଣାର...

୫ ବର୍ଷରେ ହରିୟାଣା କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସମ୍ପତ୍ତି ହୋଇଛି ୨ ଗୁଣା: ମହାରାଷ୍ଟ୍ରରେ ବଢ଼ିଛି ୬୨ ପ୍ରତିଶତ

ନୂଆଦିଲ୍ଲୀ,୧୯।୧୦: ହରିୟାଣାରେ ଗତ ୫ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟରଙ୍କ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସମ୍ପତ୍ତି ଦୁଇଗୁଣା ବଢ଼ିଛି। ଅପରପକ୍ଷରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ାନଭୀସ୍‌ଙ୍କ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସମ୍ପତ୍ତି ୬୨ ପ୍ରତିଶତ ବୃଦ୍ଧି ପାଇଛି। ଏହା ମହାରାଷ୍ଟ୍ରର...

ଶିବସେନାରେ ଯୋଗଦେଲେ ସଲମାନଙ୍କ ବଡିଗାର୍ଡ ଶେରା

ମୁମ୍ବାଇ,୧୯।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନକୁ ଆଉ ମାତ୍ର ୩ ଦିନ ବାକିଥିବା ବେଳେ ଶୁକ୍ରବାର ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁଙ୍କ ବଡିଗାର୍ଡ ଗୁରମିତ ସିଂ(ଶେରା) ରାଜନୀତିରେ ପାଦ ଦେଇଛନ୍ତି। ସେ ଶିବସେନାରେ ଯୋଗ ଦେଇଥିବା ଦଳ ଟୁଇଟ୍‌ କରି ଜଣାଇଛି।...

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ: ଗରିବ ପ୍ରାର୍ଥୀଙ୍କ ପାଖରେ ଶୂନ ଟଙ୍କା; ଧନୀ ପ୍ରାର୍ଥୀଙ୍କ ସମ୍ପତ୍ତି ପରିମାଣ ୫ ଶହ କୋଟି

ମୁମ୍ବାଇ,୧୯।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଅକ୍ଟୋବର ୨୧ରେ ହେବ। ୨୮୮ ଆସନ ପାଇଁ ନିର୍ବାଚନ ମଇଦାନରେ ୩ ହଜାର ୨ଶହ ୩୭ ପ୍ରାର୍ଥୀ ରହିଛନ୍ତି। ନିର୍ବାଚନ ଲଢୁଥିବା ସବୁଠାରୁ ଗରିବ ପ୍ରାର୍ଥୀଙ୍କ ନାମ ହେଉଛି ଭେଙ୍କଟେଶ୍ୱର ମହାସ୍ବାମୀ। ତାଙ୍କ ପାଖରେ...

ମହାରାଷ୍ଟ୍ରରେ ଗର୍ଜିଲେ ଶାହ

ମୁମ୍ବାଇ,୧୮।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବିରୋଧୀ କଂଗ୍ରେସ ଉପରେ ବର୍ଷିଛନ୍ତି। ମହାରାଷ୍ଟ୍ର ରାଜୁରରେ ଏକ ଜନସଭାକୁ ସମ୍ବୋଧନ ଦେବା ଅବସରରେ ଶାହ କହିଛନ୍ତି ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ନେଇ...

ଅର୍ଥ ବ୍ୟବସ୍ଥାକୁ ନେଇ ମୋଦିଙ୍କ ଉପରେ ବର୍ଷିଲେ ମନମୋହନ

ମୁମ୍ବାଇ,୧୭।୧୦: ଦେଶର ଆର୍ଥିିକ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ। ମହାରାଷ୍ଟ୍ରରେ ସେ ଯୋଗ ଦେଇଥିବା ଏକ ନିର୍ବାଚନ ପ୍ରଚାର ଅବସରରେ କହିଛନ୍ତି ଯେଉଁ ପ୍ରତିଶ୍ରୁତି ଦେଇ ମୋଦି, ସରକାର ଗଠନ...

କଶ୍ମୀର ଯିବାକୁ ହେଲେ ସବୁ ବ୍ୟବସ୍ଥା କରିଦେବେ ମୋଦି

ମୁମ୍ବାଇ,୧୭।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ମହାରାଷ୍ଟ୍ରରେ ଏକ ନିର୍ବାଚନି ସଭାରେ ଉଦ୍‌ବୋଧନ ଦେବା ସମୟରେ ପୁଣି ଥରେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ଏଥର ସେ କଂଗ୍ରେସ ଓ ଏନ୍‌ସିପି ଉପରେ ଖୁବ୍‌ ବର୍ଷିଛନ୍ତି। ସେ କହିଛନ୍ତି ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ...

ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀଙ୍କ ମଧ୍ୟରେ ସାଭରକରଙ୍କ ନାଁ ଥିଲା: ଦିଗ୍‌ବିଜୟ

ନୂଆଦିଲ୍ଲୀ,୧୭।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ନିକଟରେ ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ଘୋଷଣା ପତ୍ର ଜାରି କରାଯାଇଥିଲା। ଆଉ ଏଥିରେ କୁହାଯାଇଥିଲା କି ମହାରାଷ୍ଟ୍ରରେ ଯଦି ଭାଜପା ଶାସନ କ୍ଷମତାକୁ ଆସେ ତେବେ ଭାରତ ରତ୍ନ...

ମହାରାଷ୍ଟ୍ରରେ ଭାଜପାକୁ ମିଳିବ ବହୁମତ: ଅମିତ ଶାହ

ମୁମ୍ବାଇ,୧୭।୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଆଉ ୩ ଦିନ ପରେ ହେବ। ଏଠାରେ ଭାଜପା ଓ ଶିବସେନା ମଧ୍ୟରେ ଆସନ ବୁଝାମଣା ହୋଇଛି। ୨୮୮ ବିଧାନସଭା ଆସନ ମଧ୍ୟରୁ ୧୬୪ରେ ଭାଜପା ପ୍ରାର୍ଥୀ ଦେଇଥିବାବେଳେ ୧୨୪ ଆସନରେ ଶିବସେନା ପ୍ରାର୍ଥୀ...

ନିର୍ବାଚନ ପ୍ରଚାର ସମୟରେ ଶିବସେନା ଏମ୍‌ପିଙ୍କୁ ଛୁରାମାଡ଼

ମୁମ୍ବାଇ,୧୬।୧୦: ମହାରାଷ୍ଟ୍ର ଉସ୍ମାମାନାବାଦର ଏମ୍‌ପି ଓମ୍‌ ରାଜେ ନିମ୍ବାଲକରଙ୍କୁ ବୁଧବାର ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଏଥିରେ ସେ ଆହତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଶିବସେନାର ପ୍ରାର୍ଥୀ କୈଳାଶ ପାଟିଲଙ୍କ ପାଇଁ ପଡୋଲି ଗଁାରେ ସେ ନିର୍ବାଚନୀ...

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଘୋଷଣା ପତ୍ର ଜାରି କଲା ଭାଜପା: ନିଯୁକ୍ତି, ସ୍ବାସ୍ଥ୍ୟକୁ ଗୁରୁତ୍ୱ

ମୁମ୍ବାଇ,୧୫।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ସାଧାରଣ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ପ୍ରାୟ ସବୁ ଦଳ ପ୍ରୟାସ ଜାରି ରଖିଛନ୍ତି। ଏଠାରେ ଆସନ୍ତା ୨୧ରେ ନିର୍ବାଚନ ହେବାକୁ ଥିବା ବେଳେ ୨୪ରେ ଫଳାଫଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri