ହରିୟାଣା ନିର୍ବାଚନ

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ବି ବିଜୟ ପାଇଁ ଭାଜପା କରୁଛି କସରତ

ଚଣ୍ଡିଗଡ଼,୨୪।୧୦: ହରିୟାଣା ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜମ୍ମୁ- କଶ୍ମୀରରେ ଉଚ୍ଛେଦ କରାଯାଇଥିବା ଅନୁଚ୍ଛେଦ ୩୭୦ ଓ ୩୫ ଏକୁ ମୁଖ୍ୟ ଅସ୍ତ୍ର କରିଥିଲେ। ଏହାକୁ ନେଇ ସେ ବିରୋଧୀ କଂଗ୍ରେସ ଉପରେ...

ହରିୟାଣାରେ କର୍ନାଟକ ଭଳି ଗେମ୍‌ ପ୍ଲାନ୍‌: ଚୌତାଲା ହେବେ କି ଦ୍ୱିତୀୟ କୁମାରସ୍ବାମୀ ?

ଚଣ୍ଡିଗଡ଼,୨୪।୧୦: ହରିୟାଣା ବିଧାନସଭା ନିର୍ବାଚନ ଫଳାଫଳ ଆସିବାକୁ ବାକିଥିବା ବେଳେ ଏବେ ସେଠାରେ ତ୍ରିଶଙ୍କୁ ସରକାର ଗଠନ ହେବ ବୋଲି ଅନୁମାନ କରାଯାଉଛି। ଯଦି ଏହା ହୁଏ ତେବେ କଂଗ୍ରେସ ପୁରୁଣା ଫର୍ମୁଲା ଗ୍ରହଣ କରିପାରେ ବୋଲି ଆଲୋଚନା ହେଉଛି।...

ହରିୟାଣାରେ କଂଗ୍ରେସ ଗଢିବ ସରକାର: ହୁଡ୍ଡା

ରୋହତକ,୨୪।୧୦: ହିରିୟାଣାର ୯୦ ବିଧାନସଭା ଆସନ ପାଇଁ ସୋମବାର ଭୋଟ ଗ୍ରହଣ କରାଯାଇଥିବା ବେଳେ ଗୁରୁବାର ଏହାର ଗଣତି ଆରମ୍ଭ ହୋଇଯାଇଛି। ଏଥିରେ ଅଧିକାଂଶ ସ୍ଥାନରେ ଭାଜପା ଆଗରେ ଥିବା ସୂଚନା ମିଳିଛି। କିନ୍ତୁ ଇତିମଧ୍ୟରେ କଂଗ୍ରେସ ନେତା ଭୁପିନ୍ଦର...

ଆଗରେ ଖଟ୍ଟର

ହରିୟାଣା,୨୪।୧୦:ହରିୟାଣା ବିଧାନସଭା ନିର୍ବାଚନର ଫଳଫଳ ପାଇଁ ଗୁରୁବାର ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହୋଇଯାଇଛି। ତେବେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ପ୍ରଥମ ପର୍ଯ୍ୟାୟ ଗଣତି ସୁଦ୍ଧା ୪୫୮୮ ଖଣ୍ଡ ଭୋଟରେ ଆଗରେ ଥିବା ସୂଚନା ମିଳିଛି।...

ମହାରାଷ୍ଟ୍ରରେ ୬୩, ହରିୟାଣାରେ ୬୫% ମତଦାନ

ମୁମ୍ବାଇ/ଚଣ୍ଡିଗଡ଼,୨୨ା୧୦(ପି.ଟି.): ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ଲାଗି ମତଦାନ ସୋମବାର ସନ୍ଧ୍ୟାରେ ଶେଷ ହୋଇଛି। କାଁଭାଁ ଗଣ୍ଡଗୋଳକୁ ବାଦ୍‌ ଦେଲେ ଭୋଟଗ୍ରହଣ ମୋଟାମୋଟି ଶାନ୍ତିପୂର୍ଣ୍ଣ ଥିଲା। ମହାରାଷ୍ଟ୍ରରେ ୬୩ ପ୍ରତିଶତ ମତଦାନ ହୋଇଥିଲାବେଳେ ହରିୟାଣାରେ ମତଦାନ ହାର ୬୫ ପ୍ରତିଶତ...

ମହାରାଷ୍ଟ୍ର, ହରିୟାଣାରେ ପୁଣି ଭାଜପା

ନୂଆଦିଲ୍ଲୀ,୨୨ା୧୦: ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ଲାଗି ଭୋଟଗ୍ରହଣ ସୋମବାର ଶେଷ ହୋଇଛି। ଗୁରୁବାର ଭୋଟଗଣତି ହୋଇ ଫଳାଫଳ ପ୍ରକାଶ ପାଇବ। ତେବେ ଭୋଟଗ୍ରହଣ ଶେଷ ହେବା ପରେ ବିଭିନ୍ନ ଗଣମାଧ୍ୟମ ପକ୍ଷରୁ ବୁଥ୍‌ ଫେରନ୍ତା ଜନମତ (ଏକ୍‌ଜିଟ୍‌...

ଭୋଟିଂ ସମୟରେ ମୁହାଁମୁହିଁ ହେଲେ ଭାଜପା-କଂଗ୍ରେସ କର୍ମୀ: ଟେକା ପଥର ମାଡ଼

ଚଣ୍ଡିଗଡ଼,୨୧।୧୦: ହରିୟାଣା ବିଧାନସଭା ନିର୍ବାଚନରେ ଭୋଟିଂ ସମୟରେ ଭାଜପା-କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୬ ଜଣ ଆହତ ହୋଇଥିବା ପୋଲିସ ପକ୍ଷରୁ ସୂଚନାର ଦିଆଯାଇଛି। ସ୍ଥାନୀୟ ମଓ୍ବୋତ୍‌ ଅଞ୍ଚଳର ନୁହଁ ଜିଲାରେ ଏଭଳି ଘଟିଛି। ସକାଳ ୮ଟା ୪୫ରେ...

ଭାଜପା-ଶିବସେନା ୨୨୫ ଆସନରେ ଜିତିବ ବୋଲି ଦାବି କଲେ ଗୋୟଲ

ମୁମ୍ବାଇ,୨୧।୧୦: ମହାରାଷ୍ଟ୍ର ବିଧାନସଭା ଲାଗି ସୋମବାର ଭୋଟ ଗ୍ରହଣ କରାଯାଇଛି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋୟଲ କହିଛନ୍ତି ମହାରାଷ୍ଟ୍ରରେ ଭାଜପା ଓ ଶିବସେନା ମେଣ୍ଟ ୨୨୫ଟି ଆସନରେ ବିଜୟ ଲାଭ କରିବ। ଆହୁରି ମଧ୍ୟ ହରିୟାଣାର ମନୋହର ଲାଲ...

ଭୋଟ ଦେବାକୁ ଶତାବ୍ଦୀ ଏକ୍ସପ୍ରେସ୍‌ରେ କର୍ନାଲ ଗଲେ ମନୋହର ଲାଲ୍‌ ଖଟ୍ଟର: ସାଇକେଲରେ ମତଦାନ କେନ୍ଦ୍ରରେ ପହଞ୍ଚିଲେ

ଚଣ୍ଡିଗଡ଼,୨୧।୧୦: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ସୋମବାର ସକାଳ ୭ଟାଠାରୁ ମତଦାନ ଜାରି ରହିଛି। କର୍ନାଲରେ ଭୋଟ ଦେବା ଲାଗି ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟର ଶତାବ୍ଦୀ ଏକ୍ସପ୍ରେସ୍‌ରେ ବସି ଯାତ୍ରା କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ,...

୪୪ ମିନିଟର ଭାଷଣରେ କଂଗ୍ରେସକୁ ଟାର୍ଗେଟ କଲେ ମୋଦି

ସିରସା,୧୯।୧୦: ହରିୟାଣା ବିଧାନସଭା ନିର୍ବାଚନର ଶେଷ ଦିନ ପ୍ରଚାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହୁଡ୍ଡା ଗ୍ରାଉଣ୍ଡରେ ଆୟୋଜିତ ‘ବିଜୟ ସଂକଳ୍ପ ରାଲି’ରେ ପାଖାପାଖି ୪୪ ମିନିଟ୍‌ ପର୍ଯ୍ୟନ୍ତ ଉଦ୍‌ବୋଧନ ଦେଇଥିଲେ। ଆଉ ତାଙ୍କର ଟାର୍ଗେଟରେ ଥିଲା ବିରୋଧୀ କଂଗ୍ରେସ। ସେ...

ନିର୍ବାଚନ ମଇଦାନରେ ଷ୍ଟାର ପ୍ରଚାରକ

ହରିୟାଣା/ମୁମ୍ବାଇ,୧୯।୧୦: ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଶନିବାର ଥିଲା ଶେଷ ପ୍ରଚାର। ଭୋଟରଙ୍କୁ ପ୍ରଭାବିତ କରିବାକୁ ଶନିବାର ପ୍ରଚାର ମଇଦାନରେ ଦେଖିବାକୁ ମିଳିଥିଲା ଷ୍ଟାର ପ୍ରଚାରକଙ୍କୁ। ବଲିଉଡ୍‌ ଡ୍ରିମ ଗର୍ଲ ତଥା ଭାଜପା ନେତ୍ରୀ ହେମାମାଳିନୀ ହରିୟାଣାର...

୫ ବର୍ଷରେ ହରିୟାଣା କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସମ୍ପତ୍ତି ହୋଇଛି ୨ ଗୁଣା: ମହାରାଷ୍ଟ୍ରରେ ବଢ଼ିଛି ୬୨ ପ୍ରତିଶତ

ନୂଆଦିଲ୍ଲୀ,୧୯।୧୦: ହରିୟାଣାରେ ଗତ ୫ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟରଙ୍କ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସମ୍ପତ୍ତି ଦୁଇଗୁଣା ବଢ଼ିଛି। ଅପରପକ୍ଷରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ାନଭୀସ୍‌ଙ୍କ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସମ୍ପତ୍ତି ୬୨ ପ୍ରତିଶତ ବୃଦ୍ଧି ପାଇଛି। ଏହା ମହାରାଷ୍ଟ୍ରର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri