ହରିୟାଣା ନିର୍ବାଚନ

ହରିୟାଣା କଂଗ୍ରେସରେ ସିଦ୍ଧୁଙ୍କ ବିରୋଧରେ ବିଦ୍ରୋହ

ଚଣ୍ଡିଗଡ଼,୩।୧୦: ପଞ୍ଜାବର ପୂର୍ବ କ୍ୟାବିନେଟ ମନ୍ତ୍ରୀ ନବଜୋତ ସିଂହ ସିଦ୍ଧୁଙ୍କ ବିରୋଧରେ ସ୍ବର ଉତ୍ତୋଳନ ତେଜିବାରେ ଲାଗିଛି। ହରିୟାଣା କଂଗ୍ରେସର ବହୁ ତୁଙ୍ଗ ନେତା ସିଦ୍ଧୁ ନିର୍ବାଚନ ପ୍ରଚାର କରନ୍ତୁ ବୋଲି ଚାହୁଁ ନାହାନ୍ତି। କାରଣ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ…

ମହାରାଷ୍ଟ୍ର, ହରିୟାଣା ପାଇଁ ଭାଜପାର ୨ୟ ପ୍ରାର୍ଥୀ ତାଲିକା

ନୂଆଦିଲ୍ଲୀ,୩ା୧୦(ଆଇଏଏନ୍‌ଏସ୍‌): ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଭାଜପା ବୁଧବାର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହରିୟାଣା ପାଇଁ ଏହି ପର୍ଯ୍ୟାୟରେ ୧୪ ଜଣଙ୍କ ନାଁ ଘୋଷଣା ହୋଇଥିବାବେଳେ ମହାରାଷ୍ଟ୍ର ପାଇଁ ୧୨ ପ୍ରାର୍ଥୀଙ୍କ ନାଁ ପ୍ରକାଶ…

ହରିୟାଣା ନିର୍ବାଚନ: କରନାଲରେ ପ୍ରାର୍ଥିପତ୍ର ଦାଖଲ କଲେ ଖଟ୍ଟର

ଚଣ୍ଡିଗଡ଼,୧।୧୦: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର କରନାଲ ବିଧାନସଭା ଆସନ ପାଇଁ ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେକ୍ଟର-୧୨ ସ୍ଥିତ ସଚିବାଳୟରେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ଭାଜପାର ବହୁ ନେତାମାନେ ସାମିଲ ହୋଇଥିଲେ।…

ହରିୟାଣା ବିଧାନସଭା ନିର୍ବାଚନ: ଯୋଗେଶ୍ୱର, ବବିତାଙ୍କୁ ଟିକେଟ

ନୂଆଦିଲ୍ଲୀ,୧ା୧୦(ପି.ଟି.)-୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭା ପାଇଁ ଅକ୍ଟୋବର ୨୧ରେ ନିର୍ବାଚନ ହେବାକୁ ଯାଉଥିବାବେଳେ ସୋମବାର ଭାଜପା ୭୮ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟରଙ୍କୁ ପୁଣି ଥରେ କର୍ନଲରୁ ପ୍ରାର୍ଥୀ କରାଯାଇଥିଲାବେଳେ ଏକାଧିକ କ୍ରୀଡାବିତ୍‌ଙ୍କୁ ଟିକେଟ…

ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଆଶାୟୀ ପ୍ରାର୍ଥୀଙ୍କ ତାଲିକା ଜାରି କଲା ଭାଜପା: ଦାଦ୍‌ରିରୁ ବବିତା ଫୋଗଟ

ଚଣ୍ଡିଗଡ,୩୦।୯: ହରିୟାଣାରେ ବିଧାନସଭା ନିର୍ବାଚନ ଲାଗି ୭୮ ଆସନ ପାଇଁ ଭାଜପା ପକ୍ଷରୁ ସୋମବାର ଆଶାୟୀ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇଛି। ପୁଣି ଥରେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟାର କରନାଲ ଆସନ ପାଇଁ ନିର୍ବାଚନ ଲଢ଼ିବେ। ସେହିପରି ପ୍ରଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?