ନିର୍ବାଚନ

ଶେଷଦିନରେ ଦୁଇ ଦଳର ପ୍ରଚାର ଜୋର୍‌ଦାର

ଖଲ୍ଲିକୋଟ,୧୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସିରେ ପ୍ରଚାର ଶେଷଦିନରେ ଦୁଇଦଳର ଜୋର୍‌ଦାର ପ୍ରଚାର ଚାଲିଛି। ପୋଲିସର କଡ଼ା ସୁରକ୍ଷା ବଳୟ ଭିତରେ ପ୍ରଚାର ରାଲି…

2 years ago

ନିର୍ବାଚନ ମଇଦାନ ରାଜକିଶୋର-କୃଷ୍ଣଚନ୍ଦ୍ର ମୁହାଁମୁହିଁ, ପରସ୍ପରକୁ କହିଲେ…

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରେ ମୋଟ୍‌ ୧୭ ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇ ସାରିଛନ୍ତି। ବିଜେଡିରୁ ପ୍ରୀତିନନ୍ଦା…

2 years ago

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ସବୁଠୁ ଧନୀ ପ୍ରାର୍ଥୀ କିଏ ଜାଣନ୍ତି? ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୁବନେଶ୍ୱର,୧୮।୫: ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୩୩% ବିଧାୟକ ପ୍ରାର୍ଥୀ କୋଟିପତି ବୋଲି ଜଣାପଡିଛି। ଚମ୍ପୁଆ ବିଜେଡି ବିଧାୟକ ପ୍ରାର୍ଥୀ ସନାତନ ମହାକୁଡ଼ ସବୁଠୁ ଧନୀ ପ୍ରାର୍ଥୀ ହୋଇଥିବାବେଳେ…

2 years ago

ମହାପ୍ରଭୁଙ୍କ ଦର୍ଶନ ସାରି ମେଗା ରୋଡ ଶୋ’ କରିବେ ମୋଦି

ଭୁବନେଶ୍ୱର,୧୮ା୫:୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି…

2 years ago

ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ୨୦ ପ୍ରତିଶତ ମତଦାନ କେନ୍ଦ୍ର ସମ୍ବେଦନଶୀଳ: ସିଇଓ

ଭୁବନେଶ୍ୱର,୧୮।୫: ଦ୍ବିତୀୟ ପର୍ଯ୍ୟାୟ ଭୋଟ ପ୍ରସ୍ତୁତି ନେଇ ସିଇଓ ନିକୁଞ୍ଜ ଧଳ ଶନିବାର ପ୍ରେସମିଟ କରିଛନ୍ତି। ୨ୟ ପର୍ଯ୍ୟାୟରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭…

2 years ago

ରାଜନୀତି ଜାଣିନି, କେବଳ କାମ କରିବା ଜାଣିଛି: ପାଣ୍ଡିଆନ୍‌

ଭୁବନେଶ୍ୱର, ୧୭।୫ (ବନ୍ଦନା ସେଠୀ) - ମୁଖ୍ୟମନ୍ତ୍ରୀ ସାଲିଆସାହିବାସୀଙ୍କ ଭଲ ଚାହାନ୍ତି। ପ୍ରାକୃତିକ ବିପର୍ଯ୍ୟୟ ବେଳେ ସେମାନଙ୍କ କଥା ଆଗ ଚିନ୍ତା କରନ୍ତି। ଅନ୍ୟ ରାଜନୈତିକ ନେତାମାନେ…

2 years ago

ବରଗଡ଼ରେ ଧର୍ମେନ୍ଦ୍ରଙ୍କ ରୋଡ୍‌ ଶୋ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ଦିବସ ଯେତିକି ପାଖେଇ ଆସୁଛି, ଅନୁରୂପ ଭାବେ ପ୍ରାର୍ଥୀଙ୍କ ପ୍ରଚାର ମଧ୍ୟ ଜୋର୍‌ ଧରିବାରେ ଲାଗିଛି। ବରଗଡ଼ ଜିଲାରେ…

2 years ago

ଶନିବାର ଓଡ଼ିଶା ଆସିବେ ସଚିନ ପାଇଲଟ୍‌

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର ଦୁଇଟି…

2 years ago

ଭାଜପାରେ ମିଶିବାର ୧୫ ମିନିଟ୍‌ ନ ହେଉଣୁ ବିଜେଡିକୁ ଫେରିଲେ ନେତା-କର୍ମୀ; କହିଲେ ‘ଭୁଲ୍‌ ବୁଝି ପାରି…’

କେନ୍ଦୁଝର,୧୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ଜିଲା କାର୍ଯ୍ୟଳୟଠାରେ କେନ୍ଦ୍ର ଖଣି ଓ ଇସ୍ପାତ ମନ୍ତ୍ରୀ ଫଗନ ସିଂ କୁଲସ୍ତେ ଏବଂ ରାଜସ୍ଥାନରୁ ରାଜ୍ୟସଭା ଏମ୍‌ପି ଚୁନିଲାଲ…

2 years ago

ଓଡ଼ିଶା ହେବ ଗେରୁଆମୟ, ଏମିତି କାହିଁକି କହିଲେ ଶାହା

ରାଉରକେଲା,୧୭।୫: ରାଉରକେଲାରୁ ଦମ୍ଭୋକ୍ତି ଦେଖାଇଛନ୍ତି ଗୃହମନ୍ତ୍ରୀ ଅମିତ ଶାହା । କହିଲେ, ଓଡିଶା ହେବ ଗେରୁଆମୟ। ରାଜ୍ୟରେ ଭାଜପା ୧୫ ଲୋକ ସଭା ଆସନ ସହ ୭୫…

2 years ago