ନିର୍ବାଚନ

ତାଳଚେରରେ ବ୍ରଜକିଶୋର ୧୧୧୦୭ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୧୪ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୧୧୧୦୭ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ବ୍ରଜକିଶୋର ମୋଟ୍‌ ୩୪୮୯୩…

7 years ago

ଛେଣ୍ଡିପଦାରେ ଅଗସ୍ତି ବେହେରା ୫୧୫୨ ଭୋଟରେ ଆଗରେ

ଛେଣ୍ଡିପଦା, ୨୩ା୫(ସ୍ବ.ପ୍ର.)- ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅଗସ୍ତି ବେହେରା ୧୦ମ ରାଉଣ୍ଡ ସୁଦ୍ଧା ବିଜେଡିର ସୁଶାନ୍ତ କୁମାର ବେହେରାଙ୍କଠାରୁ ୫୧୫୨ ଭୋଟରେ ଆଗରେ ଅଛନ୍ତି।…

7 years ago

ଚମ୍ପୁଆରେ ବିଜେଡି ପ୍ରାର୍ଥୀ ମିନାକ୍ଷୀ ବିଜୟୀ

ଚମ୍ପୁଆ, ୨୩।୫(ଡି.ଏନ.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ମିନାକ୍ଷୀ ମହାନ୍ତ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ମୁରଲୀ ମନୋହର…

7 years ago

ପାଲଲହଡ଼ାରେ ମୁକେଶ ପାଲ ବିଜୟୀ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଧାୟକ ଭୋଟ ଗଣତି ଶେଷ ହୋଇଛି। ବିଜେଡିର ମୁକେଶ ପାଲ ୬ ହଜାରରୁ ଊର୍ଦ୍ଧ୍ୱ ଭୋଟରେ ବିଜୟୀ ହୋଇଛନ୍ତି।

7 years ago

ସୁଧୀର ୧୩୯୮୩ ଭୋଟରେ ଆଗୁଆ

ଢେଙ୍କାନାଳ ଅଫିସ, ୨୩।୫-ଢେଙ୍କାନାଳ ବିଧାନସଭା ଆସନରେ ୧୭ତମ ରାଉଣ୍ଡ ସୁଦ୍ଧା ୧ଲକ୍ଷ ୧୭ ହଜାର ୧୭୮ ଭୋଟ ଗଣତି କରାଯାଇଛି। ସେଥିରୁ ବିଜେଡିର ସୁଧୀର ସାମଲ ୫୩,୯୬୬…

7 years ago

ମହେଶ ସାହୁ ୨୦୨୬୩ ଭୋଟରେ ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫-ଢେଙ୍କାନାଳ ଲୋକ ସଭା ଆସନରେ ୧୬ତମ ରାଉଣ୍ଡ ଭୋଟ ଗଣତି ଫଳାଫଳ ପ୍ରକାଶ ପାଇଛି। ୭ ଲକ୍ଷ ୫୮ ହଜାର ୧୯୨ଟି ଭୋଟ ଗଣତି…

7 years ago

ପ୍ରଫୁଲ୍ଲ ମଲ୍ଲିକ ୧୧୩୬୯ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-କାମାକ୍ଷାନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨୭ତମ ରାଉଣ୍ଡ ଫଳାଫଳ ପଦାକୁ ଆସିଛି। ୬୪,୫୩୫ ଖଣ୍ଡ ଭୋଟ ସହ ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଆଗୁଆ…

7 years ago

ଆଠମଲ୍ଲିକରେ ରମେଶ ସାଏ ୩୧୬୭୩ ଭୋଟରେ ଆଗରେ

ବଇଣ୍ଡା, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ୨୩ ରାଉଣ୍ଡ ଶେଷସୁଦ୍ଧା ୩୧୬୭୩ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ରମେଶଚନ୍ଦ୍ର ସାଏ…

7 years ago

ବିଭୂତି ପ୍ରଧାନ ୧୩୫୨ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ୩୦ ରାଉଣ୍ଡ ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗରେ ରହିଛନ୍ତି। ସେ ୬୮,୦୬୮ ଭୋଟ ପାଇଛନ୍ତି। ତାଙ୍କ ପଛକୁ…

7 years ago

ପ୍ରଫୁଲ୍ଲ ମଲ୍ଲିକ ୧୦୯୦୪ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-କାମାକ୍ଷାନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨୬ତମ ରାଉଣ୍ଡ ଫଳାଫଳ ପଦାକୁ ଆସିଛି। ୬୨,୫୬୬ ଖଣ୍ଡ ଭୋଟ ସହ ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଆଗୁଆ…

7 years ago