ଦିଲ୍ଲୀ ନିର୍ବାଚନ

୨୦୨୪ ଲୋକ ସଭା ନିର୍ବାଚନକୁ ନେଇ ଏବେଠାରୁ ହେଲାଣି ଆକଳନ

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣା ହେବା ପୂର୍ବରୁ ଆମ ଆଦମୀ ପାର୍ଟି(ଏଏପି) କାର୍ଯ୍ୟାଳୟରେ ଉତ୍ସବ ପାଳନ କରାଯାଇଛି। ଏଥିରେ କର୍ମୀଙ୍କ ଉତ୍ସାହ ଦେଖିବାକୁ ମିଳିଛି। ତେବେ କାର୍ଯ୍ୟାୟଳ ବାହାରେ ଏକ ଭିନ୍ନ ଦୃଶ୍ୟ ସମସ୍ତଙ୍କ ଦୃଷ୍ଟିକୁ ଆସିଛି।...

କେଜରିଓ୍ବାଲଙ୍କୁ ପାରିଲେନି ୨୦୦ରୁ ଅଧିକ ଭାଜପା ଏମ୍‌ପି: ପୁଣି ଏଏପି ହାତରେ କ୍ଷମତା

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ପୁଣି ଥରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ନେତୃତ୍ୱରେ ସରକାର ଗଠନ କରିବାକୁ ଯାଉଛି। ଭାଜପା ପ୍ରଚାର କାର୍ଯ୍ୟରେ ୨୦୦ରୁ ଅଧିକ ଏମ୍‌ପିଙ୍କୁ ଲଗାଇଥିଲେ ମଧ୍ୟ ସେମାନେ କେଜରିଓ୍ବାଲଙ୍କୁ ପାରି ନାହାଁନ୍ତି।...

ଦିଲ୍ଲୀ ସିଂହାସନ: ୨୨ବର୍ଷ ଧରି ଦୂରରେ ଭାଜପା

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀରେ କ୍ଷମତା ଦଖଲ କରିବା ପାଇଁ ଭାଜପା ଦେଖିଥିବା ସ୍ବପ୍ନ ମଉଳି ଯାଇଛି। ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ପୁଣିଥରେ ଶାସନ ଡୋରି ଧରିବା ନିଶ୍ଚିତ ହୋଇଛି। ଶେଷଥର ପାଇଁ ୧୯୯୩ରେ ଦିଲ୍ଲୀ ବିଧାନସଭାରେ କ୍ଷମତା ଦଖଲ କରିଥିଲା। ଭାଜପା...

ଏନ୍‌ଆର୍‌ସି କି ସିଏଏ ନୁହେଁ ବିକାଶକୁ ପସନ୍ଦ କରିଛନ୍ତି ଜନତା: ମମତା

କୋଲକାତା,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ସାମ୍ନାକୁ ଆସି ନ ଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଆମ ଆଦମୀ ପାର୍ଟି(ଏଏପି) ବହୁମତରେ ବିଜୟ ଲାଭ କରିବ ବୋଲି ଆଲୋଚନା ହେଉଛି। ଏବେସୁଦ୍ଧା ଏଏପି ବହୁମତଠାରୁ ଆଗୁଆ ଥିବା ବେଳେ...

ସିସୋଡିଆ ପଛରେ ଏଏପି ଆଗରେ

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ନିର୍ବାଚନ ଫଳାଫଳକୁ ଦେଖି ମହାରାଷ୍ଟ୍ର ଓ ପଞ୍ଜାବରେ ଆମ ଆଦମୀ ପାର୍ଟି(ଏଏପି) କର୍ମୀମାନେ ବିଜୟ ପର୍ବ ପାଳନ କରିବା ଆରମ୍ଭ କରି ଦେଲେଣି। ଏପଟେ କିନ୍ତୁ ଦିଲ୍ଲୀର ପ୍ରାୟ ୫୮ ଆସନରେ ଏଏପି ଆଗରେ ଥିବା ବେଳେ...

ଜାଣିଶୁଣି ଶାହ। ନଡ୍ଡାଙ୍କ ମୁଣ୍ଡରେ ବୋଳିଲେ ଅଠା !

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନର କିଛି ଦିନ ପୂର୍ବରୁ ଭାଜପା ଜେ.ପି. ନଡ୍ଡାଙ୍କୁ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିଯୁକ୍ତ କରିଥିଲା। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ। କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଥିଲେ। ମାତ୍ର ଦିଲ୍ଲୀ ନିର୍ବାଚନ ଫଳାଫଳ ସମ୍ପର୍କରେ ଭାଜପାକୁ...

ଭାଲେଣ୍ଟାଇନ୍ସ ଡେ’ରେ ଶପଥ ନେବେ କେଜରିଓ୍ବାଲ!

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ଆରମ୍ଭ ହୋଇଗଲାଣି ଅଙ୍କ କଷା। ଆମ ଆଦମୀ ପାର୍ଟି(ଏଏପି) ଏଥର ବହୁମତରେ ଆସି ପୁଣିଥରେ ଦିଲ୍ଲୀରେ ସରକାର ଗଠନ କରିବ ବୋଲି ପୂର୍ବରୁ ଏକ୍‌ଜିଟ୍‌ ପୋଲ୍‌ରେ ଆକଳନ କରାଯାଇଥିଲା। ଏବେ...

ଝାଡୁ ପାହାରରେ ହାତ-ପଦ୍ମ ଘାଇଲା

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ପୁଣି ଥରେ ଶାସନ ଡୋରି ଧରିବା ନିଶ୍ଚିତ ହୋଇଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ନେତୃତ୍ୱରେ ଦଳ ପୁଣି ସଂଖ୍ୟାଗରିଷ୍ଠତା ହାସଲ କରିବାକୁ ଯାଉଛି। ଏଏପି ୫୮ ଆସନରେ ଆଗୁଆ ଥିବାବେଳେ...

ଦିଲ୍ଲୀ ନିର୍ବାଚନ ଫଳାଫଳକୁ ଦେଖି ପଞ୍ଜାବରେ ଉତ୍ସବର ମାହୋଲ

ଅମୃତସର,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନର ଭୋଟ ଗଣତି ମଙ୍ଗଳବାର ସକାଳୁ ଆରମ୍ଭ ହୋଇଛି। ଏବେ ଏହାର ଫଳାଫଳ ଉପରେ ସମସ୍ତଙ୍କ ନଜର ରହିଛି। ସକାଳ ୧୧ଟା ସୁଦ୍ଧା ଆମ ଆଦମୀ ପାର୍ଟି(ଏଏପି) ପ୍ରାୟ ୫୦ ଆସନରେ ଆଗରେ ଥିବା ବେଳେ...

ମ୍ୟାଜିକ୍‌ ନମ୍ବର ଛୁଇଁ ଆଗକୁ ବଢ଼ିଲା ଏଏପି

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନର ଭୋଟ ଗଣତି ଜାରି ରହିଛି। ୭୦ଟି ବିଧାନସଭା ଆସନ ମଧ୍ୟରୁ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ୫୬ ଆସନରେ ଆଗେଇଛି। ସେହିପରି ଭାଜପା ପ୍ରାର୍ଥୀ ୧୪ଟି ଆସନରେ ଆଗୁଆ ରହିଛନ୍ତି। କଂଗ୍ରେସର ଅବସ୍ଥା ଗତ ବିଧାନସଭା...

ଭାଜପାର ବିଜୟ ଅବା ପରାଜୟ ପାଇଁ ମୁଁ ଦାୟୀ ରହିବି: ମନୋଜ

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନର ଫଳାଫଳ ଉପରେ ଏବେ ସାରା ଦେଶର ନଜର। ମଙ୍ଗଳବାର ଭୋଟ ଗଣତି ଆରମ୍ଭ ହୋଇଥିବା ବେଳେ ଏବେ ପ୍ରାୟ ସବୁଦଳ ବିଜୟ ଲାଭ କରିବାକୁ ଆଶା ବାନ୍ଧି ବସିଛନ୍ତି। ଆମ ଆଦମୀ ପାର୍ଟି(ଏଏପି) ଓ...

ନିର୍ବାଚନ ଫଳାଫଳ ପୂର୍ବରୁ ଚର୍ଚ୍ଚାକୁ ଆସିଲା ଭାଜପା କାର୍ଯ୍ୟାଳୟରେ ଲାଗିଥିବା ପୋଷ୍ଟର

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନର ଭୋଟ ଗଣତି ମଙ୍ଗଳବାର ଆରମ୍ଭ ହୋଇଛି। କାହା ମୁଣ୍ଡରେ ହାତୀ ସୁନା କଳସ ଢ଼ାଳିବ ଏବଂ କିଏ ଶାସନ କ୍ଷମତା ହାତେଇବ ସେନେଇ ଏବେ କଳ୍ପନାଜଳ୍ପନା ଲାଗି ରହିଛି। ଇତିମଧ୍ୟରେ ଭାଜପାର ଦିଲ୍ଲୀ ପ୍ରଦେଶ...

Advertisement
Archives

Model This Week

Why Dharitri