ଦିଲ୍ଲୀ ନିର୍ବାଚନ

ବିବାହ ପୂର୍ବରୁ ଭୋଟ ଗ୍ରହଣ କେନ୍ଦ୍ରରେ ପହଞ୍ଚିଲେ ବରଯାତ୍ରୀ ସହ ବର

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ପାଇଁ ଶନିବାର ସକାଳୁ ଭୋଟ ଗ୍ରହଣ ଆରମ୍ଭ କରାଯାଇଛି। ଏଥିରେ ବହୁ ସଂଖ୍ୟାରେ ଭୋଟର ନିଜର ମତଦାନ ସାବ୍ୟସ୍ତ କରିଥିବା ଦେଖିବାକୁ ମିଳିଛି। ତେବେ ଶଙ୍କରପୁରରେ ଥିବା ଏମ୍‌ସିଡି ପ୍ରାଇମେରୀ ସ୍କୁଲରେ ହୋଇଥିବା ମତଦାନ କେନ୍ଦ୍ରରେ ଏକ…

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ସରିଲା ପ୍ରସ୍ତୁତି

ନୂଆଦିଲ୍ଲୀ,୭।୨: ରାତି ପାହିଲେ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ସୂଚନା ମିଳିଛି। ଶନିବାର ସକାଳ ୮ଟାରୁ ଭୋଟ ଗ୍ରହଣ ଆରମ୍ଭ କରାଯିବ। ଏଥିପାଇଁ ଶୁକ୍ରବାର ଇଭିଏମ୍‌, ଭିଭିପାଟ ଓ ସମସ୍ତ ଆବଶ୍ୟକ ସାମଗ୍ରୀ…

ଭୋଟ ପୂର୍ବରୁ କୃପାଭିକ୍ଷା

ନୂଆଦିଲ୍ଲୀ,୭।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆରମ୍ଭ ହେଲାଣି କାଉଣ୍ଟ ଡାଉନ୍‌। ଆଉ ମାତ୍ର କେଇ ଘଣ୍ଟା ପରେ ସବୁ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍‌ ହେବ ଇଭିଏମ୍‌ରେ। ଏହା ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ…

ମତଦାନ ପୂର୍ବରୁ ଦିଲ୍ଲୀରେ ଫୁଟିଲା ଗୁଳି

ନୂଆଦିଲ୍ଲୀ,୭।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ମତଦାନର ଦିନକ ପୂର୍ବରୁ ସ୍ଥନୀୟ ଅଞ୍ଚଳରେ ଫୁଟିଲା ଗୁଳ। ଶୁକ୍ରବାର ଉତ୍ତର ପୂର୍ବ ଦିଲ୍ଲୀର ଜାଫରାବାଦ ଅଞ୍ଚଳରେ ୨ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ଏକ ଦୋକାନ ସମ୍ମୁଖରେ ୪ରାଉଣ୍ଡ ଫାଙ୍କା ଗୁଳି ଚାଳନା କରିଥିଲେ।…

୪୫ରୁ ଅଧିକ ଆସନରେ ଜିତି ଦିଲ୍ଲୀରେ ସରକାର ଗଢିବ ଭାଜପା: ଶାହା

ନୂଆଦିଲ୍ଲୀ,୭।୨: ଏବେ ଦିଲ୍ଲୀ ବିଧାନସଭାକୁ ନେଇ ଅଙ୍କକଷା ଆରମ୍ଭ ହୋଇଯାଇଛି। ପ୍ରଚାର ସରିବା ପରେ ଏବେ ଡୋର୍‌ ଟୁ ଡୋର୍‌ କ୍ୟାମ୍ପେନ କରି ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ଚେଷ୍ଟା ଚଳାଇଛନ୍ତି ସମସ୍ତ ରାଜନୈତିକ ଦଳ। ଇତିମଧ୍ୟରେ ସ୍ବରାଷ୍ଟ୍ର ମନ୍ତ୍ରୀ…

ଦିଲ୍ଲୀ ନିର୍ବାଚନ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଓଏସ୍‌ଡି ଲାଞ୍ଚ ନେଉଥିବାବେଳେ ଗିରଫ

ନୂଆଦିଲ୍ଲୀ,୭।୨: ଦିଲ୍ଲୀ ନିର୍ବାଚନ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଓଏସ୍‌ଡି(ସ୍ବତନ୍ତ୍ର କର୍ତ୍ତବ୍ୟ ଅଧିକାରୀ) ଗୋପାଳକୃଷ୍ଣ ମାଧବ ଗିରଫ ହୋଇଛନ୍ତି। ଜିଏସ୍‌ଟି ସମ୍ପର୍କିତ ମାମଲାରେ ଗୋପାଳ ଜଣେ ବ୍ୟକ୍ତିଙ୍କଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ସମୟରେ ସିବିଆଇ ଅଧିକାରୀମାନେ ତାଙ୍କୁ ଗୁରୁବାର…

ଦିଲ୍ଲୀ ନିର୍ବାଚନ: ୧୦୦ରୁ ଊର୍ଦ୍ଧ୍ୱ ବୟସ୍କ ଭୋଟରଙ୍କ ସଂଖ୍ୟା ୧୩୨

ନୂଆଦିଲ୍ଲୀ,୭।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଚାଲିଥିବା ପ୍ରଚାର ଗୁରୁବାର ଶେଷ ହୋଇଛି। ଆସନ୍ତା ୮ ତାରିଖରେ ଦିଲ୍ଲୀର ୭୦ଟି ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ। ଏଥର ନିର୍ବାଚନରେ ୧୦୦ରୁ ଊର୍ଦ୍ଧ୍ୱ ବୟସ୍କ ୧୩୨ ଜଣ ଭୋଟର ନିଜର ମତ…

ଥମିଲା ଦିଲ୍ଲୀ ପ୍ରଚାର : ୭୦ ଆସନରେ ବଳ କଷାକଷି

ନୂଆଦିଲ୍ଲୀ,୭-୨: ଦିଲ୍ଲୀ ବିଧାନସଭାର ୭୦ ଆସନରେ ଶନିବାର ନିର୍ବାଚନ ହେବ। ଏଥିପାଇଁ ସମସ୍ତ ନିର୍ବାଚନମଣ୍ଡଳୀରେ ସବୁ ଦଳ ପକ୍ଷରୁ ଗୁରୁବାର ସନ୍ଧ୍ୟା ୬ଟାରେ ହାଇଭୋଲ୍ଟେଜ୍‌ ନିର୍ବାଚନ ପ୍ରଚାର ଶେଷ ହୋଇଛି। ଶାସକ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି), ଭାରତୀୟ ଜନତା ପାର୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?