ଗୋଆ ନିର୍ବାଚନ

ଧାଡିରେ ଛିଡା ହୋଇ ଭୋଟ ଦେଲେ ପାଣ୍ଡିଆନ୍‌

ଭୁବନେଶ୍ୱର,୨୫।୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ମତଦାନ। ୬ ଲୋକସଭା ଏବଂ ୪୨ ବିଧାନସଭା ଆସନ ପାଇଁ ଭୋଟର ନିଜ ମତ ସାବ୍ୟସ୍ତ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ୍‌ ଭୋଟ ଦେଇଛନ୍ତି।…

ଲଗାତର ଦ୍ୱିତୀୟଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପ୍ରମୋଦ

ପାଣାଜୀ,୨୮।୩: ଗୋଆର ମୁଖ୍ୟମନ୍ତ୍ରୀ ଭାବରେ ସୋମବାର ଶପଥ ଗ୍ରହଣ କରିଛନ୍ତି ପ୍ରମୋଦ ସାୱନ୍ତ। ରାଜଧାନୀ ପାଣାଜୀସ୍ଥିତ ଶ୍ୟାମା ପ୍ରସାଦ ମୁଖାର୍ଜୀ ଷ୍ଟାଡିୟମରେ ଆୟୋଜିତ ଏକ ସମାରୋହରେ ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଜିତିଲେ ଗୋଆ ମୁଖ୍ୟମନ୍ତ୍ରୀ

ପାଣାଜି,୧୦।୩: ୨୦୨୨ ବିଧାନସଭା ନିର୍ବାଚନରେ ସାଙ୍କୁଲିମ ଆସନରୁ ଗୋଆ ମୁଖ୍ୟମନ୍ତ୍ରୀ ଡ. ପ୍ରମୋଦ ସାୱନ୍ତ ବିଜୟୀ ହୋଇଛନ୍ତି। ପ୍ରମୋଦ ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀଙ୍କଠାରୁ ମାତ୍ର ୧ ହଜାର ଭୋଟରେ ବିଜୟୀ ହୋଇଥିବା ଜଣାପଡିଛି। ଭାଜପା ୧୯ଟି ଅସନରେ ଆଗରେ ଥିବା ବେଳେ…

ଗୋଆରେ ଭାଜପା-କଂଗ୍ରେସ ମୁହାଁମୁହିଁ…

ପଣଜୀ,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ଗାଆରେ ଭାଜପା ଏବଂ କଂଗ୍ରେସ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି। ୪୦ ଆସନ ବିଶିଷ୍ଟ ଗୋଆ ବିଧାନସଭାରେ ଭାଜପା ୧୫ ଆସନରେ ଆଗୁଆ ଥିବାବେଳେ…

ଗୋଆରେ ଭାଜପା ଆଗୁଆ, ପଛରେ କଂଗ୍ରେସ…

ପଣଜୀ,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ଗୋଆରେ ଶାସକ ଭାଜପା ଆଗୁଆ ରହିଛି। ଅପର ପକ୍ଷରେ କଂଗ୍ରେସ ପଛରେ ରହିଛି। ୪୦ ଆସନ ବିଶିଷ୍ଟ ଗୋଆ ବିଧାନସଭାରେ ଭାଜପା ୧୩…

କଂଗ୍ରେସର ରିସର୍ଟ ରାଜନୀତି

ପଣଜୀ,୧୦।୩(ପି.ଟି.): ୨୦୧୭ ବିଧାନସଭା ନିର୍ବାଚନରେ କଂଗ୍ରେସ ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇ ମଧ୍ୟ ଗୋଆରେ ସରକାର ଗଠନ କରିପାରି ନ ଥିଲା। ଏଥର ଯେପରି ସେଭଳି ସ୍ଥିତି ନ ଉପୁଜେ ସେଥିପାଇଁ ଏହି ସର୍ବପୁରାତନ ଦଳ କୌଣସି ସୁଯୋଗ ହାତଛଡ଼ା କରିବାକୁ…

ସନ୍ଧ୍ୟା ୬ଟା ସୁଦ୍ଧା ୟୁପିରେ ୬୨%, ଗୋଆରେ ୭୮%, ଉତ୍ତରାଖଣ୍ଡରେ ୬୨ପ୍ରତିଶତରୁ ଉର୍ଦ୍ଧ୍ୱ ମତଦାନ କରିଛନ୍ତି ଭୋଟର

ଲକ୍ଷ୍ନୌ/ପଣାଜି/ଡେରାଡୁନ,୧୪।୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ୫୫ଟି ଆସନ ଓ ଉତ୍ତରାଖଣ୍ଡ-ଗୋଆର ସମସ୍ତ ଆସନ ପାଇଁ ସୋମବାର ମତଦାନ ଅନୁଷ୍ଠିତ ହୋଇଥିଲା। ଗୋଆରେ ୭୦ଟି ବିଧାନସଭା ଆସନ ପାଇଁ ଭୋଟରମାନେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ସେହିପରି ଉତ୍ତରପ୍ରଦେଶରେ ସନ୍ଧ୍ୟା…

ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପ୍ରଚାର ଶେଷ

ନୂଆଦିଲ୍ଲୀ,୧୨ା୨: ଉତ୍ତରପ୍ରଦେଶର ଦ୍ୱିତୀୟ ପର୍ଯ୍ୟାୟ, ଉତ୍ତରାଖଣ୍ଡ ଏବଂ ଗୋଆ ବିଧାନସଭା ନିର୍ବାଚନ ପାଇଁ ଶନିବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ଉତ୍ତରପ୍ରଦେଶର ୯ଟି ଜିଲାର ୫୫ ନିର୍ବାଚନମଣ୍ଡଳୀରେ ଆସନ୍ତା ଚଳିତମାସ ୧୪ରେ ଭୋଟ ଗ୍ରହଣ ହେବ। ଏହି ନିର୍ବାଚନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?