ଝାଡଖଣ୍ଡ ନିର୍ବାଚନ

କର୍ନାଟକରେ କଂଗ୍ରେସକୁ ବୁଦ୍ଧି ଶିଖାଇଲେ ଜନତା: ମୋଦି

ବରହି,୯।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଗୋଟିଏ ପଟେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ ଜନସଭାକୁ ଉଦ୍‌ବୋଧନ ଦେଉଥିବା ବେଳେ ଅନ୍ୟପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରହିରେ ଏକ ଜନସଭାକୁ ଉଦ୍‌ବୋଧନ ଦେଇଛନ୍ତି। ମୋଦି ତାଙ୍କ ଭାଷଣ ସମୟରେ...

ପୁଣି ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ

ହଜାରିବାଗ,୯।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ବିଭିନ୍ନ ଦଳର ଷ୍ଟାର ପ୍ରଚାରକମାନେ ଏବେ ଝାଡ଼ଖଣ୍ଡରେ ପହଞ୍ଚୁଥିବା ଦେଖାଯାଇଛି। ସୋମବାର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଝାଡ଼ଖଣ୍ଡର ହଜାରିବାଗ ଗସ୍ତ କରିଛନ୍ତି। ସେଠାରେ ସେ ଏକ...

ଝାଡ଼ଖଣ୍ଡ ଭୋଟବେଳେ ହିଂସା: ଗୁଳିମାଡ଼ରେ ଜଣେ ମୃତ, ୨ ଗୁରୁତର

ରାଞ୍ଚି, ୭ା୧୨(ପି.ଟି.): ଝାଡ଼ଖଣ୍ଡରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ବେଳେ ହିଂସାକାଣ୍ଡ ଘଟିଛି। ସିସାଇ ବିଧାନସଭା ଆସନ ଅନ୍ତର୍ଗତ ବଧନି ଗ୍ରାମର ୩୬ ନଂ. ବୁଥରେ କୌଣସି କାରଣକୁ ନେଇ ଦୁଇ ରାଜନୈତିକ ଦଳ ମଧ୍ୟରେ ବିବାଦ ଦେଖାଦେବାରୁ ପୋଲିସ ଏଥିରେ...

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ଅପରାହ୍ନ ୩ଟା ପର୍ଯ୍ୟନ୍ତ ୫୯.୨୭ ପ୍ରତିଶତ ମତଦାନ

ଜାମସେଦପୁର,୭।୧୨: ଝାଡ଼ଖଣ୍ଡ ବିଧାନସଭା ପାଇଁ ଶନିବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହୋଇଛି। ଅପରାହ୍ନ ୩ଟା ପର୍ଯ୍ୟନ୍ତ ଏହି ପର୍ଯ୍ୟାୟରେ ୫୯.୨୭ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ଏଠାରେ ୫ଟି ପର୍ଯ୍ୟାୟରେ ମତଦାନ ହେବାକୁ ଥିବା ବେଳେ ଶନିବାର ଦ୍ୱିତୀୟ...

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ୩୬ ନମ୍ବର ବୁଥ୍‌ରେ ପଥରମାଡ ସହ ଗୁଳିଚାଳନା

ଗୁମଲା,୭।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଶନିବାର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଏହି ସମୟରେ ଗୁମଲା ଜିଲାର ସିସାଇ ବିଧାନସଭା ଅଞ୍ଚଳରେ ବୁଥ୍‌ ନମ୍ବର ୩୬ରେ ଗୁଳିମାଡ ହୋଇଥିବା ସୂଚନା ମିଳିଛି। ଇଣ୍ଡୋ-ତିବତାନ ବର୍ଡର ପୋଲିସ(ଆଇଟିବିପି)...

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ଜାମସେଦପୁର,୭।୧୨: ଝାଡ଼ଖଣ୍ଡ ବିଧାନସଭା ଆସନ ଲାଗି ଶନିବାର ସକାଳୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସକାଳ ୭ଟାରୁ ଏହା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୫ଟାରେ ଶେଷ ହେବ। ଦ୍ୱିତୀୟ ପର୍ଯ୍ୟାୟରେ ୨୦ ଆସନ ପାଇଁ ଭୋଟ ଗ୍ରହଣ କରାଯାଉଛି।...

ରାହୁଲଙ୍କୁ ଟାର୍ଗେଟ କଲେ ଶାହ

ରାଞ୍ଚି,୨।୧୨: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଏକ ପ୍ରକାର ହାରିଯାଇଥିବା ଭାରତୀୟ ଜନତା ପାର୍ଟି(ଭାଜପା) ଏବେ ପୁଣିଥରେ ନିଜର ସ୍ଥିତିକୁ ଫେରାଇବାକୁ ଚେଷ୍ଟା ଚଳାଇଥିବା ଆଲୋଚନା ହେଉଛି। ଆଗକୁ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଥିବା ବେଳେ ଏବେ ଭାଜପାର ଷ୍ଟାର ପ୍ରଚାରକମାନେ...

ଦେଇଥିବା କଥା ରଖିବ ଭାଜପା: ରାଜନାଥ

ବୋକାରୋ,୧।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ହେଉଥିବା ପ୍ରଚାର ଅଭିଯାନରେ ଏବେ ବିଭିନ୍ନ ଦଳର ଷ୍ଟାର ପ୍ରଚାରକମାନେ ସାମିଲ ହୋଇଛନ୍ତି। ଦୁଇଦିନ ତଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଝାଡ଼ଖଣ୍ଡର ଚତରାରେ ଏକ ରାଲିରେ ଯୋଗ ଦେଇଥିବା ବେଳେ ରବିବାର ପ୍ରତିରକ୍ଷାମନ୍ତ୍ରୀ...

ବୁଥ୍‌ ବାହାରେ କଂଗ୍ରେସ ପ୍ରାର୍ଥୀଙ୍କ ଦାଦାଗିରି

ରାଞ୍ଚି,୩୦।୧୧: ଝାଡଖଣ୍ଡ ବିଧାନସଭା ନିର୍ବାଚନ ପ୍ରଥମ ପର୍ଯ୍ୟାୟର ମତଦାନ ଶନିବାର ଅନୁଷ୍ଠିତ ହୋଇଛି। ଏଠାରେ ୧୩ଟି ଆସନ ପାଇଁ ପ୍ରାୟ ୪,୮୯୨ଟି କେନ୍ଦ୍ରରେ ମତଦାନ ଚାଲିଛି। ଏହାରି ଭିତରେ ପଲାମୁ ଜିଲାର କୋସିୟାରା ଗାଁର ଏକ ମତଦାନକେନ୍ଦ୍ର ବାହାରେ କଂଗ୍ରେସ...

ମତଦାନକୁ ବିରୋଧ: ବିସ୍ଫୋରଣରେ ପୋଲ ଉଡ଼ାଇଲେ ମାଓବାଦୀ

ରାଞ୍ଚି,୩୦।୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଶନିବାର ୬ଟି ଜିଲାରେ ପ୍ରଥମ ପ୍ରର୍ଯ୍ୟାୟରେ ୧୩ଟି ଆସନ ଲାଗି ମତଦାନ ଜାରି ରହିଛି। ତେବେ ମତଦାନକୁ ବିରୋଧ କରି ମାଓବାଦୀମାନେ ଗୁମଲା ଜିଲାରେ ବିସ୍ଫୋରଣ କରିଛନ୍ତି। ସ୍ଥାନୀୟ ବିଷ୍ଣୁପୁର ବିଧାନସଭା ଅଞ୍ଚଳରେ...

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ପ୍ରଥମ ପ୍ରର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ

ରାଞ୍ଚି,୩୦।୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଶନିବାର ପ୍ରଥମ ପ୍ରର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ପ୍ରଥମ ପ୍ରର୍ଯ୍ୟାୟରେ ୩୭ ଲକ୍ଷ ୮୩ ହଜାର ୫୫ ଭୋଟର ୧୮୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ଏହି ପ୍ରର୍ଯ୍ୟାୟରେ ୬ଟି ଜିଲାର...

ଫୋନ୍‌ କରି ଭୋଟ୍‌ ମାଗିଲେ ଶାହ

ଚତରା,୨୮।୧୧: ଭାଜପା ଅଧ୍ୟକ୍ଷ ତଥା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆଜି ଝାଡଖଣ୍ଡର ଚତରାରେ ଏକ ରାଲିରେ ଯୋଗ ଦେଇଥିଲେ। ସେଠାରେ ହେବାକୁ ଥିବା ବିଧାନସଭା ନିର୍ବାଚନ ଲାଗି ସେ ଏହି ରାଲିରେ ଯୋଗ ଦେଇଥିଲେ। ସେଠାରେ ସେ ଉପସ୍ଥିତ...

Advertisement
Business Eminence Awards 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri