ଭୋଟ୍ ଦେଲେ ଅର୍ଥମନ୍ତ୍ରୀ
ଭଞ୍ଜନଗର,୨୦ା୫(ବାବୁଲା ପ୍ରଧାନ): ଅର୍ଥମନ୍ତ୍ରୀ ତଥା ଭଞ୍ଜନଗର ବିଧାୟକ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ସୋମବାର ନିଜ ଗ୍ରାମ ଅଗଝୋଳରେ ମତଦାନ ସାବ୍ୟସ୍ତ କରିଛନ୍ତି। ବିକ୍ରମ ସପ୍ତମଥର ପାଇଁ ଭଞ୍ଜନଗର ନିର୍ବାଚନମଣ୍ଡଳୀରୁ ପ୍ରତିଦ୍ବନ୍ଦ୍ୱିତା କରୁଛନ୍ତି। ଏହି ଅବସରରେ ସେ କହିଥିଲେ, ଭଞ୍ଜନଗରବାସୀ ମୋତେ…
ଚାଲିଛି ଗଣତନ୍ତ୍ରର ମହାପର୍ବ: ଭୋଟ ଦେବାକୁ ପ୍ରବଳ ଭିଡ଼
ଫୁଲବାଣୀ, ୨୦।୫(ରାକେଶ କୁମାର ରାଉତ):ସାଧାରଣ ନିର୍ବାଚନର ଦିତୀୟ ପର୍ଯ୍ୟାୟରେ କନ୍ଧମାଳ ସଂସଦୀୟ କ୍ଷେତ୍ରରେ ଭୋଟ ଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ସକାଳ ୭ଟାରୁ ଭୋଟ ଦାନ କେନ୍ଦ୍ରରେ ଭୋଟରମାନଙ୍କ ଭିଡ଼ ଦେଖିବାକୁ ମିଳିଛି। ୫ ବର୍ଷ ପରେ ଭୋଟରମାନେ ସେମାନଙ୍କ ପସନ୍ଦର…
ମହାନଦୀ ପ୍ରସଙ୍ଗରେ ଭାଜପାକୁ ଟାର୍ଗେଟ କଲେ ପାଣ୍ଡିଆନ
ଭୁବନେଶ୍ୱର,୨୦।୫: ପୁଣି ଭିଡିଓ ଜାରି କରି ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ଏଥିରେ ସେ ମହାନଦୀକୁ ପ୍ରସଙ୍ଗ କରି ଭାଜପା ଉପରେ ଖୁବ ବର୍ଷିଛନ୍ତି। ଓଡ଼ିଶା ବିରୋଧରେ କିପରି ଛତିଶଗଡ଼ ଓ କେନ୍ଦ୍ର ସରକାର…
ସସ୍ତ୍ରୀକ ଭୋଟ୍ ଦେଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାଶ
ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ଏହି କ୍ରମରେ ଚଳିତ ନିର୍ବାଚନରେ ବରଗଡ଼ ବିଧାନସଭା ଆସନରୁ ପ୍ରତିଦ୍ବନ୍ଦ୍ୱିତା କରୁଥିବା କଂଗ୍ରେସ…
ମତଦାନ କଲେ କଂଗ୍ରେସ ପ୍ରାର୍ଥୀ ଚିତ୍ରସେନ
ପୁରୁଷୋତ୍ତମପୁର,୨୦ା୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବିଧାନସଭା ନିର୍ବାଚନ ଲାଗି ସୋମବାର ସକାଳୁ ନିର୍ଦ୍ଧାରିତ ସମୟରେ ମତଦାନ ଆରମ୍ଭ ହୋଇଛି। ଏଥିରେ କଂଗ୍ରେସ ପକ୍ଷରୁ ଖଲ୍ଲିକୋଟ ବିଧାନସଭା ପ୍ରାର୍ଥୀ ଚିତ୍ରସେନ ବେହେରା ଆସି ପୁରୁଷୋତ୍ତମପୁର ଏନ୍ଏସି ଗଡ଼ସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ…
ପଙ୍କାଳସାହିରେ ଭୋଟ୍ ବର୍ଜନ
ନୟାଗଡ଼,୨୦ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଦଶପଲା ନିର୍ବାଚନ ମଣ୍ଡଳୀରେ ଭୋଟ୍ ଚାଲୁ ରହିଥିବା ବେଳେ ଅଧିକାଂଶ ସ୍ଥାନରେ ଇଭିଏମ୍ ଅଚଳ ଥିବା ଦେଖିବାକୁ ମିଳୁଛି। ନୂଆଗାଁ ବ୍ଲକର ଦୁର୍ଦ୍ୱରା ନୋଡାଲ ଉଚ୍ଚ ବିଦ୍ୟାଳୟ ଓ ଗୋଳଗୋଳା,ଦଶପଲା ବ୍ଲକର ମଧ୍ୟଖଣ୍ଡ ବୁଥ୍ରେ ପ୍ରାୟ…
ଧାଡ଼ିରେ ଠିଆ ହୋଇ ମତଦାନ କଲେ ପ୍ରସନ୍ନ ଆଚାର୍ଯ୍ୟ
ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବାଧାଡ଼ି ଲାଗିଛି। ଏହି କ୍ରମରେ ଚଳିତ ନିର୍ବାଚନର ରେଢ଼ାଖୋଲ ବିଧାନସଭାର ବିଜେଡି ପ୍ରାର୍ଥୀ ତଥା ପୂର୍ବତନ ଏମ୍ପି…
ନୟାଗଡ଼ର ଅଧିକାଂଶ ସ୍ଥାନରେ ଇଭିଏମ୍ ଅଚଳ, ବୁଥ୍ରେ ଚାପା ଉତ୍ତେଜନା
ନୟାଗଡ଼,୨୦ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଦଶପଲ୍ଲା ନିର୍ବାଚନ ମଣ୍ଡଳୀରେ ଭୋଟ ଚାଲୁ ରହିଥିବା ବେଳେ ଅଧିକାଂଶ ସ୍ଥାନରେ ଇଭିଏମ୍ ଅଚଳ ଥିବା ଦେଖିବାକୁ ମିଳୁଛି। ନୂଆଗାଁ ବ୍ଲକର ଦୁର୍ଦୁରା ନୋଡାଲ ଉଚ୍ଚ ବିଦ୍ୟାଳୟ ଓ ଗୋଳଗୋଳା,ଦଶପଲା ବ୍ଲକର ମଧ୍ୟଖଣ୍ଡ ବୁଥ୍ରେ ପ୍ରାୟ…
ଟିଟିଲାଗଡ଼ରେ ଇଭିଏମ୍ ଅଚଳ, ମତଦାନ ବିଳମ୍ବ
ଟିଟିଲାଗଡ଼,୨୦ା୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ର ୧୯୧ ନଂ ବୁଥ୍ରେ ଇଭିଏମ୍ ଅଚଳ ହେବାରୁ ମତଦାନରେ ବିଳମ୍ବ ହୋଇଛି। ୭ଟାରେ ବୁଥ୍ ଖୋଲିବା ପରେ ଭୋଟରମାନେ ଲମ୍ବା ଧାଡ଼ିରେ ଠିଆ ହୋଇଥିଲେ। ମାତ୍ର ଇଭିଏମ୍ ଅଚଳ ହେବାରୁ ପ୍ରାୟ ଦେଢ଼ ଘଣ୍ଟା ପରେ…
ଓଡ଼ିଶାରେ କୌଣସି ବିକାଶ ହୋଇ ନାହିଁ: ରାଜନାଥ
ଖୋର୍ଦ୍ଧା,୨୦।୫(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ହାବେଳି ପଡ଼ିଆରେ ରବିବାର ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ରାଜନାଥ ସିଂ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ଓଡ଼ିଶାରେ ୫୦ ବର୍ଷ କଂଗ୍ରେସ ଏବଂ ୨୫ ବର୍ଷ…
ମୋଦି ଯେତେ ଓଡ଼ିଶା ଆସିବେ କଂଗ୍ରେସ ସେତିକି ବଢ଼ିବ: ଅଜୟ
ଭୁବନେଶ୍ୱର,୨୦।୫(ସୁନିତ୍ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ତେବେ ତାଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ବିଭିନ୍ନ ପ୍ରସଙ୍ଗରେ ମୋଦିଙ୍କୁ ବହୁ ପ୍ରଶ୍ନ ପଚାରି ଓଡ଼ିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର ଟାର୍ଗେଟ କରିଛନ୍ତି। କଂଗ୍ରେସ ଭବନଠାରେ…
ଦାରିଙ୍ଗବାଡ଼ିରେ ମତଦାନ ଆରମ୍ଭ: ଭୋଟ୍ ଦେଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ
ଦାରିଙ୍ଗବାଡ଼ି,୨୦ା୫(ଅରୁଣ ସାହୁ): ଗଣତନ୍ତ୍ରର ମହାନ ପର୍ବ ତଥା ସାଧାରଣ ନିର୍ବାଚନ ସକାଳ ୭ଟାରେ ଶାନ୍ତି ଶୃଙ୍ଖଳାର ସହ ଆରମ୍ଭ ହୋଇଯାଇଛି। ଏହି କ୍ରମରେ କନ୍ଧମାଳ ଜିଲା ଜି.ଉଦୟଗିରି ନିର୍ବାଚନ ମଣ୍ଡଳୀ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମତଦାନ ଆରମ୍ଭ ହୋଇଯାଇଛି। ବିଜେଡିର ବିଧାୟକ…
Archives


