ଓଡ଼ିଶା ନିର୍ବାଚନ

ଭାଜପାରେ ମିଶିଲେ ସମୀର

ଭୁବନେଶ୍ୱର,୧୯ା୫: ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ ରବିବାର ବିଜେଡି ଛାଡ଼ି ଭାଜପାରେ ମିଶିଛନ୍ତି। ଆଜି ସକାଳେ ସେ ତାଙ୍କ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ…

ବିଜେଡି ନେତାଙ୍କ ବିରୋଧରେ ମାମଲା ରୁଜୁ

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାରେ ଯୋଗଦେଇ ଥିବା ବିଜେଡି ନେତା ପୁଣି ବିଜେଡିକୁ ଫେରିବା ଘଟଣାକୁ ନେଇ ରାଜନୀତି ସରଗରମ ହୋଇଛି। ବାଂଶପାଳ ବ୍ଲକ ଶୁଆକାଟି ଅଞ୍ଚଳର ଅଞ୍ଜନ ବେଜ ଓ ଅନ୍ୟମାନେ ଶୁକ୍ରବାର ଭାଜପା ପାର୍ଟି ଅଫିସରେ ଏକ ମିଶ୍ରଣ…

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି। ମୋରଡ଼ା ନିର୍ବାଚନମଣ୍ଡଳୀ ସଂଯୋଜକ କୃଷ୍ଣାନନ୍ଦ ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ତଥା ମୋରଡ଼ା ବ୍ଲକ ପର୍ଯ୍ୟବେକ୍ଷକ…

ଜୟଦେବ ମିଛ କହୁଛନ୍ତି, ଦମ୍‌ ଅଛି ପ୍ରମାଣ ଦିଅନ୍ତୁ: ବିଡିଓ

ହାଟଡିହୀ,୧୮ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ଅଧୀନ କେ. ବାଲିପାଳ ପଞ୍ଚାୟତର ତଅଁଳ ଗ୍ରାମରେ ବିଜେଡି ପକ୍ଷରୁ ଲୋକ ପ୍ରତିନିଧି ସରକାରୀ ଗାଡ଼ି ବ୍ୟବହାର କରି ସ୍ବୟଂ ସହାୟକ ଗୋଷ୍ଠୀର ମା’, ଭଉଣୀଙ୍କୁ ଡାକି ଜବରଦସ୍ତ…

ପ୍ରଚାର ଶେଷଦିନରେ କମାଲ ଦେଖାଇଲା ବିଜେଡି

ପୁରୁଷୋତ୍ତମପୁର,୧୮ା୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ଗୋଟିଏ ଦିନ ବାକି ରହିଥିବା ବେଳେ ଏଥିଲାଗି ଶନିବାର ପ୍ରଚାର ଶେଷ ହୋଇଛି। ଏହି ଶେଷଦିନରେ କଂଗ୍ରେସ, ବିଜେଡି ଓ ଭାଜପା ପକ୍ଷରୁ ପ୍ରଚାର କରାଯାଇଥିବା ବେଳେ ସେଥିମଧ୍ୟରୁ…

ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଗଠନ ହେଲା ଏସ୍‌ଆଇଟି ଟିମ୍‌: ସୂଚନା ଦେଲେ ଆରକ୍ଷୀ ମହାନିର୍ଦ୍ଦେଶକ

ଛତ୍ରପୁର,୧୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଏସ୍‌ଆଇଟି ଟିମ୍‌ ଗଠନ କରାଯାଇଛି। ଦକ୍ଷିଣାଞ୍ଚଳ ମହାନିର୍ଦ୍ଦେଶକ ଜୟନାରାୟଣ ପଙ୍କଜ ଏହି ଟିମ୍‌କୁ ତଦାରଖ କରିବେ ବୋଲି ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ଆର୍‌. କେ. ଶର୍ମା ଗଞ୍ଜାମ ଏସ୍‌ପିଙ୍କ କାର୍ଯ୍ୟାଳୟରେ…

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପୋଲିଂ କର୍ମଚାରୀ ପ୍ରସ୍ତୁତ, ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ଛତ୍ରପୁର,୧୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆସନ୍ତା ୨୦ ତାରିଖରେ ମତଦାନ ଅନୁଷ୍ଠିତ ହେବ। ଏହିଦିନ ଗଞ୍ଜାମ ଜିଲାରେ ଆସିକା ଲୋକ ସଭା ଓ ୮ ଟି ବିଧାନସଭା ପାଇଁ ନିର୍ବାଚନ ହେବ। ଭଞ୍ଜନଗର, ଆସିକା, ସୋରଡ଼ା,…

୩୪ ନଂ ଜୋନ୍‌ରେ କେନ୍ଦ୍ର ସରକାରଙ୍କ ଗ୍ୟାରେଣ୍ଟିକୁ ନେଇ ପ୍ରାର୍ଥୀଙ୍କ ଭୋଟ୍‌ ଭିକ୍ଷା

ହାଟଡିହୀ,୧୮।୫(ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ୩୪ନଂ ଜୋନ୍‌ ଅଧୀନ ୭ଟି ପଞ୍ଚାୟତରେ ଭାଜପା ପକ୍ଷରୁ ନିର୍ବାଚନୀ ପ୍ରଚାର କରାଯାଇଛି। ବିଧାୟକ ପ୍ରାର୍ଥୀ ଆଲୋକ ସେଠୀ ଏବଂ ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ ହଦଗଡ଼,…

‘ଭଡ଼ାଟିଆକୁ ଆଣି ଓଡ଼ିଶାରେ ନେତା କରିଛନ୍ତି ନବୀନ ବାବୁ’: ଧର୍ମେନ୍ଦ୍ର

ବାଲେଶ୍ୱର,୧୮।୫: ଶନିବାର ବାଲେଶ୍ବରରେ ବିଶାଳ ସମାବେଶ କରିଛନ୍ତି ଭାଜପାର ବରିଷ୍ଠ ନେତା। ଏହି ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତଥା ଭାଜପାର ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ଖୁବ ବର୍ଷିଛନ୍ତି। ”ଜଣେ ଭଡ଼ାଟିଆକୁ ଆଣି ଓଡ଼ିଶାରେ…

ଗଞ୍ଜାମରେ ବଢୁଛି ନିର୍ବାଚନୀ ହିଂସା, ଅଧିକ ପୋଲିସ ଫୋର୍ସ ମୁତୟନ

ଛତ୍ରପୁର,୧୮ା୫(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ବଢୁଛି ନିର୍ବାଚନୀ ହିଂସା। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୋଲିସ ପକ୍ଷରୁ ଆସିକା ଲୋକ ସଭା ଅଧୀନ ୭ ବିଧାନସଭା ନିର୍ବାଚନ ମଣ୍ଡଳୀ ଓ କନ୍ଧମାଳ ଲୋକ ସଭା ଅଧୀନ ଗୋଟିଏ ସମେତ ୮ ବିଧାନସଭା…

ଘରକୁ ଘର ବୁଲି ଭୋଟ୍‌ ପାଇଁ ନିବେଦନ କରୁଛନ୍ତି ପ୍ରାର୍ଥୀ

ହାଟଡିହୀ,୧୮ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ପନ୍ଦାଡ଼ୋ ଏବଂ ଆନନ୍ଦପୁର ବ୍ଲକର ଶାଳବଣୀ ସହ ଆନନ୍ଦପୁର ମ୍ୟୁନିସିପାଲିଟିରେ ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀ ନିର୍ବାଚନୀ ପ୍ରଚାର ସହ ବୈଠକ ମଧ୍ୟ କରିଥିଲେ। ପନ୍ଦାଡ଼ୋଠାରେ…

ଶେଷଦିନରେ ଦୁଇ ଦଳର ପ୍ରଚାର ଜୋର୍‌ଦାର

ଖଲ୍ଲିକୋଟ,୧୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସିରେ ପ୍ରଚାର ଶେଷଦିନରେ ଦୁଇଦଳର ଜୋର୍‌ଦାର ପ୍ରଚାର ଚାଲିଛି। ପୋଲିସର କଡ଼ା ସୁରକ୍ଷା ବଳୟ ଭିତରେ ପ୍ରଚାର ରାଲି ବାହାରି ଥିଲା। ଓଡ଼ିଶାରେ ୨୦ ତାରିଖରେ ହେବ ଦ୍ୱିତୀୟ ପର୍ଯ୍ୟୟ ନିର୍ବାଚନ। ତେଣୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?