ଓଡ଼ିଶା ନିର୍ବାଚନ

ନିର୍ବାଚନ ମଇଦାନ ରାଜକିଶୋର-କୃଷ୍ଣଚନ୍ଦ୍ର ମୁହାଁମୁହିଁ, ପରସ୍ପରକୁ କହିଲେ…

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରେ ମୋଟ୍‌ ୧୭ ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇ ସାରିଛନ୍ତି। ବିଜେଡିରୁ ପ୍ରୀତିନନ୍ଦା କାନୁନ୍‌ଗୋ, ଭାଜପାରୁ କୃଷ୍ଣଚନ୍ଦ୍ର ମହାପାତ୍ର, କଂଗ୍ରେସରୁ ପ୍ରଭାସକର ମହାପାତ୍ର, ଜେଏମ୍‌ଏମ୍‌ରୁ କୃଷ୍ଣଚନ୍ଦ୍ର ଦାସ,…

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ସବୁଠୁ ଧନୀ ପ୍ରାର୍ଥୀ କିଏ ଜାଣନ୍ତି? ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୁବନେଶ୍ୱର,୧୮।୫: ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୩୩% ବିଧାୟକ ପ୍ରାର୍ଥୀ କୋଟିପତି ବୋଲି ଜଣାପଡିଛି। ଚମ୍ପୁଆ ବିଜେଡି ବିଧାୟକ ପ୍ରାର୍ଥୀ ସନାତନ ମହାକୁଡ଼ ସବୁଠୁ ଧନୀ ପ୍ରାର୍ଥୀ ହୋଇଥିବାବେଳେ ଘଷିପୁରାର ସ୍ବାଧୀନ ପ୍ରାର୍ଥୀ ସୌମ୍ୟରଂଜନ ପଟ୍ଟନାୟକ ଦ୍ବିତୀୟ ବଡ଼ ଧନୀ ପ୍ରାର୍ଥୀ। ସନାତନ…

ମହାପ୍ରଭୁଙ୍କ ଦର୍ଶନ ସାରି ମେଗା ରୋଡ ଶୋ’ କରିବେ ମୋଦି

ଭୁବନେଶ୍ୱର,୧୮ା୫:୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ମେ ୧୯ରେ ମୋଦି ଭୁବନେଶ୍ୱରରେ ପହଞ୍ଚିବେ। ୨୦…

ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ୨୦ ପ୍ରତିଶତ ମତଦାନ କେନ୍ଦ୍ର ସମ୍ବେଦନଶୀଳ: ସିଇଓ

ଭୁବନେଶ୍ୱର,୧୮।୫: ଦ୍ବିତୀୟ ପର୍ଯ୍ୟାୟ ଭୋଟ ପ୍ରସ୍ତୁତି ନେଇ ସିଇଓ ନିକୁଞ୍ଜ ଧଳ ଶନିବାର ପ୍ରେସମିଟ କରିଛନ୍ତି। ୨ୟ ପର୍ଯ୍ୟାୟରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଭୋଟର ମତଦାନ କରିବାକୁ ଯାଉଛନ୍ତି। ସେଥିମଧ୍ୟରେ ୧୮ରୁ ୧୯ ବର୍ଷର ପ୍ରଥମ ଭୋଟର…

ରାଜନୀତି ଜାଣିନି, କେବଳ କାମ କରିବା ଜାଣିଛି: ପାଣ୍ଡିଆନ୍‌

ଭୁବନେଶ୍ୱର, ୧୭।୫ (ବନ୍ଦନା ସେଠୀ) – ମୁଖ୍ୟମନ୍ତ୍ରୀ ସାଲିଆସାହିବାସୀଙ୍କ ଭଲ ଚାହାନ୍ତି। ପ୍ରାକୃତିକ ବିପର୍ଯ୍ୟୟ ବେଳେ ସେମାନଙ୍କ କଥା ଆଗ ଚିନ୍ତା କରନ୍ତି। ଅନ୍ୟ ରାଜନୈତିକ ନେତାମାନେ ସାଲିଆସାହିବାସୀଙ୍କୁ ଭୋଟ୍‌ ପାଇଁ ସେଠାରେ ରଖିଥିବାବେଳେ ମୁଖ୍ୟମନ୍ତ୍ରୀ ତାଙ୍କୁ ହୃଦୟରେ ରଖିଛନ୍ତି ବୋଲି…

ବରଗଡ଼ରେ ଧର୍ମେନ୍ଦ୍ରଙ୍କ ରୋଡ୍‌ ଶୋ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ଦିବସ ଯେତିକି ପାଖେଇ ଆସୁଛି, ଅନୁରୂପ ଭାବେ ପ୍ରାର୍ଥୀଙ୍କ ପ୍ରଚାର ମଧ୍ୟ ଜୋର୍‌ ଧରିବାରେ ଲାଗିଛି। ବରଗଡ଼ ଜିଲାରେ ଆସନ୍ତା ୨୦ତାରିଖ ମତଦାନ ଗ୍ରହଣ ହେବ। ଶନିବାର ସନ୍ଧ୍ୟାରୁ ପ୍ରଚାର ଅବଧି ସରିବ।…

ଶନିବାର ଓଡ଼ିଶା ଆସିବେ ସଚିନ ପାଇଲଟ୍‌

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର ଦୁଇଟି ସ୍ଥାନରେ ସାଧାରଣ ସଭାରେ ଯୋଗଦେବେ। ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ…

ଭାଜପାରେ ମିଶିବାର ୧୫ ମିନିଟ୍‌ ନ ହେଉଣୁ ବିଜେଡିକୁ ଫେରିଲେ ନେତା-କର୍ମୀ; କହିଲେ ‘ଭୁଲ୍‌ ବୁଝି ପାରି…’

କେନ୍ଦୁଝର,୧୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ଜିଲା କାର୍ଯ୍ୟଳୟଠାରେ କେନ୍ଦ୍ର ଖଣି ଓ ଇସ୍ପାତ ମନ୍ତ୍ରୀ ଫଗନ ସିଂ କୁଲସ୍ତେ ଏବଂ ରାଜସ୍ଥାନରୁ ରାଜ୍ୟସଭା ଏମ୍‌ପି ଚୁନିଲାଲ ଗୋରାସିଆ,ଜିଲା ଭାଜପା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା,ସଦର ଭାଜପା ବିଧାୟକ ପ୍ରାର୍ଥୀ…

ଓଡ଼ିଶା ହେବ ଗେରୁଆମୟ, ଏମିତି କାହିଁକି କହିଲେ ଶାହା

ରାଉରକେଲା,୧୭।୫: ରାଉରକେଲାରୁ ଦମ୍ଭୋକ୍ତି ଦେଖାଇଛନ୍ତି ଗୃହମନ୍ତ୍ରୀ ଅମିତ ଶାହା । କହିଲେ, ଓଡିଶା ହେବ ଗେରୁଆମୟ। ରାଜ୍ୟରେ ଭାଜପା ୧୫ ଲୋକ ସଭା ଆସନ ସହ ୭୫ ବିଧାନସଭା ଆସନ ଜିତିବ। ଏଥର ଓଡିଶାରେ ଭାଜପା ସରକାର ସହିତ କେନ୍ଦ୍ରରେ ମଧ୍ୟ…

ନେତାଙ୍କ କଥାରେ ଭଳୁ ନାହାନ୍ତି ଭୋଟର

ବରଗଡ଼ରୁ ଅନିଲ ଦାସ,୧୭ା୫: ଖରାତାତି ସାଙ୍ଗକୁ ବଢ଼ିଚାଲିଛି ନିର୍ବାଚନୀ ଉଷ୍ମତା। ଆଉ ଦୁଇଦିନ ପରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ବରଗଡ଼ ସମେତ ୫ଟି ଲୋକ ସଭା କ୍ଷେତ୍ର ଓ ୩୫ଟି ବିଧାନସଭା କ୍ଷେତ୍ରରେ ଭୋଟ୍‌…

ଗଙ୍ଗାଧର ମେହେରଙ୍କୁ ସନ୍ଥ କବି କହିଦେଲେ ପାଣ୍ଡିଆନ୍‌:ଦେଖନ୍ତୁ ଭିଡିଓ

ସମ୍ବଲପୁର,୧୭।୫: ଏବେ ଚାଲିଛି ନିର୍ବାଚନୀ ଋତୁ। ଚାରିଆଡେ ନିର୍ବାଚନ ପ୍ରଚାର। ଗୋଟିଏ ପଟେ କେନ୍ଦ୍ରୀୟ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି ମଧ୍ୟ ଏଥିରୁ ବାଦ୍‌ ପଡିନାହିଁ। ବିଜେଡି ନେତା ତଥା ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ ଦଳର…

ଭୁବନେଶ୍ୱରରେ ପହଞ୍ଚିଲେ ହେମାମାଳିନୀ

ଭୁବନେଶ୍ୱର,୧୭ା୫: ଅଭିନେତ୍ରୀ ତଥା ଭାଜପା ଏମ୍‌ପି ହେମାମାଳିନୀ ଶୁକ୍ରବାର ପୂର୍ବାହ୍ନରେ ଆସି ଓଡ଼ିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଭାଜପା କର୍ମୀମାନେ ପହଞ୍ଚି ତାଙ୍କୁ ସ୍ବାଗତ ଜଣାଇଛନ୍ତି। ଆଜି ହେମା ସାଲିଆସାହିରେ ବିଜୟ ସଂକଳ୍ପ ସମାବେଶରେ ଉଦ୍‌ବୋଧନ ଦେବାକୁ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?