ଓଡ଼ିଶା ନିର୍ବାଚନ

ରାଜନୀତିର ଚାଣକ୍ୟ କୁହାଯିବାରୁ ଚମକିପଡ଼ିଲେ ଅମିତ ଶାହା: ଦେଲେ ଏମିତି ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୭।୫: ଆଜିକାଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ରାଜନୀତିର ଚାଣକ୍ୟ କୁହାଯାଉଛି। ଏନେଇ ନିଜେ ମତ ରଖିଛନ୍ତି ଅମିତ ଶାହା। ସେକହିଛନ୍ତି ଯେ ମୁଁ ନୁହେଁ। କେବଳ ଲୋକମାନେ ଏହା କୁହନ୍ତି, କିନ୍ତୁ ମୁଁ ଏହାକୁ ବିଶ୍ୱାସ କରେ ନାହିଁ।…

ନିର୍ବାଚନ ଆସିଲେ ଭାଜପା ନେତା ଆସନ୍ତି: ପାଣ୍ଡିଆନ

ବଲାଙ୍ଗୀର/ସଇଁନ୍ତଲା,୧୭ା୫ (ବୀରେନ୍ଦ୍ର କୁମାର ଝାଙ୍କର/ରାଖାଲ ପ୍ରସାଦ ଶତପଥୀ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ବଲାଙ୍ଗୀର ଜିଲା ଗସ୍ତରେ ଆସି ଟିଟିଲାଗଡ ନିର୍ବାଚନମଣ୍ଡଳୀର ସଇଁତଲା, କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର କଣ୍ଟାବାଞ୍ଜି, ପାଟଣାଗଡ ନିର୍ବାଚନମଣ୍ଡଳୀର ଗଙ୍ଗାସାଗର ଏବଂ ଲୋଇସିଂହା ନିର୍ବାଚନ ମଣ୍ଡଳୀର ଗଇଁନ୍ତଲାଠାରେ…

ଦାଦନ ରୋକିବାକୁ ପ୍ରୟାସ କରିବି: ଗୋକୁଳାନନ୍ଦ

ବ୍ରହ୍ମପୁର,୧୭ା୫(ଅଶୋକ କୁମାର ସାହୁ):: ଆସିକା ସଂସଦୀୟ କ୍ଷେତ୍ର ଅଧୀନ ପୋଲସରା ବିଧାନସଭା ନିର୍ବାଚନ ମଣ୍ଡଳୀରେ ୯ଜଣ ବିଧାୟକ ପ୍ରାର୍ଥୀ ହୋଇଛନ୍ତି। ବିଜେଡି ଓ ଭାଜପା ପୁରୁଣା ଗତଥରର ପ୍ରାର୍ଥୀଙ୍କୁ ରିପିଟ କରିଥିବା ବେଳେ କଂଗ୍ରେସ ନୂଆ ମୁହଁ ଉପରେ ଭରସା କରିଛି।…

ଆଜି ଢେଙ୍କାନାଳ-ଅନୁଗୋଳ ଆସୁଛନ୍ତି ମୁଖ୍ୟମନ୍ତ୍ରୀ

ଅନୁଗୋଳ,୧୭।୫ (ଅମିତ କୁମାର ସାମଲ)/ ଢେଙ୍କାନାଳ (ରତନ ନାୟାର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୭ ତାରିଖ ଶୁକ୍ରବାର ଢେଙ୍କନାଳ ଓ ଅନୁଗୋଳ ଗସ୍ତରେ ଆସି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିବେ। ମୁଖ୍ୟମନ୍ତ୍ରୀ ପ୍ରଥମେ ଅନୁଗୋଳ ଷ୍ଟାଡିୟମ୍‌ଠାରେ ପହଞ୍ଚି ଅନୁଗୋଳ…

କଂଗ୍ରେସ ବିଧାୟକ ପ୍ରାର୍ଥୀ ଗିରଫ

ବ୍ରହ୍ମପୁର,୧୭ା୫(ସୁବାସ ଚନ୍ଦ୍ର ପାଢ଼ୀ):ଗଞ୍ଜାମ ଜିଲାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପରେ ରାଜନୈତିକ ହିଂସା ବଢ଼ିବାରେ ଲାଗିଛି। ଗତ ୧୩ ତାରିଖରେ ବ୍ରହ୍ମପୁର ଲୋକ ସଭା ପ୍ରାର୍ଥୀଙ୍କୁ ଆକ୍ରମଣ ଘଟଣାରେ ବ୍ରହ୍ମପୁର ସ୍ବାଧୀନ ବିଧାୟକ ପ୍ରାର୍ଥୀ ଗିରଫ ହୋଇଥିଲେ। ଗୁରୁବାର ଜଣେ ପ୍ଲଟ…

ଅତୀତକୁ ବଦଳାଇପାରିବି ନାହିଁ, ଭବିଷ୍ୟତ ତିଆରି କରିପାରିବି: ସଂତୃପ୍ତ

ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଲୋକ ସଭା ସକାଶେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୬୪ ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ ଧନୀ ହେଉଛନ୍ତି କଟକ ସଂସଦୀୟ ଆସନର ବିଜେଡି ପ୍ରାର୍ଥୀ ସଂତୃପ୍ତ ମିଶ୍ର। ତାଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ମୂଲ୍ୟ ୪୮୨…

ଘୋଡ଼ା ଚଢ଼ି ନାମାଙ୍କନପତ୍ର ଦାଖଲ କରିବା ପ୍ରତାପ ଷଡଙ୍ଗୀଙ୍କୁ ପଡ଼ିଲା ମହଙ୍ଗା

ବାଲେଶ୍ୱର,୧୭।୫(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ ଭାଜପା ପ୍ରାର୍ଥୀ ପ୍ରତାପ ଷଡଙ୍ଗୀ ୧୪ତାରିଖ ଦିନ ଘୋଡା ଚଢି ନିଜର ନାମାଙ୍କନପତ୍ର ଦାଖଲ କରିବାକୁ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ। ପ୍ରାଣୀଙ୍କୁ ନିର୍ଯାତନା ନେଇ ଷଡଙ୍ଗୀ ଆଦର୍ଶ ଆଚରଣ ବିଧି ଉଲ୍ଲଘଂନ କରିଥିବା…

ଭୁବନେଶ୍ୱରରୁ ପ୍ରଚାର ଆରମ୍ଭ କରିବେ ହେମାମାଳିନୀ

ଭୁବନେଶ୍ୱର,୧୭।୫(ଅନୁରାଧା ମହାରଣା): ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ମୁହାଁ ହୋଇଛନ୍ତି ଭାରତୀୟ ଜନତା ପାର୍ଟି (ଭାଜପା)ର କେନ୍ଦ୍ରୀୟ ନେତୃବୃନ୍ଦ। ଏମ୍‌ପି ହେମାମାଳିନୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଓ…

୫ ପ୍ରଶ୍ନ ନେଇ ବିଜେଡିକୁ ଘେରିଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର):ଓଡ଼ିଶାରେ ବଢ଼ି ଚାଲିଥିବା ନାରୀ ନିର୍ଯାତନା, ଚିଟ୍‌ଫଣ୍ଡ ଜମାକାରୀଙ୍କ ଅର୍ଥ ଫେରସ୍ତ, ଓଡ଼ିଶାକୁ ଦାଦନମୁକ୍ତ ରାଜ୍ୟ କରାଇବା, ମାଇନିଂ ସ୍କାମ୍‌ରେ ଦୋଷୀଙ୍କୁ ଦଣ୍ଡିତ କରିବା ଓ ଆଦିବାସୀ ବିରୋଧୀ ମନୋଭାବକୁ ନେଇ ଭାଜପା ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ…

ଧର୍ମଶାଳାରେ ନିର୍ଣ୍ଣାୟକ ହେବେ ସ୍ବାଧୀନ ପ୍ରାର୍ଥୀ

ଯାଜପୁର,୧୭ା୫(ହର୍ଷବର୍ଦ୍ଧନ  ବେହେରା) : ମତଦାନ ପାଇଁ ଆଉ ମାତ୍ର ୧୫ ଦିନ ବାକି ରହିଛି। ସେଥିପାଇଁ ନେତାମାନେ ଏବେ ପୂରା ଦମ୍‌ରେ ପ୍ରଚାରରେ ଲାଗି ପଡିଛନ୍ତି। ତେବେ ଯାଜପୁର ଲୋକ ସଭା ଅଧୀନ ଧର୍ମଶାଳା ନିର୍ବାଚନମଣ୍ଡଳୀରେ ଏବେ ନିର୍ବାଚନୀ ପରିବେଶ ସରଗରମ…

ବଡ଼ ହୃଦୟ ଦେଖାଇଲେ ନବୀନ ପଟ୍ଟନାୟକ: ଆମ୍ବୁଲାନ୍ସ ଦେଖି…

ଭୁବନେଶ୍ୱର,୧୬ା୫(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ। ଭୁବନେଶ୍ବର ମଧ୍ୟ ନିର୍ବାଚନମଣ୍ଡଳୀରେ ରୋଡ୍‌ ଶୋ’ ପାଇଁ ଗୁରୁବାର…

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ ଯୋଗ ଦେଇ ମୋଦି ସରକାରଙ୍କ ସଫଳତା ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ଭାଜପା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri