ଓଡ଼ିଶା ନିର୍ବାଚନ

ଭାଜପାର ଅଚ୍ଛେଦିନ୍‌ କୁଆଡ଼େ ଗଲା: ନବୀନ

ଭୁବନେଶ୍ୱର,୧୬ା୫ (ଅନିଲ ଦାସ)ଭାଜପା କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛି, ଅଚ୍ଛେଦିନ କୁଆଡ଼େ ଗଲା। ଉତ୍ତର ଦେଉନାହାନ୍ତି କାହିଁକି ବୋଲି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଭାଜପା ନେତାମାନଙ୍କୁ ପ୍ରଶ୍ନ କରିଛନ୍ତି। ମୁଖ୍ୟମନ୍ତ୍ରୀ ବୁଧବାର ସମ୍ବଲପୁର ଲୋକ ସଭା କ୍ଷେତ୍ରର…

”ଓଡ଼ିଶାରେ ବହୁଛି ଭାଜପା ହାୱା, ଫୋକସରେ ବିଧାନସଭା ନିର୍ବାଚନ”: ଅମିତ ଶାହା

ଭୁବନେଶ୍ୱର,୧୫ା୫: ବୁଧବାର ଭାଜପା ବରିଷ୍ଠ ନେତା ତଥା ସ୍ଵରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରାଜ୍ୟରେ ଏକକାଳୀନ ଲୋକ ସଭା ଏବଂ ବିଧାନସଭା ନିର୍ବାଚନ ପାଇଁ କଟକରେ ରୋଡ୍ ସୋ କରିଛନ୍ତି। ଏହି ରୋଡ୍ ସୋ ସମାଜ କାର୍ଯ୍ୟାଳୟ ନିକଟରୁ ଆରମ୍ଭ ହୋଇ ସନ୍ଧ୍ୟାରେ…

ବରଗଡ଼ ଆସିବେ ଜେପି ନଡ୍ଡା, ଆସାମ-ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ବରଗଡ଼,୧୫ା୫(ପ୍ରେମାନନ୍ଦ ଖମାରୀ): ଦଳୀୟ ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର ପାଇଁ ଗୁରୁବାର ଭାଜପାର ୩ଜଣ ହେଭିଓ୍ବେଟ୍‌ ନେତା ବରଗଡ଼ ଜିଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ସେମାନଙ୍କ ମଧ୍ୟରେ ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ଏବଂ…

ଭୁବନେଶ୍ୱରରେ ଜେପି ନଡ୍ଡା

ଭୁବନେଶ୍ୱର,୧୫ା୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବୁଧବାର ସନ୍ଧ୍ୟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ସାରିଛନ୍ତି। ପରେ ଏକ ହୋଟେଲରେ ଭାଜପା ମହିଳା କାର୍ଯ୍ୟକର୍ତ୍ତାଙ୍କ ସହ  ଏକ ବୈଠକ କରିଛନ୍ତି। ଆସନ୍ତାକାଲି ନଡ୍ଡା ରାଜଧାନୀରେ ରୋଡ୍‌ ଶୋ’ କରିବେ। ମାଉସୀ…

ଛେନାପଦୀରେ ବଦ୍ରି, ଧନୁର୍ଜୟ, ଅଭିମନ୍ୟୁଙ୍କ ଶକ୍ତି ପ୍ରଦର୍ଶନ

ହାଟଡିହୀ,୧୫ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଛେନାପଦୀଠାରେ ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡିର ବରିଷ୍ଠ କର୍ମୀ ଏବଂ ଯୁବ ଗୋଷ୍ଠୀଙ୍କୁ ନେଇ ବୁଧବାର ସନ୍ଧ୍ୟାର ଏକ ନିର୍ବାଚନୀ ବୈଠକ ଅନୁଷ୍ଠିତ ହୋଇଛି l ଏଥିରେ ଘସିପୁରା ବିଧାନସଭା କ୍ଷେତ୍ରର ବିଜେଡି…

ନିଜ ସପକ୍ଷରେ ଭୋଟ୍‌ ଦେବାକୁ ଭୋଟରଙ୍କୁ ନିବେଦନ କଲେ ଅଭିମନ୍ୟୁ

ହାଟଡିହୀ,୧୫ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସମଣା ପଞ୍ଚାୟତ ବରାଙ୍ଗଠାରେ ମହିଳା ବିଜେଡି କାର୍ଯ୍ୟାଳୟ ଉଦ୍‌ଘାଟିତ ହୋଇଛି। ପ୍ରଥମେ ମହିଳାମାନେ ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀଙ୍କୁ ବନ୍ଦାପନା କରିଥିଲେ। ପରେ ଅଭିମନ୍ୟୁ ଫିତା କାଟି କାର୍ଯ୍ୟାଳୟକୁ ଉଦ୍‌ଘାଟନ…

ନବୀନଙ୍କ ଉପରେ ଖୁବ୍‌ ବର୍ଷିଲେ ଶାହା

ଭଞ୍ଜନଗର,୧୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାରେ ବୁଧବାର ଭାଜପା ପକ୍ଷରୁ ବିଜୟ ସଂକଳ୍ପ ସମାବେଶ ହୋଇଥଲା। ଏଥିରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟର ନବୀନ ସରକାର ବିରୋଧରେ ବର୍ଷିଥିଲେ। ଶାହା କହିଛନ୍ତି, ଭାଜପା…

କଟକରେ ଶାହାଙ୍କ ରୋଡ୍‌ ଶୋ’

କଟକ,୧୫ା୫: ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା ଓଡ଼ିଶା ଗସ୍ତରେ ଆସି ଆଜି ପ୍ରଥମେ ଗଞ୍ଜାମରେ…

ଭାଜପା ସରକାର ଆସିଲେ ପ୍ରଥମେ ସାବାଡ୍‌ ହେବେ ଚିଟ୍‌ଫଣ୍ଡକାରୀ

ସୋରଡ଼ା,୧୫ା୫: ବୁଧବାର ଓଡ଼ିଶା ଗସ୍ତରେ ଆସି ଗଞ୍ଜାମ ଜିଲାର ସୋରଡ଼ାଠାରେ ଆୟୋଜିତ ଏକ ସମାବେଶରେ ଯୋଗ ଦେଇଥିଲେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା। ସେ ତାଙ୍କ ଅଭିଭାଷଣରେ କହିଥିଲେ, ଭାଜପା ସରକାର ଆସିଲେ ପ୍ରଥମେ…

ନବୀନ ବାବୁଙ୍କ ଜିଲାକୁ ଆମେ ୧ ନଂ କରିଦେବୁ: ଶାହା

ସୋରଡ଼ା,୧୫ା୫: ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା ଦିନିକିଆ ଓଡ଼ିଶା ଗସ୍ତରେ ଆସି ଗଞ୍ଜାମ ଜିଲାର…

ଓଡ଼ିଶା ଆସୁଛନ୍ତି ହେମାମାଳିନୀ

ଭୁବନେଶ୍ୱର,୧୫ା୫: ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍‌ ସରଗରମ ହୋଇପଡ଼ିଛି। କେନ୍ଦ୍ରରୁ ଓଡ଼ିଶାକୁ ଭାଜପାର ହେଭିଓ୍ବେଟ୍‌ ନେତା ଘନଘନ ପ୍ରଚାରରେ ଆସୁଛନ୍ତି।  ବଲିଉଡ୍‌ ଅଭିନେତ୍ରୀ ତଥା ଏମ୍‌ପି ହେମାମାଳିନୀ ମଧ୍ୟ ଓଡ଼ିଶା ଆସିବେ। ଆସନ୍ତା ୧୭ ତାରିଖରେ ହେମାମାଳିନୀ ଓଡ଼ିଶାର ୩ଟି…

ଗରିବ ମହିଳା, ବେକାରୀଙ୍କ ପାଇଁ ମାସକୁ ୮୫୦୦ ଟଙ୍କା ଘୋଷଣା କଲେ ରାହୁଲ

ବଲାଙ୍ଗୀର,୧୫ା୫(ସୁନୀଲ ମହାନ୍ତି): ଯେଉଁ ସମ୍ବିଧାନ ଦେଶର ଅଗଣିତ ଚାଷୀ, ଗରିବ, ଖଟିଖିଆ, ମଜଦୂର, ମହିଳା, ଯୁବକ, ଯୁବତୀଙ୍କୁ ବଞ୍ଚିବାର ଅଧିକାର ଦେଇଛି, ସେଇ ସମ୍ବିଧାନକୁ ଭାଜପା ଫାଡ଼ି ଦେବ ବୋଲି ଘୋଷଣା କରିଛି। ଭାରତର ଜନସାଧାରଣ ଓ କଂଗ୍ରେସ ଥିବା ଯାଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri