ଓଡ଼ିଶା ନିର୍ବାଚନ

ଓଡ଼ିଶାରେ ସକାଳ ୮ଟାରୁ ହେବ ମତଗଣନା, ଇସିଆଇ ଦେଲେ ସୂଚନା

ଭୁବନେଶ୍ୱର/ନୂଆଦିଲ୍ଲୀ,୩।୬: ଦେଶରେ ଶନିବାର ଶେଷ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ତେବେ ଏହି ୭ଟି ପର୍ଯ୍ୟାୟରେ ହୋଇଥିବା ଭୋଟିଂର କାଉଣ୍ଟିଂ ମଙ୍ଗଳବାର ସକାଳ ୮ଟାରେ ଆରମ୍ଭ ହେବାକୁ ଯାଉଛି। ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶାରେ ବିଧାନସଭା ନିର୍ବାଚନ ଓ ନିର୍ବାଚନମଣ୍ଡଳୀଗୁଡିକର ଉପ-ନିର୍ବାଚନ…

ଭୋଟ ଗଣତି ପାଇଁ ପ୍ରସ୍ତୁତି ଶେଷ:ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

କେନ୍ଦୁଝର,୩।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଗତ ମେ ମାସ ୨୫ରେ ଶାନ୍ତିପୂର୍ଣ ଭାବେ ମତଦାନ ହେବା ପରେ ଶୃଙ୍ଖଳିତ ଏବଂ ତ୍ରୁଟିଶୂନ୍ୟ ଭୋଟ ଗଣତି ପାଇଁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି। ୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ…

ଓଡ଼ିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ

ଭୁବନେଶ୍ୱର,୩।୬: ବିଧାନ ସଭା ନିର୍ବାଚନ ଫଳାଫଳ ଆସିବାର ଗୋଟିଏ ଦିନ ପୂର୍ବରୁ ଓଡ଼ିଶା ବିଧାନସଭାକୁ ଭଙ୍ଗ କରିଛନ୍ତି ରାଜ୍ୟପାଳ ରଘୁବର ଦାସ। ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଭଙ୍ଗ ନେଇ ଆଜି ରାଜ୍ୟ କ୍ୟାବିନେଟ୍‌…

ଶତକ ପାର କରିବେ ନବୀନ, ଇଟିଜି ଓ ଟାଇମ୍ସ ନାଓର ଏକଜିଟ ପୋଲ କଲା ବଡ଼ ଆକଳନ

ନୂଆଦିଲ୍ଲୀ,୩।୬: ଓଡ଼ିଶାରେ ସରିଛି ଶେଷ ପର୍ଯ୍ୟାୟ ନିର୍ବାଚନ। ନିର୍ବାଚନ ସରିବାର କେଇ ଘଣ୍ଟା ପରେ ଶନିବାର ଏକଜିଟ ପୋଲ ବା ବୁଥ ବାହୁଡା ମତ ପ୍ରକାଶ ପାଇଛି। ଯେଉଁଥିରେ ଓଡ଼ିଶାକୁ ନେଇ ଆଶ୍ଚର୍ଯ୍ୟଜନକ ରିପୋର୍ଟ ସାମ୍ନାକୁ ଆସିଛି। ଜୁନ ୧ରେ ଲୋକ…

ବସିବ ପଞ୍ଚମ ପାଳିର ଶେଷ ବୈଠକ, ମନ୍ତ୍ରୀମଣ୍ଡଳ ଭଙ୍ଗ ନେଇ ହୋଇପାରେ ଆଲୋଚନା

ଭୁବନେଶ୍ୱର,୩।୬: ଓଡ଼ିଶାରେ ଜୁନ ୧ରେ ସରିଛି ଶେଷ ପର୍ଯ୍ୟାୟ ନିର୍ବାଚନ। ନିର୍ବାଚନ ସରିବାର ୨ଦିନ ପରେ ଅର୍ଥାତ୍‌ ସୋମବାର BJD ସରକାରଙ୍କର ପଞ୍ଚମ ପାଳିର ଶେଷ ବୈଠକ ବସିବାକୁ ଯାଉଛି। ଆଉ କିଛି ସମୟ ପରେ ଏହି ବୈଠକ ବସିବାକୁ ଯାଉଛି।…

ଏକ୍‌ଜିଟ ପୋଲ୍‌ ରିପୋର୍ଟ ନେଇ ବିଜେଡି-ଭାଜପା ଯୁକ୍ତି

ଭୁବନେଶ୍ୱର,୩।୬(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନ ଲାଗି ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ହୋଇଥିବା ଭୋଟ ଗ୍ରହଣ ଗତ ୧ ତାରିଖ ସୁଦ୍ଧା ଶେଷ ହୋଇସାରିଛି। ତେବେ ଆସନ୍ତା ୪ ତାରିଖରେ ସମସ୍ତ ପର୍ଯ୍ୟାୟ ନିର୍ବାଚନର ଭୋଟ ଗଣତି କରାଯିବ। ହେଲେ ଏହା…

ଏକ୍‌ଜିଟ୍‌ ପୋଲ ରିପୋର୍ଟ: ପୁରୀରୁ ଜିତିବେ କି ସମ଼୍ବିତ୍‌ ପାତ୍ର ?

ଭୁବନେଶ଼୍ବର,୨।୬: ଲୋକସଭା ନିର୍ବାଚନକୁ ନେଇ ବିଭିନ୍ନ ଏଜେନ୍ସି ଜାରି କରିଥିବା ଏକଜିଟ୍‌ ପୋଲରୁ ପୁରୀକୁ ନେଇ ବଡ଼ ସଙ୍କେତ ମିଳିଛି। ପୁରୀ ଲୋକସବା ସିଟ୍‌ରୁ ନିର୍ବାଚନ ଲଢ଼ୁଥିବା ବିଜେପି ନେତା ସମ଼୍ବିତ ପାତ୍ରଙ୍କ ସପକ୍ଷରେ ଏହି ପୋଲ ମତ ଯାଇଛି। ଇଣ୍ଡିଆ…

କନକବର୍ଦ୍ଧନଙ୍କ ଭବିଷ୍ୟବାଣୀ: ଏତିକି ଆସନ ଜିତି ଓଡ଼ିଶାରେ ସରକାର ଗଢିବ ଭାଜପା

ଭୁବନେଶ୍ୱର, ୨।୬: ସାଧାରଣ ନିର୍ବାଚନ ୨୦୨୪ ପାଇଁ ମତଦାନ ଶେଷ ହୋଇସାରିଛି। ତେବେ ଆସନ୍ତା ୪ ତାରିଖରେ ସମସ୍ତ ପର୍ଯ୍ୟାୟ ନିର୍ବାଚନର ଭୋଟ ଗଣତି କରାଯିବ। ହେଲେ ଏହା ପୂର୍ବରୁ ବିଭିନ୍ନ ଜାତୀୟ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ଏକ୍‌ଜିଟ ପୋଲ୍‌ ରିପୋର୍ଟ…

ଓଡ଼ିଶାରେ କିଏ ଗଢିବ ସରକାର? ଆସିଲା ଏକ୍‌ଜିଟ୍‌ ପୋଲ୍‌

ଭୁବନେଶ୍ୱର,୨।୬: ସାଧାରଣ ନିର୍ବାଚନ ୨୦୨୪ ପାଇଁ ସମସ୍ତ ପର୍ଯ୍ୟାୟ ଭୋଟଗ୍ରହଣ ଶେଷ ହୋଇଛି। ଆସନ୍ତା ୪ରେ ଭୋଟ ଫଳାଫଳ ପ୍ରକାଶ ପାଇବ। ଏହାପର୍ବୂରୁ ବିଭିନ୍ନ ଗଣମାଧ୍ୟମ ଏବଂ ସର୍ଭେ ସଂସ୍ଥା ପକ୍ଷରୁ ଏକ୍‌ଜିଟ୍‌ ପୋଲ୍‌ ତଥ୍ୟ ପ୍ରକାଶ ପାଇଛି। ଏହି କ୍ରମରେ…

ବାଲିଗୁଡ଼ା, ଜି.ଉଦୟଗିରି ବିଧାନସଭା: ଆଉ ଦିନକ ପରେ ଗଣତି, ବଢୁଛି ହୃଦ୍‌ସ୍ପନ୍ଦନ

ବାଲିଗୁଡ଼ା,୨ା୬(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟ ସମେତ ସାରା ଦେଶରେ ଏଥର ସାଧାରଣ ନିର୍ବାଚନ ନିମନ୍ତେ ସରିଛି ଭୋଟ୍‌ ଗ୍ରହଣ। ଆଉ ଦିନକ ବିରତି ପରେ ମଙ୍ଗଳବାର ଗଣତି ଆରମ୍ଭ ହେବ। ଏନେଇ ସମସ୍ତଙ୍କ ମନରେ ଉତ୍କଣ୍ଠା ବଢ଼ିଚାଲିଛି। ଭୋଟ୍‌ ଦେଇଥିବା ମତଦାତା…

ପ୍ରିଜାଇଡିଂ ଅଫିସର ନିଲମ୍ବିତ

କଟକ,୧ା୬(କାର୍ତ୍ତିକ ସାହୁ): କଟକ ଜିଲା ନିଆଳି ନିର୍ବାଚନ ମଣ୍ଡଳୀରେ ୭୫ନଂ ବୁଥ୍‌ରେ ନିୟୋଜିତ ପ୍ରିଜାଇଡିଂ ଅଧିକାରୀ ନିଲମ୍ବିତ ହୋଇଛନ୍ତି। କଟକ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଅରିନ୍ଦମ ଡାକୁଆ ପ୍ରିଜାଇଡିଂ ଅଫିସର ଭାବେ ନିୟୋଜିତ ଥିବା କଟକର ହରେକୃଷ୍ଣ ମହତାବ…

ମଧ୍ୟାହ୍ନ ସୁଦ୍ଧା ଭଦ୍ରକରେ ୪୦ ପ୍ରତିଶତ ମତଦାନ

ଭଦ୍ରକ,୧ା୬(ସନାତନ ରାଉତ): ଶନିବାର ଭଦ୍ରକ ଜିଲାର ଲୋକ ସଭା ଓ ୫ ବିଧାନସଭା ପାଇଁ ୧୩୧୨ଟି ବୁଥ୍‌ରେ ମତଦାନ ଚାଲିଛି। ମଧ୍ୟାହ୍ନ ୧୨ ଟା ୩୦ ସୁଦ୍ଧା ୪୦ ପ୍ରତିଶତ ମତଦାନ ସରିଥିବା ଜଣାପଡ଼ିଛି। କେତେକ ସ୍ଥାନରେ ଇଭିଏମ୍‌ ତ୍ରୁଟି ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?