ନିର୍ବାଚନ

ନନ୍ଦିଗ୍ରାମରେ ଦିଦି ଆଗରେ…

କୋଲକାତା,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳରେ ଶାସକ ତୃଣମୂଳ କଂଗ୍ରେସ କ୍ଲିନ୍‌ ସ୍ବିପ୍‌ କରିଛି। ଶାସକ ତୃଣମୂଳ ୨୧୧ ଆସନରେ ଆଗେଇଥିବାବେଳେ ଭାଜପା ୭୭ ଆସନରେ ଆଗୁଆ ରହିଛି। ସେହିପରି ନନ୍ଦିଗ୍ରାମରେ ସପ୍ତମ ରାଉଣ୍ଡ ଭୋଟ ଗଣନା ପର୍ଯ୍ୟନ୍ତ ପଛରେ...

ତୃଣମୂଳର ଡବଲ ସେଞ୍ଚୁରୀ: ଦୁଇ ଅଙ୍କରେ ଭାଜପା…

କୋଲକାତା,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳରେ ଶାସକ ତୃଣମୂଳ କଂଗ୍ରେସ ୨୦୬ ଆସନରେ ଆଗେଇଥିବାବେଳେ ଭାଜପା ୮୩ ଆସନରେ ଆଗୁଆ ରହିଛି। ଲେଫ୍ଟ ମେଣ୍ଟ ୧ଟି ଆସନରେ ଅଗୁଆ ରହିଛି। ଅନ୍ୟ ଦଳଗୁଡ଼ିକ ୨ଟି ବିଧାନସଭା ଆସନରେ ଆଗୁଅ ରହିଛନ୍ତି।...

ହ୍ୟାଟ୍ରିକ୍‌ ମୁହାଁ ଦିଦି: ଲାଭରେ ଭାଜପା…

କୋଲକାତା,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳରେ ଶାସକ ତୃଣମୂଳ କଂଗ୍ରେସ ୨୦୬ ଆସନରେ ଆଗେଇଥିବାବେଳେ ଭାଜପା ୮୩ ଆସନରେ ଆଗୁଆ ରହିଛି। ସେହିପରି ଲେଫ୍ଟ ମେଣ୍ଟ ୧ଟି ଆସନରେ ଅଗୁଆ ରହିଛି। ଅନ୍ୟ ଦଳ ୨ ଆସନରେ ଆଗୁଅ ରହିଛନ୍ତି।...

ଆସାମରେ ଭାଜପା-ପଶ୍ଚିମବଙ୍ଗରେ ତୃଣମୂଳ ମ୍ୟାଜିକ୍‌ ନମ୍ବର ମୁହାଁ…

କୋଲକାତା/ଗୁଆହାଟି, ୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳରେ ଶାସକ ତୃଣମୂଳ କଂଗ୍ରେସ ୧୯୪ ଆସନରେ ଆଗେଇଥିବାବେଳେ ଭାଜପା ୧୦୦ ଆସନରୁ ଖସି ୯୬ ଆସନରେ ଆଗୁଆ ରହିଛି। ସେହିପରି ଲେଫ୍ଟ ମେଣ୍ଟ ୧ଟି ଆସନରେ ଅଗୁଆ ରହିଛି। ଅନ୍ୟ ଦଳ...

୧୯୪ ଆସନରେ ତୃଣମୂଳ ଆଗୁଆ…

କୋଲକାତା,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳରେ ଶାସକ ତୃଣମୂଳ କଂଗ୍ରେସ ୧୯୪ ଆସନରେ ଆଗେଇଥିବାବେଳେ ଭାଜପା ୯୩ ଆସନରେ ଆଗୁଆ ରହିଛି। ସେହିପରି ଲେଫ୍ଟ ମେଣ୍ଟ ୫ଟି ଆସନରେ ଅଗୁଆ ରହିଛି। ରାଜ୍ୟର ୨୯୨ ବିଧାନସଭା ଆସନ ମଧ୍ୟରୁ ସରକାର...

ତୃଣମୂଳ-ଭାଜପା ମଧ୍ୟରେ କଡ଼ା ମୁକାବିଲା: ନନ୍ଦିଗ୍ରାମରେ ଶୁଭେନ୍ଦୁ ଆଗରେ…

କୋଲକାତା,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳ ଏବେ ରୋଚକ ମୋଡ଼ରେ ପହଞ୍ଚିଛି। ରାଜ୍ୟରେ ଶାସକ ତୃଣମୂଳ କଂଗ୍ରେସ ଏବଂ ଭାଜପା ମଧ୍ୟରେ କଡ଼ା ମୁକାବିଲା ଜାରି ରହିଛି। ତୃଣମୂଳ ୧୬୧ ଆସନରେ ଆଗେଇଥିବାବେଳେ ଭାଜପା ୧୧୫ ଆସନରେ ଆଗୁଆ ରହିଛି।...

ଥରକେ ହୋଇପାରିବ ନାହିଁ ପଶ୍ଚିମବଙ୍ଗର ବଳକା ୪ ପର୍ଯ୍ୟାୟ ନିର୍ବାଚନ

ନୂଆଦିଲ୍ଲୀ, ୧୫ା୪- ପୂରା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ୁଥିବାବେଳେ ପଶ୍ଚିମବଙ୍ଗର ବଳକା ୪ ପର୍ଯ୍ୟାୟ ନିର୍ବାଚନ ଏକାଥରକେ କରାଯିବା ନେଇ ଆକଳନ କରାଯାଉଥିଲା। ଏପରି କି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏଥି ନେଇ...

ଦିଦିଙ୍କୁ ‘ସଂସ୍କାର’ ପାଠ ପଢାଇଲେ ସ୍ମୃତି

କୋଲକତା,୧୫।୪: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ଭାଜପା ଏବଂ ତୃଣମୂଳ କଂଗ୍ରେସ ମଧ୍ୟରେ କଥା କଟାକଟି ଚାଲିଛି। ଦେଶରେ କରୋନା ବୃଦ୍ଧି ପାଉଥିବାରୁ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଦାୟୀ...

ପାତରଅନ୍ତର କରୁଛନ୍ତି ନିର୍ବାଚନ କମିଶନ

କୋଲକାତା, ୧୪।୪: ନିର୍ବାଚନ କମିଶନ (ଇସି) ଠିକ୍‌ ଭାବେ କାର୍ଯ୍ୟ କରୁ ନ ଥିବା ଏବଂ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ବିରୋଧରେ ଏହାର କାର୍ଯ୍ୟାନୁଷ୍ଠାନ ବେଆଇନ ବୋଲି ଦଳ ପକ୍ଷରୁ ଅଭିଯୋଗ କରାଯାଇଛି। ବୁଧବାର ଟିଏମ୍‌ସି ନିର୍ବାଚନ କମିଶନଙ୍କୁ ପତ୍ର...

ମୁଁ ରାଜନୀତି ଛାଡିଦେବି, କାନ ଧରି ଉଠ୍‌-ବସ୍‌ ହେବେ ମୋଦି: କାହିଁକି ଏମିତି କହିଲେ ଦିଦି

କୋଲକତା,୧୪।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୧ ପାଇଁ ଏବେ ରାଜନୀତି ସରଗରମ ଅଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିର୍ବାଚନ ଆୟୋଗ ଦ୍ୱାରା ନିଷେଧାଦେଶ ପାଳନ କରିବା ପରେ ବାରସାତରେ ଏକ ନିର୍ବାଚନ ରାଲି କରିଥିଲେ। ଏହି ଅବସରରେ ଟିଏମସି ସୁପ୍ରିମୋ...

ପ୍ରଶ୍ନ ଘେରରେ ନିର୍ବାଚନ ଆୟୋଗ

କୋଲକାତା/ନୂଆଦିଲ୍ଲୀ,୧୪ା୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ‘ଗଣତନ୍ତ୍ରର ଉତ୍ସବ’ ରୂପେ ଉତ୍ସାହଜନକ ହୋଇନାହିଁ। ଶାସକ ତୃଣମୂଳ କଂଗ୍ରେସ ଏବଂ ବିରୋଧୀ ଭାଜପା ନେତାଙ୍କ ବୟାନବାଜି ସମଗ୍ର ପ୍ରଚାରକୁ ତିକ୍ତ ଓ ଅରୁଚିକର କରିଦେଇଛି। ମୁଖ୍ୟ ଦୁଇ ଦଳ ପରସ୍ପର ବିରୋଧରେ ହିଂସା...

ଅମାନତ ହରାଇଲେ ୬୩ କଂଗ୍ରେସ ପ୍ରାର୍ଥୀ

ନୂଆଦିଲ୍ଲୀ,୧୨।୨: ନିର୍ବାଚନରେ କଂଗ୍ରେସକୁ ୫ ପ୍ରତିଶତରୁ କମ୍‌ ଭୋଟ ମିଳିଥିବାବେଳେ ୬୩ ପ୍ରାର୍ଥୀ ଅମାନତ ହରାଇଛନ୍ତି। ଶିଲା ଦୀକ୍ଷିତଙ୍କ ନେତୃତ୍ୱରେ ଦିଲ୍ଲୀକୁ ୧୫ ବର୍ଷ ଶାସନ କରିଥିବା କଂଗ୍ରେସ କ୍ରମାଗତ ଦ୍ୱିତୀୟ ଥର ଲାଗି ଖାତା ଖୋଲିପାରିନାହିଁ। ଏପରିକି ଦିଲ୍ଲୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri