Odisha Elections 2024

ନିର୍ବାଚନ

ଥରକେ ହୋଇପାରିବ ନାହିଁ ପଶ୍ଚିମବଙ୍ଗର ବଳକା ୪ ପର୍ଯ୍ୟାୟ ନିର୍ବାଚନ

ନୂଆଦିଲ୍ଲୀ, ୧୫ା୪- ପୂରା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ୁଥିବାବେଳେ ପଶ୍ଚିମବଙ୍ଗର ବଳକା ୪ ପର୍ଯ୍ୟାୟ ନିର୍ବାଚନ ଏକାଥରକେ କରାଯିବା ନେଇ ଆକଳନ କରାଯାଉଥିଲା। ଏପରି କି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏଥି ନେଇ...

ଦିଦିଙ୍କୁ ‘ସଂସ୍କାର’ ପାଠ ପଢାଇଲେ ସ୍ମୃତି

କୋଲକତା,୧୫।୪: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ଭାଜପା ଏବଂ ତୃଣମୂଳ କଂଗ୍ରେସ ମଧ୍ୟରେ କଥା କଟାକଟି ଚାଲିଛି। ଦେଶରେ କରୋନା ବୃଦ୍ଧି ପାଉଥିବାରୁ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଦାୟୀ...

ପାତରଅନ୍ତର କରୁଛନ୍ତି ନିର୍ବାଚନ କମିଶନ

କୋଲକାତା, ୧୪।୪: ନିର୍ବାଚନ କମିଶନ (ଇସି) ଠିକ୍‌ ଭାବେ କାର୍ଯ୍ୟ କରୁ ନ ଥିବା ଏବଂ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ବିରୋଧରେ ଏହାର କାର୍ଯ୍ୟାନୁଷ୍ଠାନ ବେଆଇନ ବୋଲି ଦଳ ପକ୍ଷରୁ ଅଭିଯୋଗ କରାଯାଇଛି। ବୁଧବାର ଟିଏମ୍‌ସି ନିର୍ବାଚନ କମିଶନଙ୍କୁ ପତ୍ର...

ମୁଁ ରାଜନୀତି ଛାଡିଦେବି, କାନ ଧରି ଉଠ୍‌-ବସ୍‌ ହେବେ ମୋଦି: କାହିଁକି ଏମିତି କହିଲେ ଦିଦି

କୋଲକତା,୧୪।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୧ ପାଇଁ ଏବେ ରାଜନୀତି ସରଗରମ ଅଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିର୍ବାଚନ ଆୟୋଗ ଦ୍ୱାରା ନିଷେଧାଦେଶ ପାଳନ କରିବା ପରେ ବାରସାତରେ ଏକ ନିର୍ବାଚନ ରାଲି କରିଥିଲେ। ଏହି ଅବସରରେ ଟିଏମସି ସୁପ୍ରିମୋ...

ପ୍ରଶ୍ନ ଘେରରେ ନିର୍ବାଚନ ଆୟୋଗ

କୋଲକାତା/ନୂଆଦିଲ୍ଲୀ,୧୪ା୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ‘ଗଣତନ୍ତ୍ରର ଉତ୍ସବ’ ରୂପେ ଉତ୍ସାହଜନକ ହୋଇନାହିଁ। ଶାସକ ତୃଣମୂଳ କଂଗ୍ରେସ ଏବଂ ବିରୋଧୀ ଭାଜପା ନେତାଙ୍କ ବୟାନବାଜି ସମଗ୍ର ପ୍ରଚାରକୁ ତିକ୍ତ ଓ ଅରୁଚିକର କରିଦେଇଛି। ମୁଖ୍ୟ ଦୁଇ ଦଳ ପରସ୍ପର ବିରୋଧରେ ହିଂସା...

ଅମାନତ ହରାଇଲେ ୬୩ କଂଗ୍ରେସ ପ୍ରାର୍ଥୀ

ନୂଆଦିଲ୍ଲୀ,୧୨।୨: ନିର୍ବାଚନରେ କଂଗ୍ରେସକୁ ୫ ପ୍ରତିଶତରୁ କମ୍‌ ଭୋଟ ମିଳିଥିବାବେଳେ ୬୩ ପ୍ରାର୍ଥୀ ଅମାନତ ହରାଇଛନ୍ତି। ଶିଲା ଦୀକ୍ଷିତଙ୍କ ନେତୃତ୍ୱରେ ଦିଲ୍ଲୀକୁ ୧୫ ବର୍ଷ ଶାସନ କରିଥିବା କଂଗ୍ରେସ କ୍ରମାଗତ ଦ୍ୱିତୀୟ ଥର ଲାଗି ଖାତା ଖୋଲିପାରିନାହିଁ। ଏପରିକି ଦିଲ୍ଲୀ...

ବିଜୟର ୬ ବଡ଼ କାରଣ

ନୂଆଦିଲ୍ଲୀ,୧୨ା୨: ଦିଲ୍ଲୀ ନିର୍ବାଚନରେ ବଡ଼ ବିଜୟ ହାସଲ ସହ ଏଏପି କ୍ରମାଗତ ତୃତୀୟ ଥର ପାଇଁ ସରକାର ଗଢ଼ିବାକୁ ଯାଉଛି। ଏଏପି ବିଜୟର କେତେକ କାରଣ ନିମ୍ନରେ ଦିଆଗଲା। ୧- ଜାତୀୟ ରାଜନୈତିକ ପ୍ରସଙ୍ଗ ଅପେକ୍ଷା ସ୍ଥାନୀୟ ପ୍ରସଙ୍ଗକୁ ଦିଲ୍ଲୀବାସୀ...

କେଜ୍‌ରିଓ୍ବାଲଙ୍କ କ୍ଲିନ୍‌ ସୁଇପ୍‌

ନୂଆଦିଲ୍ଲୀ,୧୨ା୨(ପି.ଟି.): ଦିଲ୍ଲୀ ବିଧାନସଭା ନିର୍ବାଚନରେ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ନେତୃତ୍ୱାଧୀନ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଜବରଦସ୍ତ ବିଜୟ ସହ ପୁଣିଥରେ ସରକାର ଗଢ଼ିବାକୁ ଯାଉଛି। ୭୦ ଆସନ ବିଶିଷ୍ଟ ବିଧାନସଭାରେ ଏଏପି ୬୨ ଆସନରେ ବିଜୟୀ ହେବାକୁ ଯାଉଥିବାବେଳେ ଭାଜପା...

ଜନତାଙ୍କୁ ଧନ୍ୟବାଦ ଜଣାଇଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀରେ ଆମ ଆଦମୀ ପାର୍ଟି (ଏଏପି) ଏବେ ପର୍ଯ୍ୟନ୍ତ ହୋଇଥିବା ମତଗଣନାରେ ବହୁମତରେ ଆଗରେ ରହିଛି। ଏନେଇ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଓ ତାଙ୍କ ସମର୍ଥକଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ଏଏପି ବିଜୟ ପଥେ ଅଗ୍ରସର...

ଦେଶ ଚାଲିବ‘ଜନ୍‌ କି ବାତ୍‌’ରେ ନୁହେଁ ‘ମନ୍‌ କି ବାତ୍‌’ରେ : ଉଦ୍ଧବ

ମୁମ୍ବାଇ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଉପରେ ସାରା ଦେଶର ନଜର ଥିବା ବେଳେ ପୁଣିଥରେ ବିଜୟ ଦ୍ୱାରରେ ଠିଆ ହୋଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ। କିଛି ଆସନର ଫଳାଫଳ ଆସିଥିବା...

ହୃଦୟ ଜିତିଲେ କେଜରିଓ୍ବାଲଙ୍କ ଫ୍ୟାନ୍‌ କୁନି ‘ମଫଲରମ୍ୟାନ’

ନୂଆଦିଲ୍ଲୀ,୧୧।୨: ଗୋଟିଏ ପଟେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଆମ ଆଦମୀ ପାର୍ଟି(ଏଏପି) ଦିଲ୍ଲୀ ବିଧାନସଭା ନିର୍ବାଚନରେ ବହୁମତରେ ବିଜୟ ପଥେ ଅଗ୍ରସର ହେଉଥିବା ବେଳେ ଅନ୍ୟପଟେ ସୋସିଆଲ ମିଡିଆରେ ଝଡ ବେଗରେ ଭାଇରାଲ ହେଉଛି କୁନି ‘ମଫଲରମ୍ୟାନ’ଙ୍କ ଫଟୋ।...

୧୫ ମିନିଟ୍‌ ମଧ୍ୟରେ ଚା’ ପିଉଥିବାବେଳେ କ୍ଷମତାକୁ ଆସିଗଲା କେଜରିଓ୍ବାଲଙ୍କ ସରକାର

ନୂଆଦିଲ୍ଲୀ,୧୧।୨: ମାତ୍ର ୧୫ ମିନିଟ୍‌ ମଧ୍ୟରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର କ୍ଷମତା ଦଖଲ କରିଥିବା ଖବର ପ୍ରକାଶିତ ହୋଇଛି। ସକାଳ ୮ଟାରେ ପ୍ରଥମେ ପୋଷ୍ଟାଲ ବାଲଟ୍‌ ଗଣନା ଆରମ୍ଭ ହୋଇଥିଲା। ଏହାପରେ ୮ଟା ୧୫ରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି)...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri