ନିର୍ବାଚନ

ଭୋଟ୍‌ ଦେବାକୁ ଚାଲିଛି ଟଙ୍କା ବଣ୍ଟା, ଭାଇରାଲ ହେଉଛି ଭିଡିଓ…

କଟକ,୨୪ା୫ (କାର୍ତ୍ତିକ ସାହୁ): ରାତି ପାହିଲେ ଭୋଟଦାନ। ମାତ୍ର ତା’ ପୂର୍ବରୁ ଏସ୍‌ଏଚ୍‌ଜି ମହିଳାଙ୍କୁ ୫୦୦ ଟଙ୍କିଆ ନୋଟ୍‌ ଦେଇ  ଭୋଟ ଦେବା ନିମନ୍ତେ ପ୍ରଲୋଭିତ କରାଯାଉଛି। କଟକ ସହରରେ ସଂଘଟିତ ଏଭଳି ଏକ ଘଟଣାର ଭିଡିଓ ଭାଇରାଲ ହେବାରେ ଲାଗିଛି।…

ଭୋଟ୍‌ ପାଇଁ ବୁଥ୍‌ ପ୍ରସ୍ତୁତ, ଆଇନଶୃଙ୍ଖଳା କଡ଼ାକଡ଼ି

ନିରାକାରପୁର,୨୪ା୫(ମାନସ ଚନ୍ଦ୍ର ପଟ୍ଟନାୟକ): ସାଧାରଣ ନିର୍ବାଚନ ପାଇଁ ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ବୁଥ୍‌କୁ ପ୍ରସ୍ତୁତ କରି ରଖାଯାଇଛି। ଗ୍ରୀଷ୍ମ ଦାଉରୁ ମୁକ୍ତି ନିମନ୍ତେ ଟେଣ୍ଟ ବ୍ୟବସ୍ଥା ସହ ପିଇବା ପାଣିଠାରୁ ଆରମ୍ଭ କରି ଦିବ୍ୟାଙ୍ଗମାନଙ୍କ ପାଇଁ ଟ୍ରାଇ ସାଇକେଲ…

ଅଖିଳେଶଙ୍କ ଏହି ବିଧାୟିକା ଭାଜପା ପାଇଁ କରୁଛନ୍ତି ପ୍ରଚାର, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୨୪ା୫: ଲୋକ ସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ ଉତ୍ତରପ୍ରଦେଶର ୧୪ଟି ଆସନରେ ଶନିବାର ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମୟରେ ଏକ ଫଟୋ ସାମ୍ନାକୁ ଆସିଛି। ଯାହା ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବଙ୍କ ଟେନ୍‌ସନ୍‌କୁ ବଢ଼ାଇ ଦେଇଛି। ସମାଜବାଦୀ ପାର୍ଟିର…

ରାତି ପାହିଲେ ନିର୍ବାଚନ: ଆନନ୍ଦପୁରରେ ୨ଲକ୍ଷ ୩୩ ହଜାର ୨୦୩ ଭୋଟର କରିବେ ମତଦାନ

ଆନନ୍ଦପୁର,୨୪ା୫(ସୁଶାନ୍ତ କୁମାର ସାହୁ): ଓଡ଼ିଶାରେ ଆସନ୍ତାକାଲି ଅର୍ଥାତ୍‌ ଶନିବାର ତୃତୀୟ ପର୍ଯ୍ୟାୟ ମତଦାନ ଉଭୟ ଆନନ୍ଦପୁର ଏବଂ ଘସିପୁରା ନିର୍ବାଚନ ମଣ୍ଡଳୀରେ ଅନୁଷ୍ଠିତ ହେବ। ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ୨ ଲକ୍ଷ ୩୩ ହଜାର ୨୦୩ ଭୋଟରଙ୍କ ମତଦାନ ପାଇଁ ୨୯୧ଟି ମତଦାନ…

ଭୋଟରଙ୍କୁ କଂଗ୍ରେସ ଦେଉଛି ଏସବୁ ପ୍ରତିଶ୍ରୁତି

ମୋରଡ଼ା,୨୪ା୫(ସ୍ମାରକ ମାଜୀ): ସାଧାରଣ ନିର୍ବାଚନକୁ ଆଉ ଅଳ୍ପ କିଛିଦିନ ବାକି ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀର ଜାତୀୟ କଂଗ୍ରେସର ବିଧାୟକ ପ୍ରାର୍ଥୀ ପ୍ରଭାସକର ମହାପାତ୍ର ଗୋଟିଏ ପରେ ଗୋଟିଏ କାର୍ଯ୍ୟକ୍ରମ କରି ଚାଲିଛନ୍ତି। ମହାପାତ୍ର ପ୍ରତି ପଞ୍ଚାୟତର ପ୍ରତିଟି…

ନିର୍ବାଚନ ପାଇଁ ଟଙ୍କା ବଣ୍ଟାକୁ ଗ୍ରାମବାସୀଙ୍କ ବିରୋଧ, ଭିଡ଼ିଓ ଭାଇରାଲ

ପାଟଣା,୨୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବଚନ ମଣ୍ଡଳୀରେ ଷଷ୍ଠ ପର୍ଯ୍ୟାୟରେ ମତଦାନ ଶନିବାର ଅନୁଷ୍ଠିତ ହେବ। ନିର୍ବାଚନର ୨ଦିନ ପୂର୍ବରୁ ଗୁରୁବାର ଦ୍ୱିପ୍ରହରରୁ ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ବିଭିନ୍ନ ଦଳ ପକ୍ଷରୁ ଭୋଟରଙ୍କୁ ଟଙ୍କା ବଣ୍ଟା ଯାଇଥିବା…

ଶଙ୍ଖ ଧରିଲେ ପ୍ରଦୀପ ନାୟକ: ଦିନକ ପୂର୍ବରୁ ଛାଡିଥିଲେ ଭାଜପା

ଭୁବନେଶ୍ୱର,୨୪ା୫:ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଡା. ପ୍ରଦୀପ ନାୟକ ଶୁକ୍ରବାର ବିଜେଡିରେ ଯୋଗ ଦେଇଛନ୍ତି। ସେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ଉପସ୍ଥିତରେ ଶଙ୍ଖ ଧରିଛନ୍ତି। ଗୁରୁବାର ପ୍ରଦୀପ ଭାଜପାରୁ ଇସ୍ତଫା ଦେଇଥିଲେ। ସେ ତାଙ୍କ ଇସ୍ତଫାପତ୍ର ଭାଜପା ରାଜ୍ୟ ସଭାପତି…

୨୫ରେ ଓଡ଼ିଶା ଆସିବେ ସ୍ମୃତି ଇରାନୀ: ଏହି ସ୍ଥାନରେ କରିବେ ପ୍ରଚାର

କୁଜଙ୍ଗ,୨୪ା୫(ମନୋଜ ପ୍ରଧାନ):ପାରାଦୀପ ନିର୍ବାଚନମଣ୍ଡଳୀରେ ଭାଜପା ତା’ର ସ୍ଥିତିକୁ ସୁଦୃଢ କରୁଥିବା ବେଳେ ଭିନ୍ନ ଦଳରୁ ଭିନ୍ନ ଦଳରୁ ବହୁ ସମର୍ଥକ ଭାଜପାରେ ସାମିଲ ହୋଇଛନ୍ତି। ଏହି ନୂତନ ସଦସ୍ୟ ଏବେ ଉତ୍ସାହିତ ଥିବା ବେଳେ ଦଳରେ ଯୋଶ ଭରିବାକୁ କେନ୍ଦ୍ରମନ୍ତ୍ରୀ ସ୍ମୃତି…

ନବୀନ ବାବୁ ବିରୋଧୀଙ୍କୁ କେବେ କହିବେନି ଚୋର-ଚଣ୍ଡାଳ : ସମୀର ମହାନ୍ତି

ଭୁବନେଶ୍ୱର,୨୪।୫(ଶର୍ମିଷ୍ଠା ପାଣିଗ୍ରାହୀ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବନ୍ଧନ କରି ରଖାଯାଇଛି। ବିଗତ କିଛି ଦିନ ହେଲା ବିଜେଡି ଦ୍ୱାରା ସାମାଜିକ ଗଣମାଧ୍ୟମରେ ଛଡ଼ା ଯାଉଥିବା ଭିଡିଓଗୁଡ଼ିକୁ ଦେଖିବା ପରେ ଏହା ସ୍ପଷ୍ଟ ହୋଇଛି, ମୁଖ୍ୟମନ୍ତ୍ରୀଙ୍କୁ କେଉଁ ଭଳି ଭାବେ ଲୋକଙ୍କ ପାଖରେ ଉପସ୍ଥାପିତ…

ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟବାସୀଙ୍କ ଭଲପାଇବା ଦେଖି ବିରୋଧୀଙ୍କ ମୁଣ୍ଡ କାମ କରୁନି

ଭୁବନେଶ୍ୱର,୨୪ା୫(ଅନିଲ ଦାସ):ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଓଡ଼ିଶାବାସୀଙ୍କ ଏତେ ଭଲପାଇବା ଦେଖି ବିରୋଧୀଙ୍କ ମୁଣ୍ଡ କାମ କରୁନି। ବାହାରୁ ବଡ଼ ବଡ଼ ନେତାମାନେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଅଭଦ୍ର ଭାଷାରେ ଗାଳି ଦେଉଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଏପରି ଅସମ୍ମାନିତ କରୁଥିବା ଲୋକଙ୍କୁ ଆପଣ ମୁହଁତୋଡ଼ ଜବାବ ଦିଅନ୍ତୁ…

ସମିତିସଭ୍ୟଙ୍କୁ ଆକ୍ରମଣ: ୩ ଆହତ

ପିପିଲି,୨୪।୩: ପୁରୀ ଜିଲା ପିପିଲିରେ ରାଜନୈତିକ ହିଂସା ଦେଖାଯାଇଛି। ସହଜପୁର ପଞ୍ଚାୟତ ସୁବଦ୍ଧିପଡ଼ାରେ ସମିତିସଭ୍ୟଙ୍କୁ ବିଜେଡି କର୍ମୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏଥିରେ ମଙ୍ଗଳପୁର ପାଞ୍ଚୟତର ସମିତିସଭ୍ୟ ଗଦାଧର ପରିଡ଼ାଙ୍କ ସମତେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି।…

ସ୍ବାମୀ ପ୍ରାର୍ଥୀ, ପ୍ରଚାର କରୁଛନ୍ତି ସ୍ତ୍ରୀ

ଭଦ୍ରକ,୨୪ା୫(ସନାତନ ରାଉତ):ପୂର୍ବ ନିର୍ବାଚନରେ ପ୍ରାର୍ଥୀଙ୍କ ପାଇଁ ବାପ, ପୁଅ ପ୍ରଚାର କରୁଥିବା ବେଳେ ଚଳିତ ନିର୍ବାଚନରେ ଭଦ୍ରକ ଜିଲାରେ ପ୍ରାର୍ଥୀମାନଙ୍କ ପାଇଁ ସେମାନଙ୍କ ସ୍ତ୍ରୀ ପ୍ରଚାର କରୁଥିବାର ଟ୍ରେଣ୍ଡ ଦେଖିବାକୁ ମିଳୁଛି। ଅଧିକାଂଶ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଙ୍ଗ ଧରିଛନ୍ତି ସେମାନଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri