ଓଡ଼ିଶାରେ ଯୋଗୀ ଆଦିତ୍ୟନାଥ
ଭୁବନେଶ୍ୱର,୨୩ା୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଗୁରୁବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚଛନ୍ତି। ଏଠାରେ ପହଞ୍ଚିବା ପରେ ଚିଲିକା ବିଧାନସଭା କ୍ଷେତ୍ର ବାଣପୁର ଯାଇଛନ୍ତି। ସେଠାରୁ ଫେରିବା ପରେ କେନ୍ଦ୍ରାପଡ଼ା ଏବଂ କୁଳିଆଠାରେ ଆୟୋଜିତ ସଭାରେ ଯୋଗ…
‘ଏଠି ମୁଖ୍ୟମନ୍ତ୍ରୀ ନାହାନ୍ତି, ପାଣ୍ଡିଆନ ସବୁ କବ୍ଜା କରିଛନ୍ତି’
ସମ୍ବଲପୁର,୨୩ା୫: ଦେଶ ତଥା ରାଜ୍ୟରେ ଚାଲିଛି ସାଧାରଣ ନିର୍ବାଚନ। ମତଦାତାମାନେ ଦୁଇଟି ପର୍ଯ୍ୟାୟରେ ସେମାନଙ୍କ ପ୍ରାର୍ଥୀ ବାଛି ସାରିଥିବା ବେଳେ ଆଉ ଦୁଇଟି ପର୍ଯ୍ୟାୟ ବାକି ଅଛି। ଏହି କ୍ରମରେ କେନ୍ଦ୍ରର ହେଭିଓ୍ବେଟ୍ ନେତାମାନେ ଓଡ଼ିଶାକୁ ଘନଘନ ପ୍ରଚାର ପାଇଁ ଆସୁଛନ୍ତି।…
ଏହି ତାରିଖରେ ସବୁଦିନ ପାଇଁ ତାମିଲନାଡୁ ପଳାଇବେ ପାଣ୍ଡିଆନ୍: ବିଜେଡି ଉପରେ ବର୍ଷିଲେ ହିମନ୍ତ ବିଶ୍ୱଶର୍ମା
ସମ୍ବଲପୁର,୨୩।୫: ଓଡ଼ିଶାର ସମ୍ବଲପୁରରେ ନିର୍ବାଚନ ପ୍ରଚାର ପାଇଁ ପହଞ୍ଚିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ସମ୍ବଲପୁରରେ ମା’ ସମଲେଇ ଦର୍ଶନ ପରେ ବିଜେଡି ସରକାର ଉପରେ ବର୍ଷିଛନ୍ତି ହିମନ୍ତ। ସେ କହିଛନ୍ତି,ନିର୍ବାଚନ ହାରିଲେ ବିଜେଡି ଗୋଟିଏ ଦିନରେ ଭାଙ୍ଗିଯିବ। ଯେଉଁମାନଙ୍କର ଆତ୍ମସମ୍ମାନ…
କନ୍ଧମାଳର ୨ଟି ବୁ୍ଥ୍ରେ ଚାଲିଛି ସାନି ମତଦାନ
କଣ୍ଟାମାଳ,୨୩।୫:ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶନାମା ଅନୁସାରେ ଓଡ଼ିଶାର କନ୍ଧମାଳ ଲୋକ ସଭା କ୍ଷେତ୍ରର କଣ୍ଟାମାଳ ବିଧାନସଭା ନିର୍ବାଚନମଣ୍ଡଳୀ ଅଧୀନ ବୁଥ୍ ନମ୍ବର ୨୬ ଏବଂ ୨୮ରେ ପୁନଃ ମତଦାନ ଆଜି ସକାଳୁ ଆରମ୍ଭ ହୋଇଛି। ଲୋକମାନେ ଶାନ୍ତି ଶୃଙ୍ଖଳାର ସହ ଭୋଟ…
ଆସନ୍ତାକାଲିଠାରୁ କଟକରେ ୧୪୪ ଧାରା ଜାରି
କଟକ,୨୨ା୫(କାର୍ତ୍ତିକ ସାହୁ): ଚଳିତ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ମେ’ ୨୫ରେ ହେବାକୁ ଥିବା ମତଦାନ ପାଇଁ କଟକ ଜିଲାର ୬ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ୧୪୪ ଧାରା ଜାରି କରିଛନ୍ତି। ଏହି ୧୪୪ ଧାରା ୨୩ ତାରିଖ ସନ୍ଧ୍ୟା ୫ଟାରୁ ଲାଗୁ ହୋଇ…
ଅପରାଜିତା ଯାହା କରିଛନ୍ତି, ସରପଞ୍ଚ ବି ସେ କାମ କରିଦେବେ: ପାଣ୍ଡିଆନ
ଭୁବନେଶ୍ୱର,୨୨ା୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍ ସରଗରମ ହୋଇପଡ଼ିଛି। ବିଶେଷକରି ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପାର ତୁଙ୍ଗ ନେତାମାନେ ନିର୍ବାଚନ ପ୍ରଚାରର ମଙ୍ଗ ଧରିଛନ୍ତି। ଏହି ପ୍ରଚାର ସମୟରେ ପ୍ରତ୍ୟେକ ଦଳ ପ୍ରତିପକ୍ଷ ଦଳକୁ ଆକ୍ଷେପ…
‘ମିଥ୍ୟା ପ୍ରତିଶ୍ରୁତି ଦେଇ ନିର୍ବାଚନୀ ବୈତରଣୀ ପାର୍ ହେବାକୁ ଚାହୁଁଛି ଭାଜପା’
ମୋରଡ଼ା/ରାସଗୋବିନ୍ଦପୁର,୨୨ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ରାସଗୋବିନ୍ଦପୁର ବ୍ଲକର ଅମର୍ଦ୍ଦା ପଡ଼ିଆରେ ବିଜୁ ଜନତା ଦଳ ଶକ୍ତି ପ୍ରଦର୍ଶନ କରିଛି। ଅପରାହ୍ନ ୫ଟାରେ ଅମର୍ଦ୍ଦା ପଡ଼ିଆରେ ଆୟୋଜିତ ୪୮ ନମ୍ବର ଜୋନସ୍ତରୀୟ ନିର୍ବାଚନ ସଭାରେ ୭ ହଜାରରୁ ଊର୍ଦ୍ଧ୍ୱ…
ରାଜ୍ୟକୁ ରାମରାଜ୍ୟରେ ପରିଣତ କରିବାକୁ ହେଲେ ଭାଜପାକୁ ଭୋଟ୍ ଦିଅନ୍ତୁ: ଅରୁଣ ଗୋଭିଲ
କେନ୍ଦୁଝର,୨୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ନେତା ତଥା ସିନେ ଷ୍ଟାର ଅରୁଣ ଗୋଭିଲ ବୁଧବାର କନ୍ଦୁଝର ଜିଲା ଗସ୍ତରେ ଆସି ଚମ୍ପୁଆ ଓ ତେଲକୋଇରେ ଭାଜପାର ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି। ତାଙ୍କୁ ଦେଖିବାକୁ ପ୍ରବଳ ଜନ ସମାବେଶ ହୋଇଥିଲା।…
AIକୁ ନେଇ ନବୀନ କହିଲେ…
ଭୁବନେଶ୍ୱର,୨୨ା୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍ ସରଗରମ ହୋଇପଡ଼ିଛି। ବିଶେଷକରି ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପାର ତୁଙ୍ଗ ନେତାମାନେ ନିର୍ବାଚନ ପ୍ରଚାରର ମଙ୍ଗ ଧରିଛନ୍ତି। ଏଭଳି ସ୍ଥିତିରେ ଭାଜପାର ମଙ୍ଗ କେନ୍ଦ୍ରୀୟ ନେତାମାନେ ଧରିଥିବା ବେଳେ…
ସମ୍ବଲପୁରରେ ବଡ଼ ବୟାନ ଦେଲେ ଗିରିରାଜ ସିଂ, କହିଲେ- ”ନଜରବନ୍ଦୀ ଅଛନ୍ତି ନବୀନ”
ସମ୍ବଲପୁର,୨୨ା୫: ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ଵାକଯୁଦ୍ଧ ତୀବ୍ର ହୋଇଛି। ବୁଧବାର କେନ୍ଦ୍ର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ଗିରିରାଜ ସିଂଙ୍କ ସମ୍ବଲପୁରରେ ମାରାଥନ ପ୍ରଚାର କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି। ରୋଡ୍ ଶୋ’ କରି ଓଡିଶାରେ ସରକାରରେ ପରିବର୍ତ୍ତନ…
ଓଡ଼ିଶାରେ ସରକାର ବଦଳିବାର ସମୟ ଆସିଛି: ଅରୁଣ ଗୋଭିଲ
ଚମ୍ପୁଆ,୨୨ା୫: ରାମାୟଣ ଧାରାବାହିକରେ ରାମ ଚରିତ୍ରରେ ଅଭିନୟ କରି ସାରା ଦେଶରେ ପରିଚିତି ପାଇଥିବା ଅରୁଣ ଗୋଭିଲ ବୁଧବାର ଓଡ଼ିଶା ଆସିଛନ୍ତି। ଅରୁଣ ଓଡ଼ିଶା ଆସି ଆଜି ଭାଜପା ପାଇଁ ମାରାଥନ ପ୍ରଚାର କରିଛନ୍ତି। କେନ୍ଦୁଝର ଜିଲାର ଚମ୍ପୁଆ ଓ ତେଲକୋଇରେ…
ପୁଣି ଓଡ଼ିଶା ଆସିବେ ମୋଦି; ଯାଜପୁର, ଭଦ୍ରକ ଉପରେ ଅମିତ ଶାହାଙ୍କ ନଜର
ଭୁବନେଶ୍ୱର,୨୨ା୫: ପୁଣି ପ୍ରଚାର ପାଇଁ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭାଜପା ଓଡ଼ିଶା ପ୍ରଭାରୀ ବିଜୟପାଲସିଂ ତୋମାର ଏହି ସୂଚନା ଦେଇଛନ୍ତି। ଆସନ୍ତା ୨୯ ତାରିଖରେ ପ୍ରଧାନମନ୍ତ୍ରୀ ତାଙ୍କର ଏହି ଗସ୍ତରେ କେନ୍ଦ୍ରାପଡ଼ା ଓ ବାଲେଶ୍ୱରରେ ଦଳୀୟ ପ୍ରାର୍ଥୀଙ୍କ…
Archives


