ନିର୍ବାଚନ

ହରିୟାଣାରେ କର୍ନାଟକ ଭଳି ଗେମ୍‌ ପ୍ଲାନ୍‌: ଚୌତାଲା ହେବେ କି ଦ୍ୱିତୀୟ କୁମାରସ୍ବାମୀ ?

ଚଣ୍ଡିଗଡ଼,୨୪।୧୦: ହରିୟାଣା ବିଧାନସଭା ନିର୍ବାଚନ ଫଳାଫଳ ଆସିବାକୁ ବାକିଥିବା ବେଳେ ଏବେ ସେଠାରେ ତ୍ରିଶଙ୍କୁ ସରକାର ଗଠନ ହେବ ବୋଲି ଅନୁମାନ କରାଯାଉଛି। ଯଦି ଏହା ହୁଏ ତେବେ କଂଗ୍ରେସ ପୁରୁଣା ଫର୍ମୁଲା ଗ୍ରହଣ କରିପାରେ ବୋଲି ଆଲୋଚନା ହେଉଛି।...

ଖୁବ୍‌ କମ୍‌ ଭୋଟରେ ଆଗରେ ଅଛନ୍ତି ଫଡନବିଶ

ନାଗପୁର,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ପାଇଁ ଗୁରୁବାର ଭୋଟ ଗଣତି ଦ୍ରୁତ ଗତିରେ ଚାଲିଛି। ତେବେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ବର୍ତ୍ତମାନ ସୁଦ୍ଧା ଖୁବ୍‌ କମ୍‌ ବ୍ୟବଧାନରେ ଅର୍ଥାତ୍‌ ମାତ୍ର ୮୩୯୮ ଖଣ୍ଡ ଭୋଟରେ ତାଙ୍କ ପ୍ରତିଦ୍ୱନ୍ଦିଙ୍କଠାରୁ ଆଗରେ...

ବିଜୟ ପୂର୍ବରୁ ଭାଜପା କାର୍ଯ୍ୟାଳୟରେ ଲଡୁ ପ୍ରସ୍ତୁତ

ମୁମ୍ବାଇ,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଗଣତି ପରେ ଉତ୍ସାହିତ ହୋଇ ପଡିଛି ଭାରତୀୟ ଜନତା ପାର୍ଟି(ଭାଜପା)। ବିଜୟକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ବିଜୟ ଉତ୍ସବ ପାଳନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇ ଗଲାଣି। ଭାଜପା ନେତା ତଥା କର୍ମୀମାନେ...

ହରିୟାଣାରେ କଂଗ୍ରେସ ଗଢିବ ସରକାର: ହୁଡ୍ଡା

ରୋହତକ,୨୪।୧୦: ହିରିୟାଣାର ୯୦ ବିଧାନସଭା ଆସନ ପାଇଁ ସୋମବାର ଭୋଟ ଗ୍ରହଣ କରାଯାଇଥିବା ବେଳେ ଗୁରୁବାର ଏହାର ଗଣତି ଆରମ୍ଭ ହୋଇଯାଇଛି। ଏଥିରେ ଅଧିକାଂଶ ସ୍ଥାନରେ ଭାଜପା ଆଗରେ ଥିବା ସୂଚନା ମିଳିଛି। କିନ୍ତୁ ଇତିମଧ୍ୟରେ କଂଗ୍ରେସ ନେତା ଭୁପିନ୍ଦର...

ଆଗରେ ଖଟ୍ଟର

ହରିୟାଣା,୨୪।୧୦:ହରିୟାଣା ବିଧାନସଭା ନିର୍ବାଚନର ଫଳଫଳ ପାଇଁ ଗୁରୁବାର ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହୋଇଯାଇଛି। ତେବେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ପ୍ରଥମ ପର୍ଯ୍ୟାୟ ଗଣତି ସୁଦ୍ଧା ୪୫୮୮ ଖଣ୍ଡ ଭୋଟରେ ଆଗରେ ଥିବା ସୂଚନା ମିଳିଛି।...

ମହାରାଷ୍ଟ୍ରରେ ୬୩, ହରିୟାଣାରେ ୬୫% ମତଦାନ

ମୁମ୍ବାଇ/ଚଣ୍ଡିଗଡ଼,୨୨ା୧୦(ପି.ଟି.): ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ଲାଗି ମତଦାନ ସୋମବାର ସନ୍ଧ୍ୟାରେ ଶେଷ ହୋଇଛି। କାଁଭାଁ ଗଣ୍ଡଗୋଳକୁ ବାଦ୍‌ ଦେଲେ ଭୋଟଗ୍ରହଣ ମୋଟାମୋଟି ଶାନ୍ତିପୂର୍ଣ୍ଣ ଥିଲା। ମହାରାଷ୍ଟ୍ରରେ ୬୩ ପ୍ରତିଶତ ମତଦାନ ହୋଇଥିଲାବେଳେ ହରିୟାଣାରେ ମତଦାନ ହାର ୬୫ ପ୍ରତିଶତ...

ମହାରାଷ୍ଟ୍ର, ହରିୟାଣାରେ ପୁଣି ଭାଜପା

ନୂଆଦିଲ୍ଲୀ,୨୨ା୧୦: ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ଲାଗି ଭୋଟଗ୍ରହଣ ସୋମବାର ଶେଷ ହୋଇଛି। ଗୁରୁବାର ଭୋଟଗଣତି ହୋଇ ଫଳାଫଳ ପ୍ରକାଶ ପାଇବ। ତେବେ ଭୋଟଗ୍ରହଣ ଶେଷ ହେବା ପରେ ବିଭିନ୍ନ ଗଣମାଧ୍ୟମ ପକ୍ଷରୁ ବୁଥ୍‌ ଫେରନ୍ତା ଜନମତ (ଏକ୍‌ଜିଟ୍‌...

ଭୋଟିଂ ସମୟରେ ମୁହାଁମୁହିଁ ହେଲେ ଭାଜପା-କଂଗ୍ରେସ କର୍ମୀ: ଟେକା ପଥର ମାଡ଼

ଚଣ୍ଡିଗଡ଼,୨୧।୧୦: ହରିୟାଣା ବିଧାନସଭା ନିର୍ବାଚନରେ ଭୋଟିଂ ସମୟରେ ଭାଜପା-କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୬ ଜଣ ଆହତ ହୋଇଥିବା ପୋଲିସ ପକ୍ଷରୁ ସୂଚନାର ଦିଆଯାଇଛି। ସ୍ଥାନୀୟ ମଓ୍ବୋତ୍‌ ଅଞ୍ଚଳର ନୁହଁ ଜିଲାରେ ଏଭଳି ଘଟିଛି। ସକାଳ ୮ଟା ୪୫ରେ...

ଭାଜପା-ଶିବସେନା ୨୨୫ ଆସନରେ ଜିତିବ ବୋଲି ଦାବି କଲେ ଗୋୟଲ

ମୁମ୍ବାଇ,୨୧।୧୦: ମହାରାଷ୍ଟ୍ର ବିଧାନସଭା ଲାଗି ସୋମବାର ଭୋଟ ଗ୍ରହଣ କରାଯାଇଛି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋୟଲ କହିଛନ୍ତି ମହାରାଷ୍ଟ୍ରରେ ଭାଜପା ଓ ଶିବସେନା ମେଣ୍ଟ ୨୨୫ଟି ଆସନରେ ବିଜୟ ଲାଭ କରିବ। ଆହୁରି ମଧ୍ୟ ହରିୟାଣାର ମନୋହର ଲାଲ...

ମତଦାନରେ ନିଜକୁ ସାମିଲ କଲେ ବଲିଉଡ୍‌ ସେଲିବ୍ରିଟି

ମୁମ୍ବାଇ,୨୧।୧୦: ମହାରାଷ୍ଟ୍ର ଓ ହରିୟାଣାରେ ସୋମବାର ବିଧାନସଭା ନିର୍ବାଚନ ହୋଇଥିବା ବେଳେ ଏହାର ଫଳାଫଳ ଗୁରୁବାର ପ୍ରକାଶ ପାଇବ। ଏହାକୁ ନେଇ ଦଳୀୟ ପ୍ରାର୍ଥିମାନେ ଯେତିକି ଉତ୍ସାହିତ ଅଛନ୍ତି ତା’ଠାରୁ ଅଧିକ ଉତ୍ସାହ ଦେଖିବାକୁ ମିଳିଛି ଭୋଟରଙ୍କ ନିକଟରେ। ମହାରାଷ୍ଟ୍ରର...

ମାଆ, ସ୍ତ୍ରୀଙ୍କ ସହ ଆସି ଭୋଟ ଦେଲେ ଫଡନଭିସ

ନାଗପୁର,୨୧।୧୦:ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ସୋମବାର ମହାରାଷ୍ଟ୍ର ବିଧାନସଭା ପାଇଁ ହୋଇଥିବା ମତଦାନରେ ଭାଗ ନେଇଛନ୍ତି। ସେ ନାଗପୁରର ଏକ ବୁଥରେ ମା’ ସରିତା ଓ ସ୍ତ୍ରୀ ଅମୃତାଙ୍କ ସହ ଯାଇ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ସୂଚନାଯୋଗ୍ୟ, ସୋମବାର...

ମହମବତୀ ଆଲୋକରେ ଭୋଟ ଦେଲେ ଭୋଟର

ପୁଣେ,୨୧।୧୦: ମହାରାଷ୍ଟ୍ରରେ ୨୮୮ ବିଧାନସଭା ଆସନ ପାଇଁ ଭୋଟିଂ ଜାରି ରହିଛି। ପୁଣେର ଶିବାଜୀନଗର ମତଦାନ କେନ୍ଦ୍ରରେ ବିଦ୍ୟୁତ୍‌ ଆଲୋକ ଚାଲିଯିବାରୁ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଏଠାରେ ପୋଲିଂ ଅଧିକାରୀ ମହମବତୀ ଜଳାଇ ମତଦାନ ପ୍ରକ୍ରିୟା ଜାରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri