ନିର୍ବାଚନ

ନିଜ ବଳରେ ଲଢୁଛନ୍ତି ଢେଙ୍କାନାଳ କଂଗ୍ରେସ ପ୍ରାର୍ଥୀ

ଢେଙ୍କାନାଳ,୨୦ା୫(ରତନ ନାୟାର): ଢେଙ୍କାନାଳ ଜିଲାରେ ଆସନ୍ତା ୨୫ ତାରିଖରେ ଭୋଟ ଗ୍ରହଣ ହେବ। ତେବେ ୨୩ ତାରିଖରେ ପ୍ରଚାର ପର୍ବ ଶେଷ ହେବ। ତେଣୁ ପ୍ରାର୍ଥୀମାନଙ୍କ ପାଇଁ ପ୍ରଚାର କରିବାକୁ ବିଭିନ୍ନ ଦଳ ହାତରେ ଆଉ ମାତ୍ର ୪ ଦିନ ରହିଲା।…

ଜି ଉଦୟଗିରିରେ ୧୧ଟା ସୁଦ୍ଧା ୨୦% ମତଦାନ

ଜି ଉଦୟଗିରି,୨୦।୫(ଶିଶିର ପଟ୍ଟନାୟକ): ଜି ଉଦୟଗିରି ବିଧାନସଭା ଓ ଫୁଲବାଣୀ ଲୋକ ସଭା ଆସନ ନିମନ୍ତେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଜି ଉଦୟଗିରି ବ୍ଲକର ୩୩ଟି ଓ ଜି ଉଦୟଗିରି ଏନଏସିର ୮ କେନ୍ଦ୍ରରେ ମତଦାନ ଚାଲିଛି।…

ଅତାବିରାରେ ସର୍ବାଧିକ ମତଦାନ, ପଦ୍ମପୁରରେ ସର୍ବନିମ୍ନ

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ର ଗୁଡିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି । ତେବେ ମିଳିଥିବା ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟା ସୁଦ୍ଧା ଜିଲାର…

ପୁଣି ଦୋହରାଇଲେ ମୋଦି, କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୫: ଅନୁଗୋଳ ସଭାରେ ସମ୍ବୋଧିତ କରି ଓଡ଼ିଶାରେ ପ୍ରଥମଥର ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଯାଉଥିବା ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଜେଡି ସରକାରରେ ଓଡ଼ିଶା ବରବାଦ ହୋଇଯାଇଥିଲା ବେଳେ କେବେଳ ଓଡ଼ିଶମାଟିର ପୁଅ ହିଁ ବିକାଶ…

ମା’ଙ୍କ ସହିତ ଯାଇ ଭୋଟ ଦେଲେ ଦେବେଶ

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ର ଗୁଡିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି । ଏହି କ୍ରମରେ ଚଳିତ ନିର୍ବାଚନରେ ବରଗଡ଼ ବିଧାୟକ ତଥା ବିଜେଡ଼ିର ବରଗଡ଼…

ମତଦାନ କଲେ ମନ୍ତ୍ରୀ ରୀତା ସାହୁ

ବରପାଲି,୨୦ା୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ଏହି କ୍ରମରେ ଚଳିତ ନିର୍ବାଚନରେ ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ…

ଭୋଟ୍‌ ଦେଲେ ମନ୍ତ୍ରୀ ଟୁକୁନି ସାହୁ

ଟିଟିଲାଗଡ଼,୨୦ା୫(ଶରତ ମିଶ୍ର): ବଲାଙ୍ଗୀର ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ଏହି କ୍ରମରେ ମନ୍ତ୍ରୀ ଟୁକୁନି ସାହୁ ଟିଟିଲାଗଡ଼ର ବାଳିକା ଉଚ୍ଚ ବିଦ୍ୟାଳୟରେ ହୋଇଥିବା…

ଭୋଟ୍‌ ଦେଲେ ଅର୍ଥମନ୍ତ୍ରୀ

ଭଞ୍ଜନଗର,୨୦ା୫(ବାବୁଲା ପ୍ରଧାନ): ଅର୍ଥମନ୍ତ୍ରୀ ତଥା ଭଞ୍ଜନଗର ବିଧାୟକ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ସୋମବାର ନିଜ ଗ୍ରାମ ଅଗଝୋଳରେ ମତଦାନ ସାବ୍ୟସ୍ତ କରିଛନ୍ତି। ବିକ୍ରମ ସପ୍ତମଥର ପାଇଁ ଭଞ୍ଜନଗର ନିର୍ବାଚନମଣ୍ଡଳୀରୁ ପ୍ରତିଦ୍ବନ୍ଦ୍ୱିତା କରୁଛନ୍ତି। ଏହି ଅବସରରେ ସେ କହିଥିଲେ, ଭଞ୍ଜନଗରବାସୀ ମୋତେ…

ଚାଲିଛି ଗଣତନ୍ତ୍ରର ମହାପର୍ବ: ଭୋଟ ଦେବାକୁ ପ୍ରବଳ ଭିଡ଼

ଫୁଲବାଣୀ, ୨୦।୫(ରାକେଶ କୁମାର ରାଉତ):ସାଧାରଣ ନିର୍ବାଚନର ଦିତୀୟ ପର୍ଯ୍ୟାୟରେ କନ୍ଧମାଳ ସଂସଦୀୟ କ୍ଷେତ୍ରରେ ଭୋଟ ଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ସକାଳ ୭ଟାରୁ ଭୋଟ ଦାନ କେନ୍ଦ୍ରରେ ଭୋଟରମାନଙ୍କ ଭିଡ଼ ଦେଖିବାକୁ ମିଳିଛି। ୫ ବର୍ଷ ପରେ ଭୋଟରମାନେ ସେମାନଙ୍କ ପସନ୍ଦର…

ମହାନଦୀ ପ୍ରସଙ୍ଗରେ ଭାଜପାକୁ ଟାର୍ଗେଟ କଲେ ପାଣ୍ଡିଆନ

ଭୁବନେଶ୍ୱର,୨୦।୫: ପୁଣି ଭିଡିଓ ଜାରି କରି ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ଏଥିରେ ସେ ମହାନଦୀକୁ ପ୍ରସଙ୍ଗ କରି ଭାଜପା ଉପରେ ଖୁବ ବର୍ଷିଛନ୍ତି। ଓଡ଼ିଶା ବିରୋଧରେ କିପରି ଛତିଶଗଡ଼ ଓ କେନ୍ଦ୍ର ସରକାର…

ସସ୍ତ୍ରୀକ ଭୋଟ୍‌ ଦେଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାଶ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ଏହି କ୍ରମରେ ଚଳିତ ନିର୍ବାଚନରେ ବରଗଡ଼ ବିଧାନସଭା ଆସନରୁ ପ୍ରତିଦ୍ବନ୍ଦ୍ୱିତା କରୁଥିବା କଂଗ୍ରେସ…

ମତଦାନ କଲେ କଂଗ୍ରେସ ପ୍ରାର୍ଥୀ ଚିତ୍ରସେନ

ପୁରୁଷୋତ୍ତମପୁର,୨୦ା୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବିଧାନସଭା ନିର୍ବାଚନ ଲାଗି ସୋମବାର ସକାଳୁ ନିର୍ଦ୍ଧାରିତ ସମୟରେ ମତଦାନ ଆରମ୍ଭ ହୋଇଛି। ଏଥିରେ କଂଗ୍ରେସ ପକ୍ଷରୁ ଖଲ୍ଲିକୋଟ ବିଧାନସଭା ପ୍ରାର୍ଥୀ ଚିତ୍ରସେନ ବେହେରା ଆସି ପୁରୁଷୋତ୍ତମପୁର ଏନ୍‌ଏସି ଗଡ଼ସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri