ନିର୍ବାଚନ

ଟିଟିଲାଗଡ଼ରେ ଇଭିଏମ୍‌ ଅଚଳ, ମତଦାନ ବିଳମ୍ବ

ଟିଟିଲାଗଡ଼,୨୦ା୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ର ୧୯୧ ନଂ ବୁଥ୍‌ରେ ଇଭିଏମ୍‌ ଅଚଳ ହେବାରୁ ମତଦାନରେ ବିଳମ୍ବ ହୋଇଛି। ୭ଟାରେ ବୁଥ୍‌ ଖୋଲିବା ପରେ ଭୋଟରମାନେ ଲମ୍ବା ଧାଡ଼ିରେ ଠିଆ ହୋଇଥିଲେ। ମାତ୍ର ଇଭିଏମ୍‌ ଅଚଳ ହେବାରୁ ପ୍ରାୟ ଦେଢ଼ ଘଣ୍ଟା...

ଓଡ଼ିଶାରେ କୌଣସି ବିକାଶ ହୋଇ ନାହିଁ: ରାଜନାଥ

ଖୋର୍ଦ୍ଧା,୨୦।୫(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ହାବେଳି ପଡ଼ିଆରେ ରବିବାର ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ରାଜନାଥ ସିଂ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ଓଡ଼ିଶାରେ ୫୦ ବର୍ଷ କଂଗ୍ରେସ ଏବଂ ୨୫...

ମୋଦି ଯେତେ ଓଡ଼ିଶା ଆସିବେ କଂଗ୍ରେସ ସେତିକି ବଢ଼ିବ: ଅଜୟ

ଭୁବନେଶ୍ୱର,୨୦।୫(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ତେବେ ତାଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ବିଭିନ୍ନ ପ୍ରସଙ୍ଗରେ ମୋଦିଙ୍କୁ ବହୁ ପ୍ରଶ୍ନ ପଚାରି ଓଡ଼ିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର ଟାର୍ଗେଟ କରିଛନ୍ତି। କଂଗ୍ରେସ...

ଦାରିଙ୍ଗବାଡ଼ିରେ ମତଦାନ ଆରମ୍ଭ: ଭୋଟ୍‌ ଦେଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଦାରିଙ୍ଗବାଡ଼ି,୨୦ା୫(ଅରୁଣ ସାହୁ): ଗଣତନ୍ତ୍ରର ମହାନ ପର୍ବ ତଥା ସାଧାରଣ ନିର୍ବାଚନ ସକାଳ ୭ଟାରେ ଶାନ୍ତି ଶୃଙ୍ଖଳାର ସହ ଆରମ୍ଭ ହୋଇଯାଇଛି। ଏହି କ୍ରମରେ କନ୍ଧମାଳ ଜିଲା ଜି.ଉଦୟଗିରି ନିର୍ବାଚନ ମଣ୍ଡଳୀ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମତଦାନ ଆରମ୍ଭ ହୋଇଯାଇଛି। ବିଜେଡିର...

ରାଜ୍ୟ ନେତାଙ୍କ ସହ ମୋଦିଙ୍କ ଆଲୋଚନା, ଦେଲେ ଗୁରୁମନ୍ତ୍ରଣା

ଭୁବନେଶ୍ୱର, ୧୯।୫(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସନ୍ଧ୍ୟାରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ବାୟୁସେନାର ସ୍ବତନ୍ତ୍ର ବିମାନରେ ରବିବାର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବା ପରେ ମୋଦିଙ୍କୁ ରାଜ୍ୟ ଭାଜପା ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି।...

ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି, କଣ୍ଟାବାଞ୍ଜି ଆସନରେ ହେବ ଆଜି ଭୋଟ

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ରାଜ୍ୟରେ ୨ୟ ପର୍ଯ୍ୟାୟ ନିର୍ବାଚନ ସୋମବାର ଅନୁଷ୍ଠିତ ହେବ। ଚଳିତ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ଟି ବିଧାନସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପାରମ୍ପରିକ ଆସିକା ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ହିଞ୍ଜିଳି ନିର୍ବାଚନମଣ୍ଡଳୀ ସହିତ...

ଆଜି ୩୦୫ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା, ଜାଣନ୍ତୁ କେଉଁଠି ହେଉଛି ମତଦାନ…

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ଦେଶରେ ୫ମ ଏବଂ ରାଜ୍ୟରେ ୨ୟ ପର୍ଯ୍ୟାୟ ନିର୍ବାଚନ ସୋମବାର ଅନୁଷ୍ଠିତ ହେବ। ୫ ଲୋକ ସଭା ଆସନ ବରଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼, ଆସିକା ଏବଂ କନ୍ଧମାଳ ଏବଂ ଏହି ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ୩୫...

ଗରମ ପେଜ ପଡ଼ି ପୋଲିଂ କର୍ମଚାରୀ ଆହତ

ଆସିକା/ଧରାକୋଟ,୧୯ା୫(ସୁରେନ୍ଦ୍ର ନାଥ ସାହୁ/ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଅଧୀନ ମଛାକୋଟ ପଞ୍ଚାୟତର ମଥୁରା ପଦନାପୁର ଗ୍ରାମର ଏକ ବୁଥରେ ଅଘଟଣ ଘଟିଛି। କର୍ମଚାରୀଙ୍କ ପାଇଁ ରୋଷେଇ ବେଳେ ଗରମ ପେଜ ପଡ଼ି ଜଣେ ପୋଲିଂ କର୍ମଚାରୀ...

ଭୁବନେଶ୍ୱରରେ ମୋଦି, ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୯।୫: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ରବିବାର ପହଞ୍ଚିଛନ୍ତି। ପ୍ରଥମେ ସେ ଦଳୀୟ କର୍ମୀଙ୍କ ସହ ସନ୍ଧ୍ୟାରେ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି। ଏଥିରେ...

“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ

ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା ପ୍ରାର୍ଥୀ ଜୁଏଲ ଓରାମ ବଡ଼ ବୟାନ ଦେଇଛନ୍ତି। ଚର୍ଚ୍ଚା ମଧ୍ୟରେ ଜୁଆଲ ଓରାମ...

ପୋଲିଂ ଟିମରେ କର୍ତ୍ତବ୍ୟରତ ଶିକ୍ଷକଙ୍କ ମୃତ୍ୟୁ

ବଲାଙ୍ଗୀର, ୧୯ା୫( ସୁନୀଲ କୁମାର ମହାନ୍ତି): ନିର୍ବାଚନ ପାଇଁ ପୋଲିଂ ଡ୍ୟୁଟିରେ ଥିବା ଜଣେ ଶିକ୍ଷକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ଶିକ୍ଷକଙ୍କ ନାଁ ସୁଶୀଲ କୁମାର ଆଚାର୍ଯ୍ୟ। ଆଗଲପୁର ବ୍ଳକ୍ ପଟୁଆପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସୁଶୀଳ...

ରାତି ପାହିଲେ ନିର୍ବାଚନ: ପୁରୁଷୋତ୍ତମପୁରର ୧୪୭ ବୁଥ୍‌ରେ ୧ ଲକ୍ଷ ୪୧ ହଜାର ୭୬୬ ଜଣ କରିବେ ମତଦାନ

ପୁରୁଷୋତ୍ତମପୁର,୧୯ା୫(ସିମାଞ୍ଚଳ ମିଶ୍ର): ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ରବିବାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସୋମବାର ସକାଳୁ ମତଦାନ ଆରମ୍ଭ ହେବ। ପୁରୁଷୋତ୍ତମପୁର ବ୍ଲକରେ ଯାଉଥିବା ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri